Latest Odisha News

BREAKING NEWS

Browsing Category

ଅପରାଧ

ପାରୋଲରେ ଯିବା ଲାଗି ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜୀବ ଗାନ୍ଧି ହତ୍ୟାକାରୀ ନଳିନୀ

ତାମିଲନାଡୁ : ଦୀର୍ଘକାଳୀନ ପାରୋଲରେ ଯିବା ଲାଗି ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ ରାଜୀବ ଗାନ୍ଧି ହତ୍ୟାକାଣ୍ଡରେ ସଜା ଭୋଗୁଥିବା ନଳିନୀ । ମୁଖ୍ୟମନ୍ତ୍ରୀ ଏମ.କେ. ଷ୍ଟାଲିନଙ୍କ ନିକଟକୁ ପତ୍ର ଲେଖିଛନ୍ତି ନଳିନୀ । ସେ କହିଛନ୍ତି, ତାଙ୍କ ସହ ସ୍ବାମୀ ତଥା ଅନ୍ୟତମ ଦୋଷୀ…

ଭୁବନେଶ୍ବର ସାଲିଆ ସାହିରେ ଦେଶୀ ମଦ ଓ ପୋଚ ଭାଟିରେ ଚଢ଼ାଉ

ଭୁବନେଶ୍ବର : ଅବକାରୀ ବିଭାଗକୁ ବଡ଼ ସଫଳତା । ଭୁବନେଶ୍ୱର ସାଲିଆ ସାହିରେ ଦେଶୀ ମଦ ଓ ପୋଚ ଭାଟିରେ ହୋଇଛି ଚଢ଼ାଉ । ସାଲିଆ ସାହି ବସ୍ତିର ନୟାଗଡ଼ ସାହିରେ କେନ୍ଦ୍ରାଞ୍ଚଳ ଗୁଇନ୍ଦା ବିଭାଗ, ଜିଲ୍ଲା ଅବକାରୀ ବିଭାଗ ଓ କମିଶନରେଟ ପୋଲିସର ଫ୍ଲାଇଙ୍ଗ ସ୍କାଡ ମିଳିତ ଭାବେ କରିଛନ୍ତି ରେଡ୍ ।…

ରାଜଧାନୀରୁ ୫୫୦ ଗ୍ରାମ୍ ବ୍ରାଉନସୁଗର ଓ ୩୪ ଲକ୍ଷ ଟଙ୍କା ଜବତ, ମହିଳାଙ୍କ ସମେତ ୨ ଗିରଫ

ଭୁବନେଶ୍ୱର: ରାଜଧାନୀରୁ ବଡ଼ ଧରଣର ବ୍ରାଉନସୁଗର ରାକେଟର ପର୍ଦ୍ଦାଫାସ । ସହିଦନଗର ଥାନା କେସୁରା ଅଞ୍ଚଳରେ ଘର ଭିତରୁ ଜବତ ହୋଇଛି ୫୫୦ ଗ୍ରାମ ବ୍ରାଉନସୁଗର । ଏଥିସହ ନଗଦ ୩୪ ଲକ୍ଷ ୮୦ ହଜାର ଟଙ୍କା ଜବତ ହୋଇଛି । ବିଡ଼ା ବିଡ଼ା ନୋଟ୍ ଜବତ କରିଛି ପୋଲିସ ।ସହିଦନଗର ଥାନା ପୋଲିସ ଓ କୁଇକ୍…

ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ

ଅନୁଗୋଳ: ପୂର୍ବ ଶତ୍ରୁତାରୁ ଜଘନ୍ୟ ହତ୍ୟା । ଜଣେ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହତ୍ୟା ଅଭିଯୋଗ । ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ଥାନା ପାତ୍ରପଡା ଗାଁରେ ଗତକାଲି ବିଳମ୍ବିତ ରାତିରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ଗାଁର ଜିତେନ୍ଦ୍ର ସାହୁ । ଅଭିଯୁକ୍ତ ପୀତବାସ ସାହୁକୁ ଅଟକ ରଖି ଖୋଳତାଡ…

ବୁର୍ଲା ଭିମସାରରେ ସୁରକ୍ଷାକର୍ମୀଙ୍କ ଦାଦାଗିରି, ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ଆକ୍ରମଣ

ବୁର୍ଲା : ବୁର୍ଲା ଭିମସାରରେ ପୁଣି ଉତ୍ତେଜନା । ଭିମସାରରେ ନିୟୋଜିତ ବେସରକାରୀ ସୁରକ୍ଷାକର୍ମୀ ଓ ଭିମସାର ନିକଟରେ ଥିବା ମା ତାରିଣୀ ବେସରକାରୀ ଆମ୍ବୁଲାନ୍ସ ଚାଳକ ସଂଘ ମୁହାଁମୁହିଁ ହୋଇଛନ୍ତି । ଭିମସାରର ସୁରକ୍ଷାକର୍ମୀମାନେ ବେସରକାରୀ ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ଗୋଡାଇ ଗୋଡାଇ ମାଡ଼…

