Latest Odisha News

BREAKING NEWS

Browsing Category

ଅପରାଧ

ବିଲ ମଝିରୁ ୨ଟି କଟା ଗୋଡ଼ ଉଦ୍ଧାର

ଜଳେଶ୍ୱର: ଜାତୀୟ ରାଜପଥ ପାର୍ଶ୍ୱ ବିଲ ମଝିରେ ପଡ଼ିଛି ୨ଟି କଟା ଗୋଡ଼ । ତେବେ ଏହି ଗୋଡ଼ କାହାର ଜଣାପଡ଼ି ନାହିଁ । ଚାଷ କାମ କରିବାକୁ ଯାଉଥିବା ଲୋକେ କଟା ଗୋଡ଼ ଦେଖି ପୁଲିସକୁ ଖବର ଦେଇଥିଲେ । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଜମାଲପୁର ଗାଁରେ ଘଟିଛି ଘଟଣା । ସବୁଦିନ ପରି ଆଜି କିଛି ଲୋକ…

କାର ଘଷି ହୋଇ ଯିବାରୁ ବରିଷ୍ଠ ନାଗରିକଙ୍କୁ ମାଡ ଅଭିଯୋଗ, ଜଣେ ଗିରଫ

ଭୁବନେଶ୍ୱର: ପେଟ୍ରୋଲ ପମ୍ପ ନିକଟରେ ପେଟ୍ରୋଲ ପକାଇବା ବେଳେ ଜଣେ ଯୁବକଙ୍କ କାର ମିରର୍ ସହ ଜଣେ ବରିଷ୍ଠ ନାଗରିକଙ୍କ କାର ଘଷି ହୋଇଯିବାରୁ ତୁମୁଳକାଣ୍ଡ । ଯୁବକ ଜଣକ ବରିଷ୍ଠ ନାଗରିକଙ୍କୁ ନିସ୍ତୁକ ମାଡ ମାରିବା ସହ ପାଞ୍ଚ ହଜାର ଟଙ୍କା ଦାବି କରିଥିଲା । ଏୟାରଫିଲ୍ଡ ଥାନାରେ ଅଭିଯୋଗ ପରେ…

ବ୍ରହ୍ମପୁରରେ ବୋମାମାଡ଼, ଅଳ୍ପକେ ବର୍ତ୍ତିଲେ ଯୁବକ

ବ୍ରହ୍ମପୁର : ବ୍ରହ୍ମପୁର ବଡ଼ବଜାର ଥାନା ଲକ୍ଷ୍ମୀନୃସିଂହ ସାହି ଚତୁର୍ଥ ଲାଇନରେ ବୋମାମାନ । ଦୁର୍ବୃତ୍ତଙ୍କ ବୋମାମାଡ଼ରେ ଅଳ୍ପକେ ବର୍ତ୍ତିଲେ ଯୁବକ । ୨ଟି ମୋଟର ସାଇକେଲରେ କିଛି ଦୁର୍ବୃତ୍ତ ଆସି ବୋମାମାଡ କରିଥିବା ଜଣାପଡିଛି । ଯୁବକଙ୍କ ଉପରକୁ ବୋମାମାଡ଼ ପରେ ଦୁର୍ବୃତ୍ତମାନେ…

ଗୋଟିଏ ରାତିରେ ଦୁଇଟି ମନ୍ଦିରରେ କଳାକନା ବୁଲାଇଲେ ଲୁଟେରା

ବାଲିଗୁଡ଼ା: ମନ୍ଦିରକୁ ବି ଛାଡୁ ନାହାନ୍ତି ଲୁଟେରା । ଦେବଦେବୀଙ୍କ ଅଳଙ୍କାର ଲୁଟ୍ କରୁଛନ୍ତି । ଗୋଟିଏ ରାତିରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଦୁଇଟି ମନ୍ଦିରରୁ ଲୁଟ୍ ହୋଇଛି । ସୁନା ଗହଣା ଓ ଟଙ୍କା ଧରି ଚମ୍ପଟ ମାରିଛନ୍ତି ଲୁଟେରା । ଜଗନ୍ନାଥ ମନ୍ଦିର ହୁଣ୍ଡି ଭାଙ୍ଗି ଟଙ୍କା ଲୁଟ୍…

ଝରାଫୁଲ ମୃତ୍ୟୁ ଘଟଣାକୁ ପୁରିଲା ୧ ମାସ; ଏବେବି ସତ ଉପରୁ ଉଠିନି ପରଦା

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ମୃତ୍ୟୁକୁ ଏହା ମଧ୍ୟରେ ୧ ମାସ ବିତିଛି। ଇତିମଧ୍ୟରେ ତାଙ୍କ ପ୍ରେମିକ ରାକେଶ ସ୍ବାଇଁ ଗିରଫ ହୋଇଥିଲେ ମଧ୍ୟ ଏହି ରହସ୍ୟଜନକ ମୃତ୍ୟୁ ଉପରୁ ପର୍ଦ୍ଦା ହଟାଇ ନାହିଁ ପୋଲିସ। ଘଟଣାସ୍ଥଳ ପାଖରେ ଥିବା…

