Latest Odisha News

BREAKING NEWS

Browsing Category

ଅପରାଧ

ମହାନଦୀରୁ ଉଦ୍ଧାର ହେଲା ଅଜଣା ବ୍ୟକ୍ତିଙ୍କ ମୃତଦେହ

କଟକ : ମହାନଦୀରୁ ଉଦ୍ଧାର ହେଲା ଅଜଣା ବ୍ୟକ୍ତିଙ୍କ ମୃତଦେହ । ମୃତଦେହ ଭାସୁଥିବା ଅବସ୍ଥାରେ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ । ତେବେ ମୃତ ବ୍ୟକ୍ତିଙ୍କ ପରିଚୟ ଅସ୍ପଷ୍ଟ ଥିବା ବେଳେ, ବୟସ ପାଖାପାଖି ୪୦ରୁ ୪୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି । ଆଜି ମଧ୍ୟାହ୍ନ ସମୟରେ କଟକ ହରିଣ…

କରୋନାରେ ପ୍ରାଣ ହରାଇଲା ଆଉ ଜଣେ ମାଓନେତା

ମାଲକାନଗିରି : ମାଓ ସଙ୍ଗଠନକୁ ଘାରିଛି କରୋନା ସଂକ୍ରମଣ ଚିନ୍ତା । ଏଭଳି ସ୍ଥିତିରେ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛି ଆଉ ଜଣେ ମାଓନେତା । ଉତ୍ତର ତେଲେଙ୍ଗାନା ଏରିଆ କମିଟି ଚିଫ୍ ହରିଭୂଷଣ କରୋନାରେ ଆକ୍ରାନ୍ତ ହେବା ପରେ ପ୍ରାଣ ହରାଇଥିବା ନେଇ ସୂଚନା ଦେଇଛନ୍ତି ବସ୍ତର ଆଇଜି…

କନ୍ଧମାଳ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳି ବିନିମୟ

-ବନ୍ଧୁକ, ଗୁଳି ଓ ମାଓସାମଗ୍ରୀ ଜବତ କନ୍ଧମାଳ: କନ୍ଧମାଳ ଜିଲ୍ଲା ଗୋଛାପଡ଼ା ଥାନା କୁମ୍ଭହାରୁ ନିକଟ ଜଙ୍ଗଲରେ ପୁଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ପୁଲିସ ଗୁଳିର ସାମ୍ନା କରି ନ ପାରି ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। କନ୍ଧମାଳ ଏସପିଙ୍କ ସୂଚନା ଅନୁସାରେ ଏସଓଜି ଓ…

ମାଫିଆଙ୍କ ଫୋକସରେ ପଶ୍ଚିମଓଡ଼ିଶା

ସମ୍ବଲପୁର : ମାଫିଆଙ୍କ ଫୋକସରେ ପଶ୍ଚିମଓଡ଼ିଶା । ବଢୁଛି ମାଫିଆଙ୍କ ରାଜ୍ । ସମ୍ବଲପୁର ସହରରେ ଦିନକୁ ଦିନ କାୟା ବିସ୍ତ।ର କରିଚାଲିଛନ୍ତି ନିଶା ବେପାରୀ । ଦିନ ଦିପହରରେ ବେଧଡକ ଚାଲାଣ ହେଉଛି ଗଞ୍ଜେଇରୁ ବ୍ରାଉନ ସୁଗର । ସବୁଠାରୁ ବଡ଼ କଥା ହେଲା ଏହାର ଟାର୍ଗେଟରେ ରହିଛନ୍ତି ଛାତ୍ର ଓ ଯୁବପୀଢି…

ଲୁଟେରା ଗ୍ୟାଙ୍ଗ ଗିରଫ

ପୁରୀ : ପୁରୀ ପୋଲିସକୁ ସଫଳତା । ମୋବାଇଲ ଲୁଟ କରୁଥିବା ଏକ ମୋବାଇଲ ଲୁଟେରା ଗ୍ୟାଙ୍ଗକୁ ଗିରଫ କରିଛି ପୋଲିସ । ଟାଉନଥାନା ଓ ସମୁଦ୍ରକୂଳ ଥାନା ପୋଲିସର ମିଳିତ ଟିମ ୪ଟି ମୋବାଇଲ ଓ ଦୁଇଟି ବାଇକ ଜବତ କରିଛି  । ଗିରଫ ଅଭିଯୁକ୍ତ ହେଲେ ଦୋଳମଣ୍ଡପ ସାହିର ଆଶୀର୍ବାଦ ଦାଶ, ବଡୁମହାପାତ୍ର ଯାଗାର…

