Latest Odisha News

BREAKING NEWS

Browsing Category

ଅପରାଧ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ଝିଅକୁ ଅନଲାଇନ୍ ଠକେଇ ମାମଲାରେ ୩ ଗିରଫ, ମାଷ୍ଟରମାଇଣ୍ଡ ଫେରାର୍

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ୍ର କେଜ୍ରିୱାଲଙ୍କ ଝିଅକୁ ଅନଲାଇନ୍ ଠକେଇ ମାମଲାରେ ୩ ଜଣ ଗିରଫ ହୋଇଛନ୍ତି । କେଜ୍ରିୱାଲଙ୍କ ଝିଅ ହର୍ଷିତାଙ୍କୁ ଠକେଇ ଅଭିଯୋଗରେ ଦିଲ୍ଲୀ ପୋଲିସ ତିନି ଜଣଙ୍କୁ ଗିରଫ କରିଛି । ଠକେଇର ମୁଖ୍ୟ ଅଭିଯୁକ୍ତ ଏବେବି ଫେରାର୍ ରହିଛି । ଦିଲ୍ଲୀ ପୋଲିସ…

ଝରାଫୁଲ ମୃତ୍ୟୁ ମାମଲା; ବିଧାନସଭା ସମ୍ମୁଖରେ ଆତ୍ମହୁତି ଲାଗି ଧମକ ଦେଲେ ବାପା

ଭୁବନେଶ୍ୱର: ଝରାଫୁଲା ନାୟକ ମୃତ୍ୟୁ ମାମଲାକୁ ଅନେକ ଦିନ ବିତିଯାଇଥିଲେ ମଧ୍ୟ ଘଟଣା ଉପରୁ ରହସ୍ୟ ଖୋଲିପାରୁନି। ସତ୍ୟତା ଉନ୍ମୋଚିତ ନହେଲେ ଝରାଫୁଲାଙ୍କ ବାପା ରାମକାନ୍ତ ନାୟକ ବିଧାନସଭା ସମ୍ମୁଖରେ ଆତ୍ମହୁତି କରିବାକୁ ଧମକ ଦେଇଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ କମିଶନରେଟ୍ ପୋଲିସ ୭ ଦିନ…

ସ୍ତ୍ରୀକୁ ମାରିବା ପାଇଁ ସ୍ୱୀମା ଦେଇଥିଲା ସୁପାରୀ, ୪ ଜଣ ଗିରଫ

ନୟାଗଡ଼: ସାତ ଜନ୍ମର ସାଥି ପାଲଟିଲା ସୈତାନ । ପରକୀୟ ପ୍ରୀତିକୁ ସ୍ତ୍ରୀ ବିରୋଧ କରିବାରୁ ପିଶାଚ ପାଲଟିଗଲା ସ୍ୱାମୀ । ସବୁଦିନ ପାଇଁ ସ୍ତ୍ରୀକୁ ନିଜ ରାସ୍ତାକୁ ହଟାଇ ଦେବାକୁ ଯୋଜନା କଲା । ଶେଷରେ ସୁପାରୀ କିଲର ଲଗାଇ ପତ୍ନୀଙ୍କୁ ହତ୍ୟା କଲା ସ୍ୱାମୀ । ନୟାଗଡ଼ ଜିଲ୍ଲା ଶରଣକୁଳ ବଧୂ ହତ୍ୟା…

ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ ଅଭିଯୋଗରେ ପିଟା ଖାଇଲା ଯୁବକ

କେନ୍ଦୁଝର: ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ ଅଭିଯୋଗରେ ଯୁବକଙ୍କୁ ଉତ୍ତମ ମଧ୍ୟମ ଦେଇଛନ୍ତି ଗାଁ ଲୋକ । ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼ ମାରିଛନ୍ତି । କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ୍‌ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରିଛି…

ପୁରୀ ପୋଲିସର ସ୍ପେଶାଲ୍ ଅପରେସନ: ବିଭିନ୍ନ ସ୍ଥାନରୁ ୧୦ ଡକାୟତ ଗିରଫ

ପୁରୀ: ଅପରାଧୀଙ୍କୁ ସାବାଡ କରୁଛି ପୁରୀ ପୋଲିସ । ବିଭିନ୍ନ ସ୍ଥାନରେ ରେଡ୍ କରି ଡକାୟତଙ୍କୁ ପିନ୍ଧାଉଛି ହାଡ଼କଡ଼ି । ପୁରୀ ବଳିଆପଣ୍ଡା ଓ ପିପିଲି ଅଞ୍ଚଳରୁ ୧୦ ଜଣ ଲୁଟେରାଙ୍କୁ ଗିରଫ କରିଛି ପୁରୀ ପୋଲିସ । ସେମାନଙ୍କ ନିକଟରୁ ବିଭିନ୍ନ ପ୍ରକାର ମାରଣାସ୍ତ୍ର ବି ଜବତ ହୋଇଛି । ପୁରୀ…

