Latest Odisha News

BREAKING NEWS

Browsing Category

ଅପରାଧ

ଲଭ୍-ସେକ୍ସ-ଧୋକା: ପ୍ରତାରକ ପ୍ରେମିକ ଗିରଫ

ସମ୍ୱଲପୁର: ବିବାହ ପ୍ରଲୋଭନ ଦେଖାଇ ଯୁବତୀଙ୍କ ସହ ପ୍ରତାରଣା । ଯୁବତୀଙ୍କୁ ଗର୍ଭବତୀ କରାଇବା ସହ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ୍ କରାଇବାକୁ ଧମକ ଦେବା ଅଭିଯୋଗରେ ବନ୍ଧା ହେଲେ ପ୍ରେମିକ । ସମ୍ୱଲପୁର ଜିଲ୍ଲା ହୀରାକୁଦ ଅଞ୍ଚଳରୁ ଏମିତି ଘଟଣା ସାମନାକୁ ଆସିଛି । ପୀଡ଼ିତଙ୍କ ଅଭିଯୋଗ…

ସ୍ତ୍ରୀର ତଣ୍ଟି କାଟି ଦେଲା ସ୍ୱାମୀ

ଖୋର୍ଦ୍ଧା: ସ୍ୱାମୀ ସାଜିଲା ସୈତାନ୍ । ସ୍ତ୍ରୀର ତଣ୍ଟି କାଟିଦେଲା । ଶ୍ୱଶୂର ଘରେ ସ୍ତ୍ରୀର ତଣ୍ଟି କାଟି ହତ୍ୟା କରିଛି ସ୍ୱାମୀ । ଏହାପରେ ଚମ୍ପଟ ମାରିଛି । ଖୋର୍ଦ୍ଧା ଟାଉନ୍ ଥାନା ଅନ୍ତର୍ଗତ ଗୁରୁଜଙ୍ଗରେ ଗତକାଲି ରାତିରେ ଏହି ହତ୍ୟାକାଣ୍ଡ ହୋଇଛି । ମୃତକଙ୍କ ନାଁ ଇନ୍ଦିରା ପ୍ରିୟଦର୍ଶୀ…

ସୁନାବେଡାରେ ବ୍ୟବସାୟୀଙ୍କୁ ନିର୍ମମ ହତ୍ୟା

କୋରାପୁଟ : ସୁନାବେଡା ମହିଳା ମହାବିଦ୍ୟାଳୟ ନିକଟରେ ବ୍ୟବସାୟୀଙ୍କୁ ନିର୍ମମ ହତ୍ୟା । ମିଲନ ମାର୍କେଟରୁ ସ୍କୁଟି ଯୋଗେ ରାତିରେ ଘରକୁ ଫେରୁଥିବା ବେଳେ ଧାରୁଆ ଅସ୍ତ୍ରରେ ବ୍ୟବସାୟୀଙ୍କୁ ହତ୍ୟା କରିଛନ୍ତି ଦୁର୍ବୃତ୍ତ । ମୃତକ ହେଲେ ସୁନାବେଡା ପୌରାଞ୍ଚଳ ରାଜୀବ କଲୋନୀର ଦୟା ବାଘ । ସୂଚନା…

ବ୍ରଜରାଜନଗରରୁ ବିପୁଳ ପରିମାଣର ନକଲି ବିଦେଶୀ ମଦ ଜବତ, ୨ ଗିରଫ

ଝାରସୁଗୁଡ଼ା : ବିପୁଳ ପରିମାଣର ନକଲି ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗର ସ୍ବତନ୍ତ୍ର ସ୍କ୍ବାଡ । ମାମଲାରେ ସଂପୃକ୍ତ ଥିବା ଅନ୍ୟ ଜଣେ ଫେରାର ଥିବା ସୂଚନା ଦେଇଛି ସ୍ବତନ୍ତ୍ର ସ୍କ୍ବାଡ । ବ୍ରଜରାଜନଗର ତେଲେନପାଲି ନିକଟସ୍ଥ ଗଣେଶନଗର ଅଞ୍ଚଳରେ ନକଲି ମଦ କାରଖାନା…

ବାଲେଶ୍ବର ତାଳକୁରୁଣିଆରେ ମହିଳାଙ୍କ ବେକରୁ ସୁନାଚେନ ଲୁଟ୍, ଦୁଇ ରାଉଣ୍ଡ ଗୁଳି ଫୁଟାଇ ଖସିଗଲେ ଦୁର୍ବୃତ୍ତ

ବାଲେଶ୍ବର : ବାଲେଶ୍ବରରେ ମାତିଛନ୍ତି ଲୁଟେରା । ବାହାନଗା ବ୍ଲକ ତଳକୁରୁଣିଆ ଛକରୁ ମହିଳାଙ୍କ ବେକରୁ ସୁନାଚେନ ଲୁଟି ନେଇଛନ୍ତି ଦୁର୍ବୃତ୍ତ । ମହିଳା ଜଣକ ସ୍କୁଟିରେ ଯାଉଥିବା ବେଳେ ଦୁଇ ଜଣ ତାଙ୍କୁ ଅଟକାଇଥିଲେ । ପରେ ଛୁରୀ ଦେଖାଇ ଭୟଭୀତ କରି ମହିଳାଙ୍କ ବେକରୁ ସୁନା ଚେନ ଛିଡ଼ାଇ ନେଇ ପଳାଇ…

