Latest Odisha News

BREAKING NEWS

Browsing Category

ଅପରାଧ

ଦିଲ୍ଲୀ ଚାଲାଣ ବେଳେ ୧୪୦ କିଲୋ ଗଞ୍ଜେଇ ଜବତ, ୩ ଗିରଫ

କଟକ: ଓଡ଼ିଶାରୁ ଦେଶ ବିଭିନ୍ନ ରାଜ୍ୟକୁ ବଢୁଛି ଗଞ୍ଜେଇ ଚୋରା ଚାଲାଣ । କୋରାପୁଟରୁ ଦିଲ୍ଲୀ ଚାଲାଣ ବେଳେ ୧କ୍ୱିଣ୍ଟାଲ ୪୦ କିଲୋ ଗଞ୍ଜେଇ ଜବତ କରିଛି କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ । ଏକ ବିଳାସପୂର୍ଣ ଗାଡ଼ିରେ ଚାଲାଣ ହେଉଥିଲା ଗଞ୍ଜେଇ । ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି ।…

ରାଜଧାନୀରେ ବଢୁଛି ଅପରାଧ, ପୋଲିସ କମିଶନରଙ୍କୁ ଭେଟିଲା ବିଜେପି ମହିଳା ମୋର୍ଚ୍ଚା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ବଢୁଛି ଅପରାଧ । ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇଛି । ଏନେଇ ପୋଲିସ କମିଶନରୁ ଭେଟିଛି ବିଜେପି ମହିଳା ମୋର୍ଚ୍ଚା । ବିଜେପି ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ସ୍ମୃତି ପଟ୍ଟନାୟକଙ୍କ ନେତୃତ୍ୱରେ ଏକ ପ୍ରତିନିଧୀ ଦଳ ପୋଲିସ…

ବାଲେଶ୍ବରରେ ଟ୍ରଲର ମାଲିକଙ୍କୁ ହତ୍ୟା ଘଟଣା, ୮ ଅଭିଯୁକ୍ତ ଗିରଫ

ବାଲେଶ୍ବର : ଟ୍ରଲର ମାଲିକ ବିଜୟ ପ୍ରଧାନଙ୍କୁ ଗୁଳିକରି ହତ୍ୟା ଘଟଣାରେ ପୋଲିସ କାର୍ଯ୍ୟାନନୁଷ୍ଠାନ । ହତ୍ୟା ଘଟଣାରେ ସଂପୃକ୍ତ ୮ ଜଣଙ୍କୁ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତଙ୍କ ନିକଟରୁ ୨ଟି ଦେଶୀ ବନ୍ଧୁକ, ୨ ରାଉଣ୍ଡ ଗୁଳି ସମେତ ମାରଣାସ୍ତ୍ର ଜବତ କରାଯାଇଛି । ତେବେ…

ଘର କିଣିବାକୁ ଘରଣୀଙ୍କୁ ହତ୍ୟା ଅଭିଯୋଗ

ଭୁବନେଶ୍ବର: କିଛି ଦିନ ତଳେ ମାତ୍ର ଦୁଇ ବର୍ଷ ପୂରିଥିଲା ରାଜଧାନୀ ଉପକଣ୍ଠ ବାଲିଅନ୍ତାର ସୁଚିସ୍ମିତାଙ୍କ ବାହାଘରକୁ । ଏବେ ସେ ଥିଲେ ମାତ୍ର ୫ ମାସର ଗର୍ଭବତୀ । କିନ୍ତୁ ଗତକାଲି ତାଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଛି । ବାପଘର ଲୋକେ ଥାନାରେ ଅଭିଯୋଗ କରିଛନ୍ତି ତାଙ୍କ ସ୍ୱାମୀ ତାଙ୍କୁ ହତ୍ୟା…

କୁକୁର ବୁଲାଇବାକୁ କେନ୍ଦ୍ର କରି ବଚସାରୁ ଗୁଳିମାଡ଼

ବ୍ରହ୍ମପୁର: କୁକୁର ବୁଲାଇବାକୁ କେନ୍ଦ୍ର କରି ପ୍ରଥମେ ଝଗଡ଼ା ପରେ ଗୁଳିମାଡ଼ । ମଙ୍ଗଳବାର ବିଳମ୍ବିତ ରାତିରେ ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳେ ଏଭଳି ଘଟିଛି । ସୂଚନା ଅନୁସାରେ ବୈଦ୍ୟନାଥପୁର ଥାନା ଖଡ଼ା ସିଂ ଧୋବାସାହିର ଜଣେ ଯୁବକ ରାତିରେ ବାହାରେ କୁକୁରକୁ ବୁଲାଉଥିଲେ । ଯାହାର…

