Latest Odisha News

BREAKING NEWS

Browsing Category

ଅପରାଧ

ମୁମ୍ବାଇ ପୋଲିସରୁ ସଚ୍ଚିନ ଭାଜେ ବହିଷ୍କୃତ

ମୁମ୍ବାଇ: ଏନକାଉଣ୍ଟର ସ୍ପେଶାଲିଷ୍ଟ ସଚ୍ଚିନ ଭାଜେ । ଆଜି ମୁମ୍ବାଇ ପୋଲିସ ତାଙ୍କୁ ବହିଷ୍କୃତ କରିଛି । ମୁକେଶ ଅମ୍ବାନୀଙ୍କ ଘର ଆଣ୍ଟିଲିଆ ନିକଟରେ ବିସ୍ଫୋରକ ଭର୍ତ୍ତି ଗାଡି ରଖିବା ସଂପୃକ୍ତିରେ ସଚ୍ଚିନ ଭାଜେ ନ୍ୟାସନାଲ ଇନ୍‌ଭେଷ୍ଟିଗେସନ୍ ଏଜେନ୍ସି (ଏନ୍‌ଆଇଏ) ଦ୍ୱାରା ଗିରଫ ହୋଇଥିଲେ ।…

ଝାରପଡ଼ା ଜେଲରେ ଚଢ଼ାଉ, ଜବତ ହେଲା ୯ଟି ମୋବାଇଲ

ଭୁବନେଶ୍ବର : ଝାରପଡ଼ା ଜେଲରେ ଚଢ଼ାଉ । ଜେଲ୍ ଡିଜିଙ୍କ ନେତୃତ୍ବରେ ହୋଇଥିବା ଚଢ଼ାଉ ବେଳେ ଜବତ ହୋଇଛି ୯ଟି ମୋବାଇଲ । ଜେଲ୍ ଭିତରେ ଥିବା ଦୁର୍ଦ୍ଦାନ୍ତ ଅପରାଧୀଙ୍କ ନିକଟରୁ ଏସବୁ ମୋବାଇଲ ଜବତ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଜେଲ୍ ଡିଜି ସନ୍ତୋଷ ଉପାଧ୍ୟାୟ । ଆଜି ଅଚାନକ…

ମହଙ୍ଗା ପଡିଲା ସରକାରୀ ଜମି ବିକା, ବନ୍ଧା ହେଲା ଜମି ମାଫିଆ !

ଅନୁଗୁଳ: ଶିଳ୍ପ ସମୃଦ୍ଧ ସହର ତାଳଚେରରେ ନିତିଦିନ ସାମ୍ନାକୁ ଆସୁଛି ଅଭିନବ ଠକେଇ ମାମଲା । ମାତିଛନ୍ତି ଭଦ୍ରମୁଖା ଠକ । କେତେବେଳେ ଚାକିରୀ ତ ପୁଣି କେତେବେଳେ ଜାଗା କିଣାବିକା ନାଁରେ ହେଉଛି ବଡ ଧରଣର ଠକେଇ । ଶିକାର ସାଜୁଛନ୍ତି ସରଳ ଲୋକ । ଏପରିକି ଠକମାନଙ୍କ ନାଲି ଆଖିକୁ ଡରି ଅନେକ ଲୋକ…

ମାଛଧରାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ !

କାମାକ୍ଷାନଗର: କାହାର କରୋନା ଚିନ୍ତା ତ କାହାର ଅକ୍ସିଜେନ୍‌, ତ ପୁଣି କେହି ଲକଡାଉନ୍‌ରେ ଖାଇବାକୁ ଗଣ୍ଡେ ଯୋଗାଡ କରିବାକୁ ହନ୍ତସନ୍ତ ହେଉଛି । ହେଲେ ଢେଙ୍କାନାଳର ରେଙ୍ଗାଳୀ କେନାଲରେ ମାଛଧରାକୁ ନେଇ ଲୋକେ ହାତାହାତି ହେବାକୁ ପଛାଇନାହାନ୍ତି । ମିଳିଥିବା ସୂଚନା ଅନୁଯାୟୀ ରେଙ୍ଗାଲୀର…

ପୁରୀ ଆନନ୍ଦବଜାରରେ ଦୁଇ ସେବାୟତ ପିଟାପିଟି, ଜଣେ ଆହତ

ପୁରୀ: ଶ୍ରୀମନ୍ଦିର ଆନନ୍ଦବଜାରରେ ଦୁଇ ସେବାୟତା ହାତାହାତି । ଜଣେ ସେବାୟତଙ୍କ ଆକ୍ରମଣରେ ଆଉ ଜଣେ ସେବାୟତ ଆହତ ହୋଇଛନ୍ତି । ଆହତ ସେବାୟତ ହେଲେ ହରେକୃଷ୍ଣ ସୁଆର । ତାଙ୍କୁ ଚିକିତ୍ସା ପାଇଁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି । ଆକ୍ରମଣକାରୀ ସେବାୟତ ହେଉଛନ୍ତି ବୁଲୁ ପଣ୍ଡା । କୌଣସି…