ମାଲକାନଗିରିରୁ ହନୁମାନ ପଇସା ରାକେଟର ପର୍ଦ୍ଦାଫାସ, ୩ ଗିରଫ

ମାଲକାନଗିରି: ହନୁମାନ ପଇସା ରାକେଟ୍‌ର ପର୍ଦ୍ଦାଫାସ୍‌ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡାରୁ ଗିରଫ ହୋଇଛନ୍ତି ୩ ଜଣ । ଚିତ୍ରକୋଣ୍ଡା ବଜାରରେ ଜଣଙ୍କ ଘରେ ଚଢ଼ାଉ ବେଳେ ବିପୁଳ ପରିମାଣର ହନୁମାନ ପଇସା, ରତ୍ନ ପଥର, ହରିଣ ଛାଲ ଓ ଡବଲ ବ୍ୟାରେଲ ବନ୍ଧୁକ ଜବତ କରିଛି ଚିତ୍ରତକୋଣ୍ଡା ଥାନା…

ହତ୍ୟା ପରେ ମୁଣ୍ଡକାଟ ମାମଲା: ଆଜି ଫୁଲେଶ୍ୱରୀ ବସ୍ତିରେ ସିନ ରିକ୍ରିଏଟ୍ କଲା ପୋଲିସ

ଭୁବନେଶ୍ୱର: ରାଜଧାନୀରେ ମହିଳାଙ୍କୁ ବିଭତ୍ସ ଭାବେ ହତ୍ୟା କରିବା ପରେ ମୁଣ୍ଡକାଟ କରି ଫୋପାଡିବା ଘଟଣାରେ ଆଜି ପୋଲିସ ସିନ୍ ରିକ୍ରିଏଟ ଆରମ୍ଭ ହୋଇଛି। ଦୁଇ ଅଭିଯୁକ୍ତ ସଞ୍ଜୟ ଦାସ ଓ ଚନ୍ଦୁଙ୍କୁ ନେଇ ତାତ୍ରପଡାର ଫୁଲେଶ୍ୱରୀ ବସ୍ତିରେ ସିନ ରିକ୍ରିଏଟ କରୁଛି । ଏହିଠାରେ କିପରି ହତ୍ୟାକାରୀ ମୃତ…

ଶ୍ରୀମନ୍ଦିର ଭିତର ବେଢ଼ା ଫଟୋ ଭାଇରାଲ ଘଟଣାରେ ସିଂହଦ୍ୱାର ଥାନାରେ ଏତଲା, ତଦନ୍ତ ଆରମ୍ଭ

ପୁରୀ: ଶ୍ରୀମନ୍ଦିର ଭିତର ବେଢ଼ାର ଫଟୋ ସୋସିଆଲ୍ ମିଡିଆରେ ଭାଇରାଲ୍ କରିବା ଘଟଣାକୁ ଗୁରୁତର ସହ ନେଇଛି ଶ୍ରୀମନ୍ଦିର ପ୍ରଶାସନ । ଏନେଇ ପୁରୀ ସିଂହଦ୍ୱାର ଥାନାରେ ଏତଲା ହୋଇଛି । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ । ମାମଲା ରୁଜୁ ପରେ ସୋସିଆଲ୍ ମିଡିଆରେ ଫଟୋ ଭାଇରାଲ୍…

କଟାମୁଣ୍ଡ ମାମଲାରେ ୩ ଦିନିଆ ରିମାଣ୍ଡରେ ୨ ଅଭିଯୁକ୍ତ

ଭୁବନେଶ୍ବର : ମହିଳାଙ୍କୁ ହତ୍ୟା ପରେ ମୁଣ୍ଡ କାଟିବା ମାମଲାରେ ୨ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇଛି ପୋଲିସ । ହତ୍ୟାକାରୀ ୨ ଅଭିଯୁକ୍ତଙ୍କୁ ୩ ଦିନିଆ ରମାଣ୍ଡରେ ନେଇଛି କମିଶନରେଟ ପୋଲିସ । ୨ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି ଜେଏମ୍ଏଫସି କୋର୍ଟ । ପୋଲିସ…

ଯାଜପୁରରୁ ହାତୀ ଦାନ୍ତ ଜବତ, ତିନି ଗିରଫ

ଯାଜପୁର: ସ୍ୱତନ୍ତ୍ର ଟାସ୍କ ଫୋର୍ସ (ଏସଟିଏଫ୍‌) ଆଜି କବାଟବନ୍ଧ ଛକନିକଟ ବ୍ରାହ୍ମଣୀ ବ୍ରିଜ ନିକଟରେ ଚଢଉ କରି ତିନିଟି ହାତୀ ଦାନ୍ତ ଜବତ କରିଛି । ଏଥି ସହ ତିନି ଜଣଙ୍କୁ ଗିରଫ କରିଛି । ଏମାନେ ହେଲେ କେନ୍ଦୁଝର ଭଗବାନପୁରର ପୀତବାସ ବାରିକ, ବଡ଼ବିଲର ଆନନ୍ଦ ମହାକୁଡ଼ ଓ ଯାଜପୁର କଣ୍ଟାବନ୍ଧର…