ଚମ୍ପୁଆରେ କାଠ ଭର୍ତ୍ତି ପିକ୍ ଅପ୍ ଜବତ, ୩ ଗିରଫ

ଯୋଡ଼ା : କାଠ ବୋଝେଇ ପିକଅପ୍ ଭ୍ୟାନ ଜବତ କରିଛି ଚମ୍ପୁଆ ରେଞ୍ଜ ଯୋଡ଼ା ଫରେଷ୍ଟ ଡିଭିଜନ । ଯୋଡ଼ା ବସଷ୍ଟାଣ୍ଡ ନିକଟରୁ ଏହି ଚୋରା କାଠ ବୋଝେଇ ପିକ୍ ଅପ୍ ଭ୍ୟାନକୁ ଜବତ କରାଯାଇଛି । ଏହାସହ କାଠ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ହେଲେ ଯୋଡ଼ା ବନେଇ…

ଜାଲ ନୋଟ୍ କାରବାର ଅଭିଯୋଗରେ ପୂର୍ବତନ ମହିଳା ସରପଞ୍ଚ ଗିରଫ

ହିନ୍ଦୋଳ: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳରେ ଜାଲ୍ ନୋଟ୍ କାରବାର । ଗିରଫ ହେଲେ ପୂର୍ବତନ ମହିଳା ସରପଞ୍ଚ । ନରସିଂହପୁର ବନ୍ଧଗୁଡ଼ାର ପୂର୍ବତନ ସରପଞ୍ଚଙ୍କୁ ଜାଲ୍ ନୋଟ କାରବାରରେ ସମ୍ପୃକ୍ତ ଅଭିଯୋଗରେ ଗିରଫ କରିଛି ହିନ୍ଦୋଳ ଥାନା ପୋଲିସ । ହିନ୍ଦୋଳ ବଜାରରେ ଭଡ଼ା ଘରି ରହି ବଜାରରେ ୧୧ ହଜାର…

ସାହି ଭିତରେ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ

ପୁରୀ: ଯୁବକଙ୍କୁ ଗୋଡ଼େଇ ଗୋଡ଼ଇ ହାଣିଲେ ଦୁର୍ବୃତ୍ତ । ସାହି ଭିତରେ ମରଣାନ୍ତକ ଆକ୍ରମଣ । ପୁରୀ ବାସେଳିସାହି ଥାନା ମିଶ୍ରସାହିରେ ଏହି ଘଟଣା ଘଟିଛି । ଗୁରୁତର ଅବସ୍ଥାରେ ଯୁବକଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ସୃଷ୍ଟି…

ଏସସିବିରେ ସିଲିଂ ଫ୍ୟାନ ଖସି ଆହତ ହୋଇଥିବା ମହିଳାଙ୍କ ମୃତ୍ୟୁ

କଟକ: ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ସିଲିଂ ଫ୍ୟାନ୍ ଖସିବା ପରେ ଗୁରୁତର ଆହତ ହୋଇଥିବା ବୃଦ୍ଧ ମହିଳାଙ୍କର ସୋମବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଯାଜପୁରର କୃଷ୍ଣ ନଗରର ପାର୍ବତୀ ଦାସ। ସୂଚନା ଅନୁଯାୟୀ, ଗତ ମାର୍ଚ୍ଚ ୮ ତାରିଖ ସକାଳ ପ୍ରାୟ ୮ଟା…

ଵ୍ରହ୍ମପୁର ଖଜୁରିଆ ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିକାଣ୍ଡ, ୫ ଅଭିଯୁକ୍ତ ଗିରଫ, ୨ ଫେରାର୍‌

ଵ୍ରହ୍ମପୁର: ଵ୍ରହ୍ମପୁର ଗୋସାଣି ନୂଆଗାଁ ଥାନା ଅନ୍ତର୍ଗତ ଖଜୁରିଆ ଗାଁରେ ଗୁଳିକାଣ୍ଡ ଘଟିଛି । ଉକ୍ତ ଗାଁର ହୀନ ପ୍ରଧାନ ନାମକ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଥିବା ଜଣାପଡିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୭ ଜଣ ଦୁର୍ବୁତ୍ତ ଏହି ଗୁଳିମାଡ଼ କରିଥିବା ବେଳେ ହୀନଙ୍କ ଅଣ୍ଟାରେ…