Latest Odisha News
Browsing Category

ଅପରାଧ

ସୁନାବେଡାରେ ବ୍ୟବସାୟୀଙ୍କୁ ନିର୍ମମ ହତ୍ୟା

କୋରାପୁଟ : ସୁନାବେଡା ମହିଳା ମହାବିଦ୍ୟାଳୟ ନିକଟରେ ବ୍ୟବସାୟୀଙ୍କୁ ନିର୍ମମ ହତ୍ୟା । ମିଲନ ମାର୍କେଟରୁ ସ୍କୁଟି ଯୋଗେ ରାତିରେ ଘରକୁ ଫେରୁଥିବା ବେଳେ ଧାରୁଆ ଅସ୍ତ୍ରରେ ବ୍ୟବସାୟୀଙ୍କୁ ହତ୍ୟା କରିଛନ୍ତି ଦୁର୍ବୃତ୍ତ । ମୃତକ ହେଲେ ସୁନାବେଡା ପୌରାଞ୍ଚଳ ରାଜୀବ କଲୋନୀର ଦୟା ବାଘ । ସୂଚନା…

ବ୍ରଜରାଜନଗରରୁ ବିପୁଳ ପରିମାଣର ନକଲି ବିଦେଶୀ ମଦ ଜବତ, ୨ ଗିରଫ

ଝାରସୁଗୁଡ଼ା : ବିପୁଳ ପରିମାଣର ନକଲି ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗର ସ୍ବତନ୍ତ୍ର ସ୍କ୍ବାଡ । ମାମଲାରେ ସଂପୃକ୍ତ ଥିବା ଅନ୍ୟ ଜଣେ ଫେରାର ଥିବା ସୂଚନା ଦେଇଛି ସ୍ବତନ୍ତ୍ର ସ୍କ୍ବାଡ । ବ୍ରଜରାଜନଗର ତେଲେନପାଲି ନିକଟସ୍ଥ ଗଣେଶନଗର ଅଞ୍ଚଳରେ ନକଲି ମଦ କାରଖାନା…

ବାଲେଶ୍ବର ତାଳକୁରୁଣିଆରେ ମହିଳାଙ୍କ ବେକରୁ ସୁନାଚେନ ଲୁଟ୍, ଦୁଇ ରାଉଣ୍ଡ ଗୁଳି ଫୁଟାଇ ଖସିଗଲେ ଦୁର୍ବୃତ୍ତ

ବାଲେଶ୍ବର : ବାଲେଶ୍ବରରେ ମାତିଛନ୍ତି ଲୁଟେରା । ବାହାନଗା ବ୍ଲକ ତଳକୁରୁଣିଆ ଛକରୁ ମହିଳାଙ୍କ ବେକରୁ ସୁନାଚେନ ଲୁଟି ନେଇଛନ୍ତି ଦୁର୍ବୃତ୍ତ । ମହିଳା ଜଣକ ସ୍କୁଟିରେ ଯାଉଥିବା ବେଳେ ଦୁଇ ଜଣ ତାଙ୍କୁ ଅଟକାଇଥିଲେ । ପରେ ଛୁରୀ ଦେଖାଇ ଭୟଭୀତ କରି ମହିଳାଙ୍କ ବେକରୁ ସୁନା ଚେନ ଛିଡ଼ାଇ ନେଇ ପଳାଇ…

ଆଫଗାନିସ୍ତାନ କୁଣ୍ଡୁଜ ମସଜିଦ ବିସ୍ଫୋରଣ ଘଟଣାରେ ନିଜକୁ ଦାୟୀ କଲା ଆଇଏସ-କେ

ଆଫଗାନିସ୍ତାନ : ଆଫଗାନିସ୍ତାନର କୁଣ୍ଡୁଜ ମସଜିଦ ବିସ୍ଫୋରଣ ଘଟଣାରେ ନିଜକୁ ଦାୟୀ କରିଛି ଆଇଏସ-କେ । ଆଫଗାନିସ୍ତାନରୁ ଆମେରିକା ବିଦାୟ ନେବା ପରଠାରୁ ଏହି ବିସ୍ଫୋରଣ ସବୁଠାରୁ ବଡ଼ ବିସ୍ଫୋରଣ । ସ୍ଥାନୀୟ ସୟଦ ଆବାଦ ମସଜିଦରେ ଏହି ବିସ୍ଫୋରଣ ଘଟିଥିଲା । ଉକ୍ତ ମସଜିଦ ସଂଖ୍ୟାଲଘୁ ସିହା…

ପାରଳା ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ପତ୍ନୀ ବିଦ୍ୟାଭାରତୀଙ୍କ ନାଁରେ ଚାର୍ଜସିଟ୍

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଚାର୍ଜସିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ । ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ନାଁରେ ପାରଳାଖେମୁଣ୍ଡି କୋର୍ଟରେ ଚାର୍ଜସିଟ୍ ଦାଖଲ ହୋଇଛି । ସୌମ୍ୟଙ୍କ ରହସ୍ୟଜନକ ମୃତ୍ୟୁ ମାମଲାରେ ବିଦ୍ୟାଭାରତୀ ଅଭିଯୁକ୍ତ ।…