କଟକରେ ହାତ ଗୋଡ ବାନ୍ଧି ଛାତ୍ରୀଙ୍କୁ ଜାଳି ଦେବା ଘଟଣାରେ ସନ୍ଦିଗ୍ଧ ଅଟକ, ପଚରାଉଚରା କରୁଛି ପୋଲିସ

କଟକ: କଲେଜ ଛାତ୍ରୀଙ୍କୁ ହାତଗୋଡ ବାନ୍ଧି ଜାଳି ଦେବାକୁ ଉଦ୍ୟମ ଘଟଣାରେ ଛାତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ଏ ନେଇ ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ସୂଚନା ଦେଇଛନ୍ତି । ସେପଟେ ଏହି ଘଟଣାରେ କିଛି ସନ୍ଦିଗ୍ଧଙ୍କୁ ପୋଲିସ ଲାଲବାଗ ଥାନାରେ ଅଟକ ରଖିଛି । ଗତକାଲି ମାନସିଂ…

ମୁକେଶ ଅମ୍ବାନୀଙ୍କ ଘର ଆଣ୍ଟିଲିଆ ସାମ୍ନାରୁ ଜିଲେଟିନ୍ ଭର୍ତ୍ତି ସ୍କର୍ପିଓ ଜବତ

ମୁମ୍ବାଇ : ଦେଶର ସବୁଠୁ ଧନୀ ତଥା ଶିଳ୍ପପତୀ ମୁକେଶ ଅମ୍ବାନୀଙ୍କ ଘର ଆଣ୍ଟିଲିଆ ଆଗରୁ ସନ୍ଦିଗ୍ଧ ଅବସ୍ଥାରେ ଏକ ସ୍କର୍ପିଓକୁ ଜବତ କରାଯାଇଛି । ଏହି ଗାଡିରୁ ପ୍ରାୟ ୨୦ଟି ଜିଲେଟିନ୍‌ ଛଡ଼ ଜବତ କରାଯାଇଛି । ଏ ସମ୍ପର୍କରେ ଜଣାପଡିବା ପରେ ପୋଲିସ ପ୍ରଶାସନ ଏବଂ ସୁରକ୍ଷା ଏଜେନ୍ସିଙ୍କ ନିଦ…

ଅମୀଷା ପଟେଲଙ୍କ ବିରୋଧରେ ଠକାମୀ ଅଭିଯୋଗ, ଦୁଇ ସପ୍ତାହ ମଧ୍ୟରେ ଜବାବ ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଅମୀଷା ପଟେଲ ଏବେ ବିବାଦ ମଧ୍ୟରେ ରହିଛନ୍ତି । ଅଭିନେତ୍ରୀଙ୍କ ବିରୋଧରେ କୋଟି କୋଟି ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଛି । ଏହି ମାମଲା ଝାରଖଣ୍ଡ ହାଇକୋର୍ଟରେ ହୋଇଛି । କୋର୍ଟ ଏହି ମାମଲାର ଶୁଣାଣୀ କରି ଅଭିନେତ୍ରୀଙ୍କୁ ଦୁଇ ସପ୍ତାହ ମଧ୍ୟରେ ଲିଖିତ ଆକାରରେ…

ଶନି ମନ୍ଦିରରୁ ତାଲା ଭାଙ୍ଗି ରୁପା ମୁକୁଟ ଓ ସୁନା ଅଳଙ୍କାର ଲୁଟ୍

ବାଲେଶ୍ୱର: ମନ୍ଦିରରେ କଳାକନା ବୁଲାଇଲେ ଲୁଟେରା । ନେଇଗଲେ ଠାକୁରଙ୍କ ରୁପା ମୁକୁଟ ଓ ସୁନା ଅଳଙ୍କାର । ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନା ଖଡ଼ିପଦା ଗାଁରେ ଥିବା ଶନି ମନ୍ଦିରର ତାଲା ଭାଙ୍ଗି ଲୁଟ୍ ହୋଇଛି । ମନ୍ଦିର ଭିତରୁ ଠାକୁରଙ୍କ କେଜିଏରୁ ଅଧିକ ରୁପା ମୁକୁଟ ସହ ସୁନା ଅଳଙ୍କାର ଧରି…

ହେଲମେଟ୍ ପାଇଁ ବସଉଠ ହେଲେ ଯୁବକ

ଅନୁଗୁଳ: ହେଲମେଟ ନାହିଁ ବୋଲି ବସଉଠ ହେବାକୁ ପଡିଲା ଯୁବକଙ୍କୁ।ଆଉ ଯାହାର ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ସୂଚନା ଅନୁଯାୟୀ, ଅନୁଗୁଳ ସହରର ହେମସୁରପଡା ଠାରେ ଆଜି ମଧ୍ୟାହ୍ନରେ ପୁଲିସ ପକ୍ଷରୁ ହେଲମେଟ ଚେକିଂ ଚାଲିଥିଲା । ସେହି ସମୟରେ ମୋଟର ସାଇକେଲରେ ଆସୁଥିବା ଜଣେ ଯୁବକ…