Latest Odisha News

BREAKING NEWS

Browsing Category

ଅପରାଧ

ଭଦ୍ରକରୁ ୫୧୦ ଗ୍ରାମର ବ୍ରାଉନସୁଗାର ଜବତ

ଭଦ୍ରକ : ବାଇକରେ ଆସୁଥିଲା ବ୍ରାଉନ ସୁଗାର । ଖବରପାଇ ଚଢ଼ାଉ କଲା ପୋଲିସ । ଜଳେଶ୍ବରରୁ ବ୍ରାଉନ ସୁଗାର ନେଇ ଆସୁଥିବା ବେଳେ ପୋଲିସ ହାତରେ ଧରା ପଡ଼ିଛି ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଏରେଇଁ ଅଞ୍ଚଳର ଜଣେ ଯୁବକ ଏସ.କେ ରାବୁଲ । ୧୬ ନମ୍ବର ଜାତୀୟ ରାଜପଥର ଧାମରା ରେଳ ଓଭରବ୍ରିଜ ନିକଟରେ…

ଫଟୋ ପଲିଟିକ୍ସ, ସୌମ୍ୟଙ୍କ ମନ୍ତବ୍ୟ ଆଣିଲା ନୂଆ ଟୁଇଷ୍ଟ

ଭୁବନେଶ୍ବର : ଟିକାକରଣ କେନ୍ଦ୍ରରେ କାହାର ରହିବ ଫଟୋ । ପ୍ରଧାନମନ୍ତ୍ରୀଙ୍କର ନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର । ଏହାକୁ ନେଇ ଏବେ ବିଜେପି ଓ ବିଜେଡି ମଧ୍ୟରେ ଆରମ୍ଭ ହୋଇଛି ତୁ ତୁ ମେଁ ମେଁ । ଉଭୟ ଉଭୟଙ୍କୁ ଟାର୍ଗେଟ୍ କରି ସମାଲୋଚନା କରିବାକୁ ପଛାଉନାହାନ୍ତି । ଏପରିକି…

STF ଚଢାଉ,୨ କୋଟିରୁ ଅଧିକ ବ୍ରାଉନ୍ ସୁଗାର୍ ଜବତ

ବସ୍ତା : STF କୁ ମିଳିଛି ବଡ଼ ସଫଳତା । ନିଶା କାରବାର ବିରୁଦ୍ଧରେ STFର ସଫଳତା  ।  ଟିମ୍ ବାଲେଶ୍ବର ବସ୍ତା ଅଞ୍ଚଳରେ ଚଢାଉ କରି ୨ କିଲୋ ୧୨ ଗ୍ରାମର ବ୍ରାଉନ୍ ସୁଗାର୍ ଜବତ କରିଛି । ଯାହାର ଆନୁମାନିକ ମୂଲ୍ୟ ୨ କୋଟି ଟଙ୍କାରୁ ଅଧିକ ହେବ । ଏହି ଘଟଣା ରେ ଧାରା ୨୧ ସି, ୨୯ ଅନୁଯାୟୀ ମାମଲା…

ଭଂଜନଗରରେ ବନ୍ଦ ଘରୁ ମିଳିଲା ମହିଳା ଇଂଜିନିଅରଙ୍କ ମୃତଦେହ

ଭଂଜନଗର : ମହିଳା ଇଂଜିନିଅରଙ୍କ ମୃତଦେହ ଫ୍ୟାନରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର । ଗଂଜାମ ଭଂଜନଗରରେ ଘଟିଛି ଏହି ଘଟଣା । ଘରଟି ଭିତର ପଟୁ ବନ୍ଦ ଥିବା ବେଳେ ସିଲିଂ ଫ୍ୟାନରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ମିଳିଛି । ପାରିପାଶ୍ୱର୍ିକ ପରିସ୍ଥିତିକୁ ଦେଖିଲେ ଜଣାପଡୁଛି ଯେ ମହିଳା ଇଂଜିନିଅର…

ମଦ ଅର୍ଡର କରି ଅନଲାଇନ ଠକେଇର ଶିକାର ହେଲେ ଶବାନା ଆଜମୀ

ମୁମ୍ବାଇ: ଲୋକପ୍ରିୟ ଅଭିନେତ୍ରୀ ଶବାନା ଆଜମୀ ଅନଲାଇନରେ ମଦ ଅର୍ଡର କରି ଠକାମୀର ଶିକାର ହୋଇଛନ୍ତି। ତେବେ କେତେ ଟଙ୍କା ହରାଇଛନ୍ତି ସେ ସମ୍ପର୍କରେ ସେ କିଛି ସୂଚନା ଦେଇନାହାନ୍ତି। ସେ କରିଥିବା ଟ୍ଵିଟ୍ ଅନୁସାରେ ମଦ ପାଇଁ ଅର୍ଡର କରିଥିଲେ। ଏଥିପାଇଁ ଅଗ୍ରୀମ ପେମେଣ୍ଟ ମଧ୍ୟ କରିଥିଲେ। ହେଲେ…

