Latest Odisha News

BREAKING NEWS

Browsing Category

ଅପରାଧ

କୋଭିଡ୍ ମହାମାରୀରେ ମିଥ୍ୟା ତଥ୍ୟ ପ୍ରଘଟ, ସାମ୍ବାଦିକ ଗିରଫ

ଅନୁଗୁଳ: ପୂର୍ବରୁ ଠିକାଦାର କିମ୍ବା ବେସରକାରୀ ସଂସ୍ଥାକୁ ବଟି ମାଗି ସାମ୍ବାଦିକ ଗିରଫ ହେବା ଖବର ସାମ୍ନାକୁ ଆସିଥିଲା । କିଛି ହାତଗଣତି ଲୋକଙ୍କ ପାଇଁ ସମ୍ବିଧାନର ଚତୁର୍ଥ ସ୍ତମ୍ଭ ବୋଲାଉଥିବା ଗଣମାଧ୍ୟମ ଅଳ୍ପ ବହୁତ ବଦନାମ ବି ହୋଇଥିଲା । ହେଲେ ଏବେ କୋଭିଡ୍ ମହାମାରୀ ଭଳି ସମ୍ବେଦନଶୀଳ…

ଆପଣଙ୍କ ନାମରେ ପଂଜିକୃତ ସିମ୍‌କୁ ଅନ୍ୟ କେହି ବ୍ୟବହାର କରୁଛନ୍ତି କି ?

ଭୁବନେଶ୍ୱର: ମୋବାଇଲ୍ ସିମ୍ ଜାଲିଆତି । ଜଣକ ନାମରେ ପଂଜିକୃତ, ବ୍ୟବହାର କରୁଥିବେ ଅନ୍ୟ ଜଣେ । ଫିଲ୍ମ, ୱେବ୍‌ସିରିଜ୍ ଓ ଖାସ କରି ଅନେକ କ୍ରାଇମ୍ ସିରିଅଲରେ ଅପରାଧୀମାନେ ଅନ୍ୟ ଜଣକ ନାମରେ ଥିବା ସିମ୍ ବ୍ୟବହାର କରୁଥିବା ଆପଣ ନିଶ୍ଚୟ ଦେଖିଥିବେ । ତେବେ ରିୟଲ୍ ଲାଇଫରେ ବି ଏପରି ଅନେକ ଥର…

ରାୟଗଡ଼ା ମୁନିଗୁଡ଼ାରୁ ବିପୁଳ ପରିମାଣର ଗଞ୍ଜେଇ ଜବତ

ରାୟଗଡ଼ା : ମୁନିଗୁଡା ପୋଲିସକୁ ବଡ଼ ଧରଣର ସଫଳତା । ବିକ୍ରି ପାଇଁ ଯୋଜନା ଚାଲିଥିବା ବେଳେ, ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ମୁନିଗୁଡ଼ା ପୋଲିସ । ଘଟଣାରେ ୪ ଜଣଙ୍କୁ ଗିରଫ କରିଛି ପୋଲିସ । ଜବତ ହୋଇଥିବା ଗଞ୍ଜେଇର ଓଜନ ୬ କ୍ବିଣ୍ଟାଲ ୫୩ ହେବ ବୋଲି ଜଣାପଡିଛି । ଯାହାର ଆନୁମାନିକ…

ବିଚ୍ ରାସ୍ତାରେ ନିର୍ମମ ହତ୍ୟା

ଭୁବନେଶ୍ୱର: ବିଚ୍ ରାସ୍ତାରେ ନିର୍ମମ ହତ୍ୟା । ଫିଲ୍ମ ଷ୍ଟାଇଲରେ ବାପା ଆଗରେ ପୁଅକ ହତ୍ୟା କରି ଫେରାର ହୋଇଗଲେ ଦୁର୍ବୃତ୍ତ । ଘଟଣା ଘଟିଛି ରାଜଧାନୀ ଲକ୍ଷ୍ମୀସାଗର ଥାନା ବୁଦ୍ଧନଗର ବସ୍ତିରେ । ଖୋଦ୍ ରବୀନ୍ଦ୍ର ସାହୁଙ୍କ ଘର ସାମନାରେ ଘଟିଛି ଏହି ଘଟଣା । ବାପାଙ୍କ ଉପସ୍ଥିତିରେ ପୁଅକୁ ଘରୁ…

ମୟୁରଭଂଜରେ ଅବକାରୀ ଚଢାଉ, ମଦ ଜବତ ଜଣେ ଗିରଫ

ବାରିପଦା: ସମଗ୍ର ରାଜ୍ୟରେ କରୋନା କହର । ହେଲେ ଅଧିକାଂଶ ଜିଲ୍ଲାରେ ଥମିନି ନକଲି ମଦ କାରବାର । ପ୍ରତିଦିନ କେଉଁଠି ନା କେଉଁଠି ଅବକାରୀ ବିଭାଗର ଚଢାଉରେ ଧରାପଡୁଛି ବିପୁଳ ପରିମାଣର ବେଆଇନ ଅଥବା ନକଲି ମଦ । ହେଲେ ସୁଧୁରିବାକୁ ନାଁ ଧରୁନାହାଁନ୍ତି ନିଶା ବେପାରୀ । ଆଜି ମୟୁରଭଂଜ ଅବକାରୀ…

