Latest Odisha News

BREAKING NEWS

Browsing Category

ଅପରାଧ

ଖୋଲିବ କେବିଏନ୍ ଗ୍ୟାଙ୍ଗର ଗୁମର, ରିମାଣ୍ଡରେ ଆସିବେ ୪ ଅଭିଯୁକ୍ତ

ଭୁବନେଶ୍ବର : ରାଜଧାନୀରେ ଖୋଲିବ କେବିଏନ ଗ୍ୟାଙ୍ଗର ଗୁମର । ଏହି ଗ୍ୟାଙ୍ଗର ଅସଲ ଚରିତ୍ରକୁ ସାମ୍ନାକୁ ଆଣିବ ପୋଲିସ । କେବିଏନ୍ ଗ୍ୟାଙ୍ଗର ଗିରଫ ୪ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିବ ପୋଲିସ । ଏଥିପାଇଁ କୋର୍ଟରେ ୭ଦିନ ରିମାଣ୍ଡରେ ନେବାକୁ ଆବେଦନ କରିଛି ପୋଲିସ । ୪ ଅଭିଯୁକ୍ତ ହେଉଛନ୍ତି…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, ଡ୍ରାଇଭର ସମେତ ୨ ଅଟକ

ଭଦ୍ରକ: ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ବେଳେ ଧରିଲା ପୋଲିସ । ୫୦ କିଲୋରୁ ଅଧିକ ଗଞ୍ଜେଇ ଜବତ କରିଛି ଭଦ୍ରକ ଟାଉନ ଥାନା ପୋଲିସ । ଆମ୍ବୁଲାନ୍ସକୁ ଜବତ କରିବା ସହ ଡ୍ରାଇଭର ଓ ଅନ୍ୟ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି । ଗଞ୍ଜେଇ ଧରି କଟକରୁ ଭଦ୍ରକ ଅଭିମୁଖେ ଆସୁଥିଲା ଆମ୍ବୁଲାନ୍ସ ।…

ଆକାଶ ପାଠକଙ୍କୁ ଆଜି ଝାରପଡ଼ା ଜେଲରେ ଜେରା କରିବ ଇଡି

ଭୁବନେଶ୍ୱର: ଟାଟାରେ ଚାକିରି ନାଁରେ ଠକେଇ ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଜେରାର ସାମନା କରିବେ ପୂର୍ବତନ ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକ । ତାଙ୍କୁ ଆଜି ଭୁବନେଶ୍ୱର ଝାରପଡ଼ା ଜେଲରେ ଜେରା କରିବ ଇଡିର ୩ ଜଣିଆ ଟିମ୍ । ଏଥିପାଇଁ ପ୍ରଶ୍ନବାଣ ପ୍ରସ୍ତୁତ ହୋଇଛି । ଗିରଫ…

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଟଙ୍କା ଲୁଟ୍

ବାରିପଦା: ତେଲ ପକାଇବା ବାହାନାରେ ବନ୍ଧୁକ ଦେଖାଇ ପେଟ୍ରୋଲ ପମ୍ପରୁ ଲୁଟ୍ । ମୟୂରଭଞ୍ ଜିଲ୍ଲା ବୈଶିଙ୍ଗା ଥାନା ମାଣତ୍ରୀ ପେଟ୍ରୋଲ ପମ୍ପରୁ ବିଳମ୍ବିତ ରାତିରେ ଏହି ଲୁଟ୍ ହୋଇଛି । କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ୪୦ ହଜାରରୁ ଅଧିକ ଟଙ୍କା ଧରି ଛୁ ମାରିଛନ୍ତି ଦୁଇ ଜଣ ଦୁର୍ବୃତ୍ତ ।…

ବାଘ ଛାଲ ଡିଲ୍ ବେଳେ ମାଡ଼ି ବସିଲା ବନ ବିଭାଗ, ୨ ଗିରଫ

ଦେବଗଡ଼: ବାଘଛାଲ ବିକ୍ରି ପାଇଁ ଡିଲ ହେଉଥିବା ବେଳେ ବନ ବିଭାଗର ଚଢଉ । ଦେବଗଡ଼ ବନଖଣ୍ଡ ରିଆମାଳ ଫରେଷ୍ଟରେଞ୍ଜ ବ୍ରାହ୍ମଣିପାଲ ଗାଁ ନିକଟରୁ ବାଘ ଛାଲ ଜବତ ହୋଇଛି । କଲରାପତରିଆ ବାଘ ଛାଲ ବିକ୍ରି ପାଇଁ ଡିଲ ଚାଲିଥିବା ବେଳେ ବନ ବିଭାଗ ଚଢଉ କରିଥିଲା । ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ…

