Latest Odisha News

BREAKING NEWS

Browsing Category

ଅପରାଧ

ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ !

ବାରିପଦା: ଉଦ୍ଧାର ହୋଇଛି ଜଣେ ମହିଳାଙ୍କ ମୃତଦେହ । ପାରିପାର୍ଶ୍ବିକ ସ୍ଥିତି କହୁଛି ବୋଧ ହୁଏ ମହିଳାଙ୍କ ସହ ଦୁଷ୍କର୍ମ ପରେ ହତ୍ୟା କରାଯାଇଛି । କୃଷ୍ଣଚନ୍ଦ୍ରପୁର କେନ୍ଦୁଖୋଳ ପୋଲ ନିକଟସ୍ଥ କଲଭର୍ଟ ନିକଟରେ ଅପରିଚିତ ମହିଳାଙ୍କ ମୃତଦେହ ମିଳିଥିଲା । ମହିଳା ଜଣକ ଲାଲ ରଙ୍ଗର ଶାଢି,…

କୋରାପୁଟ ଦଣ୍ଡାବାଡିରେ ହ୍ରାସ ପାଉଛି ମାଓ ଗତିବିଧି

କୋରାପୁଟ : କୋରାପୁଟ ଜିଲ୍ଲା ବୈପାରୀଗୁଡାରେ ହ୍ରାସ ପାଉଛି ମାଓ ଗତିବିଧି । ଦଣ୍ଡାବାଡିରେ ଥିବା ବିଏସଏଫ କ୍ୟାମ୍ପ ଯବାନଙ୍କୁ ମିଳିଛି ବଡ଼ ସଫଳତା । ମାଓବାଦୀଙ୍କ ଗଡ଼ ସାଜିଥିବା ଦଣ୍ଡାବାଡି ଓ ରାମଗିରି ଅଞ୍ଚଳରେ ଭାଙ୍ଗିବାରେ ଲାଗିଛି ମାଓବାଦୀଙ୍କ ଗଡ଼ । ରାମଗିରି ଓ ଦଣ୍ଡାବାଡ଼ିରେ…

ସ୍ଵାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

ତାଳଚେର : ଘରୋଇ କଳିର କୁ ପରିଣତି । ସ୍ଵାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ ।ତାଳଚେର ବଙ୍ଗାଲିତଇଲା ଗାଁରେ ଘଟିଛି ଏହି ହତ୍ୟାକାଣ୍ଡ । ପାରିବାରିକ କଳହ ଯୋଗୁଁ ସ୍ୱାମୀ ଟାଙ୍ଗିଆରେ ହାଣି ସ୍ତ୍ରୀକୁ ହତ୍ୟା କରିଛି । ଶୁକ୍ରବାର ସକାଳେ ଗାଁର ଜୀବନ ବେହେରା ଓ ତାଙ୍କ ସ୍ତ୍ରୀ ମଧ୍ୟରେ ଝଗଡ଼ା…

୨ କୋଟି ଟଙ୍କାର ବ୍ରାଉନସୁଗର ଜବତ, ୩ ବେପାରୀ ଗିରଫ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାରେ କମୁନି ବ୍ରାଉନସୁଗର କାରବାର । ଲକଡାଉନ୍ ରାତିରେ ଧଳା ଜହର ବେପାର । ଗ୍ରାହକ ବେଶରେ ଯାଇ ଅଚାନକ ଚଢ଼ାଉ କଲା କ୍ରାମଇମବ୍ରାଞ୍ଚ ଏସଟିଏସ୍ । ଜଳେଶ୍ୱରରୁ ୨ କିଲୋରୁ ଅଧିକ ଓଜନର ବ୍ରାଉନସୁଗର ଜବତ ହୋଇଛି । ଏହି ଘଟଣାରେ ୩ ଜଣ ବେପାରୀଙ୍କୁ ଗିରଫ କରିଛି ଏସଟିଏଫ୍…

ସମଦ୍ର କୂଳରୁ କଙ୍କାଳ ଉଦ୍ଧାର, ଗାଁରେ ଆତଙ୍କ

ତାମିଲନାଡ଼ୁ : ଆତଙ୍କିତ ହୋଇପଡ଼ିଛନ୍ତି ଗାଁର ଲୋକେ । କିଛି ଦିନ ତଳେ ସମଦ୍ର କୂଳରୁ କିଛି କଙ୍କାଳ ଉଦ୍ଧାର କରାଯାଇଥିଲା । ସମୁଦ୍ର ବାଲି ଭିତରୁ କଙ୍କାଳ ସବୁ ଉଦ୍ଧାର କରାଯାଇ ଫରେନସିକ୍ ବିଭାଗକୁ ଦିଆଯାଇଛି । ଏନେଇ ପୁଲିସର ଛାନବିନ୍ ମଧ୍ୟ ଆରମ୍ଭ ହୋଇଯାଇଛି । ହେଲେ ଏହା ହତ୍ୟା ଘଟଣା କି ଆଉ…

