Latest Odisha News

BREAKING NEWS

Browsing Category

ଅପରାଧ

ବରିଷ୍ଠ ସାମ୍ବାଦିକ ବିନୋଦ ଦୁଆଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି, ରାଜଦ୍ରୋହ ମାମଲା ଖାରଜ

ନୂଆଦିଲ୍ଲୀ: ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କୁ ବଡ଼ ଆଶ୍ୱସ୍ତି । ତାଙ୍କ ବିରୋଧରେ ହିମାଚଳ ପ୍ରଦେଶରେ ହୋଇଥିବା ରାଜଦ୍ରୋହ ମାମଲାକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ଜଷ୍ଟିସ ୟୁ. ୟୁ. ଲଳିତ ଓ ଜଷ୍ଟିସ ବିନୀତ ଶରଣଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରିଥିଲେ । ବିନୋଦ ଦୁଆଙ୍କ ବିରୋଧରେ…

ସ୍ତ୍ରୀକୁ ପଥରରେ ଛେଚି ମାରିବା ପରେ ଜୀବନ ହାରିଦେଲା ସ୍ୱାମୀ

ଗଞ୍ଜାମ: ପାରିବାରିକ କଳହର କରୁଣ ପରିଣତି । ସ୍ତ୍ରୀକୁ ହତ୍ୟା କରିବା ପରେ ସ୍ୱାମୀ ଆତ୍ମହତ୍ୟା କରିଥିବା ଅଭିଯୋଗ । ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବେଢ଼ାଛେଲୁ କୁମ୍ଭାରସାହିରେ ଏହି ଘଟଣା ଘଟିଛି । ଗତକାଲି ରାତିରେ ଘଟିଛି ଏହି ଘଟଣା । ମୃତକ ହେଲେ ଗାଁର ପ୍ରଶାନ୍ତ ମୁଦୁଲି…

ପଳାତକ ମେହୁଲ ଚୋକସୀକୁ ଡୋମିନିକାର ମାଜିଷ୍ଟ୍ରେଟ୍ କୋର୍ଟରୁ ମିଳିଲାନି ବେଲ୍

ନୂଆଦିଲ୍ଲୀ: ପଞ୍ଜାବ ନ୍ୟାସନାଲ୍ ବ୍ୟାଙ୍କ ଠକେଇ ମାମଲାରେ ପଳାତକ ମେହୁଲ ଚୋକସୀକୁ ଝଟକା ଲାଗିଛି । ଡୋମିନିକା ମାଜିଷ୍ଟ୍ରେଟ୍ କୋର୍ଟ ତାକୁ ବେଲ୍ ଦେବାକୁ ମନା କରି ଦେଇଛନ୍ତି । ନିକଟରେ ଆଣ୍ଟିଗୁଆରୁ ନିଖୋଜ ହୋଇଥିବା ଚୋକସୀ ଡୋମିନିକାରୁ ଧରାପଡ଼ିଥିଲା । ବେଆଇନ୍ ଭାବରେ ପ୍ରବେଶ ଅଭିଯୋଗରେ…

ମହାନଦୀରେ ମାଛ ପାଇଁ ବ୍ଲାଷ୍ଟିଂ, ଜଣେ ଗିରଫ

ସୋନପୁର: ମାଛ ଧରିବା ପାଇଁ ଅନେକ ଉପାୟ ଅଛି । କିଏ ଜାଲ ପକାଏ ତ କିଏ ବନିଶୀ । ହେଲେ କେବେ ବିସ୍ଫୋରଣ ଘଟାଇ ମାଛ ଧରିବା ଘଟଣା ବୋଧ ହୁଏ ଆପଣ କେବେ ପଢିଥିବେ କି ଶୁଣିଥିବେ । ଏପରି ଅଜବ କାଣ୍ଡ ଘଟାଇ ସୋନପୁରର ଜଣେ ବ୍ୟକ୍ତିକୁ ପୋଲିସ ଗିରଫ କରିଛି । ମହାନଦୀରେ କିଛି ଲୋକ କ୍ରମାଗତ…

ଆତଙ୍କ ଖେଳାଇଲେ ଲୁଟେରା, ଗୋଟିଏ ରାତିରେ ଏକାଧିକ ଲୁଟ୍

ବଲାଙ୍ଗୀର: ସାରା ରାଜ୍ୟରେ କରୋନା ପାଇଁ ଲକଡାଉନ୍ ସ୍ଥିତି । ଏହି ମଉକାରେ ସକ୍ରିୟ ହୋଇ ଉଠିଛନ୍ତି ଲୁଟେରା ଦଳ । ବଲାଙ୍ଗୀର ଜିଲ୍ଲାରେ ଏକ ନିର୍ଦ୍ଧିଷ୍ଟ ଗାଁରେ ଗୋଟିଏ ରାତିରେ ତିନିତିନୋଟି ଲୁଟ୍ ମାମଲା ସ୍ଥାନୀୟ ବାସିନ୍ଦାଙ୍କ ନିଦ ହଜାଇଦେଇଛି । ପୁଇଁନ୍ତଳା ଥାନା ଅଧିନରେ ଥିବା…

