Latest Odisha News

BREAKING NEWS

Browsing Category

ଅପରାଧ

ଆତ୍ମସମର୍ପଣ କଲେ ଦୁଇ ହାର୍ଡକୋର ମାଓବାଦୀ

ମାଲକାନଗିରି : ମାଲକାନଗିରି ଛତିଶଗଡ ସୀମାନ୍ତ ସୁକମା ଜିଲ୍ଲାରେ ସକ୍ରିୟ ଥିବା ଦୁଇ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ । ତେଲେଙ୍ଗାନା ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ଦୁଇ ହାର୍ଡକୋର ମାଓବାଦୀ । ନକ୍ସଲ ପନ୍ଥିଙ୍କ ଜାଗରକୋଣ୍ଡା ଏରିଆ କମିଟିର ସଦସ୍ୟ ହେମଲା ରାମା ଓ ମାଡକାମି…

ନାବାଳକକୁ ଗୋଇଠା ମାରି ଚାକିରିରୁ ବିଦା ହେଲେ ୩ ପୋଲିସ କର୍ମଚାରୀ, ୨ ସସପେଣ୍ଡ

ଭୁବନେଶ୍ୱର: ମହଙ୍ଗା ପଡ଼ିଲା ନାବାଳକଙ୍କ ପୋଲିସ କର୍ମଚାରୀ ଗୋଇଠା ମାରିବା । ରାଜଧାନୀର କେସୁରା ଛକରେ ନାବାଳକକୁ ଗୋଇଠା ମାରିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ହୋଇଛି । ଗୋଇଠା ମାରିଥିବା ହୋମ ଗାର୍ଡ ଚାକିରିରୁ ବହିଷ୍କୃତ ହୋଇଛନ୍ତି । ସେହିପରି ପିସିଆର୍ ଇନଚାର୍ଜଙ୍କ ସହ ଆଉ ଜଣେ…

ବୃଦ୍ଧାଙ୍କ ମୁଣ୍ଡ କାଟି ହତ୍ୟା କରିଥିବା ଦୁଇ ଅଭିଯୁକ୍ତ ଗିରଫ

କରଞ୍ଜିଆ: ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ବାଲିଭୋଳ ଗାଁରେ ବୃଦ୍ଧିଙ୍କୁ ଗଣ୍ଡିରୁ ମୁଣ୍ଡ ଅଲଗା କରି ବୀଭତ୍ସ ହତ୍ୟା କରିଥିବା ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ । ଦୁଇ ଦିନ ପରେ ସେମାନେ ଗିରଫ ହୋଇଛନ୍ତି । ନିଖୋଜ କଟା ମୁଣ୍ଡକୁ ବି ଜବତ କରାଯାଇଛି । ଦୁଇ ଅଭିଯୁକ୍ତ ହେଲେ ଜାମୁନାଳିଆ…

ପୁଣି ସ୍ବାଭିମାନ ଅଞ୍ଚଳରେ ମାଓବାଦୀଙ୍କ ଧମକ ପୂର୍ଣ୍ଣ ପୋଷ୍ଟର

ମାଲକାନଗିରି : ପୁଣି ସ୍ବାଭିମାନ ଅଞ୍ଚଳରେ ମାଓବାଦୀଙ୍କ ଧମକପୂର୍ଣ୍ଣ ପୋଷ୍ଟର । ପିଏଲଜିଏରେ ସାମିଲ ହେବାକୁ ଜନସାଧାରଣଙ୍କୁ ପୋଷ୍ଟର ଜରିଆରେ ଆହ୍ବାନ ଦିଆଯାଇଛି । ଏହାସହ ପୋଲିସକୁ ସହଯୋଗ କରୁଥିବା ଲୋକଙ୍କୁ ପ୍ରଜକୋର୍ଟରେ ଦଣ୍ଡ ଦିଆଯିବ ବୋଲି ପୋଷ୍ଟରରେ ଲେଖାଯାଇଛି । କୁଡୁମୁଲୁଗୁମ୍ମା…

ଭୁବନେଶ୍ୱର ଭୀମଟାଙ୍ଗି ମର୍ଡର ମିଷ୍ଟ୍ରି: ଅଭିଯୁକ୍ତର ମାଆ କଲେ ଚାଞ୍ଚଲ୍ୟକର ଖୁଲ୍ଲାସା

ଯାଜପୁର: ଭୁବନେଶ୍ୱର ଭୀମଟାଙ୍ଗି ଅଞ୍ଚଳରେ ଭଡ଼ାଘରେ ମହିଳାଙ୍କୁ ନିର୍ମମ ହତ୍ୟା ଘଟଣାରେ ମୁହଁ ଖୋଲିଲେ ଅଭିଯୁକ୍ତ ଜଗନ୍ନାଥ ପ୍ରଧାନଙ୍କ ମାଆ । ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି । ଜଗନ୍ନାଥଙ୍କ ସହ ବିବାହ ପୂର୍ବରୁ ମୃତ ପ୍ରିୟଙ୍କା ପ୍ରିୟଦର୍ଶିନୀଙ୍କର ପ୍ରେମ ସମ୍ପର୍କ ଥିଲା । ଦୁହେଁ…