ମାତିଛନ୍ତି ଧଳା ଜହର ମାଫିଆ, ୩ ଜଣଙ୍କୁ ବାନ୍ଧିଲା ପୋଲିସ

କଟକ : ସାରା ରାଜ୍ୟରେ ମାତିଛନ୍ତି ଧଳା ଜହର ମାଫିଆ । ବ୍ରାଉନ ସୁଗାର ଚାଲାଣ ବେଳେ କଟକରୁ ୩ ଜଣଙ୍କୁ ବାନ୍ଧିଛି ପୋଲିସ । ବ୍ରାଉନସୁଗାର ଚାଲାଣ କରୁଥିବା ବେଳେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି କଟକ ମଧୁପାଟଣା ଥାନା ପୋଲିସ । ଗିରଫ ଅଭିଯୁକ୍ତଙ୍କ ନିକଟରୁ ୧ କେଜିରୁ ଅଧିକ ବ୍ରାଉନସୁଗାର…

ବାରିପଦାରେ ନକଲି ମଦ କାରଖାନା ଠାବ

ବାରିପଦା: କବାଡିଖାନା ଆଳରେ ଦୀର୍ଘ ଦିନ ହେବ ଚାଲିଥିଲା ନକଲି ବିଦେଶୀ ମଦ ପ୍ରସ୍ତୁତି କାରଖାନା। ଯାହା ଅବକାରୀ ବିଭାଗ କାର୍ଯ୍ୟାଳୟ ଠାରୁ ମାତ୍ର ଶହେ ମିଟର ଦୂରରେ ରହିଛି। ବିଶେଷସୂତ୍ରରୁ ଖବର ପାଇ ପୋଲିସ୍ ଗତକାଲି ରାତିରେ ଚଢାଉ କରିଥିଲା ବେଳେ ଜବତ ହୋଇଛି ବିପୁଳ ନକଲି ବିଦେଶୀ ମଦ।…

ଭଦ୍ରକରେ ଅବାଧ ଗଂଜେଇ ଚାଲାଣ, ୪ ଗିରଫ

ଭଦ୍ରକ: ପରିସୀମାରେ ବେଶ ଛୋଟ ଭଦ୍ରକ ଜିଲ୍ଲା । ହେଲେ ଏଠି ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି ବେଆଇନ କାରବାର । ମାତ୍ର କିଛି ଦିନ ପୂର୍ବରୁ ବନ୍ତ ଛକରେ ବ୍ରାଉନ୍ ସୁଗାର ଓ ଆସ୍କା ଫୋର୍ଟ ମଦ ଜବତ ହୋଇଥିଲା । ହେଲେ ଗତକାଲି ଗଂଜେଇ ଚାଲାଣ କାରବାରରେ ସଂପୃକ୍ତ ୪ ଅଭିଯୁକ୍ତଙ୍କୁ ଭଦ୍ରକ…

ଚଢ଼ାଉ ବେଳେ ୫୫ ଗ୍ରାମ ବ୍ରାଉନ ସୁଗର ଜବତ

ଖୋର୍ଦ୍ଧା : ପୁଣି ଜବତ ହେଲା ବ୍ରାଉନ ସୁଗାର । ଖୋର୍ଦ୍ଧା ସାମନ୍ତରାପୁର ଅଞ୍ଚଳରେ ଚଢ଼ାଉ ବେଳେ ଏହି ବ୍ରାଉନ ସୁଗର ଜବତ ହୋଇଛି । ଏକ ଦାମୀ କାରରୁ ୫୫ ଗ୍ରାମ ବ୍ରାଉନସୁଗର, ତିନୋଟି ଦାମି ମୋବାଇଲ ଏବଂ ନଗଦ ୨୦ ହଜାର ୩୦୦ ଟଙ୍କା ଜବତ ହୋଇଛି । ଏହି ଅଞ୍ଚଳରେ ଦିନକୁ ଦିନ ବଢୁଛି ବ୍ରାଉନ ସୁଗର…

ବରିଷ୍ଠ ସାମ୍ବାଦିକ ବିନୋଦ ଦୁଆଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି, ରାଜଦ୍ରୋହ ମାମଲା ଖାରଜ

ନୂଆଦିଲ୍ଲୀ: ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କୁ ବଡ଼ ଆଶ୍ୱସ୍ତି । ତାଙ୍କ ବିରୋଧରେ ହିମାଚଳ ପ୍ରଦେଶରେ ହୋଇଥିବା ରାଜଦ୍ରୋହ ମାମଲାକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ଜଷ୍ଟିସ ୟୁ. ୟୁ. ଲଳିତ ଓ ଜଷ୍ଟିସ ବିନୀତ ଶରଣଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରିଥିଲେ । ବିନୋଦ ଦୁଆଙ୍କ ବିରୋଧରେ…