Latest Odisha News

BREAKING NEWS

Browsing Category

ଅପରାଧ

ସିମ୍ ବନ୍ଦ ହୋଇଯିବ କହି ଆକାଉଣ୍ଟରୁ ନେଇଗଲେ ୧ ଲକ୍ଷ ୨୫ ହଜାର ଟଙ୍କା

ଅନୁଗୋଳ: ମାତିଛନ୍ତି ସାଇବର ଠକ । କେୱାଇସିରେ ତ୍ରୁଟି ଯୋଗୁଁ ସିମ୍ ବ୍ଳକ୍ ହୋଇଯିବ କହି ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟରୁ ଲକ୍ଷାଧିକ ଟଙ୍କା ନେଇଗଲେ । ଅନୁଗୋଳ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ଜଣେ କର୍ମଚାରୀ ସାଇବର ଠକଙ୍କ ଲୁଟର ଶିକାର ହୋଇଛନ୍ତି । ୪ଟି ପର୍ଯ୍ୟାୟରେ ତାଙ୍କ ଆକାଉଣ୍ଟରୁ ନେଇ…

ବିନା ଡିଗ୍ରୀରେ ଚାଲିଥିଲା ଚିକିତ୍ସା, ଗିରଫ ୩ କ୍ୱାକ୍ ଡାକ୍ତର

ମାଲକାନଗିରି: କରୋନା ମହମାରୀରେ ଅସ୍ତବ୍ୟସ୍ତ ହୋଇପଡିଛି ଧନଜୀବନ । ଏହାରି ଭିତରେ କିଛି ଅସାଧୁଙ୍କୁ ମିଳିଥିଲା ମାଲାମାଲ ହେବାକୁ ସଯୋଗ । ଏହି ଧାରାରେ ମାଲକାନଗିରି ଜିଲ୍ଲାରେ ପୋଲିସ ଜାଲରେ ପଡିଛନ୍ତି ତିନିଜଣ କ୍ୱାକ୍ (ଦେଶୀ) ଡାକ୍ତର । ଜାଣି ଚକିତ ହେବେ ବିନା ଡିଗ୍ରୀରେ ଚାଲିଥିଲା…

ଭଦ୍ରକ ତିହିଡି ଅଞ୍ଚଳରୁ ବିପୁଳ ପରିମାଣର ଚୋରା ମଦ ଜବତ, ୩ ଗିରଫ

ଭଦ୍ରକ : ଭଦ୍ରକ ଜିଲ୍ଲା ତିହିଡି ଅଞ୍ଚଳରୁ ବିପୁଳ ପରିମାଣର ଚୋରା ମଦ ଜବତ । ଭଦ୍ରକ ତହସିଲଦାର ଓ ପୋଲିସର ମିଳିତ ଉଦ୍ୟମରେ ଦୁଇଟି ଜାଗାରେ ଚଢ଼ାଉ କରାଯାଇଛି । ଚଢ଼ାଉ ବେଳେ ବିପୁଳ ପରିମାଣର ଦେଶୀ ମଦ ଜବତ କରାଯାଇଛି । ଚୋରା ମଦ କାରବାର ଘଟଣାରେ ୩ ଜଣଙ୍କୁ ଗିରଫ କରିଛି ପୋଲିସ ।…

ମୁନିଗୁଡାରେ ଅସମ୍ଭାଳ ଗଂଜେଇ ଚାଲାଣ

ରାୟଗଡା: ରାଜ୍ୟରେ ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି ନିଶା କାରବାର । ବ୍ରାଉନ୍ ସୁଗାର ଓ ଗଂଜେଇ ଚାଲାଣ ପୋଲିସ ପ୍ରଶାସନର ନିଦ ହଜାଇଦେଇଛି । ନିକଟରେ ରାୟଗଡା ଜିଲ୍ଲାରେ ଅପ୍ରତ୍ୟଶିତ ଭାବେ ବୃଦ୍ଧି ପାଇଛି ଗଂଜେଇ ଚୋରା ଚାଲାଣ । ଏହି ଧାରାରେ ଆଜି ମୁନିଗୁଡା ପୋଲିସ ୬୦ ଲକ୍ଷ ଟଙ୍କା…

ରାସ୍ତାକଡ଼ରୁ ମହିଳାଙ୍କ ମୃତଦେହ ଉଦ୍ଧାର, ପାଖରେ ପଡ଼ିଥିଲା ଗୁରୁତର ଶିଶୁପୁତ୍ର

କେନ୍ଦ୍ରାପଡ଼ା: ରାସ୍ତାକଡରୁ ମହିଳାଙ୍କ ମୃତଦେହ ଉଦ୍ଧାର । ତାଙ୍କ ମୃତଦେହ ପାଖରେ ପଡ଼ିଥିଲା ଗୁରୁତର ଶିଶୁପୁତ୍ର । ତାକୁ ଉଦ୍ଧାର କରି ଲୋକ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲା ଜମ୍ୱୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ରାସ୍ତାରୁ ମହିଳାଙ୍କ ମୃତଦେହ ଉଦ୍ଧାର…

