Latest Odisha News

BREAKING NEWS

Browsing Category

ଅପରାଧ

ହାଇଦରକୁ ଧରିବାକୁ ଆଲର୍ଟରେ ଓଡ଼ିଶା ପୋଲିସ, ସବୁ ସୀମାନ୍ତବର୍ତ୍ତୀ ଅଞ୍ଚଳ ଉପରେ ନଜର

ଭୁବନେଶ୍ୱର: ଓଡ଼ିଶା ପୋଲିସର ଅପରେସନ୍ ହାଇଦର । ଶନିବାପ କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦର ଚିକିତ୍ସାଧୀନ ଅବସ୍ଥାରେ ଫେରାର୍ ହୋଇଯିବା ପରେ ପୋଲିସର ଚିନ୍ତା ବଢ଼ିଛି । ଆଜି ଭୁବନେଶ୍ୱର ସ୍ଥିତ ପୋଲିସ ଡିଜିଙ୍କ କ୍ୟାମ୍ପ ଅଫିସରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ବୈଠକ ପରେ କ୍ରାଇମବ୍ରାଞ୍ଚ…

SCBରୁ ଗ୍ୟାଙ୍ଗଷ୍ଟର ହାଇଦର ଫେରାର୍ ଘଟଣା, ୬ ପୋଲିସ ନିଲମ୍ବିତ

କଟକ: କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦର ଫେରାର୍ ଘଟଣାରେ ସମ୍ବଲପୁର ଏସପି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ୬ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି ସମ୍ବଲପୁର ଏସପି । ବିଭାଗୀୟୟ ତଦନ୍ତ ପରେ କାର୍ଯ୍ୟରେ ଅବହେଳା ସୁରକ୍ଷା ଦାୟିତ୍ୱରେ ଥିବା ୬ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ…

ଅପରେସନ୍ ହାଇଦର: ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କଲେ ପୋଲିସ ଡିଜି

ଭୁବନେଶ୍ୱର: କେଉଁଠି ଲୁଚିଛି ଗ୍ୟାଙ୍ଗଷ୍ଟର ହାଇଦର ? ତାକୁ ଧରିବା ପାଇଁ ପୋଲିସ ଡିଜିଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ଚାଲିଛି । ବୈଠକରେ ଉପସ୍ଥିତ ଅଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ଯଶଓ୍ୱନ୍ତ ଜେଠଓ୍ୱା, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ, କେନ୍ଦ୍ରାଞ୍ଚଳ ରେଞ୍ଜ ଡିଆଇଜି ଜୟ…

ଅପରେନସ୍ ହାଇଦର: କେଉଁଠି ଲୁଚିଛି ଗ୍ୟାଙ୍ଗଷ୍ଟର ? ଖୋଜୁଛି ପୋଲିସର ୪ଟି ଟିମ୍

ଭୁବନେଶ୍ୱର: ପୋଲିସକୁ ଚକମା ଦେଇ କଟକ ଏସସିବିରୁ ଚମ୍ପଟ ମାରିଥିବା ଗ୍ୟାଙ୍ଗଷ୍ଟାର ହାଇଦର କେଉଁଠୁ ଲୁଚିଛି ? ତାକୁ ଖୋଜୁଛି ପୋଲିସ । ଗତକାଲିଠାରୁ ଏଯାଏ କୌଣସି ପତ୍ତା ମିଳିନି । ହାଇଦରକୁ ଖୋଜିବା ପାଇଁ ୪ଟି ସ୍ପେଶାଲ୍ ଟିମ୍ ଗଠନ କରାଯାଇଛି । ରେଲ୍‌ୱେ ଷ୍ଟେସନ, ବିମାନ ବନ୍ଦର,…

ଅନୁଗୁଳରୁ ବଡ଼ ଧରଣର ରାକେଟର ପର୍ଦ୍ଦାଫାଶ, ନକଲି ଡିଏଲ୍, ପ୍ୟାନ କାର୍ଡ ଜବତ

ଅନୁଗୁଳ : ଅନୁଗୁଳ ପୋଲିସକୁ ସଫଳତା । ପୋଲିସ ପଞ୍ଝାରେ ପଡ଼ିଛି ବଡ଼ ଧରଣର ରାକେଟ୍ । ନକଲି ଡ୍ରାଇଭିଂ ଲାଇସେନ୍ସ, ପ୍ୟାନ କାର୍ଡ, ଆଧାର କାର୍ଡ ଓ କୋଇଲା ଟ୍ରାଞ୍ଜିଟ ପାସ ରାକେଟର ପର୍ଦାଫାଶ କରିଛି ତାଳଚେର କୋଲିୟାରି ପୋଲିସ । ତାଳଚେର ସହରର ତିନୋଟି ଜେରକ୍ସ ଦୋକାନରେ ଏହି ନକଲି…

