Latest Odisha News

BREAKING NEWS

Browsing Category

ଅପରାଧ

ସତ ଉଗାରିବ ବିବନ: ଆଜିଠୁ ଦୁଇ ଦିନିଆ ରିମାଣ୍ଡରେ ଯିବ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମର ମାଷ୍ଟରମାଇଣ୍ଡ

ଭୁବନେଶ୍ୱର: ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ବିବନର ଟିଆଇ ପରେଡ ସରିଛି । ଆଜିଠୁ ରିମାଣ୍ଡରେ ଯିବ ଅଭିଯୁକ୍ତ । ଆଜିଠୁ ବିବନକୁ ଦୁଇ ଦିନିଆ ରିମାଣ୍ଡରେ ନେବ ସିବିଆଇ । ଅଧିକ ତଥ୍ୟ ପ୍ରମାଣ ଯୋଗାଡ଼ କରିବ । ତା ମୁହଁରୁ ଘଟଣାର ସତ ବାହାର କରିବ ତଦନ୍ତକାରୀ ଟିମ୍ । କୁତ୍ସିତ…

ଇବ୍ ନଦୀ ପଠାରୁ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର

ସୁନ୍ଦରଗଡ଼: ଇବ୍ ନଦୀ ପଠାରୁ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର ହୋଇଛି । ବନ୍ଧପାଲି ନିକଟ ଇବ୍ ନଦୀ ପଠାରେ ମୃତଦେହର ବିଭିନ୍ନ କଟାଅଂଶ ଏଣେତେଣେ ପଡ଼ିଥିଲା । ସୁନ୍ଦରଗଡ଼ ସଦର ପୋଲିସ୍‌ ଖଣ୍ଡବିଖଣ୍ଡିତ ଅଂଶକୁ ଉଦ୍ଧାର କରି ତଦନ୍ତ ଚଳାଇଛି । ମୃତକଙ୍କ ପରିଚୟ ମିଳି ନଥିବା ବେଳେ କେହି ହତ୍ୟା…

ଟିଆଇ ପରେଡରେ ବିବନ ବିଶ୍ବାଳକୁ ଚିହ୍ନିଲେ ଅଞ୍ଜନା

ଭୁବନେଶ୍ବର : ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାରେ ଝାରପଡ଼ା ଜେଲ ପରିସରରେ ଶେଷ ହୋଇଛି ଟିଆଇ ପରେଡ୍‌ । ଟିଆଇ ପରେଡ୍‌ରେ ଅଭିଯୁକ୍ତ ବିବନକୁ ଚିହ୍ନଟ କରିଛନ୍ତି ପୀଡ଼ିତା ଅଞ୍ଜନା । ସେହିପରି ଘଟଣା ଦିନ ଗାଡ଼ି ଚଳାଇଥିବା ଡ୍ରାଇଭରକୁ ମଧ୍ୟ ଚିହ୍ନିଛନ୍ତି ଅଞ୍ଜନା ।…

ସ୍କୁଲରେ ୨ ଛାତ୍ର ମଧ୍ୟରେ ଗଣ୍ଡଗୋଳକୁ ନେଇ ଛୁରାମାଡ଼

ଭଞ୍ଜନଗର: ସ୍କୁଲରେ ୨ ଛାତ୍ର ମଧ୍ୟରେ ଗଣ୍ଡଗୋଳକୁ ନେଇ ଛୁରାମାଡ଼ ହୋଇଛି । ଫଳରେ ୧୦ମ ଶ୍ରେଣୀ ଛାତ୍ର ଅମିତ ନାୟକ ଗୁରୁତର ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଗାଙ୍ଗପୁର ଥାନା ବଡବୋରସିଙ୍ଗ ଗାଁ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗୁରୁତର ଛାତ୍ରଙ୍କୁ ଭଞ୍ଜନଗର…

ବିବନକୁ ଚିହ୍ନଟ କରିବେ ଅଞ୍ଜନା, ଆଉ କିଛି ସମୟ ପରେ ଝାରପଡ଼ା ଜେଲରେ ଟିଆଇ ପରେଡ୍

ଭୁବନେଶ୍ୱର: ୨୨ବର୍ଷ ପରେ ଗଣଦୁଷ୍କର୍ମର ମାଷ୍ଟରମାଇଣ୍ଡକୁ ଚିହ୍ନଟ କରିବେ ଅଞ୍ଜନା ମିଶ୍ର । ମୁଖ୍ୟ ଅଭିଯୁକ୍ତ ବିବନକୁ ଚିହ୍ନିବେ ଅଭିଯୋଗକାରିଣୀ । ଆଉ କିଛି ସମୟ ପରେ ଭୁବନେଶ୍ୱର ଝାରପଡ଼ା ଜେଲରେ ବିବନର ହେବ ଟିଆଇ ପରେଡ । ଏଥିପାଇଁ ଗତକାଲି ସିବିଆଇକୁ ଅନୁମତି ଦେଇଥିଲେ ସିବିଆଇ ସେସ୍ପାଲ୍…

