Latest Odisha News

BREAKING NEWS

Browsing Category

ଅପରାଧ

ନୟାଗଡ଼ରେ ଲଜ୍ଜା, ଶିଶୁ କନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା

ନୟାଗଡ଼ : ନୟାଗଡ଼ରେ ଲଜ୍ଜା । ଶିଶୁ କନ୍ୟାକୁ ଦୁଷ୍କର୍ମ ପରେ କରାଯାଇଛି ହତ୍ୟା । ନୟାଗଡ଼ ବାଣିଗୋଛା ଥାନା ଅଞ୍ଚଳରେ ଶିଶୁ କନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ନୟାଗଡ଼ ଏସପି ସିଦ୍ଧାର୍ଥ କାଟାରିଆ । ୬ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା କରିଛି…

‘କୁଣ୍ଡଳୀ’ ଓ ‘ସନ୍ଧାନ’ ନାମରେ ଦୁଇଟି ଆପର ଶୁଭାରମ୍ଭ କଲା କମିସନରେଟ ପୋଲିସ

ଭୁବନେଶ୍ବର : ଅପରାଧୀଙ୍କ ରେକର୍ଡ ରଖିବାକୁ କମିସନରେଟ ପୋଲିସର ନୂଆ ପଦକ୍ଷେପ । ଲଞ୍ଚ କରିଛି ଦୁଇଟି ଆପ୍ । ‘କୁଣ୍ଡଳୀ’ ଓ ‘ସନ୍ଧାନ’ ନାଁରେ ଦୁଇଟି ଆପର ଶୁଭାରମ୍ଭ କରିଛନ୍ତି ପୋଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ । ଭୁବନେଶ୍ବର ଡିସିପି ଅଫିସରେ ଏହି ଆପର ଅପରେଟ୍ ହେବ । ଏନେଇ ସୂଚନା…

ଆଇଏଫଏସ ଅଭୟ ପାଠକଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ୍

ଭୁବନେଶ୍ବର : ଜେଲରୁ ବାହାରିବେ ଆଇଏଫଏସ ଅଭୟ ପାଠକ । ଅଭୟ ପାଠକଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ବୈଦ୍ୟନାଥପୁର ଥାନା ମାମଲାରେ ଅଭୟ ପାଠକଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ୨ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ଜାମିନ ପ୍ରଦାନ କରାଯାଇଛି । ମୋଟି ୩ଟି ମାମଲାରୁ…

ବେଆଇନ ମଦ ବିକ୍ରିକୁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ବିରୋଧ

ସୋନପୁର: କେଉଁ ଏକ ନିର୍ଦ୍ଧିଷ୍ଟ ଜିଲ୍ଲାରେ ନୁହେଁ ସାରା ରାଜ୍ୟରେ ଚାଲିଛି ବେଆଇନ ମଦ ବିକ୍ରି । ତେବେ ସୋନପୁର ଜିଲ୍ଲାରେ ଏ ନେଇ ଉଠିଛି ବିରୋଧର ସ୍ୱର । ଥାନାରେ ଦ୍ୱାରସ୍ଥ ହୋଇଛନ୍ତି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟମାନେ । ବିନିକା ଏନ୍‌ଏସି ୧୨ ନମ୍ବର ୱାର୍ଡ ନୂଆଁପଲ୍ଲୀ ଗାଁରେ…

କାର ଉପରେ ଆଖିବୁଜା ଗୁଳି ଓ ବୋମାମାଡ଼: ଜଣେ ମୃତ, ୨ ଗୁରୁତର

ଢେଙ୍କାନାଳ: କାମାକ୍ଷାନଗରରେ ଫୁଟିଲା ଗୁଳି । କାର ଉପରେ ଘନ ଘନ ଗୁଳିମାଡ଼ ହୋଇଛି । ତାସହ ଦୁର୍ବୃତ୍ତ କରିଛନ୍ତି ବୋମାମାଡ଼ । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । କାମାକ୍ଷାନଗର ସାରଙ୍ଗଧର ଷ୍ଟାଡିୟମ ନିକଟରେ ଗତକାଲି ରାତିରେ ବୋମା ଓ ଗୁଳିମାଡ଼ ହୋଇଛି । କାର…