କୁଖ୍ୟାତ ଅପରାଧୀ ହାଇଦର ଫେରାର

କଟକ : ପୋଲିସକୁ ଚକମା ଦେଇ କୁଖ୍ୟାତ ଅପରାଧୀ ହାଇଦର ଫେରାର । କଟକ ଏସିସିବି ମେଡିକାଲରୁ ଚିକିତ୍ସାଧିନ ଅବସ୍ଥାରେ ଫେରାର ହୋଇଛି ହାଇଦର । ଏନେଇ ପୋଲିସ ଡିଜି ସ୍ପଷ୍ଟ କରିଛନ୍ତି । ଗ୍ୟାଙ୍ଗଷ୍ଟର ହାଇଦର ଫେରାର ହେବା ପରେ ତାକୁ ଧରିବା ପାଇଁ ଆରମ୍ଭ ହୋଇଛି ସର୍ଚ୍ଚ ଅପରେସନ । ଏକାଧିକ…

୬ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କଲା ତାଳଚେର ପୋଲିସ

ଅନୁଗୁଳ : ତାଳଚେର ପୋଲିସ ହାତରେ ବ୍ରାଉନସୁଗାର ବେପାରୀ । ବ୍ରାଉନସୁଗାର ବିକ୍ରି କରିବା ସମୟରେ ୬ ଜଣ ବ୍ରାଉନସୁଗାର ବେପାରୀକୁ ଗିରଫ କରିଛି ତାଳଚେର ପୋଲିସ । ସେମାନଙ୍କଠାରୁ ୧୩ ଗ୍ରାମର ଧଳା ଜହର ଜବତ ହୋଇଛି । ଏଥିସହ ସେମାନଙ୍କ ପାଖରୁ ବିପୁଳ ପରିମାଣର ଧଳା ଜହର ଜବତ କରିଛି ପୋଲିସ ।…

ଗିରଫ ହେଲେ କୋଟିପତି କିରାଣି

ଭୁବନେଶ୍ବର : ଗିରଫ ହେଲେ କୋଟିପତି କିରାଣି । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ କିରାଣି ଦିଲ୍ଲୀପ ଜେନାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଗତକାଲି ଦିଲ୍ଲୀପଙ୍କ ଘରେ ରେଡ୍ କରିଥିଲା ଭିଜିଲାନ୍ସ । ଚଢ଼ାଉ ବେଳେ ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ନଗଦ ଟଙ୍କା ଜବତ କରିଥିଲା ଭିଜିଲାନ୍ସ ।…

କଟକ ମୁଖ୍ୟ ବନ ସଂରକ୍ଷକଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣୀଙ୍କ ଘରେ ଭିଜିଲାନ୍ସ ରେଡ୍

କଟକ: ଭିଜିଲାନ୍ସ ଜାଲରେ କଟକ ସ୍ଥିତ ମୁଖ୍ୟ ବନ ସଂରକ୍ଷକଙ୍କ (କେନ୍ଦୁଲିଫ୍) କାର୍ଯ୍ୟାଳୟର ବରିଷ୍ଠ କିରାଣୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ 4ଟି ସ୍ଥାନରେ ଚଢ଼ାଉ ଚାଲିଛି । ତାଙ୍କ ନାଁ ଦିଲୀପ କୁମାର ଜେନା ।  ଭୁବନେଶ୍ୱର ଘାଟିକିଆରେ ଥିବା ଫରେଷ୍ଟ ଟ୍ରେନିଂ କଲେଜ…

କୋବ୍ରା ଯବାନ ରାକେଶ୍ୱର ସିଂ ମାନହାସଙ୍କୁ ଛାଡ଼ିଲେ ମାଓବାଦୀ

ମାଲକାନଗିରି: ମାଓବାଦୀଙ୍କ କବଳରୁ ମୁକୁଳିଲେ କୋବ୍ରା କମାଣ୍ଡର ରାକେଶ୍ୱର ସିଂ ମାନହାସ । ରାକେଶ୍ୱରଙ୍କୁ ମାଓବାଦୀ ଛାଡ଼ି ଦେଇଥିବା ନେଇ ସୂଚନା ଦେଇଛନ୍ତି ବସ୍ତର ଆଇ.ଜି ସୁନ୍ଦରରାଜ ପି । ବିଜାପୁର ଏନକାଉଣ୍ଟର ପରେ ନିଖୋଜ ଥିଲେ ରାକେଶ୍ବର । ରାକେଶ୍ୱରଙ୍କୁ ଅପହରଣ କରାଯାଇଥିବା ନେଇ ମାଓ…