ବନ୍ଧୁକ ମୁନରେ ଜଳେଶ୍ୱରର ଯୁବକ ପଣବନ୍ଦୀ

ସୋର: ୮ ଲକ୍ଷ ଟଙ୍କା ଦିଅ… ସ୍ୱାମୀକୁ ମୁକୁଳାଇ ନିଅ । ବାଲେଶ୍ୱର ଜିଲ୍ଲା ସୋର ଥାନା କେଶପୁର ଗାଁର ତାପସ ମହାନ୍ତିଙ୍କୁ କିଛି ଦୁର୍ବୃତ୍ତ ପଣବନ୍ଦୀ କରି ରଖି ୮ ଲକ୍ଷ ଟଙ୍କା ଦାବି କରିଛନ୍ତି । ଏନେଇ ଏକ ଭିଡିଓ ତାପସଙ୍କ ସ୍ତ୍ରୀ ସୁକାନ୍ତିଙ୍କ ମୋବାଇଲକୁ ପଠାଇଛନ୍ତି ଅପହରଣକାରୀ । ଭିଡିଓରେ…

ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ ଜବତ, ୪୦ରୁ ଅଧିକ ଗାଈ ଉଦ୍ଧାର

ଭଦ୍ରକ: ବେଆଇନ ଭାବେ ଚାଲାଣ ହେଉଥିବା ଗୋରୁ ବୋଝେଇ ୨ଟି ପିକଅପକୁ ଜବତ କରିଛି ଭଦ୍ରକ ଗ୍ରାମାଞ୍ଚଳ ପୋଲିସ । ୨ଟି ପିକଅପ ଗାଡ଼ିରେ ୪୦ରୁ ଉର୍ଦ୍ଧ୍ୱ ଗୋରୁଙ୍କୁ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ, ମଙ୍ଗଳବାର ଭୋର ସମୟରେ ୧୬ନଂ ଜାତୀୟ ରାଜପଥର ଚଣ୍ଡିଖୋଲ ଆଡୁ ଭଦ୍ରକକୁ…

୭ କୋଟି ୯୦ ଲକ୍ଷର ନକଲି ନୋଟ୍ ଜବତ, ୩ ଅଟକ

କୋରାପୁଟ: ପୋଲିସକୁ ବଡ଼ ସଫଳତା । ପଟାଙ୍ଗୀ ପୋଲିସ ସୁଙ୍କି ଆଉଟପୋଷ୍ଟ ନିକଟରୁ ୭ କୋଟି ୯୦ ଲକ୍ଷ ଟଙ୍କାର ନକଲି ନୋଟ୍ ଜବତ କରିଛି । ବିପୁଳ ପରିମାଣର ଜାଲ୍ ନୋଟ୍ ନେଇ ଏକ କାରରେ ୩ ଜଣ ଯାଉଥିବା ବେଳେ ପୋଲିସ ସେମାନଙ୍କୁ ଧରିଛି । ଏନେଇ ସୁନାବେଡ଼ା ଏସଡିପିଓ ସୂଚନା ଦେଇଛନ୍ତି । ସୂଚନା…

ସୁନା ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲା ଭଡ଼ାଟିଆ, ମିଠାରେ ନିଶା ଦେଇ ଲୁଟିନେଲା ୩୭ ଲକ୍ଷ

ମାଲକାନଗିରି: ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲା ଭଡ଼ାଟିଆ । ମିଠାରେ ନିଶା ଦେଇ ଭଡ଼ାଟିଆ ଜଣଙ୍କ ୩୫ ଲକ୍ଷ ଟଙ୍କାର ଗହଣା ଓ ନଗଦ ୨ ଲକ୍ଷ ଟଙ୍କାର ଲୁଟି ନେଇଛନ୍ତି । ମାଲକାନିଗିର ସହରର ବିବିଗୁଡ଼ାରେ ଏମିତି ଅଭିନବ ଉପାୟରେ ଲୁଟ୍ କରିଛନ୍ତି ଭଡ଼ାଟିଆ ଲୁଟେରା ଜଣଙ୍କ । ସୁନା…

ଜେଲରୁ ବେଲରେ ଆସି ହତ୍ୟାକାଣ୍ଡ, ପୀଡ଼ିତାଙ୍କ ପିତାଙ୍କୁ ଗୁଳି କରି ମାରିଦେଲା ଅଭିଯୁକ୍ତ

ହାଥରସ୍: ପୁଣି ଚର୍ଚ୍ଚାରେ ହାଥରସ୍ । ନାରୀ ନିର୍ଯାତନା ଅବା ଦୁଷ୍କର୍ମ ମାମଲାକୁ ନେଇ ଚର୍ଚ୍ଚାରେ ରହୁଥିବା ହାଥରସ୍ ପୁଣି ଟାଇମଲାଇନକୁ ଆସିଛି । ହାଥରସର ସସନି ଅଞ୍ଚଳରେ ଦୁଷ୍କର୍ମ ଅଭିଯୁକ୍ତ ପୀଡ଼ିତାଙ୍କ ପିତାଙ୍କୁ ଗୁଳି କରି ହତ୍ୟା କରିଛି । ହତ୍ୟା ଘଟଣାରେ ୪ ଜଣ ସମ୍ପୃକ୍ତ ଥିବାବେଳେ…