Latest Odisha News

BREAKING NEWS

Browsing Category

ଅପରାଧ

ରାଜଧାନୀରେ ବୁଲୁଥିଲା ନକଲି ଆର୍ମି ଅଫିସରଙ୍କ ଗାଡି

ଭୁବନେଶ୍ୱର: ବେଶ କିଛିଦିନ ହେବ ରାଜଧାନୀ ଭୁବନେଶ୍ୱରରେ ଆର୍ମି ଲେଖାହୋଇଥିବା ଏକ ଗାଡି ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଅଭିଯୋଗ ହୋଇଥିଲା । ଏକ କଳା ରଙ୍ଗର ଦାମୀ ଏସ୍‌ୟୁଭି ମଡେଲ ଗାଡିରେ ଆର୍ମି ଲେଖା ହେବା ସହ ହାଇ ସିକ୍ୟୁରିଟି ଜୋନ୍‌ରେ ଗାଡିଟି ଘୁରିବୁଲୁଥିଲା । ଶେଷରେ ଏହି…

ବଡ଼ ଧରଣର ଆତଙ୍କୀ ଯୋଜନାର ପର୍ଦ୍ଦାଫାଶ କଲା ପଞ୍ଜାବ ପୋଲିସ

ଚଣ୍ଡିଗଡ : ଏକ ବଡ଼ ଧରଣର ଆତଙ୍କୀ ଯୋଜନା ପଣ୍ଡ କରିଛି ପଞ୍ଜାବ ପୋଲିସ । ଗୁରୁବାର ରାତିରେ ଏନେଇ ଯୋଜନା ଚାଲିଥିବା ବେଳେ, ଛାପା ମାରିଥିଲା ପୋଲିସ । ଘଟଣାସ୍ଥଳରୁ ବିପୁଳ ପରିମାଣରେ ମାରଣାସ୍ତ୍ର ଜବତ କରିଛି ପୋଲିସ । ଏଥିସହ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତର…

କଟକରୁ ଲକ୍ଷାଧିକ ଟଙ୍କାର ନକଲି କରୋନା ଔଷଧ ଜବତ

କଟକ : କଟକରୁ ନକଲି କରୋନା ଔଷଧ ଠାବ । କନିକା ଛକ ନିକଟରେ ଥିବା ଏକ ମେଡ଼ିସିନ ହୋଲସେଲର ଗୋଦାମ ଉପରେ ଚଢ଼ାଉ ବେଳେ ଏହି ସବୁ ନକଲି ଔଷଧ ଜବତ କରାଯାଇଛି । ଜିଲ୍ଲା ଡ୍ରଗ୍ସ ଡିପାର୍ଟମେଣ୍ଟର ଚଢ଼ାଉ ବେଳେ ୬୯ ଲକ୍ଷ ଟଙ୍କାର ନକଲି କରୋନା ଔଷଧ ଜବତ କରାଯାଇଛି । ଉତ୍ତରପ୍ରଦେଶର ମ୍ୟାକ୍ସ ରିଲିଫ…

ଚାଲିଥିଲା ବଜ୍ରକାପ୍ତା କାତି ପାଇଁ ମୂଲଚାଲ୍‌, ମାଡିବସିଲା ବନ ବିଭାଗ

ବାରିପଦା: ଲକ୍‌ଡାଉନ୍‌ରେ ଥମିନି ଚୋରା ବେପାର । ମଦ ଓ ବ୍ରାଉନ୍ ସୁଗାର କାରବାର ଭଳି ଅବାଧରେ ଚାଲିଛି ବନ୍ୟଜନ୍ତୁୁଙ୍କ ଶିକାର । ଆଜି ନିଷିଦ୍ଧ ବଜ୍ରକାପ୍ତା କାତିକୁ ବେଆଇନ ଭାବେ କ୍ରୟ କରୁଥିବାବେଳେ ମୟୁରଭଂଜର ବାଲିଚୁଆ ଗାଁରୁ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି । ମିଳିଥିବା ସୂଚନା…

ଗୁଳି ବିନିମୟରେ ଟଳିଲା ସିନିୟର କ୍ୟାଡର ମାଓବାଦୀ

ଭୁବନେଶ୍ବର : ଓଡ଼ିଶା ପୋଲିସ୍‌କୁ ସଫଳତା । ପୋଲିସ ଗୁଳିରେ ନିହତ ହୋଇଛି ସିନିୟର କ୍ୟାଡର ମାଓବାଦୀ । ଏନେଇ ପ୍ରେସମିଟ୍ କରି ସୂଚନା ଦେଇଛନ୍ତି ପୋଲିସ ଡିଜି ଅଭୟ । ବରଗଡ଼ ଖଞ୍ଜଗୁଣ୍ଡା ନିକଟ ଝାଞ୍ଜ ସଂରକ୍ଷିତ ଜଙ୍ଗଲରେ କମ୍ବିଂ ଅପରେସନ ବେଳେ ପୋଲିସ ଟିମ୍ ଉପରକୁ ଗୁଳି ମାଡ କରିଥିଲେ…

