Latest Odisha News

BREAKING NEWS

Browsing Category

ଅପରାଧ

ବାଣ ତିଆରି ବେଳେ ବିସ୍ଫୋରଣ, ୪ ଗୁରୁତର

ଖୋର୍ଦ୍ଧା : ବେଗୁନିଆ ବ୍ଲକ ବାଘମାରୀ ଥାନା ପଙ୍ଗାରସିଙ୍ଗ ଗାଁରେ ବିସ୍ଫୋରଣ । ବେଆଇନ ଭାବେ ବାଣ ତାରିଖ ଚାଲିଥିବା ବେଳେ ବିସ୍ଫୋରଣ ହୋଇଛି । ବିସ୍ଫୋରଣରେ ମୋଟ ୪ ଜଣ ଆହତ ଗୁରୁତର ହୋଇଛନ୍ତି । ବିସ୍ଫୋରଣରେ ୨ ବଖରା ଆଜବେଷ୍ଟସ ଘର ଧ୍ବଂସବିଧ୍ବସ୍ତ ହୋଇଯାଇଛି । ଘଟଣାସ୍ଥଳରେ ବାଘମାରୀ…

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଫରେଷ୍ଟ ଗାର୍ଡଙ୍କ ଠାରୁ ନେଉଥିଲେ ଲାଞ୍ଚ

ନୟାଗଡ଼: ଭିଜିଲାନ୍ସ ପଞ୍ଝାରେ ଫରେଷ୍ଟର । ନୟାଗଡ଼ ଛେମୁଣ୍ଡିଆ ସେକ୍ସନରେ ବନ୍ୟପ୍ରାଣୀ ଫରେଷ୍ଟର ବାବେ କାର୍ଯ୍ୟ କରୁଥିବା ଗୋଲେଖ ବିହାରୀ ବେହାରଙ୍କୁ ଭିଜିଲାନ୍ସ ଧରିଛି । ଗୋଲେଖ ୩୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭୁବନେଶ୍ୱର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ଛେମୁଣ୍ଡିଆ ଫରେଷ୍ଟ…

ପୁରୁଣା ବସ୍ କିଣେଇ ଦେବେ କହି ଠକି ନେଇଥିଲେ ସାଢ଼େ ୫ ଲକ୍ଷ ଟଙ୍କା

କଟକ: ବେଙ୍ଗଳୁରୁରେ ବିକ୍ରି ହେଉଛି ପୁରୁଣା ବସ୍ । ଦାମ୍ ମାତ୍ର ସାଢ଼େ ୫ ଲକ୍ଷ ଟଙ୍କା । ଏମିତି ବିଶ୍ୱାସ ଜନ୍ମାଇ ଠକ ଜଣଙ୍କ କଟକର ପ୍ରକାଶ ଚନ୍ଦ୍ର ନାୟକଙ୍କ ଠାରୁ ସାଢ଼େ ୫ ଲକ୍ଷ ଟଙ୍କା ନେଇ ଯାଇଥିଲେ । ବସ୍ ତ ବସ୍ ଟଙ୍କା ନେବା ପରେ ଆଉ ଧରାଛୁଆଁ ଦେଇନଥିଲା ଅଭିଯୁକ୍ତ । ୨୦୧୮ ମସିହାରେ…

ଖଣିଜ ଚୋରା କାରବାରରେ ସମ୍ପୃକ୍ତି ଅଭିଯୋଗରେ ୬ ଗିରଫ

କେନ୍ଦୁଝର : ବଡ଼ବିଲ ପୋଲିସକୁ ବଡ଼ ସଫଳତା । ଦୁଇ ଖଣିଜ ମାଫିଆ ସମେତ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଏଥିସହ ୪ଟି ଟ୍ରେଲର, ଗୋଟିଏ ଲୋଡ଼ର ମେସିନ୍ ଓ ଗୋଟିଏ ମୋଟର ସାଇକେଲ ଜବତ କରିଛି ବଡ଼ବିଲ ପୋଲିସ୍ । ତେବେ ଏହି ଘଟଣାରେ ଆଉ କିଛି ଅଭିଯୁକ୍ତ ଫେରାର ଅଛନ୍ତି । ସୂଚନା…

କଟକରୁ ୧୧ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ୨ ବେପାରୀ ଗିରଫ

କଟକ: ପୁଣି ବ୍ରାଉନସୁଗର ବେପାରୀ ଗିରଫ । କଟକ ମର୍କତନଗର ଅଞ୍ଚଳରୁ ଜବତ ହୋଇଛି ୧୧୦ ଗ୍ରାମ ବ୍ରାଉନସୁଗର । ଯାହାର ମୂଲ୍ୟ ୧୧ ଲକ୍ଷ ଟଙ୍କା ହେବ । ଏହି ଘଟମାରେ ୨ ଜଣଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କୁ ପଚରାଉଚରା କରାଯାଇଛି । ରାକେଟରେ ଆଉ କେଉଁମାନେ ସଂପୃକ୍ତ ଅଛନ୍ତି ? କେବେଠାରୁ ଧଳା…

