Latest Odisha News

BREAKING NEWS

Browsing Category

ଅପରାଧ

ପୋଲିସ ଉପରକୁ ଗୁଳି କରି ଫେରାର ଉଦ୍ୟମ ବେଳେ ୩ ଗଞ୍ଜେଇ ବେପାରୀ ଗିରଫ

ଦେବଗଡ଼ : ଦେବଗଡ଼ ଜିଲ୍ଲା ସ୍ପେଶାଲ ସ୍କ୍ବାଡକୁ ମିଳିଛି ବଡ଼ ସଫଳତା । ପୋଲିସ ଉପରକୁ ଗୁଳି କରି ଫେରାର ଉଦ୍ୟମ ବେଳେ ଗିରଫ ହୋଇଛନ୍ତି ୩ ଗଞ୍ଜେଇ ବେପାରୀ । ଗାଡିରୁ ଗୋଟିଏ ମାଉଜର ଓ ୭ ରାଉଣ୍ଡ ଗୁଳି ଜବତ କରି ଅଭିଯୁକ୍ତ ରୂପେଶକୁ କାବୁ କରିଛି ପୋଲିସ । ଏନଡ଼ିପିଏସ ଆକ୍ଟ ଓ ଆର୍ମସ ଆକ୍ଟ…

ଗଜପତିରୁ ୫୦ ଲକ୍ଷରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ, ୩ ଫେରାର

ଗଜପତି : ଗଜପତି ପୋଲିସକୁ ବଡ଼ ସଫଳତା । ଆର. ଉଦୟଗିରି ଥାନା ପୋଲିସର ପାଟ୍ରୋଲିଂ ବେଳେ ଜବତ ହୋଇଛି ବିପୁଳ ପରିମାଣର ଗଞ୍ଜେଇ । ପତେଇଗୁଡା ଗ୍ରାମ ଓ ଅନୁଗୁରୁ ଗ୍ରାମ ମଧ୍ୟରେ ଥିବା ଘଞ୍ଚ ଜଙ୍ଗଲରୁ ୯ କ୍ବିଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ କରିଛି ପୋଲିସ । ଘଟଣାରେ ଜଣଙ୍କୁ ଗିରଫ କରାଯାଇଥିବା…

ଆର୍ଯ୍ୟନଙ୍କ ପାଇଁ ନୂଆ ଓକିଲ ନିଯୁକ୍ତ

ମୁମ୍ବାଇ: ପୁଅ ଆର୍ଯ୍ୟନ ପାଇଁ କିଙ୍ଗଖାନ ଶାହରୁଖଙ୍କ ଚିନ୍ତା ଦିନକୁ ଦିନ ଅଧିକ ଘନେଇବାରେ ଲାଗିଛି । ମୁମ୍ବାଇ ଡ୍ରଗ୍ସ ମାମଲାରେ ପୁଅ ପାଇଁ ଏବେ କିଙ୍ଗଖାନ ଯୋଗାଡ କରିଛନ୍ତି ଆଉ ଜଣେ ଓକିଲ । ଏ ହେଉଛନ୍ତି ସେହି ଓକିଲ ଯିଏ ସଲମାନଙ୍କୁ ହିଟ୍ ଆଣ୍ଡ୍ ରନ୍ ମାମଲାରେ ଜାମିନରେ ମୁକୁଳାଇଥିଲେ ।…

ଆଲମିରାରେ ବିଡାବିଡା ଟଙ୍କା, କାହାଠୁ ଜବତ ହେଲା ୧୪୨ କୋଟି ଟଙ୍କା ?

ନୂଆଦିଲ୍ଲୀ: ହାଇଦ୍ରାବାଦର ଏକ ଫାର୍ମାସ୍ୟୁଟିକାଲ୍ କମ୍ପାନୀରେ ଗତ ବୁଧବାର ଛାପା ମାରିଥିଲା ଆୟକର ବିଭାଗ । ଲଗାତାର ଭାବେ ଦୁଇଟି ପର୍ଯ୍ୟାୟ କ୍ରମେ ଜବତ ହୋଇଥିଲା ୫୦୦ କୋଟି ଓ ୧୪୨.୮୭ କୋଟି ଟଙ୍କା । ଜବତ ଟଙ୍କାକୁ ନେଇ କମ୍ପାନୀ ତରଫରୁ କøଣସି ପ୍ରକାର ସ୍ପଷ୍ଟୀକରଣ ସାମ୍ନାକୁ ଆସିପାରିନି ।…

ନିରାଶ ଚୋରର ଚିଠି, ଘରେ ଟଙ୍କା ନରଖି ତାଲା କାହିଁକି ପକେଇଥଲ ?