ଚିଲିକାରେ ବେଆଇନ୍ ପକ୍ଷୀ ଶିକାର, ଜଣେ ଶିକାରୀ ଗିରଫ

ଟାଙ୍ଗୀ: ଲକଡାଉନର ସୁଯୋଗ ନେଇ ଚିଲିକାରେ ମାତିଲେ ପକ୍ଷୀ ଶିକାରୀ ।  ବିଷ ଦେଇ ବିଦେଶାଗତ ପକ୍ଷୀ ଶିକାର କରୁଥିବା ଅଭିଯୋଗ ହୋଇଛି । ପକ୍ଷୀ ଶିକାର ପରେ ବିକ୍ରି ପାଇଁ ନେବା ବେଳେ ଶିକାରୀକୁ ଧରିଲା ବନ୍ୟପ୍ରାଣୀ ବିଭାଗ । ଟାଙ୍ଗି ଭୂଷଣ୍ତପୁର ବିଧାରପୁର ନିକଟରୁ ଜଣେ ଶିକାରୀ ଗିରଫ ହୋଇଛି ।…

ଚାକିରି ନାଁରେ ୫ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ବାପା-ପୁଅ ଗିରଫ

ଅନୁଗୋଳ: ଚାକିରି ଦେବା ନାଁରେ ୫ ଲକ୍ଷ ଟଙ୍କା ଠକେଇ ଅଭିଯୋଗ । ଅନୁଗୋଳ ଜିଲ୍ଲା ତାଳଚେର ଅଞ୍ଚଳରୁ ଠକ ବାପା-ପୁଅଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ସେମାନେ ହେଲେ ଚାଇଁପାଳ ଗାଁର ପରମାନନ୍ଦ ବେହେରା ଓ ତାଙ୍କ ବାପା ପ୍ରୀତମ ବେହେରା । ଏନେଇ ତାଳଟେର କୋଲିୟରି ଥାନାରେ ଗତ ୭…

ମଠାଧୀଶଙ୍କ ହତ୍ୟାକାଣ୍ଡର ପର୍ଦ୍ଦାଫାଶ, ୨ ଗିରଫ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ସଦର ଥାନା ବିଶିମୁଣ୍ଡା ଗାଁ ରାଧାକୃଷ୍ଣ ମଠର ମଠାଧିଶ ବାବା କୃଷ୍ଣଚନ୍ଦ୍ର ଦାଶଙ୍କ ହତ୍ୟାକାଣ୍ଡର ପର୍ଦ୍ଦାଫାଶ । ହତ୍ୟାକାଣ୍ଡ ଘଟଣାରେ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ବାବାଙ୍କ ସମ୍ପର୍କୀୟ ଦୁଇ ପୁତୁରା ଅମିତ ଓରଫ ଶମ୍ଭୁ ଭୂଷଣ ମିଶ୍ର ଓ…

ହିନ୍ଦୁସ୍ତାନୀ ଭାଉକୁ ମହଙ୍ଗା ପଡିଲା ଭାଇଗିରି !

ମୁମ୍ବାଇ: ଅନ୍‌ଲାଇନରେ ଅନର୍ଗଳ ଅସ୍ରବ୍ୟ ଭାଷା । ମନରେ ଭାରତ ପ୍ରତି ଅଗାଢ ପ୍ରେମ । ହେଲେ ଏବେ ପୋଲିସ ହାତରେ ବନ୍ଧା ହୋଇଛନ୍ତି ଏକ୍ସ ବିଗ୍‌ବସ୍ କଣ୍ଟେଷ୍ଟାଣ୍ଟ ବିକାଶ ଫାକଟ୍ ଓରଫ ହିନ୍ଦୁସ୍ତାନୀ ଭାଉ । କୋଭିଡ୍‌-୧୯ କଟକଣା ଭାଙ୍ଗିବା ଅଭିଯୋଗରେ ମୁମ୍ବାଇ ପୋଲିସ ତାଙ୍କୁ ଥାନାରେ ଅଟକ…

ଢାବା ମାଲିକ ଗିରଫ, ବିପୁଳ ପରିମାଣର ମଦ ଜବତ

ଢେଙ୍କାନାଳ: ଲାଭଖୋର ଢାବା ମାଲିକଙ୍କ ଅଭିନବ ଉପାୟ । ଲକଡାଉନ୍‌ରେ ଚଢା ଦରରେ ବେଆଇନ ଭାବେ ମଦ ବିକି ମାଲାମାଲ ହେବାକୁ ଦେଖିଥିଲେ ସ୍ୱପ୍ନ । ହେଲେ ଅବକାରୀ ବିଭାଗ ସବୁ ଯୋଜନାକୁ ଭଣ୍ଡୁର କରିଦେଇଥିଲା । ଢେଙ୍କାନାଳ ୫୩ ନମ୍ବର ଜାତୀୟ ରାଜପଥ କଡରେ ଥିବା ରାଜକୁମାର ଢାବାରୁ ଜବତ ହୋଇଛି ବିପୁଳ…