କଟକରୁ ପୁଣି କୋଟିଏ ଟଙ୍କାର ବ୍ରାଉନ ସୁଗାର ଜବତ

କଟକ : କଟକରୁ ପୁଣି ଜବତ ହେଲା ଧଳା ଜହର । ପ୍ରାୟ ୧ କେଜି ୩୮ ଗ୍ରାମର ବ୍ରାଉନ ସୁଗାର ଜବତ କରିଛି କମିଶନରେଟ ପୋଲିସ୍ । ଘଟଣାରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଜବତ ବ୍ରାଉନ ସୁଗାରର ଆନୁମାନିକ ମୂଲ୍ୟ ୧ କୋଟି ଟଙ୍କାରୁ ଅଧିକ ହେବ ବୋଲି ଜଣାପଡିଛି । ସୂଚନା ଅନୁସାରେ,…

ଗାଁରେ ଗୋଷ୍ଠୀ ସଂଘର୍ଷ,୧୦ ଗୁରୁତର

ଭୁବନ : ଗୋଷ୍ଠୀ ସଂଘର୍ଷ ଘଟି ଦୁଇ ପରିବାରର ୧୦ ଗୁରୁତର ଆହତ । ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଭୂଷଳ ଗାଁରେ ଗୋଷ୍ଠୀ ସଂଘର୍ଷ ଘଟି ଦୁଇଟି ପରିବାରର ୧୦ ଜଣ ସଦସ୍ୟ ଗୁରୁତର ଆହତ ହୋଇଛନ୍ତି । ଗୁରୁତରଙ୍କୁ ଭୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ କାମାକ୍ଷାନଗର ମେଡ଼ିକାଲରେ ଚିକିତ୍ସା ପାଇଁ…

ନିଶା କାରବାରର ଏନ୍ତୁୁଡିଶାଳ ପାଲଟିଛି ଭଦ୍ରକ, ମଦ ଜବତ ୭ ଗିରଫ

ଭଦ୍ରକ: କେତେବେଳେ ବ୍ରାଉନ୍ ସୁଗାର ତ ପୁଣି କେତେବେଳେ ଆସ୍କା ଫୋର୍ଟି କିମ୍ବା ଅନ୍ୟ ନିଶା କାରବାର ପାଇଁ ଚର୍ଚ୍ଚା ମୁଣ୍ଡାଇଛି ଭଦ୍ରକ ଜିଲ୍ଲା । ଏବେ ପୁଣିଥରେ ଦେଶୀ ଓ ବିଦେଶୀ ମଦ ଜବତ ହେବା ପରେ ୭ଜଣଙ୍କ ଗିରଫଦାରୀ ଘଟଣା ଚର୍ଚ୍ଚାରେ ରହିଛି । ରିପୋର୍ଟ ଅନୁଯାୟୀ ୧୬ ନମ୍ବର ଜାତୀୟ…

ମିିଳିଲା ନିଖୋଜଙ୍କ ଠିକଣା, ପର୍ଦ୍ଦାଫାସ୍ ହେଲା ୪ ବର୍ଷ ତଳର ଷଡଯନ୍ତ୍ର

ବାରିପଦା: ଏକ ନିଖୋଜ ମାମଲାର ଅଡୁଆ ଖିଅକୁ ସଜାଡିବାରେ ସଫଳ ହୋଇଛି ବାରିପଦା ଟାଉନ୍ ଥାନା ପୋଲିସ । ୪ ବର୍ଷ ପୂର୍ବରୁ ଜଣେ ଯୁବକଙ୍କ ନିଖୋଜ ମାମଲା ସହ ଯୋଡି ହୋଇଛି ହତ୍ୟାକାଣ୍ଡ ଘଟଣା । ଶେଷରେ ବେଶ ନାଟକୀୟ ଢଙ୍ଗରେ ସାମ୍ନାକୁ ଆସିଛି ନିଖୋଜ ମାମଲା ଅସଲ କାହାଣୀ । ମିଳିଥିବା ରିପୋର୍ଟ…

ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ !

ବାରିପଦା: ଉଦ୍ଧାର ହୋଇଛି ଜଣେ ମହିଳାଙ୍କ ମୃତଦେହ । ପାରିପାର୍ଶ୍ବିକ ସ୍ଥିତି କହୁଛି ବୋଧ ହୁଏ ମହିଳାଙ୍କ ସହ ଦୁଷ୍କର୍ମ ପରେ ହତ୍ୟା କରାଯାଇଛି । କୃଷ୍ଣଚନ୍ଦ୍ରପୁର କେନ୍ଦୁଖୋଳ ପୋଲ ନିକଟସ୍ଥ କଲଭର୍ଟ ନିକଟରେ ଅପରିଚିତ ମହିଳାଙ୍କ ମୃତଦେହ ମିଳିଥିଲା । ମହିଳା ଜଣକ ଲାଲ ରଙ୍ଗର ଶାଢି,…