ପୋଲିସ ଜାଲରେ ପଡିଲା କୁଖ୍ୟାତ ମାଓନେତା ସୋବରାୟ

ମାଲକାନଗିରି: କରୋନା ମହାମାରୀରେ ସଂକ୍ରମିତ ହୋଇ ଛଟପଟ ହେଉଛି ଲାଲ ବାହିନୀ । ଓଡିଶା, ଛତିଶଗଡ ଓ ତେଲେଙ୍ଗାନାରେ ସକ୍ରିୟ ଥିବା ଅନେକ ମାଓନେତା କରୋନାରେ ସଂକ୍ରମିତ ହୋଇଥିବା ଖବର ପ୍ରଚାରିତ ହୋଇଥିଲା । ତେବେ ପ୍ରଚାରିତ ଖବର ଯେ, ସତ ତାହା ବାରମ୍ବାର ପ୍ରମାଣିତ ହେବାରେ ଲାଗିଛି । ମାତ୍ର…

ପୁଣି ନଗଡାରେ ଚାଂଚଲ୍ୟ ଖେଳାଇଲା ବାଲ୍ୟ ବିବାହ

ଯାଜପୁର: ଆଜିର ସମୟରେ ଲୋକେ ଚନ୍ଦ୍ରରେ ଜାଗା କିଣିଲେଣି । ତଥାପି ବାଲ୍ୟ ବିବାହ ଭଳି କୁପ୍ରଥାରୁ ମୁକୁଳିପାରିନି ଆମ ସମାଜ । ଏଥିପାଇଁ ସରକାର ବହୁ ପ୍ରକାର ସଚେତନ କରିଥିଲେ ବି ଲୋକେ କିନ୍ତୁ ସୁଧୁରିବାକୁ ନାଁ ଧରୁନାହାଁନ୍ତି । ଅନ୍ୟ କେଉଁଠି ନୁହେଁ ଯାଜପୁର ସୁକିନ୍ଦା ବ୍ଲକର ଅପହଂଚ ଇଲାକା…

ଭୁବନେଶ୍ୱରରେ ମହିଳାଙ୍କ ତଣ୍ଟି କାଟି ଲୁଟ୍ ଉଦ୍ୟମ କରିଥିବା ଦୁର୍ବୃତ୍ତ ଗିରଫ

ଭୁବନେଶ୍ୱର: ରାଜଧାନୀରେ ମହିଳାଙ୍କ ତଣ୍ଟିକୁ କାଟି ଲୁଟ୍ ଉଦ୍ୟମ କରିଥିବା ଦୁର୍ବୃତ୍ତ ଗିରଫ । ଆକ୍ରମଣକାରୀକୁ ଗିରଫ କରିଛି ସ୍ପେଶାଲ୍ ସ୍କାଡ୍ । କାହିଁକି ସେ ମହିଳାଙ୍କୁ ଆକ୍ରମଣ କରିଥିଲା ସେନେଇ ତାକୁ ପଚଚରାଉଚରା କରାଯାଉଛି । ସିସିଟିଭି ଫୁଟେଜ୍ ଆଧାରରେ ତଦନ୍ତ କରି ଅଭିଯୁକ୍ତକୁ ଗିରଫ…

ବ୍ରାଉନ୍ ସୁଗାରର ଗନ୍ତାଘର ପାଲଟିଛି କି ଭଦ୍ରକ ?

ଭଦ୍ରକ: ଜିଲ୍ଲାର ପରିସୀମା ତୁଳନା କଲେ ଏତେଟା ବଡ ନୁହେଁ । ଓଡିଶାକୁ ବାତ୍ୟା ଆସିଲେ ଏହି ଜିଲ୍ଲା ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଥାଏ । ବାତ୍ୟା ପରେ ପୁଣିଥରେ ଭଦ୍ରକ ଜିଲ୍ଲାର ନାଁ ଚର୍ଚ୍ଚାକୁ ଆସିଛି । ହେଲେ କୌଣସି ଗୌରବାନ୍ୱିତ କାମ ପାଇଁ ନୁହେଁ ବରଂ ବ୍ରାଉନ୍ ସୁଗାର କାରବାରକୁ ନେଇ…

ଜିମ୍ ଭିତରୁ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?

ଭୁବନେଶ୍ୱର: ଜିମ୍ ଭିତରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର । ଭୁବନେଶ୍ୱର କଳ୍ପନା ଛକରେ ଥିବା ଏକ ଜିମ୍ ଭିତରୁ ଉଦ୍ଧାର ହୋଇଛି ମୃତଦେହ । ମୃତକ ହେଲେ ରଞ୍ଜିତ ନାୟକ ଓ ଘର ୟୁନିଟ୍-୬ ଅଞ୍ଚଳରେ ବୋଲି ଜଣାପଡ଼ିଛି । ସେ ସଂପୃକ୍ତ ଜିମରେ ସିକ୍ୟୁରିଟି ଗାର୍ଡ ଭାବରେ କାମ କରୁଥିଲେ ।…