ତିହାର ଜେଲକୁ ସ୍ଥାନାନ୍ତର ହେଲେ ସୁଶୀଲ କୁମାର

ନୂଆଦିଲ୍ଲୀ: ରେସଲର ସାଗର ରାଣାଙ୍କ ହତ୍ୟା ମାମଲାରେ ଶୁକ୍ରବାର ଦିନ ଦିଲ୍ଲୀର ଏକ କୋର୍ଟ ଅଲିମ୍ପିକ ପଦକ ବିଜେତା ସୁଶୀଲ କୁମାରଙ୍କ ନ୍ୟାୟିକ ହେପାଜତକୁ ଜୁଲାଇ ୯ ଯାଏଁ ବୃଦ୍ଧି କରିଛନ୍ତି। ସୁଶୀଲଙ୍କୁ ମାଣ୍ଡୋଲି ଜେଲରୁ ଏବେ ତିହାର ଜେଲକୁ ସ୍ଥାନାନ୍ତର କରାଯାଇଛି। ଅଧିକ ପଢନ୍ତୁ-…

ଭଦ୍ରକରୁ ୫୧୦ ଗ୍ରାମର ବ୍ରାଉନସୁଗାର ଜବତ

ଭଦ୍ରକ : ବାଇକରେ ଆସୁଥିଲା ବ୍ରାଉନ ସୁଗାର । ଖବରପାଇ ଚଢ଼ାଉ କଲା ପୋଲିସ । ଜଳେଶ୍ବରରୁ ବ୍ରାଉନ ସୁଗାର ନେଇ ଆସୁଥିବା ବେଳେ ପୋଲିସ ହାତରେ ଧରା ପଡ଼ିଛି ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଏରେଇଁ ଅଞ୍ଚଳର ଜଣେ ଯୁବକ ଏସ.କେ ରାବୁଲ । ୧୬ ନମ୍ବର ଜାତୀୟ ରାଜପଥର ଧାମରା ରେଳ ଓଭରବ୍ରିଜ ନିକଟରେ…

ଫଟୋ ପଲିଟିକ୍ସ, ସୌମ୍ୟଙ୍କ ମନ୍ତବ୍ୟ ଆଣିଲା ନୂଆ ଟୁଇଷ୍ଟ

ଭୁବନେଶ୍ବର : ଟିକାକରଣ କେନ୍ଦ୍ରରେ କାହାର ରହିବ ଫଟୋ । ପ୍ରଧାନମନ୍ତ୍ରୀଙ୍କର ନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର । ଏହାକୁ ନେଇ ଏବେ ବିଜେପି ଓ ବିଜେଡି ମଧ୍ୟରେ ଆରମ୍ଭ ହୋଇଛି ତୁ ତୁ ମେଁ ମେଁ । ଉଭୟ ଉଭୟଙ୍କୁ ଟାର୍ଗେଟ୍ କରି ସମାଲୋଚନା କରିବାକୁ ପଛାଉନାହାନ୍ତି । ଏପରିକି…

STF ଚଢାଉ,୨ କୋଟିରୁ ଅଧିକ ବ୍ରାଉନ୍ ସୁଗାର୍ ଜବତ

ବସ୍ତା : STF କୁ ମିଳିଛି ବଡ଼ ସଫଳତା । ନିଶା କାରବାର ବିରୁଦ୍ଧରେ STFର ସଫଳତା  ।  ଟିମ୍ ବାଲେଶ୍ବର ବସ୍ତା ଅଞ୍ଚଳରେ ଚଢାଉ କରି ୨ କିଲୋ ୧୨ ଗ୍ରାମର ବ୍ରାଉନ୍ ସୁଗାର୍ ଜବତ କରିଛି । ଯାହାର ଆନୁମାନିକ ମୂଲ୍ୟ ୨ କୋଟି ଟଙ୍କାରୁ ଅଧିକ ହେବ । ଏହି ଘଟଣା ରେ ଧାରା ୨୧ ସି, ୨୯ ଅନୁଯାୟୀ ମାମଲା…

ଭଂଜନଗରରେ ବନ୍ଦ ଘରୁ ମିଳିଲା ମହିଳା ଇଂଜିନିଅରଙ୍କ ମୃତଦେହ

ଭଂଜନଗର : ମହିଳା ଇଂଜିନିଅରଙ୍କ ମୃତଦେହ ଫ୍ୟାନରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର । ଗଂଜାମ ଭଂଜନଗରରେ ଘଟିଛି ଏହି ଘଟଣା । ଘରଟି ଭିତର ପଟୁ ବନ୍ଦ ଥିବା ବେଳେ ସିଲିଂ ଫ୍ୟାନରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ମିଳିଛି । ପାରିପାଶ୍ୱର୍ିକ ପରିସ୍ଥିତିକୁ ଦେଖିଲେ ଜଣାପଡୁଛି ଯେ ମହିଳା ଇଂଜିନିଅର…