ସ୍ୱାମୀ ବାଣ୍ଟିଲା ସ୍ତ୍ରୀର ଅଶ୍ଳୀଳ ଭିଡିଓ, ବାନ୍ଧିନେଲା ପୋଲିସ

ଯାଜପୁର: ସ୍ୱାମୀ ହେଉଛି ସ୍ତ୍ରୀର ସୁରକ୍ଷା କବଚ । ଜନ୍ମଜନ୍ମର ସାଥୀ, ବୈବାହିକ ଜୀବନର ସାରଥୀ । ହେଲେ ଏହି ସମସ୍ତ ଉକ୍ତିକୁ ଭୁଲ ପ୍ରମାଣିତ କରି ଜଣେ ସ୍ୱାମୀ ଆଜି ପୁରୁଷ ସମାଜକୁ କଳଙ୍କିତ କରିଛି । ଖୋଦ ନିଜ ସ୍ତ୍ରୀର ଅଶ୍ଳୀଳ ଭିଡିଓ ପ୍ରଘଟ କରି ଯାଜପୁର ଜିଲ୍ଲାର ଜଣେ ବ୍ୟକ୍ତି ପୋଲିସ…

ଯୁବତୀଙ୍କୁ ଦୁଷ୍କର୍ମ କରି ଗିରଫ ହେଲେ ମାଲକାନଗିରି ବନପାଳ

ମାଲକାନଗିରି : ମାଲକାନଗିରିରେ ଲଜ୍ଜା । ଯୁବତୀଙ୍କୁ ଦୁଷ୍କର୍ମ କରି ଗିରଫ ହୋଇଛନ୍ତି ବନପାଳ । ଗିରଫ ବନପାଳ ହେଲେ ମୁରଲୀଧର । ବିବାହର ପ୍ରଲୋଭନ ଦେଖାଇ ବନପାଳ ଜଣକ ଯୁବତୀଙ୍କୁ ଦୁଷ୍କର୍ମ କରିଥିବା ନେଇ ଥାନାରେ ଅଭିଯୋଗ କରିଛନ୍ତି ପୀଡ଼ିତା ପରିବାର । ଅଭିଯୋଗ ପରେ ଅଭିଯୁକ୍ତ ବନପାଳଙ୍କୁ…

ରାୟଗଡ଼ାରୁ ରାଜସ୍ଥାନ ଚାଲାଣ ବେଳେ ୭.୮ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୬ ଗିରଫ

ରାୟଗଡା: ରାଜସ୍ଥାନକୁ ରାୟଗଡ଼ାରୁ ଗଞ୍ଜେଇ ଚୋରା ଚାଲାଣ । ସୂଚନା ପାଇ ରେଡ୍ କଲା ମୁନିଗୁଡା ପୋଲିସ । ରାଜସ୍ଥାନ ଆଜମେରକୁ ଗଞ୍ଜେଇ ଚୋରା ଚାଲାଣ ପାଇଁ ଢ଼େପାଗୁଡା ନିକଟରେ ଟ୍ରକରେ ଲୋଡିଂ ହେଉଥିବା ବେଳେ ଚଢ଼ାଉ କଲା ପୋଲିସ । ଏହି ଘଟଣାରେ ୬ ଜଣଙ୍କୁ ଗିରଫ କରାଯାଇଛି । ସେମାନଙ୍କ ଭିତରେ…

ନୃଶଂସ ହତ୍ୟାକାଣ୍ଡ: ମହିଳାଙ୍କ ଗଣ୍ଡିରୁ ମୁଣ୍ଡ ଅଲଗା କରିଦେଲେ ଦୁର୍ବୃତ୍ତ

ବାରିପଦା: ବୀଭତ୍ସ, ଅମାନୁଷିକ ଓ ନୃଶଂସକାଣ୍ଡ । ମହିଳାଙ୍କ ଗଣ୍ଡିରୁ ମୁଣ୍ଡକୁ ଅଲଗା କରିଦେଲେ ଦୁର୍ବୃତ୍ତ । ଗାଁ ଦାଣ୍ଡରୁ ମହିଳା ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର ହୋଇଛି । ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ବାଲିଭୋଳ ଗାଁରେ ଦେଖିବାକୁ ମିଳିଛି ଏଭଳି ବୀଭତ୍ସ ହତ୍ୟାକାଣ୍ଡ । ଖବର ପାଇ…

ଷ୍ଟର୍ଲିଂ ବାୟୋଟେକ ଋଣ ଜାଲିଆତି ମାମଲା, ଅଭିନେତା ଡିନୋ ମୋରିଆଙ୍କ ସମ୍ପତ୍ତି ଜବତ

ମୁମ୍ବାଇ : ବହୁଚର୍ଚ୍ଚିତ ଷ୍ଟର୍ଲିଂ ବାୟୋଟେକ ଋଣ ଜାଲିଆତି ମାମଲାରେ କାର୍ଯ୍ୟାନୁଷ୍ଠାନ । ଅଭିନେତା ଡିନୋ ମୋରିଆ, ସଞ୍ଜୟ ଖାନ୍‌ ଓ ଆକ୍ବିଲ ଅବଦୁଲ ଖଲିଲ ବାଚୋଲିଙ୍କ ୮ କୋଟି ଟଙ୍କାର ସମ୍ପତ୍ତି ବ୍ୟାଜାପ୍ତ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ୧୬ ହଜାର କୋଟି ଟଙ୍କାର ଷ୍ଟର୍ଲିଂ ବାୟୋଟେକ…