ପୁଅ ସାଜିଲା ପିଶାଚ: ଟାଙ୍ଗିଆରେ ହାଣି ବାପାଙ୍କୁ ହତ୍ୟା କଲା, ମାଆ ଗୁରୁତର

ଅନୁଗୁଳ: ପୁଅ ନାଁରେ କଳଙ୍କ । ପିତୃ ହନ୍ତା । ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ପୁଅ । ଆକ୍ରମଣରେ ମାଆ ଗୁରୁତର ହୋଇଛନ୍ତି । ଅନୁଗୁଳ ଜିଲ୍ଲା ଜରପଡା ଥାନା ଅନ୍ତର୍ଗତ ଦୁର୍ଗାପୁର ଗାଁରେ ଏଭଳି ଅଭାବନୀୟ ଘଟଣା । ମୃତକ ହେଲେ ଦୁର୍ଗାପୁର କୁଡ଼ାସାହିର କୃଷ୍ଣଚନ୍ଦ୍ର ବେହେରା । ତାଙ୍କ…

ନକଲି ମଦ ମାମଲାରେ ହୋମିଓପାଥିକ ଡାକ୍ତର ଗିରଫ

ବ୍ରହ୍ମପୁର: ବ୍ରହ୍ମପୁରରେ ନକଲି ମଦ ମାମଲାରେ ହୋମିଓପାଥିକ ଡାକ୍ତର ତଥା ମୁଖ୍ୟ ଅଭିଯୁକ୍ତକୁ ପୋଲିସ ଗିରଫ କରିଛି। ସୂଚନାନୁସାରେ, ଗତ ଜାନୁଆରୀ ୭ରେ ବୈଦ୍ୟନାଥପୁର ପୋଲିସ ପକ୍ଷରୁ ମଦ ତିଆରି ୟୁନିଟ୍ ଉପରେ ଚଢ଼ାଉ କରିଥିଲା। ହେଲେ ମୁଖ୍ୟ ଅଭିଯୁକ୍ତ ହରିଶ ଚନ୍ଦ୍ର ସାହୁ ଫେରାର…

ଜଙ୍କିଆରେ ବୋମା ସହ ଟେକା ପଥର ମାଡ଼, ୫ ଆହତ

ଟାଙ୍ଗି : ଟାଙ୍ଗି ଜଙ୍କିଆ ଥାନା ଓଳସିଂ ପଞ୍ଚାୟତ ଡମଣଭୂମି ଗାଁରେ ଗୋଷ୍ଠୀ ସଂଘର୍ଷ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗାଁର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଛି । ଉଭୟ ଗୋଷ୍ଠୀ ବୋମାମାଡ଼ ସାଙ୍ଗକୁ ଟେକା ପଥର ମାଡ଼ କରିଛନ୍ତି । ଟେକା ପଥର ମାଡ଼ରେ ୫ ଜଣ ଆହତ ହୋଇଚନ୍ତି । ସମସ୍ତ…

ଉନ୍ନୟନମୂଳକ କାମକୁ ବିରୋଧ କରି ପୁଣି ମାତିଲେ ମାଓବାଦୀ, ଶ୍ରମିକଙ୍କୁ ନିର୍ଧୁମ ପିଟିଲେ

ମାଲକାନଗିରି: ପୁଣି ମାତିଲେ ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ରାଜ୍ୟର ସୁକୁମା ଜିଲ୍ଲାରେ ମାଓବାଦୀଙ୍କ ଉନ୍ମତକାଣ୍ଡ । ଉନ୍ନୟନ ମୂଳକ କାମକୁ ବିରୋଧ କରି ଜେସିବି ପଡିବା ସହ ଶ୍ରମିକଙ୍କୁ ନିର୍ଧୁମ ମାଡ଼ ମାରିଛନ୍ତି ମାଓବାଦୀ । ସୂଚନା ଅନୁସାରେ, ସୁକମା ଜିଲ୍ଲା କଣ୍ଟା…

ଛତିଶଗଡ଼ ଦାନ୍ତେଓ୍ବାଡାରେ ଏନକାଉଣ୍ଟର, ୨ ହାର୍ଡକୋର ମାଓବାଦୀ ମୃତ

ଛତିଶଗଡ଼ : ଛତିଶଗଡ଼ର ଦନ୍ତେୱାଡାରେ ପୋଲିସ-ମାଓବାଦୀ ଗୁଳି ବିନିମୟ । ପୋଲିସ ଏନକାଉଣ୍ଟରରେ ଦୁଇ ଜଣ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଛି । ପୋଲିସ ଘଟଣାସ୍ଥଳରୁ ଦୁଇ ହାର୍ଡକୋର ମାଓବାଦୀଙ୍କ ମୃତଦେହ ଜବତ କରିଥିବା ବେଳେ, ଟିଫିନ୍ ବୋମା, ବନ୍ଧୁକ ସହ ମାଓ ସାମଗ୍ରୀ ଜବତ କରାଯାଇଛି ।…