ଆଫଗାନିସ୍ତାନ କୁଣ୍ଡୁଜ ମସଜିଦ ବିସ୍ଫୋରଣ ଘଟଣାରେ ନିଜକୁ ଦାୟୀ କଲା ଆଇଏସ-କେ

ଆଫଗାନିସ୍ତାନ : ଆଫଗାନିସ୍ତାନର କୁଣ୍ଡୁଜ ମସଜିଦ ବିସ୍ଫୋରଣ ଘଟଣାରେ ନିଜକୁ ଦାୟୀ କରିଛି ଆଇଏସ-କେ । ଆଫଗାନିସ୍ତାନରୁ ଆମେରିକା ବିଦାୟ ନେବା ପରଠାରୁ ଏହି ବିସ୍ଫୋରଣ ସବୁଠାରୁ ବଡ଼ ବିସ୍ଫୋରଣ । ସ୍ଥାନୀୟ ସୟଦ ଆବାଦ ମସଜିଦରେ ଏହି ବିସ୍ଫୋରଣ ଘଟିଥିଲା । ଉକ୍ତ ମସଜିଦ ସଂଖ୍ୟାଲଘୁ ସିହା…

ପାରଳା ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ପତ୍ନୀ ବିଦ୍ୟାଭାରତୀଙ୍କ ନାଁରେ ଚାର୍ଜସିଟ୍

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଚାର୍ଜସିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ । ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ନାଁରେ ପାରଳାଖେମୁଣ୍ଡି କୋର୍ଟରେ ଚାର୍ଜସିଟ୍ ଦାଖଲ ହୋଇଛି । ସୌମ୍ୟଙ୍କ ରହସ୍ୟଜନକ ମୃତ୍ୟୁ ମାମଲାରେ ବିଦ୍ୟାଭାରତୀ ଅଭିଯୁକ୍ତ ।…

କଳାହାଣ୍ଡିରେ ମାତିଛନ୍ତି ନକଲି ମାଷ୍ଟର, ଧରାପଡିଲେ ୧୨ଜଣ

କଳାହାଣ୍ଡି: ସରିଲା କଳାହାଣ୍ଡି ଜିଲ୍ଲାର୧୩ଟି ବ୍ଲକର ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କ ସାର୍ଟିଫିକେଟ୍ ଯାଂଚ ପ୍ରକ୍ରିୟା । ଓ.ଟି.ଇ.ଟି ସାର୍ଟିଫିକେଟ୍ ଯାଂଚ ସମୟରେ ସାମ୍ନାକୁ ଆସିଲା ଚାଂଚଲ୍ୟକର ତଥ୍ୟ । ଜଣେ କି ଦୁଇଜଣ ନୁହେଁ ବରଂ ନକଲି ମାଷ୍ଟର ଭାବେ ସାମ୍ନାକୁ ଆସିଛି ୧୨ ଜଣ…

ଗୋରୁ ଖାଇଗଲା ବିରି, ତୀର ନେଇଗଲା ମଣିଷ ଜୀବନ

କେନ୍ଦୁଝର: ବିରି ପାଇଁ ଚାଲିଗଲା ଯୁବକଙ୍କ ଜୀବନ । ଗୋରୁ ବିରି ଖାଇବା ଘଟଣାକୁ ନେଇ ଘଟିଯାଇଛି ନୃଶଂସ ହତ୍ୟାକାଣ୍ଡ । ଏଭଳି ଏକ ଘଟଣାକୁ ନେଇ କେନ୍ଦୁଝର ଜିଲ୍ଲା କୋଡାକଳା ଗାଁ ଚର୍ଚ୍ଚାକୁ ଆସିଛି । ସବିଶେଷ ରିପୋର୍ଟ ଅନୁଯାୟୀ ଗୁରୁବାର ଅପରାହ୍ନରେ କୋଡାକଳା ଗାଁର ଜଗଦୀଶ ଦେହୁରୀ, ସାଗୁ…

୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଡାକ୍ତର ଗିରଫ

ବାରିପଦା: ଲାଞ୍ଚ ନେବା ବେଳେ ଡାକ୍ତର ବାବୁ ଗିରଫ । ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାରିପଦା ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲର ଡାକ୍ତର ଦେବୀଦତ୍ତ ପାତ୍ରଙ୍କୁ ଧରିଥିଲା ଭିଜିଲାନ୍ସ । ମୃତ ବ୍ୟକ୍ତିଙ୍କ ପୋଷ୍ଟମର୍ଟମ ରିପୋର୍ଟ ଦେବାକୁ ସେ ୨୦ ହଜାର ଟଙ୍କା ଲାଞ୍ଚ…