Latest Odisha News

BREAKING NEWS

Browsing Category

ଅପରାଧ

ମମିତା ମେହେର ହତ୍ୟା ମାମଲା, ତଦନ୍ତ ତଦାରଖ କରିବେ ଅବସରପ୍ରାପ୍ତ ଜିଲ୍ଲା ଜଜ୍

ଭୁବନେଶ୍ବର : ମମିତା ମେହେର ହତ୍ୟା ମାମଲାରେ ଆଗେଇବ ତଦନ୍ତ । ମାମଲାରେ ତଦନ୍ତ ପ୍ରକ୍ରିୟାର ତଦାରଖ କରିବେ ଅବସରପ୍ରାପ୍ତ ଜିଲ୍ଲା ଜଜ୍ ଏବିଏସ୍ ନାଇଡୁ । ତଦନ୍ତ ପ୍ରକ୍ରିୟାରେ ସ୍ବଚ୍ଛତା ଓ ପାରଦର୍ଶିତା ଆଣିବା ପାଇଁ ହାଇକୋର୍ଟଙ୍କୁ ଚିଠି ଲେଖିଥିଲେ ରାଜ୍ୟ ସରକାର । ଏଥିରେ ଜଣେ କାର୍ଯ୍ୟରତ…

ଗିରଫ କଣ୍ଟ୍ରାକ୍ଟ କିଲର ସମ୍ପଦ ସାହୁକୁ ରିମାଣ୍ଡରେ ନେବ ପୋଲିସ

ଭୁବନେଶ୍ବର : ରିମାଣ୍ଡରେ ଯିବ ଗିରଫ କଣ୍ଟ୍ରାକ୍ଟ କିଲର ସମ୍ପଦ ସାହୁ । କଣ୍ଟ୍ରାକ୍ଟ କିଲର ସମ୍ପଦ ସାହୁକୁ ୫ ଦିନିଆ ରିମାଣ୍ଡରେ ନେବାକୁ ଏସଡିଜେଏମ୍ କୋର୍ଟରେ ଆବେଦନ କରିଛି ଭୁବନେଶ୍ବର ନୟାପଲ୍ଲୀ ଥାନା ପୋଲିସ । ଫେରାର ଅଭିଯୁକ୍ତ ଓ ସମ୍ପଦର ପୂରା ଅପରାଧିକ କାର୍ଯ୍ୟକଳାପ ବିଷୟରେ ଜାଣିବା…

ଠକେଇ ମାମଲାରେ ୩ ଫେରାର ଅଭିଯୁକ୍ତଙ୍କ ଫଟୋ ଜାରି କଲା ଇଓଡବ୍ଲ୍ୟୁ

ଭୁବନେଶ୍ବର : ଠକେଇ ମାମଲାରେ ୩ ଫେରାର ଅଭିଯୁକ୍ତଙ୍କର ଜାରି ହେଲା ଫଟୋ । ଚିଟଫଣ୍ଡ ମାମଲାରେ ସମ୍ପୃକ୍ତ ୩ ଫେରାର ଅଭିଯୁକ୍ତଙ୍କ ଫଟୋ ଜାରି କରିଛି ଇଓଡବ୍ଲ୍ୟୁ । ଏହାସହ ଠକେଇ ମାମଲାରେ ଗୋଲ୍‌ଡେନ ବାବା ଓରଫ ଜ୍ୟୋତି ରଞ୍ଜନ ବେଉରାଙ୍କୁ ମଧ୍ୟ ଖୋଜୁଛି ଇଓଡବ୍ଲ୍ୟୁ । କ୍ରାଇମବ୍ରାଞ୍ଚ…

ଭୁବନେଶ୍ୱରରୁ ସୁପାରୀ କିଲର ଗିରଫ

ଭୁବନେଶ୍ୱର: ରାଜଧାନୀରୁ ସୁପାରୀ କିଲର ଗିରଫ । ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳରୁ ଜଣେ ସୁପାରୀ କିଲରକୁ ଗିରଫ କରିଛି କମିଶନରେଟ ପୋଲିସ । ତା ନିକଟରୁ ୨ଟି ପିସ୍ତଲ ଓ ଗୁଳି ଜବତ ହୋଇଛି । ଗିରଫ ଅଭିଯୁକ୍ତର ଘର ଜଗତସିଂହପୁର ଜିଲ୍ଲାରେ ବୋଲି ଜଣାପଡିଛି ।ଭୁବନେଶ୍ୱରରେ ଜଣେ ବ୍ୟବସାୟୀଙ୍କୁ ହତ୍ୟା…

ପ୍ରଥମାଷ୍ଟମୀରେ ଅଢେଇ ବର୍ଷର ଶିଶୁକନ୍ୟା ନିଖୋଜ !

ବାଲେଶ୍ୱର: ପ୍ରଥମାଷ୍ଟମୀ ପାଇଁ ଉତ୍ସବମୁଖର ଥିଲା ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ନିମା ଗାଁ । ହଠାତ୍ ଚହଳ ପଡିଥିଲା ଅଢେଇ ବର୍ଷର ଶିଶୁ ସାଇସ୍ମିତା ପ୍ରଧାନ ନିଖୋଜ ହୋଇଯାଇଛି । ଏହି ଘଟଣାକୁ ନେଇ ନିଖୋଜ ଶିଶୁକନ୍ୟାର ପରିବାର ଲୋକେ ଦୁଃଖରେ ଭାଙ୍ଗିପଡିଛନ୍ତି । ଅନ୍ୟପଟେ ସ୍ଥନୀୟ…

