Latest Odisha News

BREAKING NEWS

Browsing Category

ଅପରାଧ

ନକଲି ଔଷଧ ମାମଲାର କିଙ୍ଗପିନ୍ ଶିବ ଜେନା ଗିରଫ

କଟକ: ନକଲି ମେଡିସିନ୍ କାରବାର ମାମଲାର ମାଷ୍ଟରମାଇଣ୍ଡ ଗିରଫ । ମୁଖ୍ୟ ଅଭିଯୁକ୍ତ ଶିବ ଜେନାକୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏଶଟିଏଫ୍ । ମେଡିଲଏଡ ମେଡିକାମେଣ୍ଟ ସଂସ୍ଥାର ଏମଡି ଶିବ ଜେନା । ବର୍ତ୍ତମାନ ସୁଦ୍ଧା ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି । ଗତକାଲି ଶିବଙ୍କ ପତ୍ନୀ ସମେତ ୩…

ମହଙ୍ଗା ପଡ଼ିଲା ନକଲି କରୋନା ଔଷଧ ବିକିବା, ୩ ଜଣଙ୍କୁ ବାନ୍ଧିଲା ଏସଟିଏଫ

ଭୁବନେଶ୍ବର : ମହଙ୍ଗା ପଡ଼ିଲା ନକଲି କରୋନା ଔଷଧ ବିକ୍ରି କରିବା । ନକଲି ଔଷଧ ବିକ୍ରି କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ୩ ଜଣ । ଏହି ୩ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ । ମେଡିଲ୍‌ଏଡ୍‌ ମେଡିକେମେଣ୍ଟ ପ୍ରାଇଭେଟ୍‌ ଲିମିଟେଡର୍‌ ନିର୍ଦ୍ଦେଶକ ଓ କମ୍ପାନୀର ୨ ଜଣ…

ଯୁବକଙ୍କୁ ପିଟିପିଟି ହତ୍ୟା, ଟଙ୍କା ଓ ମୋବାଇଲ୍ ଲୁଟ୍

କନ୍ଧମାଳ: କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଲକ ବଡ଼ଭୂଇଁ ଗ୍ରାମର ସୁଜିତ ସାହାଣୀ ନାମକ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ସହ ୩୦ ହଜାର ଟଙ୍କା ଓ ମୋବାଇଲ୍ ଲୁଟ୍ ହୋଇଛି। ତେବେ ହତ୍ୟାକାରୀଙ୍କ ସମ୍ପର୍କରେ କିଛି ସୂଚନା ମିଳିନାହିଁ। ଗତକାଲି ରାତିରେ ବଡ଼ଭୂଇଁ ଗ୍ରାମର ଟିପେଇ ସାହାଣୀ ଓ…

ଟିଟୋର ଦୁଇ ସହଯୋଗୀ ଗିରଫ

କେନ୍ଦ୍ରାପଡା: ବହୁ ଚର୍ଚ୍ଚିତ ଗ୍ୟାଙ୍ଗଷ୍ଟାର ଟିଟୋର ଦୁଇ ସହଯୋଗୀ ଗିରଫ । ଦୁଇଜଣକୁ ଉଠାଇନେଲା ଏସଟିଏଫ । ଗ୍ୟାଙ୍ଗଷ୍ଟାର ଟିଟୋର ଦୁଇ ସହଯୋଗୀ ତାର ସମ୍ପର୍କୀୟ ଦାଦା ପୁଅ ଭାଇ ବୋଲି ଜଣାପଡିଛି । ଏମାନେ ୨୦୧୮ରେ ୩୬ ଗୁଣ୍ଠ ଜମି ଜବରଦଖଲ କରିଥିବା ଘଟଣା ନେଇ ଚର୍ଚ୍ଚାକୁ ଆସିଥିଲେ । ତା ସହିତ…

ଟିଆରପି ସ୍କାମ : ଅର୍ଣ୍ଣବ ଗୋସ୍ବାମୀଙ୍କ ବିରୋଧରେ ମୁମ୍ବାଇ ପୋଲିସ୍‌ର ଚାର୍ଜସିଟ୍

ମୁମ୍ବାଇ : ଟିଆରପି ସ୍କାମ ମାମଲାରେ କୋର୍ଟରେ ଦାଖଲ ହୋଇଛି ଚାର୍ଜ ସିଟ୍ । ମୁମ୍ବାଇ ପୋଲିସ ପକ୍ଷରୁ ଦାଖଲ ହୋଇଥିବା ଚାର୍ଜସିଟରେ ରିପବ୍ଲିକ ଟିଭିର ଏଡିଟର ଇନ୍ ଚିଫ୍ ଅର୍ଣ୍ଣବ ଗୋସ୍ବାମୀଙ୍କ ନାଁ ରହିଛି । କୋର୍ଟରେ ୧୮୦୦ ପୃଷ୍ଠା ସମ୍ବଳିତ ଏହି ଚାର୍ଜସିଟ ଦାଖଲ କରିଛି ମୁମ୍ବାଇ ପୋଲିସ…

