Latest Odisha News

BREAKING NEWS

Browsing Category

ଅପରାଧ

ଲାଞ୍ଚ ନେବା ବେଳେ ଭିଜିଲାନ୍ସର ସ୍ୱତନ୍ତ୍ର ସରକାରୀ ଓକିଲଙ୍କୁ ଧରିଲା ଭିଜିଲାନ୍ସ

ଭବାନୀପାଟଣା: ଲକ୍ଷେ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଲେ ଭିଜିଲାନ୍ସର ସ୍ୱତନ୍ତ୍ର ସରକାରୀ ଓକିଲ । ପୁରୁଣା ମାମଲା ରଫାଦଫା ପାଇଁ ଲାଞ୍ଚ ନେଉଥିଲେ । ଭବାନୀପାଟଣା ଭିଜିଲାନ୍ସର ସ୍ୱତନ୍ତ୍ର ସରକାରୀ ଓକିଲ ଆଶୁତୋଷ ମିଶ୍ରଙ୍କୁ ଧରିଛି କଟକର ସ୍ୱତନ୍ତ୍ର ଭିଜିଲାନ୍ସ ଟିମ୍ ।…

ସ୍ତ୍ରୀ ଓ ଝିଅକୁ ହାଣିବା ପରେ ସ୍ୱାମୀର ଆତ୍ମହତ୍ୟା ଅଭିଯୋଗ

ଜଗତସିଂହପୁର: ସ୍ତ୍ରୀ ଓ ଝିଅକ ହାଣିଲା ସ୍ୱାମୀ । ଏହାପରେ ନିଜେ ଆତ୍ମହତ୍ୟା କରିଥିବା ଅଭିଯୋଗ । ଘର ଭିତରି ସ୍ୱାମୀର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଜଗତସିଂହପୁର ଜିଲ୍ଲା ସଦର ଥାନା ଅନ୍ତର୍ଗତ ଜୋତଚାନ୍ଦପାଟଣା ଗାଁରେ । ମୃତକ ହେଲେ  ଲୋକନାଥ ପାଲ ।…

ମହଙ୍ଗା ପଡ଼ିଲା ପୋଲିସକୁ ଆକ୍ରମଣ, ଗିରଫ ହେଲା ଅଭିଯୁକ୍ତ

ଜଗତସିଂହପୁର : ମହଙ୍ଗା ପଡ଼ିଲା ପୋଲିସକୁ ଆକ୍ରମଣ । ଶେଷରେ ଲୁଚକାଳି ଭିତରେ ଗିରଫ ହେଲା ଅଭିଯୁକ୍ତ । ଜଗତସିଂହପୁର ତିର୍ତ୍ତୋଲ ପୋଲିସକୁ ଆକ୍ରମଣ ଘଟଣାରେ ଗିରଫ ହୋଇଛି ରାହାମା ତେରମାଣପୁର ତୋଟାସାହିର ନନ୍ଦ କିଶୋର ବରାଳ । ଭଉଣୀ ଘରେ ଲୁଚି ଥିବା ବେଳେ ଅଭିଯୁକ୍ତକୁ କୁଜଙ୍ଗ ଥାନା…

ଯବାନଙ୍କ ଗୁଳିମାଡରେ ଜଣେ ମାଓବାଦୀ ନିହତ, ବିପୁଳ ପରିମାଣର ବିସ୍ଫୋରକ ଜବତ

ମାଲକାନଗିରି: ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମିୟ ଘଟିଛି । ଘଟଣାସ୍ଥଳରେ ଜଣେ ହାର୍ଡକୋର ମାଓବାଦୀ ପ୍ରାଣ ହରାଇଥିବାବେଳେ ଜବତ ହୋଇଛି ବିପୁଳ ପରିମାଣର ମାଓ ସାମଗ୍ରୀ । ମୃତ ମାଓବାଦୀର ପରିଚୟ ପିଏଲ୍‌ଜିଏ କମାଣ୍ଡର ଜଗା ବୋଲି ଜଣାପଡିଛି ।…

ନକଲି ବିଦେଶୀ ମଦ କାରଖାନା ସିଲ୍, ବିପୁଳ ମଦ ଜବତ

ବାରିପଦା:  ନକଲି ବିଦେଶୀ ମଦ ପ୍ରସ୍ତୁତି ଚାଲିଥିବା ବେଳେ ମୟୂରଭଞ୍ଜ ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି। ସ୍ଥାନୀୟ ଉଠାଣିନୂଆଗାଁର ବିକର୍ତ୍ତନ ନାୟକଙ୍କ ଘରେ ଅବକାରୀ ନିରୀକ୍ଷକ ଅଭିରାମ ବେହେରାଙ୍କ ନେତୃତ୍ଵରେ ଏକ ଟିମ୍ ଚଢ଼ଉ କରିଥିଲା।  ଅବକାରୀ ଟିମ୍ ୧୨୦ ବୋତଲ ନକଲି ବିଦେଶୀ ମଦ ସହ…