ଗଂଜେଇ ସହ ଧରାପଡିଲେ ହୋମଗାର୍ଡ ଓ ବେପାରୀ

ଗୁଣୁପୁର: ରାୟଗଡା ଜିଲ୍ଲାରେ ଗଂଜେଇ ବେପାର କିମ୍ବା ଚାଲାଣ ବଡ କଥା ନୁହେଁ । ପ୍ରତିଦିନ ଏହି ଜିଲ୍ଲାରେ ରାଜ୍ୟ ତଥା ରାଜ୍ୟ ବାହାରର ଗଂଜେଇ ବେପାରୀ ପୋଲିସ ରାଡାରରେ ଧରାପଡିଥାନ୍ତି । ହେଲେ ଗଂଜେଇ ବ୍ୟବସାୟରେ ଯଦି ଖାକି ପୋଷାକର ସଂପୃକ୍ତି ରହେ, ତେବେ କ’ଣ କହିବେ ଆପଣ ? ଆଜି ପଦ୍ମପୁର…

ମୟୂରଭଞ୍ଜରୁ ବଜ୍ରକାପ୍ତା ଉଦ୍ଧାର, ଜଣଙ୍କୁ ଗିରଫ କଲା ଏସଟିଏଫ୍

ଭୁବନେଶ୍ବର : ମୟୂରଭଞ୍ଜ ଜିଲ୍ଲା ସାତକୋଶିଆ-ନାଲଦା ରାସ୍ତାର ମହୁଲଦିଆ ନିକଟରୁ ଜବତ ହୋଇଛି ଜୀବନ୍ତ ବଜ୍ରକାପ୍ତା । ବିକ୍ରି ପାଇଁ ଅଣା ଯାଇଥିବା ବଜ୍ରକାପ୍ତାକୁ ଉଦ୍ଧାର କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ସାତକୋଶିଆ ରେଞ୍ଜ ଅଧିକାରୀଙ୍କ ସହଯୋଗରେ ଏସଟିଏଫ୍ ଚଢ଼ାଉ କରି ବଜ୍ରକାପ୍ତା…

ଅପରେସନ ଗ୍ରୀନ୍ କ୍ଲିନ୍‌: ମାଲକାନଗିରିରେ ଲକ୍ଷାଧିକ ଗଂଜେଇ ଗଛ ନଷ୍ଟ କଲା ଅବକାରୀ ବିଭାଗ

ମାଲକାନଗିରି: ପ୍ରକୃତିରେ ଭରପୁର ମାଲକାନଗିରି ଜିଲ୍ଲାରେ ଆଉ ବରଦାସ୍ତ କରାଯିବନି ସବୁଜ ଜହର କାରବାର । ଏଥିପାଇଁ ଅଣ୍ଟା ଭିଡିଛି ଅବକାରୀ ବିଭାଗ । ଆରମ୍ଭ ହୋଇଛି ଅପରେସନ୍ ଗ୍ରୀନ୍ କ୍ଲିନ୍ । ଆଜି ପୋଲିସ ଓ ଅବକାରୀ ବିଭାଗ ମିଳିତ ଭାବେ ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ସ୍ୱାଭିମାନ ଅଂଚଳରେ…

ଟିକଟକ୍ ପ୍ଲାଟଫର୍ମରେ ସୁଇସାଇଡ୍ ବମ୍ବର୍ ଯୋଗାଡ କରୁଛି ଇସଲାମିକ୍ ଷ୍ଟେଟ୍‌

ଭୁବନେଶ୍ୱର: ବିଶ୍ୱର ସବୁଠୁ ଦୁର୍ଦ୍ଦାନ୍ତ ଆତଙ୍କବାଦୀ ସଙ୍ଗଠନ ଇସଲାମିକ୍ ଷ୍ଟେଟ୍ । ମୁଖିଆ ଅବୁ-ବକ୍ର-ଅଲ-ବାଗଦାଦିର ମୃତ୍ୟୁ ପରେ ଅନେକ ଭାବିଥିଲେ ଇସଲାମିକ ଷ୍ଟେଟ୍ ଧୂଳିସାତ ହେବ । ହେଲେ ସମସ୍ତଙ୍କ ଅନୁମାନକୁ ଭୁଲ ପ୍ରମାଣିତ କରି ପୁଣିଥରେ ମୁଣ୍ଡ ଟେକିଛି ଏହି ଆତଙ୍କବାଦୀ ସଙ୍ଗଠନ ।…

ନୂଆପଡ଼ାରେ ଠକେଇର ନୂଆ ତରିକା, ମୋବାଇଲ ସିମ୍ ନେଇ ଲକ୍ଷ ଲକ୍ଷ ଟଙ୍କା ହଡ଼ପ

ନୂଆପଡ଼ା : ନୂଆପଡ଼ାରେ ଠକେଇର ନୂଆ ତରିକା । ମିଠା କଥା କହି ମୋବାଇଲରୁ ସିମ୍ ନେଇ ଲକ୍ଷ ଲକ୍ଷ ଟଙ୍କା ହଡପ ହୋଇଛି । ଏପରି ଏକ ଅଭିଯୋଗ ପରେ ଠକକୁ ଗିରଫ କରିଛି ଖଡ଼ିଆଳ ପୋଲିସ । ଖଡ଼ିଆଳ ଥାନା ଗୋଇମୁଣ୍ଡି ଗାଁର ଭିନ୍ନକ୍ଷମ ଶିକ୍ଷକ ମକରଧ୍ବଜ କାଣ୍ଡ ଓ ଖଡ଼ିଆଳ ସହରର କ୍ଷୀର ନାୟକଙ୍କ ସହ…