Latest Odisha News

BREAKING NEWS

Browsing Category

ଅପରାଧ

ଚାଲିଛି ଫେଷ୍ଟିଭ୍ ସିଜିନ୍ ସେଲ୍‌, ଅର୍ଡର୍ କଲେ ମିଳୁଛି ଇଟା ଓ ନଟ୍ ବୋଲ୍ଟ

ଭୁବନେଶ୍ୱର: ବର୍ତ୍ତମାନ ଏକାଧିକ ଅନ୍‌ଲାଇନ୍ ଇ-କମର୍ସ ସାଇଟ୍ ଫେଷ୍ଟିଭ୍ ସିଜିନ୍ ସେଲ୍ ଆରମ୍ଭ କରିଛନ୍ତି । ଲୋକେ ବି ମନଲୋଭା ଦେଖି ଅଫର ଦେଖି ଆକର୍ଷିତ ହୋଇ ସପିଂ କରିବାରେ ଲାଗିପଡିଛନ୍ତି । ହେଲେ ଲୋଭନୀୟ ଅଫର କିଛି ଲୋକଙ୍କ ମନ ଖଟା କରିଦେଇଛି । ନିକଟରେ କିଛି ସୋସିଆଲ୍ ମିଡିଆ ୟୁଜର୍ସ…

ଜାଣନ୍ତୁ କେଉଁ ଅଫିସରମାନେ କରିଥିଲେ କ୍ରୁଜ ଡ୍ରଗ୍ସ ମାମଲାର ପର୍ଦ୍ଦାଫାସ୍‌

ମୁମ୍ବାଇ: ଗତ ଶନିବାର ଦିନ ଗୋଆ ଯାଉଥିବା ଏକ କ୍ରୁଜ (ବିଳାଶମୟ ବୋଟ୍‌) ଉପରେ ଛାପା ମାରି ନାର୍କୋଟିକ୍ସ କଣ୍ଟ୍ରୋଲ୍ ବ୍ୟୁରୋ ଡ୍ରଗ୍ସ ମାମଲାର ପର୍ଦ୍ଦାଫାସ୍ କରିଥିଲା । ଏହି ମାମଲାରେ କିଙ୍ଗଖାନ ଶାହରୁଖଙ୍କ ପୁଅ ଆର୍ଯ୍ୟନଙ୍କ ସମେତ ୯ରୁ ଅଧିକ ଗିରଫଦାରୀ ହୋଇଛି । ଏହି ହାଇପ୍ରୋଫାଇଲ୍…

ଜୁଆ ଆଡ୍ଡାରେ ପୋଲିସର ଅତର୍କିତ ଚଢାଉ, ୫ ଅଟକ

ସମ୍ବଲପୁର: ଜୁଆଡିଙ୍କ ନାକେଦମ କରିଛି ସମ୍ବଲପୁର ପୋଲିସ । ଜିଲ୍ଲାରେ ପ୍ରତିଦିନ ଜାରି ରହିଛି ଅତର୍କିତ ଚଢାଉ । ଆଜି ମାନେଶ୍ୱର ଗାଁରେ ଜୁଆ ଖେଳ ଚାଲିଥିବା ସମୟରେ ସଦର ପୋଲିସ ଅତର୍କିତ ଭାବେ ଚଢାଉ କରିଥିଲା । ବିଶ୍ୱସ୍ତ ସୁତ୍ରରୁ ଖବର ପାଇ ମାନେଶ୍ୱର ଗାଁର କେନାଲପଡାରେ ପୋଲିସ ଚଢାଉ…

ବଲାଙ୍ଗିରରେ ବନ୍ଧୁକ ମୁନରେ ଯୁବକଙ୍କ ଠାରୁ ଲୁଟ୍, ଅଭିଯୁକ୍ତ ଗିରଫ

ବଲାଙ୍ଗିର : ବଲାଙ୍ଗିର ସହର ରେଳ ଷ୍ଟେସନ ରାସ୍ତା ଏଫସିଆଇ ଗୋଦାମ ନିକଟରେ ବନ୍ଧୁକ ମୁନରେ ଯୁବକଙ୍କ ଠାରୁ ଲୁଟ୍ ଅଭିଯୋଗ । ଘଟଣାର କିଛି ଘଣ୍ଟା ମଧ୍ୟରେ ଅଭିଯୁକ୍ତକୁ ଗିରଫ କରିଛି ବଲାଙ୍ଗିର ଟାଉନ ପୋଲିସ । ଗିରଫ ଅଭିଯୁକ୍ତ ହେଲା ବଲାଙ୍ଗିର ସହର କଂସାରୀପଡାର ସିଦ୍ଧାର୍ଥ କୁମ୍ଭାର ।…

ବଲାଙ୍ଗିରରେ କାବୁ ହେଲା ଏଟିଏମ୍ ଲୁଟେରା

ବଲାଙ୍ଗିର : ବଲାଙ୍ଗିରରେ କାବୁ ହେଲେ ଏଟିଏମ୍ ଲୁଟେରା । ଏଟିଏମ ଭିତରେ ସାହାଯ୍ୟ ବାହାନାରେ ଅଭିନବ ଉପାୟରେ ଲୁଟ୍ କରୁଥିବା ବେଳେ ଜଣଙ୍କୁ କାବୁ କରିଛନ୍ତି ଲୋକେ । ଘଟଣାରେ ଆଉ ୨ ଜଣ ଫେରାର ହୋଇଯାଇଛନ୍ତି । ଅଟକ ଥିବା ଲୁଟେରାକୁ ଲୋକେ ଟାଉନା ଥାନା ପୋଲିସ ଜିମା ଦେଇଛନ୍ତି । ଅଟକ…

