Latest Odisha News

BREAKING NEWS

Browsing Category

ଅପରାଧ

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ସୁନ୍ଦରଗଡ଼: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁଓ ବ୍ଲକ ସହକାରୀ ଯନ୍ତ୍ରୀଙ୍କ ଘରେ ରେଡ୍ ହୋଇଛି । ତାଙ୍କ ନାଁ ପର୍ଶୁରାମ ନାଏକ । ଏକକାଳୀନ ୩ଟି ସ୍ଥାନରେ ଚଢାଉ ଚଳାଇଛନ୍ତି ରାଉରକେଲା ଭିଜିଲାନ୍ସ ଡିଭିଜନର ଟିମ୍ ।…

ଏକତରଫା ପ୍ରେମରୁ ହତ୍ୟା: ଯୁବକଙ୍କ ଛୁରାମାଡ଼ରେ ପ୍ରେମିକାଙ୍କ ମାଆ ମୃତ, ଯୁବତୀ ଗୁରୁତର

ଭବାନୀପାଟଣା: ଏକତରଫା ପ୍ରେମରୁ ହତ୍ୟା । ପ୍ରେମିକ ସାଜିଲା ସୈତାନ । ପ୍ରେମର ବିଫଳ ହେବାରୁ ପ୍ରତିଶୋଧ ନେବାକୁ ଯାଇ ଉନ୍ମତ୍ତକାଣ୍ଡ କରିଛି । ଯାହାକୁ ପ୍ରେମ କରୁଥିବା ତାକୁ ଜୀବନରୁ ମାରି ଦେବାକୁ ଉଦ୍ୟମ କଲା । ଯୁବକଙ୍କ ଛୁରାମାଡ଼ରେ ଯୁବତୀ ଗୁରୁତର ହୋଇଥିବା ବେଳେ ତାଙ୍କ ମାଆଙ୍କର ମୃତ୍ୟୁ…

ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବକ ଓ ଯୁବତୀଙ୍କ ମୃତଦେହ ଉଦ୍ଧାର

ଗଜପତି : ଗଜପତି ଜିଲ୍ଲା ଗୁରାଣ୍ଡି ଥାନା ଅନ୍ତର୍ଗତ ଆରିବା ଗାଁରେ ଅଭାବନୀୟ ଘଟଣା । ଘର ଭିତରେ ଯୁବକ ଓ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ । ଯୁବକ-ଯୁବତୀଙ୍କ ମୃତଦେହ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ି ରହିଛି । ଉଭୟ ଆତ୍ମହତ୍ୟା କରିଥିବା​ ସନ୍ଦେହ କରାଯାଉଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ…

ବ୍ରହ୍ମପୁରରେ ବାପା-ପୁଅଙ୍କୁ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବ୍ରହ୍ମପୁର : ବ୍ରହ୍ମପୁରରେ ଅଭାବନୀୟ ଘଟଣା । ସଦର ଥାନା ଝାଡଙ୍କୁଲି ଗାଁରେ ବାପା-ପୁଅଙ୍କୁ ମରଣାନ୍ତକ ଆକ୍ରମଣ । ବାପା-ପୁଅଙ୍କୁ ଖଣ୍ଡାରେ ମରଣାନ୍ତକ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ । ଗୁରୁତର ଅବସ୍ଥାରେ ଉଭୟ ବାପା-ପୁଅଙ୍କୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ…

କଲେଜ ଛାତ୍ରୀଙ୍କୁ ଲିଫ୍ଟ ଦେଇ ଅଧ୍ୟାପକ ଦୁଷ୍କର୍ମ କରିଥିବା ଅଭିଯୋଗ

ପୁରୀ: ଅଧ୍ୟାପକଙ୍କ ନାଁରେ ଅଭିଯୋଗ । କଲେଜରୁ ନେଇ ଘରେ ଛାଡ଼ି ଦେବାକୁ କହି ଅଧ୍ୟାପକ ଛାତ୍ରୀଙ୍କ ସହ ଦୁଷ୍କର୍ମ କରିଛନ୍ତି । ଏନେଇ ସମ୍ପୃକ୍ତ ଛାତ୍ରୀ ପୋଲିସର ଦ୍ୱାରସ୍ଥ ହୋଇଛି । ପୁରୀରେ ଗତ ଗୁରୁବାର ଏଭଳି ଘଟଣା ଘଟିଥିବା ବେଳେ ପୀଡ଼ିତା ରବିବାର ପୋଲିସର ଦ୍ୱାରସ୍ତ ହୋଇଛନ୍ତି । ପୁରୀ…

