Latest Odisha News

BREAKING NEWS

Browsing Category

ଅପରାଧ

ଭଦ୍ରକ ବାସୁଦେବପୁରରେ ସଶସ୍ତ୍ର ଡକାୟତି, ବନ୍ଧୁକ ଦେଖାଇ ଲୁଟିନେଲେ ଟଙ୍କା ଓ ସୁନା

ଭଦ୍ରକ : ଭଦ୍ରକ ଜିଲ୍ଲା ବାସୁଦେବପୁର ଥାନା ଅନ୍ତର୍ଗତ ମଧୁସୂଦନପୁର ଗାଁରେ ସଶସ୍ତ୍ର ଡକାୟତି । ଘରର ମୁଖ୍ୟ ଗ୍ରିଲ ଖୋଲିବା ସହ କବାଟ ଭାଙ୍ଗି ଲୁଟପାଟ୍ କରିଛନ୍ତି ଦୁର୍ବୃତ୍ତ । ଘରେ ଏକୁଟିଆ ଥିବା ଦମ୍ପତିଙ୍କୁ ମାରଣାସ୍ତ୍ର ଦେଖାଇ ଟଙ୍କା ଓ ସୁନା ଗହଣା ଲୁଟି ନେଇଛନ୍ତି ଦୁର୍ବୃତ୍ତ ।…

୨୨ ଦିନ ପରେ ଆଜି ମୁକୁଳିବେ ଆର୍ୟନ୍, ପୁଅକୁ ଆଣିବାକୁ ଜେଲ୍ ଗଲେ ଶାହାରୁଖ

ମୁମ୍ବାଇ: ଆଜି ଜେଲରୁ ବାହାରି ପାରନ୍ତି ଜୁନିଅର୍ କିଙ୍ଗ ଖାନ୍ । ୨୨ ଦିନ ପରେ ମୁମ୍ବାଇ ଆର୍ଥର ରୋଡ୍ ଜେଲରୁ ମୁକୁଳିଲେ ଆର୍ୟନ୍ ଖାନ୍ । ଦିନ ୧୦ଟାରେ ସେ ମୁକୁଳି ପାରନ୍ତି । ଜେଲର ଜାମିନ ବାକ୍ସରେ ରିଲିଜ ଅର୍ଡର ଦିଆଯାଇଛି । ଅର୍ଥାତ୍ ଏବେ ଆର୍ୟନଙ୍କର ଜେଲରୁ ମୁକୁଳିବା ପ୍ରକ୍ରିୟା ଆରମ୍ଭ…

ଗଞ୍ଜାମ ମହୁଲପାଟଣା ଗାଁରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ତାରସିଂ ଥାନା ଗାୟଗଣ୍ଡା ପଞ୍ଚାୟତ ମହୁଲପାଟଣା ଗାଁରେ ଅଭାବନୀୟ ଘଟଣା । ଗାଈ ଗୋଠ ନେଇ ଫେରୁଥିବା ବେଳେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରି ଫେରାର ହୋଇଯାଇଛି ହତ୍ୟାକାରୀ । ମୃତକ ହେଲେ ମହୁଲ ପାଟଣା ଗାଁର କୃଷ୍ଣ ଖିଲାର । ସେହିପରି ହତ୍ୟାକାରୀ ହେଲା ସେହି ଗ୍ରାମର…

ପାଟକୁରା ନୂଆପଡ଼ାରେ ଗ୍ୟାଙ୍ଗ ଓ୍ବାର, ଜଣେ ମୃତ

ପାଟକୁରା : ପାଟକୁରା ଥାନା ପଦ୍ମପୁର ପଞ୍ଚାୟତ ନୂଆପଡ଼ାରେ ଗ୍ୟାଙ୍ଗଷ୍ଟରଙ୍କ ଆତଙ୍କ । ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଗ୍ୟାଙ୍ଗଷ୍ଟର ବିଭୁ ସାହୁ । ମୃତ ବିଭୁ ସାହୁର ଘର ବେରୁହାଁ ପଞ୍ଚାୟତ ହଳଦିଆ ଗାଁରେ । ସେ ଏକାଧିକ ମାମଲାରେ ସଂପୃକ୍ତ ଥିଲା ।…

କ୍ରୁଜ ଡ୍ରଗ୍ସ ପାର୍ଟି ମାମଲା, ଶେଷରେ ଆର୍ଯ୍ୟନ୍ ଖାନଙ୍କୁ ମିଳିଲା ଜାମିନ

ମୁମ୍ବାଇ : ବହୁଚର୍ଚ୍ଚିତ କ୍ରୁଜ ଡ୍ରଗ୍ସ ପାର୍ଟି ମାମଲାରେ ଶେଷରେ ଆର୍ଯ୍ୟନ ଖାନଙ୍କୁ ମିଳିଲା ଜାମିନ । ତର୍କ ବିତର୍କ ପରେ ଶେଷରେ ଆର୍ଯ୍ୟନଙ୍କ ଜାମିନ ପ୍ରଦାନ କରିଛନ୍ତି ବମ୍ବେ ହାଇକୋର୍ଟ । ୨୬ ଦିନ ଧରି ପୋଲିସ ହେପାଜତରେ ରହିବା ପରେ ଆଶ୍ବସ୍ଥ ହୋଇଛନ୍ତି ଆର୍ଯ୍ୟନ । ଆର୍ଯ୍ୟନଙ୍କ ସହ…