ଲକ୍ଷ୍ମୀପୁର ହିଂସା ଘଟଣାର ହେବ ବିଚାର ବିଭାଗୀୟ ତଦନ୍ତ

ଉତ୍ତରପ୍ରଦେଶ : ଲକ୍ଷ୍ମୀପୁର ହିଂସା ଘଟଣାରେ ୮ ଜଣଙ୍କୁ ହତ୍ୟା କରାଯାଇଥିବା ନେଇ ମାମଲା ଦାଏର ହୋଇଛି । ଏହି ଘଟଣାର ହେବ ବିଚାର ବିଭାଗୀୟ ତଦନ୍ତ । ଏନେଇ ନିର୍ଦ୍ଦେଶ ଦେଇଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ଓ ଅନ୍ୟ ୧୩…

ଗ୍ରାନାଇଟ ବୋଝେଇ ଟ୍ରକରୁ କୋଟିଏରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ

ଗଜପତି : ଗଜପତି ଜିଲ୍ଲା ଅଡବା ପୋଲିସକୁ ମିଳିଛି ବଡ଼ ସଫଳତା । ଅଡବା ପୋଲିସ ପେଟ୍ରୋଲିଂ ବେଳେ ମନ୍ଦ୍ରାବାଜୁ ଛକ ନିକଟରୁ ଏକ ଏକ ଟ୍ରକରୁ ଜବତ ହୋଇଛି ବିପୁଳ ପରିମାଣର ଗଞ୍ଜେଇ । ଉତ୍ତରପ୍ରଦେଶ ନମ୍ବର ଥିବା ଏକ ଟ୍ରକକୁ ଚେକିଂ ବେଳେ, ସେଥୁରୁ ଜବତ ହୋଇଛି ୭୦ ବସ୍ତାରେ ଗଞ୍ଜେଇ ।…

ସାଇବର ଅପରାଧ ଓ ଦୁଷ୍କର୍ମ ବୃଦ୍ଧିକୁ ନେଇ ଉଦବେଗ

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲ୍ଲାରେ ଦିନକୁ ଦିନ ବଢ଼ିବାରେ ଲାଗିଛି ସାଇବର ଅପରାଧ ଠକେଇ ଓ ଦୁଷ୍କର୍ମ ମାମଲା । ଯାହାକୁ ନେଇ ବିଭିନ୍ନ ମହଲରେ ଉଦବେଗ ପ୍ରକାଶ ପାଇଛି । ଅକ୍ଟୋବର ମାସ ପ୍ରଥମ ସପ୍ତାହ ପ୍ରଥମ ତିନି ଦିନରେ ଜିଲ୍ଲାର ୭ଟି ଥାନାରେ ୭ଟି ଦୁଷ୍କର୍ମ ମାମଲା ରୁଜୁ କରାଯାଇଥିବା ବେଳେ,…

ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପୋଲିସ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?

ପୁରୀ: ଶ୍ରୀକ୍ଷେତ୍ରରେ ଚାଂଚଲ୍ୟ ଖେଳାଇଛି ଜଣେ ପୋଲିସ କର୍ମଚାରୀଙ୍କ ମୃତଦେହ ଉଦ୍ଧାର ମାମଲା । ମୃତ ପୋଲିସ କର୍ମଚାରୀ ଜଣକ ଶ୍ରୀଜଗନ୍ନାଥ ମନ୍ଦିର ସୁରକ୍ଷା ଦାୟିତ୍ୱରେ ଥିଲେ । ଗତକାଲି ପୁରୀ ସଦର ହୁଲୁହୁଳିଆ ପୋଲ ନିକଟ ରେଳଧାରଣା ପାଶ୍ୱର୍ରୁ ପୋଲିସ କର୍ମୀଙ୍କ ମୃତଦେହ ଉଦ୍ଧାର…

ଜାହାଜରେ ଡ୍ରଗ୍ସ ପାର୍ଟି: ଶାହାରୁଖଙ୍କ ପୁଅ ଆର୍ୟନକୁ ଏନସିବିର ପଚରାଉଚରା

ମୁମ୍ବାଇ: ଜାହାଜରେ ଡ୍ରଗ୍ସ ପାର୍ଟି । ଅଚାନକ ଚଢ଼ାଉ କଲା ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ବା ଏନସିବି ଟିମ୍ । ମୁମ୍ବାଇରେ ଏକ ଜାହାଜରେ ଏହି ଡ୍ରଗ୍ମ ପାର୍ଟି ଚାଲିଥିଲା । ଏହି ଘଟଣାରେ ବଲିଉଡ୍ ଅଭିନେତା ଶାହାରୁଖ ଖାନଙ୍କ ପୁଅ ଆର୍ୟନଙ୍କ ନାଁ ସାମନାକୁ ଆସିଛି । ତାଙ୍କୁ ପଚରାଉଚରା କରୁଛି…