Latest Odisha News

BREAKING NEWS

Browsing Category

ଅପରାଧ

କକାକୁ ହାଣିଲା ପୁତୁରା, ଖୁଡ଼ି ଗୁରୁତର

ବାରିପଦା: ଘରୋଇ କଳହର ଭୟଙ୍କର ପରିଣତି । ପୁତୁରାର ଟାଙ୍ଗିଆ ଚୋଟରେ ଗଲା କକାର ଜୀବନ । ଆକ୍ରମଣରେ ଖୁଡି ଗୁରୁତର ହୋଇଛନ୍ତି । ଏଭଳି ଲୋମହର୍ଷକ ହତ୍ୟାକାଣ୍ଡ ଘଟିଛି ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଗୋଲାମୁଣ୍ଡା କଟା ପଞ୍ଚାୟତରେ । ଗତକାଲି ମଧ୍ୟରାତ୍ରିରେ କୌଣସି କଥାକୁ…

ବହିଷ୍କୃତ କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର: କମିଶନରେଟ ପୋଲିସର ବହିଷ୍କୃତ କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପଞ୍ଝା ମାରିଛି ଭିଜିଲାନ୍ସ ଟିମ୍ । ଆଜି ଏକକାଳୀନ ପ୍ରସନ୍ନଙ୍କ ଘର ସମେତ ୫ଟି ସ୍ଥାନରେ ରେଡ୍ ଚାଲିଛି । ଏଥିରେ ଅଛି ପ୍ରସନ୍ନଙ୍କ ଘର, ହୋଟେଲ୍ ଓ…

ଓଡ଼ିଶା ପରେ ରାଜସ୍ଥାନର ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ଫସାଇଛି ରହସ୍ୟମୟୀ

ଭୁବନେଶ୍ବର : ଡିଆର୍‌ଡିଓ ତଥ୍ୟ ଲିକ୍‌ ମାମଲାରେ ଆସିଛି ନୂଆ ତଥ୍ୟ । ଓଡ଼ିଶା ପରେ ରାଜସ୍ଥାନରେ ରହସ୍ୟମୟୀଙ୍କ ହନିଟ୍ରାପ୍ର ଶିକାର ହୋଇଛନ୍ତି ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ । ରାଜସ୍ଥାନ ଯୋଧପୁର ମିଲିଟାରୀ ଇଞ୍ଜିନିୟରିଂ ସର୍ଭିସର ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ହନିଟ୍ରାପ୍‌ରେ…

ରାଜଧାନୀରେ ୩ଟି ଡ୍ୟାନ୍ସ ବାର୍ ସିଲ୍, ଉଡୁଥିଲା ପୁଳା ପୁଳା ନକଲି ଟଙ୍କା

ଭୁବନେଶ୍ୱର: ରାଜଧାନୀରେ ବେଆଇନ୍ ଭାବରେ ଚାଲିଥିଲା ଡ୍ୟାନ୍ସ ବାର୍ । ଜମୁଥିଲା ନାଚ ଗୀତର ଆସର । ବାରରେ ଉଡୁଥିଲା ପୁଳା ପୁଳା ନକଲି ନୋଟ୍ । ଖବର ପାଇଁ ପହଞ୍ଚିଲା ପୋଲିସ । ରଙ୍ଗୀନ ରାତିରେ ମଉଜ ମଜସିଲରେ ଚୁର ଗ୍ରାହକଙ୍କର ପୋଲିସ ବାବୁଙ୍କୁ ଦେଖି ହଠାତ୍ ନିଶା ଉତୁରିଗଲା । ଭୁବନେଶ୍ୱରରେ…

ରାୟଗଡ଼ା ମୁନିଗୁଡାରେ ଲାଗିଲା ମାଓ ପୋଷ୍ଟର

ରାୟଗଡ଼ା : ପୁଣି ମାଓ ପୋଷ୍ଟର ଲଗାଇଲେ ମାଓବାଦୀ । ରାୟଗଡା ମୁନିଗୁଡା ଥାନା ଅନ୍ତର୍ଗତ କୁମୁଡାବାଲି ଯାତ୍ରୀ ପ୍ରତୀକ୍ଷାଳୟ ସମ୍ମୁଖରେ ୫ଟି ମାଓ ପୋଷ୍ଟର ଲଗାଇଛନ୍ତି ମାଓବାଦୀ । ରାଜ୍ୟରେ ମହିଳାଙ୍କୁ ସୁରକ୍ଷା ଦେବାରେ ରାଜ୍ୟ ସରକାର ବିଫଳ ହୋଇଥିବା ନେଇ ଉଲ୍ଲେଖ ରହିଛି । ଏହାସହ ମମିତା…