ଶିକ୍ଷକ ସ୍ୱାମୀ ସାଜିଲା ସୈତାନ୍: ସ୍ତ୍ରୀକୁ ପିଟି ପିଟି ମାରିଦେଲା

ଯାଜପୁର: ସ୍ୱାମୀ ସାଜିଲା ସୈତାନ୍ । ଘରୋଇ କଳହର କୁପରିଣତି । ସ୍ତ୍ରୀକୁ ଅତି ନିର୍ମମ ଭାବରେ ହତ୍ୟା ଅଭିଯୋଗ । ଏକ ଲୁହା ହାମରରେ ପିଟି ପିଟି ମାରି ଦେଲା ଶିକ୍ଷକ ସ୍ୱାମୀ । ଯାଜପୁର ଜିଲ୍ଲା କୋରାଇ ଥାନା ରଣପୁର ଗାଁରେ ଏଭଳି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ଦୀପ୍ତିମୀ ଜେନା ।…

ରକ୍ତ ସମ୍ପର୍କରେ ରକ୍ତର ଛିଟା: ସାନ ଭାଇକୁ ମାରିଦେଲା ବଡ଼ ଭାଇ

ବାରିପଦା: ସାନ ଭାଇକୁ କୁରାଢ଼ୀରେ ପିଟି ହତ୍ୟାକଲା ମଦୁଆ ଭାଇ । ବଡ଼ଭାଇର ଆକ୍ରମଣରେ ସାନ ଭାଇର ମୃତ୍ୟୁ ହୋଇଛି । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା ଅନ୍ତର୍ଗତ ଭାଲୁକଚୁଆ ଖଡ଼ିଆସାହିରେ । ମୃତକ ହେଲେ ଭାଲୁକଚୁଆ ଗାଁର ନର ଦେହୁରୀଙ୍କ ସାନ ପୁଅ ଶମ୍ଭୁ ଦେହୁରୀ…

୬ ଜଣିଆ ଲୁଟେରା ଗ୍ୟାଙ୍ଗକୁ ଧରିଲା ମାଲକାନଗିରି ପୋଲିସ

ମାଲକାନଗିରି : ମାଲକାନଗିରି ପୋଲିସକୁ ବଡ ସଫଳତା । ସୁନା ଅଳଙ୍କାର ଓ ଦେଢ଼ ଲକ୍ଷ ଟଙ୍କା ଚୋରି ଘଟଣାରେ ୬ ଜଣିଆ ଲୁଟେରା ଗ୍ୟାଙ୍ଗକୁ ଗିରଫ କରିଛି ପୋଲିସ । ସେମାନଙ୍କ ଠାରୁ ଜବତ ହୋଇଛି ଚୋରି ହୋଇଥିବା ମୂଲ୍ୟବାନ ସୁନା ରୁପା ଅଳଙ୍କାର ସହ ନଗଦ ୧୭ ହଜାର ଟଙ୍କା । ସୂଚନା ଅନୁସାରେ,…

କନ୍ଧମାଳ ଗୋଛାପଡ଼ାରେ ମାଓ-ଯବାନ ଗୁଳି ବିନିମୟ ଘଟଣା, ଜବତ ହୋଇଛି ମାରଣାସ୍ତ୍ର

କନ୍ଧମାଳ : କନ୍ଧମାଳ ବୌଦ୍ଧ- ସୀମାନ୍ତ ଗୋଛାପଡ଼ା ଥାନା ଉମା ଜଙ୍ଗଲରେ ହୋଇଥିବା ମାଓ-ଯବାନ ଗୁଳି ବିନିମୟ ପରେ ଜବତ ହୋଇଛି ମାରଣାସ୍ତ୍ର । ସର୍ଚ୍ଚ ଅପରେସନ ବେଳେ ସୁରକ୍ଷା କର୍ମୀମାନେ ୨ଟି ଦେଶୀ ବନ୍ଧୁକ ସହ ବହୁ ମାଓ ସାମଗ୍ରୀ ଜବତ କରିଥିବା ସୂଚନା ଦେଇଛନ୍ତି କନ୍ଧମାଳ ଏସପି ବିନିତ…

ଟେରର ଫଣ୍ଡିଂ ମାମଲାରେ ଜାମ୍ମୁ-କାଶ୍ମୀରରେ ଏନଆଇଏର ଚଢ଼ାଉ

ନୂଆଦିଲ୍ଲୀ : ଟେରର ଫଣ୍ଡିଂ ମାମଲାରେ ଜାମ୍ମୁ-କାଶ୍ମୀରରେ ଏନଆଇଏର ଚଢ଼ାଉ । ଅନନ୍ତନାଗ ଓ ଶ୍ରୀନଗରରେ ଚଢାଉ କରି ୬ ଜଣଙ୍କୁ ଗିରଫ କରିଛି ଜାତୀୟ ତଦନ୍ତକାରୀ ସଂସ୍ଥା ବା ଏନଆଇଏ । ଅନନ୍ତନାଗ ଜିଲ୍ଲାରୁ ୫ଜଣଙ୍କୁ ଗିରଫ କରାଯାଇଥିବା ବେଳେ, ଶ୍ରୀନଗରରୁ ଜଣଙ୍କୁ ସନ୍ଦେହରେ ଗିରଫ କରାଯାଇଛି ।…