କଳାହାଣ୍ଡିରେ ମାତିଛନ୍ତି ନକଲି ମାଷ୍ଟର, ଧରାପଡିଲେ ୧୨ଜଣ

କଳାହାଣ୍ଡି: ସରିଲା କଳାହାଣ୍ଡି ଜିଲ୍ଲାର୧୩ଟି ବ୍ଲକର ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କ ସାର୍ଟିଫିକେଟ୍ ଯାଂଚ ପ୍ରକ୍ରିୟା । ଓ.ଟି.ଇ.ଟି ସାର୍ଟିଫିକେଟ୍ ଯାଂଚ ସମୟରେ ସାମ୍ନାକୁ ଆସିଲା ଚାଂଚଲ୍ୟକର ତଥ୍ୟ । ଜଣେ କି ଦୁଇଜଣ ନୁହେଁ ବରଂ ନକଲି ମାଷ୍ଟର ଭାବେ ସାମ୍ନାକୁ ଆସିଛି ୧୨ ଜଣ…

ଗୋରୁ ଖାଇଗଲା ବିରି, ତୀର ନେଇଗଲା ମଣିଷ ଜୀବନ

କେନ୍ଦୁଝର: ବିରି ପାଇଁ ଚାଲିଗଲା ଯୁବକଙ୍କ ଜୀବନ । ଗୋରୁ ବିରି ଖାଇବା ଘଟଣାକୁ ନେଇ ଘଟିଯାଇଛି ନୃଶଂସ ହତ୍ୟାକାଣ୍ଡ । ଏଭଳି ଏକ ଘଟଣାକୁ ନେଇ କେନ୍ଦୁଝର ଜିଲ୍ଲା କୋଡାକଳା ଗାଁ ଚର୍ଚ୍ଚାକୁ ଆସିଛି । ସବିଶେଷ ରିପୋର୍ଟ ଅନୁଯାୟୀ ଗୁରୁବାର ଅପରାହ୍ନରେ କୋଡାକଳା ଗାଁର ଜଗଦୀଶ ଦେହୁରୀ, ସାଗୁ…

୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଡାକ୍ତର ଗିରଫ

ବାରିପଦା: ଲାଞ୍ଚ ନେବା ବେଳେ ଡାକ୍ତର ବାବୁ ଗିରଫ । ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାରିପଦା ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲର ଡାକ୍ତର ଦେବୀଦତ୍ତ ପାତ୍ରଙ୍କୁ ଧରିଥିଲା ଭିଜିଲାନ୍ସ । ମୃତ ବ୍ୟକ୍ତିଙ୍କ ପୋଷ୍ଟମର୍ଟମ ରିପୋର୍ଟ ଦେବାକୁ ସେ ୨୦ ହଜାର ଟଙ୍କା ଲାଞ୍ଚ…

ମାଲକାନଗିରି ଛତିଶଗଡ ସୀମାନ୍ତରେ ଯବାନ ମାଓବାଦୀ ମୁହାଁମୁହିଁ

ମାଲକାନଗିରି: ଯବାନଙ୍କୁ ଟାର୍ଗେଟ୍ କଲେ ସଶସ୍ତ୍ର ମାଓବାଦୀ । ଏ ନେଇ ମାଲକାନଗିରି ଛତିଶଗଡ ସୀମାନ୍ତ ନାରାୟଣପୁର ଜିଲ୍ଲାରେ ହଟଚମଟ ସୃଷ୍ଟି ହୋଇଛି । କୋହକାମେଟା ଅଂଚଳରେ ଏକ ପୋଲ ନିର୍ମାଣ କାମରେ ଯବାନମାନେ ସୁରକ୍ଷା ଦାୟିତ୍ୱରେ ଥିଲେ । ସେହି ସମୟରେ ମାଓବାଦୀମାନେ ତାଙ୍କ ଉପରକୁ ଗୁଳିମାଡ…

ମାଲକାନଗିରି ପୋଲିସକୁ ସଫଳତା, ଜବତ ହେଲା ୨ କ୍ବିଣ୍ଟାଲ ଗଞ୍ଜେଇ, ୩ ଗିରଫ

ମାଲକାନଗିରି : ମାଲକାନଗିରି ପୋଲିସକୁ ବଡ଼ ସଫଳତା । ଚିତ୍ରକୋଣ୍ଡା ଅଞ୍ଚଳରୁ ଛତିଶଗଡକୁ ଗଞ୍ଜେଇ ଚୋରା ଚାଲାଣ ବେଳେ ନମ୍ବର ନଥିବା ଏକ ତିନି ଚକିଆ ଅଟୋକୁ ଜବତ କରିଛି ପୋଲିସ । ଅଟୋ ଭିତରୁ ୨ କ୍ବିଣ୍ଟାଲ ୩ କେଜି ଚୋରା ଗଞ୍ଜେଇ ଜବତ କରିଛି ପୋଲିସ । ଯାହାର ବଜାର ମୂଲ୍ୟ ପ୍ରାୟ ୧୦ ଲକ୍ଷ…