ଶିକ୍ଷକ ଗାଳି କରିବାରୁ ସ୍କୁଲରୁ ବାହାରି ଶିକ୍ଷକଙ୍କୁ ଗୁଳି  କଲା ଦ୍ୱାଦଶ ଶ୍ରେଣୀ ଛାତ୍ର

ଗାଜିଆବାଦ: ଉତ୍ତରପ୍ରଦେଶ ଗାଜିଆବାଦରୁ ଏକ ଚାଞ୍ଚଲ୍ୟକର ମାମଲା ସାମ୍ନାକୁ ଆସିଛି । ଜଣେ ଛାତ୍ର ନିଜ ଶିକ୍ଷକଙ୍କୁ ଗୁଳି କରିଥିବା ଜଣାପଡିଛି । ଶିକ୍ଷକଙ୍କ ଜୀବନ ବଞ୍ଚିଯାଇଛି । ସେ ଆହତ ଅଛନ୍ତି । ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଛି । ଆହତ ଶିକ୍ଷକଙ୍କ ଅଭିଯୋଗ କ୍ରମେ ପୋଲିସ ମାମଲା…

ରାଜଧାନୀରେ ମାତିଛନ୍ତି ଲୁଟେରା, ମହିଳାଙ୍କ ଠାରୁ ଲୁଟି ନେଲେ ସୁନା ଚେନ୍

ଭୁବନେଶ୍ୱର: ଭୁବନେଶ୍ୱରରେ ମାତିଛନ୍ତି ଲୁଟେରା। ଖାସକରି ମହିଳାଙ୍କୁ ଟାର୍ଗେଟ କରିବା ସହ ଛିନତାଇ କରୁଛନ୍ତି। ଏମିତି ଏକ ଘଟଣା ଘଟିଛି ଖଣ୍ଡଗିରିରେ। ରବିବାର ସକାଳେ ଜଣେ ମହିଳାଙ୍କ ଠାରୁ ସୁନା ଚେନ୍ ଲୁଟ୍ କରିଛନ୍ତି କିଛି ଦୁବୃର୍ତ୍ତ। ଖବର ଅନୁଯାୟୀ, ଖଣ୍ଡଗିରି ବରୀ ଅଞ୍ଚଳର ଜଣେ…

ପିସିଆର ଗାଡ଼ି ଭଙ୍ଗାରୁଜା ଓ ଅଭିଯୁକ୍ତଙ୍କୁ ମାଡ଼ ଘଟଣାରେ ୫ ଜଣ ଗିରଫ

ଭୁବନେଶ୍ୱର: ଯୁବକଙ୍କୁ ହତ୍ୟା ପରେ ପିସିଆର୍ ଗାଡ଼ି ଭଙ୍ଗାରୁଜା କରିବା ଓ ଅଭିଯୁକ୍ତଙ୍କୁ ମାଡ଼ ମାରିବା ଘଟଣାରେ କାର୍ୟ୍ୟାନୁଷ୍ଠାନ । ସିସିଟିଭି ଫୁଟେଜ୍ ଆଧାରରେ ୫ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ । ଗତକାଲି ଦିନ ପ୍ରାୟ ୧୨ଟା ବେଳେ ସିଆରପି କ୍ୟାମ୍ପସ ନିକଟରେ ପିସିଆର ଗାଡ଼ି…

ପୋଲିସ ଗାଡ଼ି ଜାଳି ଦେବା ଘଟଣାରେ ୧୩ ଜଣ ଅଟକ

ଯାଜପୁର: ମହଙ୍ଗା ପଡ଼ିଲା ପୋଲିସ ଗାଡ଼ିକୁ ଜାଳି ଦେବା । ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ପଣସୁଧା ଗାଁରେ ପୋଲିସ ଗାଡ଼ି ଜାଳି ଦେଇଥିବା ଅଭିଯୋଗରେ ୧୩ ଜଣଙ୍କୁ ଅଟକ ରଖିଛି ପୋଲିସ । ଗତକାଲି ରାତିରେ ଦୁଇଟି ପୋଲିସ ଗାଡ଼ିରେ ନିଆଁ ଲଗାଇ ଦେଇଥିଲେ ଗାଁର କିଛି ଲୋକ ।…

ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି : ମାଲକାନଗିରି ଆନ୍ଧ୍ର ସୀମାନ୍ତ ବିଶାଖାପାଟଣା ଜିଲ୍ଲାରେ ମାଓ ହିଂସା । ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ଗୁଳି କରି ହତ୍ୟା କରିଛନ୍ତି ଲାଲ୍ ବାହିନୀ । ଗୁଡେମ ଥାନା ଅନ୍ତର୍ଗତ କୋଟାପାଲମ୍ ଗ୍ରାମର କୋରା ପିଲ୍କୁ ପୂର୍ବରୁ ନକ୍ସଲ ସଂଗଠନରେ ଯୋଗ ଦେଇଥିଲେ । କିନ୍ତୁ ପରେ…