ଗୋଚରଜମି ଦଖଲ ନେଇ ନାବାଳକକୁ ହତ୍ୟା

ବାରିପଦା : ଗୋଚରଜମି ଦଖଲକୁ ନେଇ ହତ୍ୟାକାଣ୍ଡ । ଦଶମ ଶ୍ରେଣୀ ଛାତ୍ର ହରେକୃଷ୍ଣ ମହାନ୍ତଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣିଲେ ଦୁବୃର୍ତ୍ତ ।। ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ମୋରଡା ଥାନା ମହୁଲବଣୀ ଗାଁରେ । ସରକାରୀ ଗୋଚର ଜମି ଦଖଲକୁ ନେଇ ଉନ୍ମତ୍ତ କାଣ୍ଡ । ବିବାଦ ଯୋଗୁଁ ଚାଲିଗଲା…

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଆଉ ଏକ ମାମଲାରେ ବେଲ୍, ଜେଲରୁ ବାହାରିବା ରାସ୍ତା ପରିସ୍କାର

କଟକ: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ପୁଣି ଆଶ୍ୱସ୍ତି । ଗୋଳନ୍ଥରା ଥାନାରେ ଦାୟର ଅନ୍ୟ ଏକ ମାମଲାରେ ତାଙ୍କୁ ଆଜି ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ଓଡ଼ିଶା ହାଇକୋର୍ଟ । ପୂର୍ବରୁ କ୍ରାଇମବ୍ରାଞ୍ଚ ସମେତ ୫ଟି ମାମଲାରେ ତାଙ୍କୁ ବେଲ୍ ମଞ୍ଜୁର ହୋଇଛି । ଫଳରେ ଏବେ ପ୍ରଦୀପ…

ଭାରତ-ବାଂଲାଦେଶ ସୀମାରୁ ଚୀନ୍ ନାଗରିକ ଗିରଫ

କୋଲକାତା : ଭାରତ-ବାଂଲାଦେଶ ସୀମା ନିକଟ ପଶ୍ଚିମବଙ୍ଗ ମାଲଦା ଜିଲ୍ଲାରୁ ଜଣେ ଚୀନ ନାଗରିକକୁ ଗିରଫ କରାଯାଇଛି । ଚୀନ ନାଗରିକ ଅନ୍ତର୍ଜାତୀୟ ସୀମା ପାର କରି ଭାରତରେ ବେଆଇନ ଭାବେ ପ୍ରବେଶ ଅଭିଯୋଗରେ ତାଙ୍କୁ ଗିରଫ କରିଛି ବିଏସଏଫ । ସନ୍ଦେହଜନକ ଅବସ୍ଥାରେ ସୀମା ନିକଟରେ ବୁଲୁଥିବା ସମୟରେ…

ଲକ୍‌ଡାଉନରେ ଲୁଟେରାଙ୍କ ରାଜ୍‌, ଲୁଟି ନେଲେ ଦେଢ କୋଟି

ପାଟନା :  ଦିନ ହେଉ କି ରାତି । ଘର ହେଉ କି ବ୍ୟାଙ୍କ । ଲକ୍‌ଡାଉନରେ ସବୁଠି ଲୁଟେରାଙ୍କ ରାଜ୍‌ । ସବୁଠି ଚାଲିଛି ଲୁଟ୍ ପାଟ ।  ବିହାରର ବୈଶାଳୀ ଜିଲ୍ଲାର ହାଜିପୁର ଜାରୁଆ ଅଞ୍ଚଳରେ ବ୍ୟାଙ୍କରୁ ଲୁଟେରା ଲୁଟିନେଲେ କୋଟିଏରୁ ଅଧିକ ଟଙ୍କା । ବାଇକରେ ଆସିଥିବା ପାଞ୍ଚ ଜଣ ଲୁଟେରା ଟଙ୍କା ଲୁଟି…

ଲକ୍‌ଡାଉନ୍‌ରେ ଦୁଇଟି ଘରେ କଳାକନା ବୁଲାଇଲେ ଲୁଟେରା

ଭଦ୍ରକ: ଲକ୍‌ଡାଉନ୍‌ରେ ସାରା ରାଜ୍ୟ ଏକ ପ୍ରକାର ନିଷ୍କ୍ରିୟ । ହେଲେ ସକ୍ରିୟ ହୋଇଉଠିଛନ୍ତି ଲୁଟେରା । କଟକ ପରେପରେ ଏବେ ଭଦ୍ରକରୁ ଆସିଛି ଲୁଟ୍ ଖବର । ବିଳମ୍ବିତ ରାତିରେ ଘରେ ପଶି କଳାକନା ବୁଲାଇଲେ ଲୁଟେରା ଦଳ । ଗୋଟିଏ ରାତିରେ ଦୁଇଟି ଘରୁ ଚୋରି ହୋଇଥିବା ସୂଚନା ରହିଛି । ଭଦ୍ରକ…