ମହାନଦୀରୁ ଉଦ୍ଧାର ହେଲା ଅଜଣା ବ୍ୟକ୍ତିଙ୍କ ମୃତଦେହ

କଟକ : ମହାନଦୀରୁ ଉଦ୍ଧାର ହେଲା ଅଜଣା ବ୍ୟକ୍ତିଙ୍କ ମୃତଦେହ । ମୃତଦେହ ଭାସୁଥିବା ଅବସ୍ଥାରେ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ । ତେବେ ମୃତ ବ୍ୟକ୍ତିଙ୍କ ପରିଚୟ ଅସ୍ପଷ୍ଟ ଥିବା ବେଳେ, ବୟସ ପାଖାପାଖି ୪୦ରୁ ୪୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି । ଆଜି ମଧ୍ୟାହ୍ନ ସମୟରେ କଟକ ହରିଣ…

କରୋନାରେ ପ୍ରାଣ ହରାଇଲା ଆଉ ଜଣେ ମାଓନେତା

ମାଲକାନଗିରି : ମାଓ ସଙ୍ଗଠନକୁ ଘାରିଛି କରୋନା ସଂକ୍ରମଣ ଚିନ୍ତା । ଏଭଳି ସ୍ଥିତିରେ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛି ଆଉ ଜଣେ ମାଓନେତା । ଉତ୍ତର ତେଲେଙ୍ଗାନା ଏରିଆ କମିଟି ଚିଫ୍ ହରିଭୂଷଣ କରୋନାରେ ଆକ୍ରାନ୍ତ ହେବା ପରେ ପ୍ରାଣ ହରାଇଥିବା ନେଇ ସୂଚନା ଦେଇଛନ୍ତି ବସ୍ତର ଆଇଜି…

କନ୍ଧମାଳ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳି ବିନିମୟ

-ବନ୍ଧୁକ, ଗୁଳି ଓ ମାଓସାମଗ୍ରୀ ଜବତ କନ୍ଧମାଳ: କନ୍ଧମାଳ ଜିଲ୍ଲା ଗୋଛାପଡ଼ା ଥାନା କୁମ୍ଭହାରୁ ନିକଟ ଜଙ୍ଗଲରେ ପୁଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ପୁଲିସ ଗୁଳିର ସାମ୍ନା କରି ନ ପାରି ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। କନ୍ଧମାଳ ଏସପିଙ୍କ ସୂଚନା ଅନୁସାରେ ଏସଓଜି ଓ…

ମାଫିଆଙ୍କ ଫୋକସରେ ପଶ୍ଚିମଓଡ଼ିଶା

ସମ୍ବଲପୁର : ମାଫିଆଙ୍କ ଫୋକସରେ ପଶ୍ଚିମଓଡ଼ିଶା । ବଢୁଛି ମାଫିଆଙ୍କ ରାଜ୍ । ସମ୍ବଲପୁର ସହରରେ ଦିନକୁ ଦିନ କାୟା ବିସ୍ତ।ର କରିଚାଲିଛନ୍ତି ନିଶା ବେପାରୀ । ଦିନ ଦିପହରରେ ବେଧଡକ ଚାଲାଣ ହେଉଛି ଗଞ୍ଜେଇରୁ ବ୍ରାଉନ ସୁଗର । ସବୁଠାରୁ ବଡ଼ କଥା ହେଲା ଏହାର ଟାର୍ଗେଟରେ ରହିଛନ୍ତି ଛାତ୍ର ଓ ଯୁବପୀଢି…

ଲୁଟେରା ଗ୍ୟାଙ୍ଗ ଗିରଫ

ପୁରୀ : ପୁରୀ ପୋଲିସକୁ ସଫଳତା । ମୋବାଇଲ ଲୁଟ କରୁଥିବା ଏକ ମୋବାଇଲ ଲୁଟେରା ଗ୍ୟାଙ୍ଗକୁ ଗିରଫ କରିଛି ପୋଲିସ । ଟାଉନଥାନା ଓ ସମୁଦ୍ରକୂଳ ଥାନା ପୋଲିସର ମିଳିତ ଟିମ ୪ଟି ମୋବାଇଲ ଓ ଦୁଇଟି ବାଇକ ଜବତ କରିଛି  । ଗିରଫ ଅଭିଯୁକ୍ତ ହେଲେ ଦୋଳମଣ୍ଡପ ସାହିର ଆଶୀର୍ବାଦ ଦାଶ, ବଡୁମହାପାତ୍ର ଯାଗାର…