ନକଲି ଔଷଧ ମାମଲାର କିଙ୍ଗପିନ୍ ଶିବ ଜେନା ଗିରଫ

କଟକ: ନକଲି ମେଡିସିନ୍ କାରବାର ମାମଲାର ମାଷ୍ଟରମାଇଣ୍ଡ ଗିରଫ । ମୁଖ୍ୟ ଅଭିଯୁକ୍ତ ଶିବ ଜେନାକୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏଶଟିଏଫ୍ । ମେଡିଲଏଡ ମେଡିକାମେଣ୍ଟ ସଂସ୍ଥାର ଏମଡି ଶିବ ଜେନା । ବର୍ତ୍ତମାନ ସୁଦ୍ଧା ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି । ଗତକାଲି ଶିବଙ୍କ ପତ୍ନୀ ସମେତ ୩…

ମହଙ୍ଗା ପଡ଼ିଲା ନକଲି କରୋନା ଔଷଧ ବିକିବା, ୩ ଜଣଙ୍କୁ ବାନ୍ଧିଲା ଏସଟିଏଫ

ଭୁବନେଶ୍ବର : ମହଙ୍ଗା ପଡ଼ିଲା ନକଲି କରୋନା ଔଷଧ ବିକ୍ରି କରିବା । ନକଲି ଔଷଧ ବିକ୍ରି କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ୩ ଜଣ । ଏହି ୩ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ । ମେଡିଲ୍‌ଏଡ୍‌ ମେଡିକେମେଣ୍ଟ ପ୍ରାଇଭେଟ୍‌ ଲିମିଟେଡର୍‌ ନିର୍ଦ୍ଦେଶକ ଓ କମ୍ପାନୀର ୨ ଜଣ…

ଯୁବକଙ୍କୁ ପିଟିପିଟି ହତ୍ୟା, ଟଙ୍କା ଓ ମୋବାଇଲ୍ ଲୁଟ୍

କନ୍ଧମାଳ: କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଲକ ବଡ଼ଭୂଇଁ ଗ୍ରାମର ସୁଜିତ ସାହାଣୀ ନାମକ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ସହ ୩୦ ହଜାର ଟଙ୍କା ଓ ମୋବାଇଲ୍ ଲୁଟ୍ ହୋଇଛି। ତେବେ ହତ୍ୟାକାରୀଙ୍କ ସମ୍ପର୍କରେ କିଛି ସୂଚନା ମିଳିନାହିଁ। ଗତକାଲି ରାତିରେ ବଡ଼ଭୂଇଁ ଗ୍ରାମର ଟିପେଇ ସାହାଣୀ ଓ…

ଟିଟୋର ଦୁଇ ସହଯୋଗୀ ଗିରଫ

କେନ୍ଦ୍ରାପଡା: ବହୁ ଚର୍ଚ୍ଚିତ ଗ୍ୟାଙ୍ଗଷ୍ଟାର ଟିଟୋର ଦୁଇ ସହଯୋଗୀ ଗିରଫ । ଦୁଇଜଣକୁ ଉଠାଇନେଲା ଏସଟିଏଫ । ଗ୍ୟାଙ୍ଗଷ୍ଟାର ଟିଟୋର ଦୁଇ ସହଯୋଗୀ ତାର ସମ୍ପର୍କୀୟ ଦାଦା ପୁଅ ଭାଇ ବୋଲି ଜଣାପଡିଛି । ଏମାନେ ୨୦୧୮ରେ ୩୬ ଗୁଣ୍ଠ ଜମି ଜବରଦଖଲ କରିଥିବା ଘଟଣା ନେଇ ଚର୍ଚ୍ଚାକୁ ଆସିଥିଲେ । ତା ସହିତ…

ଟିଆରପି ସ୍କାମ : ଅର୍ଣ୍ଣବ ଗୋସ୍ବାମୀଙ୍କ ବିରୋଧରେ ମୁମ୍ବାଇ ପୋଲିସ୍‌ର ଚାର୍ଜସିଟ୍

ମୁମ୍ବାଇ : ଟିଆରପି ସ୍କାମ ମାମଲାରେ କୋର୍ଟରେ ଦାଖଲ ହୋଇଛି ଚାର୍ଜ ସିଟ୍ । ମୁମ୍ବାଇ ପୋଲିସ ପକ୍ଷରୁ ଦାଖଲ ହୋଇଥିବା ଚାର୍ଜସିଟରେ ରିପବ୍ଲିକ ଟିଭିର ଏଡିଟର ଇନ୍ ଚିଫ୍ ଅର୍ଣ୍ଣବ ଗୋସ୍ବାମୀଙ୍କ ନାଁ ରହିଛି । କୋର୍ଟରେ ୧୮୦୦ ପୃଷ୍ଠା ସମ୍ବଳିତ ଏହି ଚାର୍ଜସିଟ ଦାଖଲ କରିଛି ମୁମ୍ବାଇ ପୋଲିସ…