Latest Odisha News

BREAKING NEWS

Browsing Category

ଅପରାଧ

ହାଇଦର ଫେରାର ଘଟଣାରେ ସମ୍ୱଲପୁର ରିଜର୍ଭ ଇନିସପେକ୍ଟରଙ୍କୁ ବଦଳି

ସମ୍ୱଲପୁର: କଟକ ଏସସିବି ସର୍ଜରୀ ଓ୍ୱାର୍ଡରୁ ଗ୍ୟାଙ୍ଗଷ୍ଟର ହାଇଦର ଫେରାର୍ ଘଟଣାରେ କାର୍ୟ୍ୟାନୁଷ୍ଠାନ ଜାରି ରହିଛି । ଗତକାଲି ଦୁଇ ପୋଲିସ କର୍ମଚାରୀ ଗିରଫ ହୋଇଥିବା ବେଳେ ସମ୍ୱଲପୁର ରିଜର୍ଭ ଇନିସପେକ୍ଟରଙ୍କୁ ବଦଳି କରାଯାଇଛି । ତାଙ୍କ ନାଁ ମଧୁସୂଦନ ମହାପାତ୍ର । ତାଙ୍କୁ ବୌଦ୍ଧ ଜିଲ୍ଲାକୁ…

ଆତ୍ମାହୁତି ଉଦ୍ୟମ ପରେ ଆଖି ବୁଝିଲେ କର୍ମଚାରୀ

ସମ୍ବଲପୁର : ଆତ୍ମାହୁତି ଉଦ୍ୟମ କରିଥିବା ସମ୍ବଲପୁର ବିଶ୍ବବିଦ୍ୟାଳୟର ଠିକା କର୍ମଚାରୀଙ୍କ ମୃତ୍ୟୁ ହୋଇଛି । ଗୁରୁତର ଅବସ୍ଥାରେ କଟକ ନେବା ସମୟରେ ଅଧରାସ୍ତାରେ ଠିକା କର୍ମଚାରୀ ଦୀନବନ୍ଧୁ ମିଶ୍ରଙ୍କ ମୃତ୍ୟୁ ହୋଇଛି । ନିଜ ଦେହରେ ପେଟ୍ରୋଲ ଢ଼ାଳି ଆତ୍ମାହୁତି ଉଦ୍ୟମ କରିଥିଲେ ଦୀନବନ୍ଧୁ…

ଆନ୍ଧ୍ର ପୋଲିସ ନିକଟରେ ଆତ୍ମସମର୍ପଣ କଲା ଆର. ଭିନିଲ କ୍ରିଷ୍ଣାଙ୍କ ଅପହରଣର ମୁଖ୍ୟ ଅଭିଯୁକ୍ତ

ମାଲକାନଗିରି : ଆତ୍ମସମର୍ପଣ କରିଛି ମାଲକାନଗିରି ଜିଲ୍ଲାର ପୂର୍ବତନ ଜିଲ୍ଲାପାଳ ଆର. ଭିନିଲ କ୍ରିଷ୍ଣାଙ୍କ ଅପହରଣର ମୁଖ୍ୟ ଅଭିଯୁକ୍ତ । ଆନ୍ଧ୍ର ଓଡ଼ିଶା ବର୍ଡର ଜୋନାଲ କମିଟିର ମାଓ ସମ୍ପାଦକ ଏମ. ଜଳନ୍ଧର ରେଡି ଓରଫ କ୍ରିଷ୍ଣା ଆଜି ଆନ୍ଧ୍ର ପୋଲିସ ନିକଟରେ ଆତ୍ମସମର୍ପଣ କରିଛି । ନକ୍ସଲ ନେତା…

ମାଓବାଦୀଙ୍କ ବର୍ବରକାଣ୍ଡ, ୨ ସ୍କୁଲ ଛାତ୍ରଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି: ମାଲକାନଗିରି ଛତିଶଗଡ ସିମାନ୍ତ ସୁକୁମା ଜିଲ୍ଲାରେ ପୁଣି ମାଓ ହିଂସା । ପୋଲିସ ଇନଫର୍ମର ସନ୍ଦେହରେ ୨ ସ୍କୁଲ ଛାତ୍ରଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାର ମିଲମପଲ୍ଲି ଜଙ୍ଗଲରେ ଘଟିଛି ଏହି ଘଟଣା । ମାଓବାଦୀ ପୁଣି ନିଜ…

ହାଇଦରର ଆଉ ୩ ସହଯୋଗୀ ଗିରଫ

ଭୁବନେଶ୍ବର : ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣାରେ ଆଉ ୩ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ୨ ଜଣ ଯୁବକ ଥିବା ବେଳେ, ଜଣେ ଯୁବତୀ ଅଛନ୍ତି । ୩ ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି ପୋଲିସ । ହାଇଦର ଫେରାର ପଛରେ ଏହି ୩ ଜଣଙ୍କର ସଂପୃକ୍ତି ଥିବା…