ବ୍ରହ୍ମଗିରି ନାଥପୁର ବୋମା ମାଡ଼ ଘଟଣାରେ ଗିରଫ ସଂଖ୍ୟା ୧୦କୁ ବୃଦ୍ଧି

ପୁରୀ : ପୁରୀ ଜିଲ୍ଲା ସାତପଡ଼ା ଅଞ୍ଚଳର ନାଥପୁରରେ ବୋମାମାଡ଼ ମାମଲାରେ ବଢୁଛି ଗିରଫଦାରୀ । ବୋମାମାଡ ଘଟଣା ପରେ ଗାଁ ପୁରୁଷଶୂନ୍ୟ ହୋଇପଡିଥିବା ବେଳେ, ଗିରଫ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି । ଏବେ ବି ଗାଷରେ ୪ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ତେବେ ସ୍ଥିତି ନିୟନ୍ତ୍ରଣାଧୀନ ଥିବା…

ବଣାଇଁରେ ଆତଙ୍କ ମଚାଉଥିବା ଡାକୟତ ଗ୍ୟାଙ୍ଗ ଗିରଫ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା ବଣାଇଁ ଉପଖଣ୍ଡର ବିଭିନ୍ନ ଥାନା ଅଞ୍ଚଳରେ ଆତଙ୍କ ମଚାଇ ଲୁଟ୍ ତରାଜ ଚଳାଇଥିବା ଏକ ଡକାୟତ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି ଲହୁଣିପଡ଼ା ପୋଲିସ । ଲହୁଣିପଡ଼ା ଥାନା ଅନ୍ତର୍ଗତ ଏକ ଜନସେବା କେନ୍ଦ୍ର, ଏକ ବିଦେଶୀ ମଦ ଦୋକାନରୁ ବନ୍ଧୁକ ମୁନରେ ଡକାୟତି କରିବା…

ବ୍ରହ୍ମଗିରି ନାଥପୁରରେ ବୋମାମାଡ଼ ଘଟଣା, ବମ୍ ସ୍କ୍ବାଡର ତଦନ୍ତ, ୩ ଅଟକ

ବ୍ରହ୍ମଗିରି : ସରକାରୀ ଜମିରେ ଘର ନିର୍ମାଣକୁ ନେଇ ପୁରୀ ଜିଲ୍ଲା ସାତପଡ଼ା ଅଞ୍ଚଳର ନାଥପୁରରେ ବୋମାମାଡ଼ ମାମଲାରେ ଆରମ୍ଭ ହୋଇଛି ଛାନବିନ । ଘଟଣାରେ ୩ ଜଣଙ୍କୁ ପୋଲିସ ଅଟକ ରଖିଛି । ଏହାସହ ବମ୍ ସ୍କ୍ବାଡ ଘଟଣାସ୍ଥଳରେ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଛି । ସ୍ଥିତି ଉତ୍ତେଜନାପୂର୍ଣ୍ଣ…

ଭୁବନେଶ୍ବରରେ କ୍ରାଇମ୍ ଗ୍ୟାଙ୍ଗର ଭାଇରାଲ ଭିଡିଓ ଘଟଣା, ୨୯ ଜଣଙ୍କ ନାଁରେ ମାମଲା ରୁଜୁ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ ମାତିଛନ୍ତି ଅପରାଧୀ । କେବିଏନ୍ ଗ୍ୟାଙ୍ଗର ଭାଇରାଲ ଭିଡିଓ ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଇଛି ପୋଲିସ । ଗ୍ୟାଙ୍ଗର ମୋଟ ୨୯ ଜଣଙ୍କ ନାଁରେ ମାମଲା ରୁଜୁ କରିଛି ନୟାପଲ୍ଲୀ ଥାନା ପୋଲିସ । ଏହି ଗ୍ୟାଙ୍ଗର ୨ ଜଣ ଅଅଭିଯୁକ୍ତଙ୍କୁ ମିଶାଇ ୭ ଜଣ ଗିରଫ…

ମହଙ୍ଗା ପଡ଼ିଲା କିନ୍ନରଙ୍କ ଠାରୁ ଅଳଙ୍କାର ଲୁଟ କରି ମାଡ଼ ମାରିବା, ଗିରଫ ହେଲେ ପୋଲିସ କନଷ୍ଟେବଳ ଓ ପୂର୍ବତନ ସରପଞ୍ଚ

ଢେଙ୍କାନାଳ : ମହଙ୍ଗା ପଡ଼ିଲା କିନ୍ନରଙ୍କ ଠାରୁ ସୁନା ଅଳଙ୍କାର ଲୁଟ କରି ମାଡ଼ ମାରିବା । ଘଟଣାରେ ଗିରଫ ହୋଇଛନ୍ତି ପୋଲିସ କନଷ୍ଟେବଳଙ୍କ ସମେତ ପୂର୍ବତନ ସରପଞ୍ଚ । ଢେଙ୍କାନାଳ ପରଜଙ୍ଗ ଥାନା ଗଡ଼ପଳାଶୁଣି ଗାଁ ନିକଟରେ ଦେଖିବାକୁ ମିଳିଛି ଏପରି ଏକ ଘଟଣା । ଗିରଫ କନଷ୍ଟେବଳ ହେଲେ ପରଜଙ୍ଗ…