ପୂର୍ବ ଶତ୍ରୁତାରୁ ଫୁଟିଲା ଗୁଳି, ଯୁବକ ଗୁରୁତର

ଅନୁଗୋଳ: ପୂର୍ବ ଶତ୍ରୁତାରୁ ଗୁଳିମାଡ଼ । ଦୁଇ ପରିବାର ଭିତରେ ସଂଘର୍ଷ ପରେ ଫୁଟିଲା ଗୁଳି । ଜଣେ ଯୁବକଙ୍କ ଗୁଳିମାଡ଼ରେ ଆଉ ଜଣେ ଆହତ ହୋଇଛନ୍ତି । ଅନୁଗୋଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ବଡ଼ କନ୍ତକୁଳ ଗାଁରେ । ଆହତ ଯୁବକ ହେଉଛନ୍ତି ଗାଁର ଅଖିଳ ବେହେରା । ଗୁରୁତର ଅବସ୍ଥାରେ ତାଙ୍କୁ…

ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଅଭିଯୋଗ, ଜଣେ ଗିରଫ

ଅନୁଗୁଳ: ସମାଜରେ ଡାକ୍ତରଙ୍କୁ ମିଳିଛି ଦ୍ୱିତୀୟ ଭଗବାନଙ୍କ ଆଖ୍ୟା । ହେଲେ ସେହି ମଣିଷ ରୂପି ଭଗବାନଙ୍କୁ ଜଣେ ବ୍ୟକ୍ତିର ସଇତାନୀ ମାନସିକତା ଅପମାନିତ କରିଛି । ଜାଣି ଚକିତ ହେବେ ଜଣେ ମହିଳା ଡାକ୍ତରଙ୍କ ସହ ଦୁଷ୍କର୍ମ ଭଳି ଘୃଣ୍ୟ ଘଟଣା ସାମ୍ନାକୁ ଆସିଛି । ଏପରି ଏକ ଘଟଣାକୁ ନେଇ ଲଜ୍ଜା…

ଫୋକସ ମାଲକାନଗିରି : କାର୍ଯ୍ୟାନୁଷ୍ଠାନର ଭୟ ନାହିଁ; ସ୍ବାଭିମାନ ଅଞ୍ଚଳ ପାଲଟିଛି ଗଞ୍ଜେଇ ଚାଷର ଭୂସ୍ବର୍ଗ

ମାଲକାନଗିରି: ଗଞ୍ଜେଇ ଚାଷ ମାଲକାନଗିରିର ଘଞ୍ଚ ଜଙ୍ଗଲରେ ଥିବା ଗାଁଗୁଡ଼ିକ ପାଇଁ ଯେମିତି କୁଟୀର ଶିଳ୍ପ ପାଲଟିସାରିଲାଣି। ବାଲିମେଳା ଜଳଭଣ୍ଡାର ନିକଟବର୍ତ୍ତୀ ଶତାଧିକ ଗାଁର ଲୋକେ ଏହି ଚାଷରେ ମାତିଛନ୍ତି। ଏଥିରୁ ଲାଭ ଏତେ ଅଧିକ ଯେ ସେମାନେ ଲୋଭରେ ପଡ଼ି ନିଜ ଜୀବନକୁ ମଧ୍ୟ ବିପନ୍ନ କରିବାକୁ…

ପ୍ରିଆକ୍ଟିଭେଟେଡ୍ ସିମ୍ କାର୍ଡ ରାକେଟର ପର୍ଦ୍ଦାଫାଶ୍‌, ୧୭ ହଜାର ସିମ୍ କାର୍ଡ ଜବତ

ଭୁବନେଶ୍ୱର: ଟ୍ୱିନସିଟି ପୋଲିସ କବଜାରେ ୭ ହାଇପ୍ରୋଫାଇଲ ସାଇବର ଲୁଟେରା । ଏମାନେ ଅପରାଧୀମାନଙ୍କୁ ସିମ୍ କାର୍ଡ ଯୋଗାଇ ଆସୁଥିବା ଜଣାପଡିଛି । ମିଛ ତଥ୍ୟ ଦେଇ ଏମାନେ ଏହି ଅପରାଧିକ କାମ କରିଆସୁଥିବା ପୋଲିସ ଡିଜି ଅଭୟ ସୂଚନା ଦେଇଛନ୍ତି । ସହିଦ ନଗର ଥାନାରେ ରୁଜୁ ହୋଇଥିବା ଏକ ମାମଲାର…

ନକଲି ସ୍କ୍ରାପ କମ୍ପାନୀ କରି ୧୦୬ କୋଟି ଟଙ୍କାର ଜାଲ୍ ବିଲ୍, ଧରାପଡ଼ିଲା ଅଭିଯୁକ୍ତ

କଟକ : ଜିଏସଟି ବିଭାଗ ହାତରେ ଜାଲ୍ ବିଲ୍ ରାକେଟ୍ । ନକଲି ସ୍କ୍ରାପ କମ୍ପାନୀ କରି ୧୦୬ କୋଟି ଟଙ୍କାର ଜାଲ୍ ବିଲ୍ ରାକେଟର ପର୍ଦ୍ଦାଫାଶ କରିଛି ଜିଏସଟି ବିଭାଗ । ଏଥିସହ ଫେକ୍ କମ୍ପାନୀ କରିଥିବା ଅଭିଯୁକ୍ତ ସ୍ମୃତି ରଞ୍ଜନ ସାହୁ ଗିରଫ କରିଛି ସିଟି ଜିଏସଟି ବିଭାଗ । ଏନେଇ ସାମ୍ବାଦିକ…