କୋଭିଡ୍ ମୁକ୍ତ ନହେବା ଯାଏ ହାଇଦରକୁ ରିମାଣ୍ଡରେ ନେବ ନାହିଁ କମିଶନରେଟ ପୋଲିସ

କଟକ: ଆଜିଠୁ ରିମାଣ୍ଡରେ ଯିବ ନାହିଁ ଗ୍ୟାଙ୍ଗଷ୍ଟର ହାଇଦର । ସେ କରୋନା ସଂକ୍ରମିତ ହୋଇଥିବା ଜଣା ପଡ଼ିବା ପରେ ରିମାଣ୍ଡ କାର୍ୟ୍ୟକାରୀ ହେବ ନାହିଁ । ସଂକ୍ରମଣ ମୁକ୍ତ ନହେବା ଯାଏ ରିମାଣ୍ଡରେ ନେବ ନାହିଁ କମିଶନରେଟ ପୋଲିସ । ହାଇଦରର କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି । ପ୍ରଥମେ…

ଗ୍ୟାଙ୍ଗଷ୍ଟର ହାଇଦର କରୋନା ପଜିଟିଭ୍, ଆଇସୋଲେସନରେ ଧରିଥିବା ଅଧିକାରୀ

କଟକ: ଫେରାର ହାଇଦର ଗିରଫ ପରେ ବି ଚର୍ଚ୍ଚାରେ । ଏସସିବିରୁ କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦର ଫେରାର୍ ହେବା ପରେ ପୋଲିସର ନିଦ ହଜି ଯାଇଥିଲା । ଦିନରାତି ୫ ଦିନର ଅକ୍ଲାନ୍ତ ପରିଶ୍ରମ ପରେ ହାଇଦ୍ରାବାଦରୁ ହାଇଦରକୁ ଧରିବାରେ ସକ୍ଷମ ହୋଇଥିଲା ପୋଲିସ । ହାଇଦରକୁ ଶୁକ୍ରବାର ଓଡ଼ିଶା ଆଣିବା ପରେ…

ଭାରତ ଫେରିବ ପଳାତକ ନୀରବ ମୋଦି !

ନୂଆଦିଲ୍ଲୀ : ଭାରତ ଫେରିବ ବହୁ ଚର୍ଚ୍ଚିତ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଋଣ ଜାଲିଆତିର ମୁଖ୍ୟ ଅଭିଯୁକ୍ତ ନୀରବ ମୋଦି । ନୀରବ ମୋଦିଙ୍କ ଭାରତ ପ୍ରତ୍ୟର୍ପଣ ମଞ୍ଜୁରୀ ଦେଇଛନ୍ତି ବ୍ରିଟେନ୍ ଗୃହ ମନ୍ତ୍ରଣାଳୟ । ଭାରତରେ ଋଣ ଜାଲିଆତି କରିଥିବା ନୀରବ ମୋଦି ଏବେ ବ୍ରିଟେନରେ ଅଛନ୍ତି ।…

ଗ୍ୟାଙ୍ଗଷ୍ଟର ହାଇଦରକୁ ୭ ଦିନିଆ ରିମାଣ୍ଡରେ ନେବ ପୋଲିସ

କଟକ : ରିମାଣ୍ଡରେ ଗଲା କୁଖ୍ୟାତ ଅପରାଧୀ ହାଇଦର । ଗ୍ୟାଙ୍ଗଷ୍ଟର ହାଇଦରକୁ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି କୋର୍ଟ । ପୋଲିସ ହାଇଦରକୁ ୧୦ ଦିନିଆ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଥିଲା । ହେଲେ କୋର୍ଟ ହାଇଦରକୁ ୭ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି ଜେଏମଏଫସି…

ଛତିଶଗଡ ସୁକୁମାରେ ପୁଣି ମାଓ ହିଂସା, ଜଣେ ଶ୍ରମିକଙ୍କୁ ତୀର ମାରି ହତ୍ୟା, ପୋଡିଦେଲେ ଦୁଇଟି ଗାଡ଼ି 

ସୁକୁମା: ଛତିଶଗଡ ସୁକୁମା ଜିଲ୍ଲାରେ ପୁଣି ମାଓ ହିଂସା । ଠିକା କମ୍ପାନୀର ଦୁଇଟି ଗାଡିକୁ ନିଆଁ ଲଗାଇ ପୋଡିବା ସହ ରାସ୍ତା କାମରେ ନିୟୋଜିତ ହୋଇଥିବା ଜଣେ ଶ୍ରମିକଙ୍କୁ ତୀର ମାରି ହତ୍ୟା କରିଛନ୍ତି ମାଓବାଦୀ । ଉନ୍ନୟନମୂଳକ କାମକୁ ବିରୋଧ କରି ମାଓବାଦୀ ହିଂସାକାଣ୍ଡ ଘଟାଇଛନ୍ତି । ସୂଚନା…