ଜମି ବିବାଦକୁ ନେଇ ହତ୍ୟାକାଣ୍ଡ, ଜଣେ ମୃତ ୬ ଆହତ

ବଲାଙ୍ଗୀର: ମୁଣ୍ଡ ନେଇଗଲା ଜମି ବିବାଦ । ରକ୍ତାକ୍ତ ସଂଘର୍ଷରେ ଚାଲିଗଲା ଜଣକର ଜୀବନ । ଅନ୍ୟପଟେ ୬ ଜଣ ଆହତ ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଏପରି ଏକ ଅଭାବନୀୟ ଘଟଣାକୁ ନେଇ ଲଜ୍ଜା ମୁଣ୍ଡାଇଛି ବଲାଙ୍ଗୀର ଜିଲ୍ଲା ଲୋଇସିଂହା ଥାନା ଅନ୍ତର୍ଗତ କୁଟୁରାପାଲି ଗାଁ । ମିଳିଥିବା…

କଟକରେ ଜଘନ୍ୟ ହତ୍ୟାକାଣ୍ଡ: ଯୁବକଙ୍କୁ ଗଳା କାଟି ହତ୍ୟା, ମହିଳା ଗୁରୁତର

କଟକ:  ଜଘନ୍ୟ ହତ୍ୟାକାଣ୍ଡ । ଫୁଟପାଥରେ ଶୋଇଥିବା ବେଳେ ଯୁବକଙ୍କୁ ଗଳା କାଟି ନିର୍ମମ ହତ୍ୟା । ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଛି । କଟକ ମାଲଗୋଦାମ ଥାନା ଅନ୍ତର୍ଗତ କଲେଜ ଛକ ସିଡିଏ ମାର୍କେଟରେ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ଗୁରୁତର ମହିଳାଙ୍କୁ ଚିକିତ୍ସା ପାଇଁ କଟକ ବଡ଼…

ଭଦ୍ରକ କଳାହାଣ୍ଡିଆରୁ ଧରାପଡିଲା ରେଳବାଇ କେବୁଲ୍ ଚୋର

ଭଦ୍ରକ: ରେଳବାଇ କ୍ୱାଡ୍ ‘୪’ ଟେଲିକମ୍ କେବୁଲ ଚୋରି ମାମଲା ରେଳବାଇ ପୋଲିସକୁ (RPF) ଚିନ୍ତାରେ ପକାଇଥିଲା । ବାରମ୍ବାର କେବୁଲ ଚୋରି ହେବା ଘଟଣାକୁ ନେଇ ବେଶ କିଛିଦିନ ଧରି ଜାରି ରହିଥିଲା ତନାଘନା । ଶେଷରେ ଆରପିଏଫ୍ ଓ ଗ୍ରାମାଂଚଳ ପୋଲିସ ହାତରେ ଧରାପଡିଛି କେବୁଲ ଚୋର । ନିକଟରେ କପାଳି…

ଭାଙ୍ଗିଲେ କରୋନା କଟକଣା, ଗଣିଲେ ଲକ୍ଷେ ଟଙ୍କା ଜରିମାନା

ଭଦ୍ରକ: ଲକ୍‌ଡାଉନ୍‌ରେ ସଟର୍ ବନ୍ଦ କରି ଚାଲିଥିଲା କପଡା କାରବାର । ପ୍ରଶାସନିକ ଅଧିକାରୀଙ୍କୁ ଦେଖି ଚମ୍ପଟ୍ ମାରିଥିଲେ ଦୋକାନ ମାଲିକ । ହେଲେ ଧୋକା ଖାଇନଥିଲା ପ୍ରଶାସନର ତୀକ୍ଷ୍ଣ ନଜର । ଶେଷରେ ଧରାପଡିଲା ଦୋକାନ ମାଲିକଙ୍କ ମିଛ । ବନ୍ଦ ଦୋକାନରୁ ଉଦ୍ଧାର ହୋଇଥିଲେ ୩ ଗ୍ରାହକଙ୍କ ସମେତ ଜଣେ…

କୋଭିଡ ନିୟମ ଉଲ୍ଲଂଘନ; ରାଜ୍ୟରେ ୧୬ କୋଟି ଟଙ୍କାର ଜୋରିମାନା ଆଦାୟ

ଭୁବନେଶ୍ୱର: କୋଭିଡ ଗାଇଡଲାଇନ ଉଲ୍ଲଂଘନକାରୀଙ୍କଠାରୁ ଓଡିଶା ପୋଲିସ ଗତ ଅଢେଇ ମାସ ମଧ୍ୟରେ ୧୬ କୋଟି ଟଙ୍କା ଜରିମାନା ଆଦାୟ କରିଥିବା ନେଇ ଓଡିଶା ଡିଜିପି ଅଭୟ କହିଛନ୍ତି। ଗୁରୁବାର ଦିନ ଗଣମାଧ୍ୟମକୁ ସୂଚନା ଦେଇ ଅଭୟ କହିଛନ୍ତି ଯେ ୧,୪୮୬ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଜୋରିମାନା…