Latest Odisha News

BREAKING NEWS

Browsing Category

ଅପରାଧ

ଲକଡାଉନ୍‌ରେ ସକ୍ରିୟ ବିଦ୍ୟୁତ ଖୁଣ୍ଟ ଚୋରି ରାକେଟ !

ସୋନପୁର: କରୋନା ସଂକ୍ରମଣରୁ ଲୋକଙ୍କୁ ସୁରକ୍ଷିତ ରଖିବା ଲାଗି ଜାରି ହୋଇଛି ଲକଡାଉନ୍ । ହେଲେ ଏହି ଲକଡାଉନ୍‌କୁ ସୁବର୍ଣ୍ଣ ସୁଯୋଗ ଭାବି ସକ୍ରିୟ ହୋଇଛନ୍ତି ଲୁହା ବିଦ୍ୟୁତ ଖୁଣ୍ଟ ଚୋରି ରାକେଟ୍ । ବେଶ କିଛି ଦିନ ହେବ ସୋନପୁର ଉଲୁଣ୍ଡା ଥାନା ଅଂଚଳରେ ବିଦ୍ୟୁତ ଖୁଣ୍ଟ ଚୋରି ରାକେଟ ସକ୍ରିୟ…

ବାହାଘର ପ୍ରୋସେସନ ବନ୍ଦ କରିବାରୁ ତହସିଲଦାରଙ୍କୁ ଆକ୍ରମଣ

ଗଜପତି : ଗଜପତି ଆର.ଉଦୟଗିରି ଥାନା ଛେଳିଗଡ଼ ଗାଁ ଖ୍ରିଷ୍ଟିୟାନ ସାହିରେ ଅଭାବନୀୟ ଘଟଣା । ବାହାଘର ପ୍ରୋସେସନ ଚାଲିଥିବା ବେଳେ ତହସିଲଦାରଙ୍କୁ ଆକ୍ରମଣ କରିଛନ୍ତି ସ୍ଥାନୀୟ ଲୋକେ । କୋଭିଡ ନିୟମ ଉଲ୍ଲଂଘନ କରି ବାହାଘର ପ୍ରୋସେସନ ଚାଲିଥିଲା । କିନ୍ତୁ ଘଟଣାସ୍ଥଳରେ ଆର.ଉଦୟଗିରି ତହସିଲଦାର…

ଅଣ୍ଡରଓ୍ୱାର୍ଲଡ ଡନ୍ ଛୋଟା ରାଜନ ମୃତ୍ୟୁ ଖବର ମିଛ

ନୂଆଦିଲ୍ଲୀ: ଅଣ୍ଡରଓ୍ୱାର୍ଲଡ ଡନ୍ ଛୋଟା ରାଜନ ଜୀବିତ ଅଛନ୍ତି । ସେ ଏବେ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅଛନ୍ତି । ତାଙ୍କର ମୃତ୍ୟୁ ଖବର ମିଛି । ଛୋଟା ରାଜନଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚା ପରେ ଏମ୍ସ କର୍ତ୍ତୃପକ୍ଷ ଏହି ସୂଚନା ଦେଇଛନ୍ତି । ଛୋଟା ରାଜନ ତିହାର ଜେଲରେ କରୋନା ସଂକ୍ରମିତ…

ବାଙ୍ଗିରିପୋଷିରୁ ବଜ୍ରକାପ୍ତା ଉଦ୍ଧାର, ଜଣେ ଗିରଫ

ବାରିପଦା: ବଜ୍ରକାପ୍ତା ଚାଲାଣ ବେଳେ ଚଢ଼ାଉ । ବିଶେଷ ସୂତ୍ରରୁ ଖବର ପାଇ ରେଡ୍ କଲା ବାରିପଦା ଟାଉନ୍ ଥାନା ପୋଲିସ । ଗୋଟିଏ ବଜ୍ରକାପ୍ତାକୁ ଉଦ୍ଧାର କରିବା ସହ ଜଣଙ୍କୁ ଗିରଫ କରିଛି । ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଗହିରାପାଳ ଅଞ୍ଚଳରୁ ବଜ୍ରକାପ୍ତା ଉଦ୍ଧାର ହୋଇଛି । ଗିରଫ ଅଭିଯୁକ୍ତଙ୍କ…

କାକଟପୁରରେ ଚାଲିଥିଲା ନକଲି କୋଭିଡ୍ ଟେଷ୍ଟ ସେଣ୍ଟର, ଜଣେ ଗିରଫ

ପୁରୀ: କରୋନା କାଳରେ ଲୋକଙ୍କ ଜୀବନ ସହ ଖେଳ । ଘରୋଇ ପାଥୋଲାବରେ ହେଉଥିଲା ନକଲି କରୋନା ଟେଷ୍ଟ ଓ ଚିକିତ୍ସା । ଖବର ପାଇ ଚଢ଼ାଉ କଲା ପୋଲିସ୍ ଓ ପ୍ରଶାସନିକ ଅଧିକାରୀ। ପୁରୀ ଜିଲ୍ଲା କାକଟପୁରରେ ଘରୋଇ ପାଥୋଲାବରେ ଚଢ଼ାଉ ପରେ ନକଲି କାରନାମା ପଦାକୁ ଆସିଛି । ନକଲି କୋରୋନା ଟେଷ୍ଟ ଓ ଚିକିତ୍ସା…

ରାଜଧାନୀରେ ଧରାପଡିଲେ ଲୁଟେରା ଗ୍ୟାଙ୍ଗ !

ଭୁବନେଶ୍ୱର: କମିଶନରେଟ୍ ପୋଲିସ ହାତରେ ଧରାପଡିଲେ ଲୁଟ୍ ଓ ଡକାୟତି ମାମଲାରେ ଜଡିତ ବହୁମୁଖୀ ପ୍ରତିଭାଧାରୀ ଲୁଟେରା । ଚଳିତବର୍ଷ ଜାନୁଆରୀ ମାସଠାରୁ ଗିରଫ ୫ ଅଭିଯୁକ୍ତ ରାଜଧାନୀ ଭୁବନେଶ୍ୱର ଓ କଟକରେ ଚଳାଇଥିଲେ ଲୁଟ୍‌ତରାଜ । ଗିରଫ ହେବା ପରେ ସେମାନଙ୍କ ବିରୋଧରେ ୨୫ରୁ ଅଧିକ ଅପରାଧିକ ମାମଲା…

ଗିରଫ ହେଲେ ରେମ୍‌ଡେସେଭିୟର୍ କଳାବଜାରୀ !

ନୂଆଦିଲ୍ଲୀ: ୭୦ ହଜାର ଟଙ୍କାରେ ବିକ୍ରିୟ ହେଉଥିଲା ରେମ୍‌ଡେସେଭିୟର୍ ଇଂଜେକ୍ସନ୍ । କଳାବଜାରୀଙ୍କ ନିକଟରେ ମହଜୁଦ ଥିଲା ଇଂଜେକ୍ସନ ଭାଇଲ୍ । ବହୁ ଖୋଳତାଡ ପରେ ଶେଷରେ ଦିଲ୍ଲୀ ପୋଲିସ ହାତରେ ଧରାପଡିଛନ୍ତି ରେମଡେସେଭିୟର୍ ଇଂଜେକ୍ସନ କଳାବଜାରୀ ଗ୍ୟାଙ୍ଗ । ରେମ୍‌ଡେସେଭିୟର୍ ଇଂଜେକ୍ସନକୁ…

କ୍ରାଇମବ୍ରାଞ୍ଚ STF କବଜାରେ ୨ ଆନ୍ତଃରାଜ୍ୟ ବନ୍ଧୁକ ବେପାରୀ, ୫ ବନ୍ଧୁକ ଜବତ

ଭୁବନେଶ୍ୱର: ଆନ୍ତଃରାଜ୍ୟ ବନ୍ଧୁକ ବେପାର ରାକେଟର ପର୍ଦ୍ଦାଫାସ । ଦୁଇ ଜଣ ବନ୍ଧୁକ ବେପାରୀଙ୍କୁ ବାନ୍ଧିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ସେମାନଙ୍କ ପାଖରୁ ଜବତ ହୋଇଛି ୫ଟି ୭ ଏମଏମ୍ ବନ୍ଧୁକ, ୭ଟି ମାଗାଜିନ୍ ଓ ୭ଟି ଅଫୁଟା ଗୁଳି । ଗିରଫ ଅଭିଯୁକ୍ତମାନେ ହେଲେ ବିହାର ମୁଙ୍ଗେର ଅଞ୍ଚଳର…

ମାଲକାନଗାରି ବିଷାକ୍ତ ଲସି ମାମଲାରେ ନୂଆ ମୋଡ !

ମାଲକାନଗିରି: ପଡିଆ ବ୍ଲକ ଅନ୍ତର୍ଗତ କୁର୍ତ୍ତି ସାପ୍ତାହିକ ହାଟର ବିଷାକ୍ତ ଲସି ମାମଲା । ଶୋଷ ମେଣ୍ଟାଇବାକୁ ଯାଇ ଲସି ପିଇଥିଲେ ଶତାଧିକ ଗ୍ରାମବାସୀ । ଏହି ମାମଲାରେ ଗତକାଲି ଜଣେ ନାବାଳିକାର ମୃତ୍ୟୁ ହୋଇଛି । ସିମିଳିବାଂଚାରେ ରହୁଥିବା ନାବାଳିକା ଜଣକ ଚିକିତ୍ସାଧୀନ ଅବସ୍ଥାରେ ଗୋଷ୍ଠୀ…

ଜମି ବାଡ଼ି ପାଇଁ ଦିବ୍ୟାଙ୍ଗ ଭାଇକୁ ଆକ୍ରମଣ କଲେ ଦୁଇ ଭାଇ

ବାଲେଶ୍ବର: ବାଲେଶ୍ବରରେ ଘଟିଛି ଅଭାବନୀୟ ଘଟଣା। ଦୀବ୍ୟାଙ୍ଗ ଭାଇକୁ ମରଣାନ୍ତକ ଆକ୍ରମଣ କରିଛନ୍ତି ଦୁଇ ଭାଇ। ସୂଚନା ଅନୁଯାୟୀ, ବଲାଙ୍ଗିର ଜିଲ୍ଲା କଟାପାଲି ଗାଁରେ ମାଧବ ହାତୀକୁ ଜମିବାଡ଼ି ବିବାଦକୁ ନେଇ ଦୁଇ ଭାଇ ନିତ୍ୟା ହାତୀ ଓ ସାରଙ୍ଗ ହାତୀ ଶାବଳରେ ଆକ୍ରମଣ କରିଥିଲେ। ଗୁରୁତର ଦୁଇ…