ଭୁବନେଶ୍ୱର: ଆଜିକାଲିର ଚୋରଙ୍କର ବି ମାନ ସମ୍ମାନ ଅଛି । ଚୋରି ହେଉ ଅବା ନହେଉ, ସେମାନେ ବି ନିଜ ମନର କଥା ଜଣାଇବାକୁ କୁଣ୍ଠାବୋଧ କରୁନାହାଁନ୍ତି । ଜଣେ ଚୋର ଓ ତା ଚିଠିକୁ ନେଇ ମଧ୍ୟପ୍ରଦେଶରେ ଘଟିଥିବା ଏକ ଘଟଣା ସୋସିଆଲ୍ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ମଧ୍ୟପ୍ରଦେଶର ଦେୱାସ୍…

ଢେଙ୍କାନାଳରେ କର୍ଣ୍ଣାଟକ ପୋଲିସର ଚଢାଉ, ଧରାପଡିଲା ସାଇବର ଠକ

ଢେଙ୍କାନାଳ: ତାଜା ସ୍ଥିତିରେ ସାଇବର ଠକାମୀର ଧାରା ଅପ୍ରତ୍ୟଶିତ ଭାବେ ବଢିବାରେ ଲାଗିଛି । ପ୍ରତିଦିନ କେଉଁଠି ନା କେଉଁଠି ଏ ନେଇ ଅଭିଯୋଗ ସାମ୍ନାକୁ ଆସୁଛି । ନିକଟରେ କର୍ଣ୍ଣାଟକ ପୋଲିସ ହାତରେ ଓଡିଶାର ଜଣେ ସାଇବର ଠକ ଧରାପଡିଛି । ଢେଙ୍କାନାଳ ଜିଲ୍ଲାରୁ ଜଣେ ଯୁବକ କର୍ଣ୍ଣାଟକ ପୋଲିସ…

ହାତୀ ଦାନ୍ତ ବିକ୍ରି ବେଳେ ମାଡ଼ି ବସିଲା ସ୍ପେଶାଲ୍ ସ୍କ୍ୱାଡ୍

ଦେବଗଡ଼: ହାତୀ ଦାନ୍ତ ବିକ୍ରି ଉଦ୍ୟମ ବେଳେ ଚଢ଼ାଉ କଲା ସ୍ପେଶାଲ ସ୍କ୍ୱାଡ୍ । ଦେବଗଡ଼ ଜିଲ୍ଲାରୁ ଜଣେ ହାତୀ ଦାନ୍ତ ବେପାରୀ ଗିରଫ ହୋଇଛି । ତା ନାଁ ସୁନୀଲ ପୋଢ଼ । ତା ନିକଟରୁ ୨ଟି ହାତୀଦାନ୍ତ ଜବତ ହୋଇଛି । ପ୍ରଭାଷୁଣି ଗାଁ ନିକଟରେ ସୁନୀଲକୁ ଗିରଫ କଲା ପୋଲିସର ସ୍ପେଶାଲ ସ୍କ୍ୱାଡ୍ ।…

ବଡବିଲ ମେନ୍ ରୋଡରେ ବୋମାମାଡ ଘଟଣା, ୨ କୁଖ୍ୟାତ ଅପରାଧୀ ଗିରଫ

କେନ୍ଦୁଝର : ବଡ଼ବିଲ ମେନ୍ ରୋଡରେ ଥିବା ହାର୍ଡ ଓ୍ବେୟାର ଷ୍ଟୋରରେ ବୋମାମାଡ଼ ଘଟଣାର ହୋଇଛି ପର୍ଦ୍ଦାଫାସ । ବୋମାମଡ ଘଟଣାରେ ବଡବିଲ ପୋଲିସ ୨ ଜଣ କୁଖ୍ୟାତ ଅପରାଧୀଙ୍କୁ ଧରିବାରେ ସଫଳ ହୋଇଛି । ଦାଦାବଟି ଆଦାୟକୁ କେନ୍ଦ୍ର କରି ବୋମା ମାଡ଼ ହୋଇଥିବା ସୂଚନା ଦେଇଛି ପୋଲିସ । ଗିରଫ ୨ ଜଣ…

ଭିଜିଲାନ୍ସ ରେଡ୍: ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଅଧିକାରୀଙ୍କ ଘରୁ ୯ ଲକ୍ଷ ଟଙ୍କା ଜବତ

ଭୁବନେଶ୍ୱର: ପୂଜା ପୂର୍ବରୁ ଭିଜିଲାନ୍ସ ସ୍କାନରରେ ସରକାରୀ ଅଧିକାରୀ । ବିପୁଳ ପରିମାଣର ଟଙ୍କା ଧରି ଘରକୁ ଫେରିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ । ବାଲେଶ୍ୱର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଆଞ୍ଚଳିକ ଅଧିକାରୀଙ୍କ ଘରୁ ୯ ଲକ୍ଷ ୨୫ ହଜାର ଟଙ୍କା ଜବତ ହୋଇଛି । ତାଙ୍କ ନାଁ ନରୋତ୍ତମ ବେହେରା ।…

ଭିଜିଲାନ୍ସ ଜାଲରେ ପଡ଼ିଥିବା ୩ ସରକାରୀ ବାବୁ ଗିରଫ, ସାଢ଼େ ୨୨ ଲକ୍ଷ ଟଙ୍କା ଜବତ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ସରକାରୀ ଅଧିକାରୀ । ଗତକାଲି ବିପୁଳ ପରିମାଣର ଟଙ୍କା ସହ ଭିଜିଲାନ୍ସ ପଞ୍ଝାରେ ପଡ଼ିଥିବା ୩ ପ୍ରଥମ ଶ୍ରେଣୀ ଅଧିକାରୀ ଗିରଫ ହୋଇଛନ୍ତି । କେନ୍ଦୁଝର ଜିଲ୍ଲା ବୈତରଣୀ ଜଳ ସମ୍ପଦ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ବିଧାନ ସାହୁ, ବାଲେଶ୍ୱର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…