Latest Odisha News

BREAKING NEWS

Browsing Category

ଅପରାଧ

ପଇଡ଼ ବୋଝେଇ ଟ୍ରକରେ ଗଞ୍ଜେଇ ଚାଲାଣ, ୨ ଗିରଫ

ଜୟପୁର: ଗଞ୍ଜେଇ ଚୋରା ଚାଲାଣ ପାଇଁ କେତେ କଣ ଫନ୍ଦି କରୁଛନ୍ତି ବେପାରୀ । ପଇଡ଼ ବୋଝେଇ ଗାଡ଼ିରେ ହେଉଥିଲା ଗଞ୍ଜେଇ ଚାଲାଣ । ରାତିରେ ପାଟ୍ରୋଲିଂ ବେଳେ ଯାଞ୍ଚ କରି ଧରିଲା କୋରାପୁଟ ଜିଲ୍ଲା ମାଛକୁଣ୍ଡ ଥାନା ପୋଲିସ । ୧୦ ଚକିଆ ପଇଡ଼ ବୋଝେଇ ଟ୍ରକରେ ଗଞ୍ଜେଇ ଚାଲାଣ ହେଉଥିଲା । ୨୮ଟି…

କେନ୍ଦୁଝର ଜିଲ୍ଲା କାରାଗାରରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା କାରାଗାରରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ । ମୃତ କଏଦୀ ହେଲେ ତେଲକୋଇ ଥାନା କାଳିମା ଗାଁର କୀର୍ତ୍ତନ କିଷାନ । ୨୦୧୮ ମସିହା ଡିସେମ୍ବର ୧୨ ତାରିଖରେ ନିଜ ଜ୍ବାଇଁଙ୍କୁ ହତ୍ୟା କରି ଜେଲରେ ଥିଲେ । ଏହି ଘଟଣାରେ ତାଙ୍କ ସ୍ତ୍ରୀ ଓ ଦୁଇ ପୁଅ ମଧ୍ୟ ବିଚାରାଧୀନ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା, ଡିଏଫଓଙ୍କର ହେବ ଲାଏ ଡିଟେକ୍ସନ ଟେଷ୍ଟ

ଗଜପତି : ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚର ତନାଘନା । ତଦନ୍ତର ଅଷ୍ଟମ ଦିନରେ ଚର୍ଚ୍ଚାରେ ଥିବା ଡିଏଫଓଙ୍କୁ ଜେରା କରିଛି କ୍ରାଇମବ୍ରାଞ୍ଚ । ପୋଲିସ ଗେଷ୍ଟ ହାଉସରେ ତିନି ଘଣ୍ଟା ଧରି ଗୁଡେଇ ତୁଡେଇ ପ୍ରଶ୍ନ କରିଛି ତଦନ୍ତକାରୀ ଟିମ୍ । ଜେରା ବେଳେ କିଛି ପ୍ରଶ୍ନର ଉତ୍ତର…

ଡ୍ରାଇଭର୍ ରଚିଥିଲା ଏଟିଏମ୍ ଭ୍ୟାନ୍ ଅପହରଣ ନାଟକ

ବ୍ରହ୍ମପୁର: ଡ୍ରଇଭର୍ ୪୨୦ । ଯେଉଁ ଏଟିଏମ୍ ଟଙ୍କା ଭର୍ତ୍ତି ଭ୍ୟାନ୍ ଚଳାଉଥିଲା ତାକୁ ଅପହରଣ କରି ଟଙ୍କା ଲୁଟ୍ କରିବାକୁ ମାଷ୍ଟରପ୍ଲାନ୍ କରିଥିଲା । ସହଯୋଗୀଙ୍କୁ ନେଇ ଅପରହଣ ନାଟକ ରଚିଥିଲା । ବ୍ରହ୍ମପୁର ବଡ଼ବଜାର ଥାନା ଅଞ୍ଚଳରୁ ଏଟିଏମ୍ ଟଙ୍କା ଭର୍ତ୍ତି ଭ୍ୟାନକୁ ଅପହରଣ ଘଟଣାର…

ACF ସୌମ୍ୟ ମୃତ୍ୟୁ ମାମଲା: ଗଜପତି ଡିଏଫଓଙ୍କୁ କ୍ରାଇମବ୍ରାଞ୍ଚର ଜେରା

ପାରଳାଖେମୁଣ୍ଡି: ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ଜେରାରେ ପଡ଼ିଲା ଗଜପତି ଡିଏଫଓଙ୍କ ପାଳି । ଆଜି ତଦନ୍ତକାରୀ ଟିମ୍ ଆଗରେ ହାଜର ହୋଇଛନ୍ତି ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା । ପାରଳାଖେମୁଣ୍ଡି ପୋଲିସ ଗେଷ୍ଟ ହାଉସ୍‌ରେ କ୍ରାଇମବ୍ରାଞ୍ଚର ୪ ଜଣିଆ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା, ତହସିଲଦାରଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଗଜପତି : ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ କରୁଛି ଖୋଳତାଡ । ଗତକାଲି ଜଗୁଆଳି ଓ ମାଳିଙ୍କୁ ଜେରା ହୋଇଥିବା ବେଳେ, ଆଜି ଚିକିତ୍ସା କରୁଥିବା ଡାକ୍ତରଙ୍କୁ ମାରାଥନ ପଚରାଉଚରା କରିଛି ତଦନ୍ତକାରୀ ଟିମ୍ । ସେହିପରି ଘଟଣା ଦିନ ମୃତ୍ୟୁକାଳୀନ ଜମାନବନ୍ଦୀ ନେଇଥିବା…