କକାକୁ ହାଣିଲା ପୁତୁରା, ଖୁଡ଼ି ଗୁରୁତର

ବାରିପଦା: ଘରୋଇ କଳହର ଭୟଙ୍କର ପରିଣତି । ପୁତୁରାର ଟାଙ୍ଗିଆ ଚୋଟରେ ଗଲା କକାର ଜୀବନ । ଆକ୍ରମଣରେ ଖୁଡି ଗୁରୁତର ହୋଇଛନ୍ତି । ଏଭଳି ଲୋମହର୍ଷକ ହତ୍ୟାକାଣ୍ଡ ଘଟିଛି ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଗୋଲାମୁଣ୍ଡା କଟା ପଞ୍ଚାୟତରେ । ଗତକାଲି ମଧ୍ୟରାତ୍ରିରେ କୌଣସି କଥାକୁ…

ବହିଷ୍କୃତ କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର: କମିଶନରେଟ ପୋଲିସର ବହିଷ୍କୃତ କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପଞ୍ଝା ମାରିଛି ଭିଜିଲାନ୍ସ ଟିମ୍ । ଆଜି ଏକକାଳୀନ ପ୍ରସନ୍ନଙ୍କ ଘର ସମେତ ୫ଟି ସ୍ଥାନରେ ରେଡ୍ ଚାଲିଛି । ଏଥିରେ ଅଛି ପ୍ରସନ୍ନଙ୍କ ଘର, ହୋଟେଲ୍ ଓ…

ଓଡ଼ିଶା ପରେ ରାଜସ୍ଥାନର ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ଫସାଇଛି ରହସ୍ୟମୟୀ

ଭୁବନେଶ୍ବର : ଡିଆର୍‌ଡିଓ ତଥ୍ୟ ଲିକ୍‌ ମାମଲାରେ ଆସିଛି ନୂଆ ତଥ୍ୟ । ଓଡ଼ିଶା ପରେ ରାଜସ୍ଥାନରେ ରହସ୍ୟମୟୀଙ୍କ ହନିଟ୍ରାପ୍ର ଶିକାର ହୋଇଛନ୍ତି ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ । ରାଜସ୍ଥାନ ଯୋଧପୁର ମିଲିଟାରୀ ଇଞ୍ଜିନିୟରିଂ ସର୍ଭିସର ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ହନିଟ୍ରାପ୍‌ରେ…

ରାଜଧାନୀରେ ୩ଟି ଡ୍ୟାନ୍ସ ବାର୍ ସିଲ୍, ଉଡୁଥିଲା ପୁଳା ପୁଳା ନକଲି ଟଙ୍କା

ଭୁବନେଶ୍ୱର: ରାଜଧାନୀରେ ବେଆଇନ୍ ଭାବରେ ଚାଲିଥିଲା ଡ୍ୟାନ୍ସ ବାର୍ । ଜମୁଥିଲା ନାଚ ଗୀତର ଆସର । ବାରରେ ଉଡୁଥିଲା ପୁଳା ପୁଳା ନକଲି ନୋଟ୍ । ଖବର ପାଇଁ ପହଞ୍ଚିଲା ପୋଲିସ । ରଙ୍ଗୀନ ରାତିରେ ମଉଜ ମଜସିଲରେ ଚୁର ଗ୍ରାହକଙ୍କର ପୋଲିସ ବାବୁଙ୍କୁ ଦେଖି ହଠାତ୍ ନିଶା ଉତୁରିଗଲା । ଭୁବନେଶ୍ୱରରେ…

ରାୟଗଡ଼ା ମୁନିଗୁଡାରେ ଲାଗିଲା ମାଓ ପୋଷ୍ଟର

ରାୟଗଡ଼ା : ପୁଣି ମାଓ ପୋଷ୍ଟର ଲଗାଇଲେ ମାଓବାଦୀ । ରାୟଗଡା ମୁନିଗୁଡା ଥାନା ଅନ୍ତର୍ଗତ କୁମୁଡାବାଲି ଯାତ୍ରୀ ପ୍ରତୀକ୍ଷାଳୟ ସମ୍ମୁଖରେ ୫ଟି ମାଓ ପୋଷ୍ଟର ଲଗାଇଛନ୍ତି ମାଓବାଦୀ । ରାଜ୍ୟରେ ମହିଳାଙ୍କୁ ସୁରକ୍ଷା ଦେବାରେ ରାଜ୍ୟ ସରକାର ବିଫଳ ହୋଇଥିବା ନେଇ ଉଲ୍ଲେଖ ରହିଛି । ଏହାସହ ମମିତା…