Latest Odisha News

BREAKING NEWS

Browsing Category

ଅପରାଧ

ରାଜଧାନୀରେ ପୁଣି ସେକ୍ସ ରାକେଟ୍‌: ୨ ଗରାଖ ଗିରଫ, ୨ ଯୁବତୀ ଉଦ୍ଧାର

ଭୁବନେଶ୍ୱର: ରାଜଧାନୀରେ ସେକ୍ସ ରାକେଟର ପର୍ଦ୍ଦାଫାସ । ଲକ୍ଷ୍ମୀସାଗର ଅଞ୍ଚଳରୁ ଠାବ କଲା ପୋଲିସ । ଭଡ଼ା ଘରେ ଚାଲିଥିଲା ଦେହ ବ୍ୟବସାୟ । ଅଚାନକ ଚଢଞାଉ କରି ସେଠାରୁ ଗ୍ରାହକଙ୍କୁ ପୋଲିସ ଗିରଫ କରିଛନ୍ତି । ଦୁଇ ଜଣ ଦେହଜୀବୀଙ୍କୁ ବି ଉଦ୍ଧାର କରାଯାଇଛି । ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଏକ…

ସ୍କୁଲରେ ଛୁରାମାଡ଼: ଜଣେ ଛାତ୍ରର ଆକ୍ରମଣରେ ଆଉ ଜଣେ ଆହତ

ପୁରୀ: ସଗଣ୍ଡଗୋଳକୁ କେନ୍ଦ୍ର କରି ସ୍କୁଲରେ ଛୁରାମାଡ଼ । ଜଣେ ଛାତ୍ରର ଛୁରାମାଡ଼ରେ ଆଉ ଜଣେ ଛାତ୍ର ଆହତ । ପୁରୀ ଭୋଳାନାଥ ସ୍କୁଲରେ ଏହି ଘଟଣା ଘଟିଛି । ଆକ୍ରମଣରେ ଜଣେ ନବମ ଶ୍ରେଣୀ ଆହତ ହୋଇଛନ୍ତି । ଚିକିତ୍ସା ପାଇଁ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଛୁରା ମାଡ଼…

ଡ୍ରଗ୍ସ ମାମଲା, ୮ ଘଣ୍ଟା ଜେରା ପରେ ଏହି ଅଭିନେତାଙ୍କୁ ଗିରଫ କଲା NCB

ମୁମ୍ବାଇ: ଅଭିନେତା ଅଜାଜ ଖାନ ଗିରଫ । ଡ୍ରଗ୍ସ ମାମଲାରେ ପ୍ରାୟ ୮ ଘଣ୍ଟାର ଜେରା ପରେ ବୁଧବାର ଅଭିନେତା ଅଜାଜ ଖାନଙ୍କୁ ଏନସିବି ଗିରଫ କରିଛି । ମୁମ୍ବାଇ ବିମାନବନ୍ଦରରେ ଅଭିନେତା ଅଜାଜ ଖାନଙ୍କୁ ଅଟକ ରଖାଯାଇଥିଲା । ତ’ପରେ ଏନସିବିର ଅଧିକାରୀ ଅଜାଜଙ୍କୁ ଡ୍ରଗ୍ସ ମାମଲାରେ ଗୁଡ଼େଇ ତୁଡ଼େଇ…

ବହୁଚର୍ଚ୍ଚିତ ସୁବର୍ଣ୍ଣପୁର ଡକାୟତି ମାମଲା…

ସୁବର୍ଣ୍ଣପୁର: ବହୁଚର୍ଚ୍ଚିତ ସୁବର୍ନପୁର ଜିଲ୍ଲା ବନ୍ଧୁକ ମୁନରେ ୨୧ ଲକ୍ଷ ଟଙ୍କା ଲୁଟ୍ ମାମଲା । ଚଳିତମାସ ୧୭ ତାରିଖ (ବୁଧବାର) ଦିନ ବୀରମହାରାଜପୁର ଥାନା ଅନ୍ତର୍ଗତ ବାଘଲପୁର ଗାଁ ନିକଟରେ ବନ୍ଧୁକ ମୁନରେ ହୋଇଥିଲା ବଡ ଧରଣର ଲୁଟ୍ । ଏହି ମାମଲାରେ ସଂପୃକ୍ତ ଦୁଇ ଡକାୟତଙ୍କୁ ଆଜି ଗିରଫ…

ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଛୁରାମାଡ଼

ନୂଆପଡ଼ା : ନୂଆପଡ଼ାରେ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଛୁରାମାଡ଼ । କୋମନା ଥାନା ଉଦ୍ୟାନବନ୍ଧ ଗାଁ ନିକଟରେ ଥିବ ପେଟ୍ରୋଲ ପମ୍ପର ୨ ଜଣ କର୍ମଚାରୀଙ୍କୁ ଛୁରାମାଡ଼ କରିଛନ୍ତି ଦୁର୍ବୃତ୍ତ । ଛୁରାମାଡ଼ରେ ୨ ଜଣ କର୍ମଚାରୀଙ୍କ ଗୁରୁତର ଅଛନ୍ତି । ସେମାନଙ୍କୁ ଗୁରୁତର ଅବସ୍ଥାରେ କୋମନା…