ଘରୁ ଡାକିନେଇ ଧାନ ବ୍ୟବସାୟୀଙ୍କୁ ବୋମା ମାଡ

ଭୁବନେଶ୍ୱର: ବେଆଇନ୍ ଅସ୍ତ୍ରଶସ୍ତ୍ରର ଅବାଧ କାରବାର ରାଜଧାନୀରେ ଅପରାଧୀଙ୍କର ସାହାସ ବଢାଇଛି । ଦିନ ହେଉ ଅବା ରାତି, ଅପରାଧ ଘଟାଇବାକୁ କୁଣ୍ଠାବୋଧ କରୁନାହାଁନ୍ତି ଅପରାଧୀ । ବାଲିଅନ୍ତା ଥାନା ଅନ୍ତର୍ଗତ କୁଳସାହିରେ ଧାନ ବ୍ୟବସାୟୀଙ୍କୁ ରାତି ଅଧରେ ହୋଇଛି ବୋମା ମାଡ । ମିଳିଥିବା ସୂଚନା…

ଲକ୍ ଡାଉନରେ ଲୁଟ୍ ପାଟ

ରାଉରକେଲା : ସ୍ମାର୍ଟସିଟି ରାଉରକେଲାରେ ଲୁଟ୍ । ଦିନ ଦିପହରରେ ବି ଚାଲିଛି ଲୁଟ୍ ପାଟ । ଲକ୍ ଡାଉନ ଚାଲିଥିବା ବେଳେ ଏହାର ସୁଯୋଗ ନେଇ ବହୁ ଲୁଟ ପାଟ ହେଉଥିବା ଅଭିଯୋଗ ହୋଇଛି । କିଛି ଦିନ ବ୍ୟବଧାନରେ ଏବେ ପୁଣି ସେକ୍ଟର -୨୧ ଅଞ୍ଚଳରେ ଚୋରି । ସେଠାରେ ଥିବା ଏକ ଜାତୀୟ ଗଣମାଧ୍ୟମ…

ମୁନିଗୁଡାରେ ବିପୁଳ ପରିମାଣର ଗଂଜେଇ ଜବତ

ରାୟଗଡା: ଗଂଜେଇ ବେପରୀଙ୍କ ଏନ୍ତୁଡିଶାଳ ପାଲଟିଛି ମୁନିଗୁଡା । ପ୍ରତିଦିନ ଧରାପଡୁଛି ବିପୁଳ ପରିମାଣର ଗଂଜେଇ । ଗତକାଲି ମୁନିଗୁଡା ପୋଲିସ ଏକ ଟ୍ରକରୁ ୪୦ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ଗଂଜେଇ ଜବତ କରିଥିଲା । ବିଶ୍ୱସ୍ତ ସୁତ୍ରରୁ ଖବର ପାଇ ଗତକାଲି ରାତିରେ ମୁନିଗୁଡା ଏସ୍‌ଡିପିଓ ଆକାଶ…

ବଲାଙ୍ଗୀର ବାଇକ୍ ଚୋରି ରାକେଟ୍‌ର ପର୍ଦ୍ଦାଫାସ୍, ୫ ଗିରଫ

ବଲାଙ୍ଗୀର: ବେଶ କିଛିଦିନ ଧରି ସାଧାରଣ ଲୋକଙ୍କୁ ଭୟଭୀତ କରିଥିଲା ବଲାଙ୍ଗୀରରେ ସକ୍ରିୟ ହୋଇଥିବା ବାଇକ୍ ଚୋରି ରାକେଟ୍ । ଏ ନେଇ ଲୋକେ ବ୍ୟତିବ୍ୟସ୍ତ ହୋଇପଡିଥିଲେ । ହେଲେ ଶେଷରେ ବଲାଙ୍ଗୀର ପୋଲିସକୁ ମିଳିଛି ସଫଳତା । ବାଇକ ଚୋରି ରାକେଟର ପର୍ଦ୍ଦାଫାସ୍ ହୋଇଥିବା ନେଇ ସୂଚନା ଦେଇଛନ୍ତି ସଦର…

ପୁରୀରେ ନିଶା ମୁକ୍ତ ଅଭିଯାନ ଜୋରଦାର, ୨ ଗିରଫ

ପୁରୀ: ଶ୍ରୀକ୍ଷେତ୍ରକୁ ନିଶା ମୁକ୍ତ କରିବା ଲାଗି ଜୋରଦାର ଅଭିଯାନ ଚଳାଇଛି ପୋଲିସ ପ୍ରଶାସନ । ପ୍ରତିଦିନ ଧରାପଡୁଛନ୍ତି ନିଶା ବେପାରୀ ଓ ବ୍ୟବହାରକାରୀ । ଏହି ଧାରାରେ ଆଜି ପୁରୀ ତାଳବଣିଆ ପୋଲିସ ଦୁଇଜଣ ଯୁବକଙ୍କୁ ବ୍ରାଉନ୍ ସୁଗାର ସହ ଗିରଫ କରିଛି । ମିଳିଥିବା ରିପୋର୍ଟ ଅନୁଯାୟୀ…