ବାଇକ ଡିକି ଭାଙ୍ଗି ଦୋକାନ ସମ୍ମୁଖରୁ ସୁନା ଗହଣା ଲୁଟିନେଲେ ଲୁଟେରା

ଭଦ୍ରକ : ବାଇକ ଡିକି ଭାଙ୍ଗି ଦୋକାନ ସମ୍ମୁଖରୁ ସୁନା ଲୁଟିନେଲେ ଲୁଟେରା । ଭଦ୍ରକ ସହରାଞ୍ଚଳ ଥାନା ଛକ ନିକଟରେ ଥିବା ସୁନା ଦୋକାନ ସମ୍ମୁଖରୁ ସୁନା ଚେନ୍ ଲୁଟି ନେଇଛନ୍ତି ଲୁଟେରା । ଏନେଇ ଦୋକାନୀ ଜଣକ ଭଦ୍ରକ ଟାଉନ ଥାନାରେ ଅଭିଯୋଗ କରିଛନ୍ତି । ହେଲେ ପୋଲିସ ଦୁର୍ବୃତ୍ତଙ୍କ କୌଣସି…

ପିଲା ଚୋରି ଅଭିଯୋଗରେ ମହିଳାଙ୍କୁ ନିସ୍ତୁକ ମାଡ

ବାଲେଶ୍ୱର: ପିଲା ଚୋରି ଭଳି ଶବ୍ଦ ଶୁଣିଲେ ମନରେ ଛନକା ପଶିଯାଏ । ଏହି ଅଭିଯୋଗ ଯାହା ବିରୋଧରେ ଥରେ ଆସେ, ସେ ସାରା ଜୀବନ ସମାଜରେ ଅଗ୍ରହଣୀୟର ଆଖ୍ୟା ମୁଣ୍ଡାଇବାକୁ ବାଧ୍ୟ ହୋଇଥାଏ । ବାଲେଶ୍ୱର ଜିଲ୍ଲାରେ ପିଲା ଚୋରିକୁ କେନ୍ଦ୍ର କରି ଉଭୟ ଅଭିଯୋଗ ଓ ପ୍ରମାଣ ଆଧାରରେ ଜଣେ ମହିଳାଙ୍କୁ…

ଆନ୍ତର୍ଜାତୀୟ ସୁଟର୍ ସିମା ତୋମରଙ୍କୁ ଖୋଲା ଧମକ, ୩ ଗିରଫ

ଓଡିଶା ସମ୍ବାଦ ବ୍ୟୁରୋ: ଆନ୍ତର୍ଜାତୀୟ ସୁଟର୍ ସୀମା ତୋମର ଗ୍ରେଟର ନୋଏଡାରେ ଦୁର୍ବ୍ୟବହାରର ଶିକାର ହୋଇଥିବା ସୂଚନା ରହିଛି । ଏହି ମାମଲାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଥିଲାବେଳେ ପାର୍କିଂକୁ ନେଇ ଉଭୟ ପକ୍ଷରୁ ବଚସା ହୋଇଥିବା ଜଣାପଡିଛି । ଉତ୍ତରପ୍ରଦେଶ ବାଘପତ ବାସିନ୍ଦା ସୀମା…

ଆର୍ୟନଙ୍କ ବେଲ୍ ପାଇଁ ବମ୍ବେ ହାଇକୋର୍ଟରେ ଲଢ଼ିବେ ମୁକୁଲ ରୋହତଗୀ

ମୁମ୍ବାଇ: କ୍ରୁଜ୍ ଡ୍ରଗ୍ସ କେସରେ ଜୁନିଅର କିଙ୍ଗ ଖାନଙ୍କୁ ଆଜି ବେଲ୍ ମିଳିବ କି ? ବମ୍ବେ ହାଇକୋର୍ଟ ଆର୍ୟନ ଖାନଙ୍କ ଜାମିନ ଆବେଦନର ଶୁଣାଣି କରିବେ । କୋର୍ଟଙ୍କ ନିଷ୍ପତ୍ତି ଉପରେ ସମସ୍ତଙ୍କର ନଜର ରହିଥିବା ବେଳେ ଆଜି ତାଙ୍କ ପାଇଁ କୋର୍ଟରେ ଠିଆ ହେବେ ପୂର୍ବତନ ଆଟର୍ଣ୍ଣିଂ ଜେନେରାଲ୍…

ମନିଷ ଅନୁରାଗ ମୃତ୍ୟୁ ମାମଲା: ୩ ଅଭିଯୁକ୍ତର ଚାଲିଛି ଲାଏ ଡିଟେକସନ୍ ଟେଷ୍ଟ

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନିଷ ଅନୁରାଗ ମୃତ୍ୟୁ ମାମଲାରେ ତଥ୍ୟ ପ୍ରମାଣ ଯୋଗାଡ଼ କରୁଛି ପୋଲିସ । ଜେରା ବେଳେ ଅଭିଯୁକ୍ତଙ୍କ ମୁହଁରୁ ସତ ଉଗାରିଛି ପୋଲିସ । ଆଜି ପୋଲିସ ୩ ଜଣଙ୍କର ଲାଏ ଡିଟେକସନ୍ ଟେଷ୍ଟ କରାଉଛି । ଏଥିପାଇଁ ଭୁବନେଶ୍ୱର ଷ୍ଟେଟ ଫୋରେନସିକ୍ ଲାବରେ…