ଠାକୁରାଣୀଙ୍କ ଅଳଙ୍କାର ଚୋରି ମାମଲା, ୩ ଜଣଙ୍କୁ ଗିରଫ କଲା ପୁରୀ କୁମ୍ଭାରପଡ଼ା ପୋଲିସ

ପୁରୀ : ପୁରୀ ରେଡ୍ କ୍ରସ ରୋଡ଼ ସ୍ଥିତ ରାମଚଣ୍ଡୀ ମନ୍ଦିରରୁ ଠାକୁରାଣୀଙ୍କ ଅଳଙ୍କାର ଚୋରି ମାମଲା ପୋଲିସର କାର୍ଯ୍ୟାନୁଷ୍ଠାନ । ଚୋରି ମାମଲାରେ ୩ ଜଣଙ୍କୁ ଗିରଫ କରିଛି କୁମ୍ଭାରପଡ଼ା ପୋଲିସ । ଗିରଫ ଅଭିଯୁକ୍ତ ହେଲେ ସତ୍ୟବାଦୀର ଶ୍ରୀଧର ମିଶ୍ର, ଖୋର୍ଦ୍ଧା ବାଲିଅନ୍ତାର ଅକ୍ଷୟ ଦାସ ଓ…

ଅଭାବନୀୟ ଘଟଣା: ୩ ଛୁଆଙ୍କୁ ବିଷ ଦେଇ ନିଜେ ବିଷ ପିଇଲା ମାଆ

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ ମେଣ୍ଢାଶାଳରେ ଅଭାବନୀୟ ଘଟଣା । ୩ ଛୁଆଙ୍କୁ ବିଷ ଦେଇ ମାଆ ନିଜେ ବିଷ ପିଇଛି  । ଘଟଣାରେ ୨ ପୁଅଙ୍କ କ୍ୟାପିଟାଲ ହସ୍ପିଟାଲରେ ମୃତ୍ୟୁ ହୋଇଛଇ । ମାଆ ଓ ଶିଶୁକନ୍ୟାର ଅବସ୍ଥା ସଙ୍କଟାପନ୍ନ ରହିଛି । ସେମାନଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତରିତ…

ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସ୍ ଅପହରଣ ମାମଲା, ଟିଏମସି ନେତା ଛତ୍ରଧରଙ୍କୁ ଗିରଫ କଲା NIA

କୋଲକାତା: ୨୦୦୯ ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସ୍ ଅପହରଣ ମାମଲାରେ NIAର କାର୍ଯ୍ୟାନୁଷ୍ଠାନ । ମାମଲାରେ ଏନଆଇଏ ଟିଏମସି ନେତା ଛତ୍ରଧର ମହାତୋକୁ ଗିରଫ କରିଛି । ପଶ୍ଚିମବଙ୍ଗ ଝାରଗ୍ରାମ ଜିଲ୍ଲାର ଲାଲଗଡ଼ ଘରୁ ଏନଆଇଏ ଛତ୍ରଧରଙ୍କୁ ଗିରଫ କରିଛି । ପ୍ରାୟ ୧୨ ବର୍ଷ ତଳେ ୨୦୦୯ ମସିହାରେ…

ଯାଜପୁରରେ ସାମାଜିକ କର୍ମୀଙ୍କ ଉପରକୁ ବୋମାମାଡ଼

ଯାଜପୁର : ସାମାଜିକ କର୍ମୀଙ୍କ ଉପରକୁ ବୋମାମାଡ଼ । ସାମାଜିକ କର୍ମୀ ସର୍ବେଶ୍ବର ବେହେରାଙ୍କ ଗାଡି ଉପରକୁ ବୋମାମଡ଼ କରିଛନ୍ତି ଦୁର୍ବୃତ୍ତ । ବୋମାମାଡ଼ରେ ସାମାଜିକ କର୍ମୀ ସର୍ବେଶ୍ବର ବେହେରାଙ୍କ ସମେତ ଅନ୍ୟ ୨ ଜଣ ଆହତ ହୋଇଛନ୍ତି । ଯାଜପୁର ଇମାନନଗରେ ଘଟିଛି ଏଭଳି ଘଟଣା ।…

ହାଇକୋର୍ଟରେ ଉପାସନାଙ୍କ ଆଗୁଆ ଜାମିନ ଆବେଦନ

ଭୁବନେଶ୍ବର : ନୟାପଲ୍ଲୀ ଅଞ୍ଚଳରେ ଭଡାଟିଆଙ୍କୁ ଆକ୍ରମଣ ମାମଲାରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି ଉପାସନା ମହାପାତ୍ର । ବିଜେପି ନେତ୍ରୀ ଉପାସନାଙ୍କ ସହ ସ୍ବାମୀ ଶୁଭ୍ରାଂଶୁ ବିଶ୍ବାଳ ମଧ୍ୟ କୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି । ପ୍ରଣବ ରାୟଙ୍କ ଘରେ ପଶି ଭଙ୍ଗାରୁଜା ଘଟଣାରେ…