ବ୍ରହ୍ମପୁରରେ ଟଙ୍କା ଗାଡି ଅପହରଣ, ୨୪ ଲକ୍ଷ ଟଙ୍କା ଲୁଟ୍

ବ୍ରହ୍ମପୁର : ବ୍ରହ୍ମପୁରରେ ଡ୍ରାଇଭରକୁ ନିଶା ନେଇ ଟଙ୍କା ଭର୍ତ୍ତି ଗାଡି ନେଇଗଲେ ଲୁଟେରା । ବଡବଜାର ଥାନା ନିକଟସ୍ଥ ଏଟିଏମରେ ଟଙ୍କା ଭର୍ତ୍ତି ସମୟରେ ଗାଡି ଧରି ଫେରାର ହୋଇଯାଇଛନ୍ତି ଦୁର୍ବୃତ୍ତ । ଗାଡିକୁ ପୋଲିସ ଠାବ କରିଥିବା ବେଳେ, ଗାଡିରୁ ୨୪ ଲକ୍ଷ ଟଙ୍କା ଗାଏବ ହୋଇଯାଇଛି ।…

ବାଘ ଚମଡ଼ା ଜବତ, ବେପାରୀ ଫେରାର

ନବରଙ୍ଗପୁର: ବାଘ ଚମଡ଼ା ଡିଲ୍ ବେଳେ ମାଡ଼ି ବସିଲା ବନ ବିଭାଗ ଟିମ୍ । ନବରଙ୍ଗପୁର ବନ ବିଭାଗର ସ୍ୱତନ୍ତ୍ର ସ୍କ୍ୱାଡ୍ ରାଇଘର ଅଞ୍ଚଳରୁ ଗୋଟିଏ ବାଘ ଚମଡ଼ା ଜବତ କରିଛି । ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ନବରଙ୍ଗପୁର ବନଖଣ୍ଡ ଅଧିକାରୀଙ୍କ ନିର୍ଦ୍ଦେଶରେ ରାଇଘର ବନାଞ୍ଚଳ ଅଧିକାରୀ ସୁକୁମାର…

ସୌମ୍ୟରଞ୍ଜନ ମୃତ୍ୟୁର ସତ ଖୋଜୁଛି କ୍ରାଇମବ୍ରାଞ୍ଚ, ବନ ବିଭାଗର ୨ କର୍ମଚାରୀଙ୍କୁ ମାରାଥନ ଜେରା

ଗଜପତି : ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ସତ ଖୋଜୁଛି କ୍ରାଇମବ୍ରାଞ୍ଚ । ଚତୁର୍ଥ ଦିନରେ ତଦନ୍ତ ପହଞ୍ଚି ଥିବା ବେଳେ, ଦ୍ବିତୀୟ ଦିନରେ ପୁଣି ବନ କର୍ମଚାରୀଙ୍କୁ ଜେରା କରିଛି ତଦନ୍ତକାରୀ ଟିମ୍ । ଆଜି ଡିଏଫଓଙ୍କ ଫାଟକ ଜଗୁଥିବା ସନ୍ତୋଷ ବିଶ୍ବାଳ ଓ ମାଳି ଅଜୟ ବେହେରାଙ୍କୁ ଘନ ଘନ…

ସାଂଘାତିକ ପ୍ରେମ ସଂପର୍କର ଜଘନ୍ୟ ପରିଣାମ, ବଳିପଡିଲେ ୨ ନବଜାତ ଶିଶୁ

କଳାହାଣ୍ଡି: ଆଜିର ଦିନରେ କେତେ ଶାଶ୍ୱତ ପ୍ରେମ ସଂପର୍କ ? କେତେ ପବିତ୍ର ପ୍ରେମର ସଂଜ୍ଞା ? ବୋଧ ହୁଏ ଏହି ପ୍ରଶ୍ନ ଆପଣଙ୍କ ମନକୁ ଆନ୍ଦୋଳିତ କରୁଥିବ । ହେଲେ କଳାହାଣ୍ଡି ଜିଲ୍ଲାରେ ସାମ୍ନାକୁ ଆସିଥିବା ଏକ ତ୍ରିକୋଣୀୟ ପ୍ରେମ କାହାଣୀ ବିଷୟରେ ଜାଣିଲେ ଆପଣଙ୍କ ହୋସ୍ ଉଡିଯିବ । ପ୍ରେମ…