Latest Odisha News

BREAKING NEWS

Browsing Category

ଅପରାଧ

ଭିଜିଲାନ୍ସ ଜାଲରେ ନବରଙ୍ଗପୁର ସିଙ୍ଗିଶାରୀ ପଞ୍ଚାୟତ ଜିଆରଏସ୍

ଉମରକୋଟ: ଭିଜିଲାନ୍ସ ଜାଲରେ ପଞ୍ଚାୟତ ଜିଆରଏସ୍ । ନବରଙ୍ଗପୁର ସିଙ୍ଗିଶାରୀ ଜିଆରଏସ୍ ହିମାଂଶୁ ବାଘଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଚାଲିଛି । ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ଟିମ୍ ଏକାକାଳୀନ ରେଡ୍ ଜାରି ରଖିଛନ୍ତି । ବର୍ତ୍ତମାନ ସୁଦ୍ଧା…

ରାଉରକେଲାରୁ ସେକ୍ସ ରାକେଟ ଠାବ, ରାଣୀ ମହୁମାଛି ଗିରଫ

ରାଉରକେଲା: ସେକ୍ସ ରାକେଟ ଚାଲିଥିବା ବେଳେ ଚଢ଼ାଉ କଲା ପୋଲିସ। ରାଣୀ ମହୁମାଛି ସମେତ ୪ଜଣ ଗିରଫ। ରାଉରକେଲା ସେକ୍ଟର-୧୩ରେ ଚଢ଼ାଉ କରି ସେକ୍ସ ରାକେଟ ଠାବ କରିଛି ପୋଲିସ। A-୧୯୧ କ୍ୱାର୍ଟରରେ ଚଢ଼ାଉ କରି ଦୁଇ ମହିଳା ରାଣୀ ମହୁମାଛିଙ୍କୁ ଗିରଫ କରିଛି ସେକ୍ଟର-୧୫ ଥାନା ପୋଲିସ। ଗିରଫ ମହିଳା…

ନୟାଗଡ଼ ନାବାଳିକା ହତ୍ୟା ମାମଲା: ଚିଲଡ୍ରେନ କୋର୍ଟକୁ ମାମଲା ସ୍ଥାନାନ୍ତର କଲେ ଜୁଭେନାଇଲ ଜଷ୍ଟିସ ବୋର୍ଡ

ନୟାଗଡ଼: ବହୁଚର୍ଚ୍ଚିତ ଯଦୁପୁର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଚିଲଡ୍ରେନ କୋର୍ଟକୁ ମାମଲା ସ୍ଥାନାନ୍ତର। ଜୁଭେନାଇଲ ଜଷ୍ଟିସ ବୋର୍ଡରୁ ମାମଲାକୁ ସ୍ଥାନାନ୍ତର କରାଯାଇଛି। ପ୍ରିଲିମିନାରୀ ଆସେସମେଣ୍ଟ ଓ ସୋସିଆଲ ବ୍ଯାକଗ୍ରାଉଣ୍ଡ ଆଧାରରେ ମାମଲାକୁ ସ୍ଥାନାନ୍ତର କରାଯାଇଛି। ସଙ୍ଗୀନ…

ପୂର୍ବତନ ବ୍ଳକ୍ ଅଧ୍ୟକ୍ଷଙ୍କୁ ଗୁଳିମାରି ହତ୍ୟା 

ବ୍ରହ୍ମପୁର : ଚା’ ପିଉଥିବା ବେଳେ ପୂର୍ବତନ ବ୍ଳକ୍ ଅଧ୍ୟକ୍ଷଙ୍କୁ ଗୁଳି କରି ହତ୍ୟା । ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଳକ୍ ସୁମଣ୍ଡଳ ଗାଁରେ ଚାଞ୍ଚଲ୍ୟକର ଘଟଣା ଘଟିଛି । ପୂର୍ବତନ ବ୍ଲକ୍ ଅଧ୍ୟକ୍ଷ ଦେବରାଜ ସାହୁଙ୍କୁ ଗୁଳି କରି ହତ୍ୟା କରିଛନ୍ତି ଦୁର୍ବୃତ୍ତ ।  ସୂଚନା ଅନୁସାରେ, ଦେବରାଜ…

ଖଇର ଓ କୁଡଡୁ କାଠ ବୋଝେଇ ଟ୍ରକ୍ ଜବତ, ୨ ଜଣ ଗିରଫ 

ବଲାଙ୍ଗିର: ବେଆଇନ୍ ଚାଲାଣ ବେଳେ ବଲାଙ୍ଗିର ଜିଲ୍ଲା ସାଲେଭଟାରୁ ବିପୁଳ ପରିମାଣର ଖଇର ଓ କୁଡଡୁ କାଠ ବୋଝେଇ ଟ୍ରକ ଜବତ । ବନ ବିଭାଗ କାଠ ବୋଝେଇ ଟ୍ରକକୁ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଛି । ଦେଓଗାଁ ବ୍ଲକ ବନ୍ଧପଡ଼ା ଅଞ୍ଚଳରୁ ବେଆଇନ ଭାବରେ କାଠ ସମ୍ୱଲପୁରକୁ ଚାଲାଣ କରାଯାଉଥିଲା ।…

ଗଞ୍ଜାମ ବେଗୁନିଆପଡ଼ାର ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କୁ ଗୁଳି ମାରି ହତ୍ୟା

ଗଞ୍ଜାମ: ପୁଣି ଫୁଟିଲା ଗୁଳି । ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ାର ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କୁ ଗୁଳି ମାରି ହତ୍ୟା କରିଛନ୍ତି କିଛି ଦୁର୍ବୃତ୍ତ । ମୃତକ ହେଲେ ଦେବରାଜ ସାହୁ । ସୁମଣ୍ଡଳ ଛକରେ ଚା ପିଉଥିବା ବେଳେ ଦେବରାଜଙ୍କୁ ଗୁଳିମାଡ଼ ହୋଇଛି । ୩ ଜଣ ଦୁର୍ବୃତ୍ତ ଆସି ଗୁଳିମାଡ଼ କରି ଫେରାର୍…

ଲାଞ୍ଚ ନେଇ ତାଳଚେର ଉପଖଣ୍ଡ ଡାକ୍ତରଖାନାର ବରିଷ୍ଠ କିରାଣି ନିଲମ୍ବିତ

ଅନୁଗୋଳ: ଲାଞ୍ଚ ନେଇ ତାଳଚେର ଉପଖଣ୍ଡ ଡାକ୍ତରଖାନାର ବରିଷ୍ଠ କିରାଣି ନିଲମ୍ବିତ । ତାଙ୍କ ନାଁ ବିନୋଦ କୁମାର ବେହେରା । ତାଙ୍କ ନାମରେ ଚାକିରି ଦେବାକୁ କହି ୫ ହଜାର ଟଙ୍କାର ଦଲାଲି ‌ଅଭିଯୋଗ ହୋଇଥିଲା । ଚାକିରି ନେଇ ସେ ଡିଲ କରୁଥିବାର ଏକ ଅଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା ।…

ଲାଞ୍ଚ ନେବା ବେଳେ ଧରାପଡ଼ିଲେ ଅତିରିକ୍ତ ତହସିଲଦାର

ଢେଙ୍କାନାଳ: ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଅତିରିକ୍ତ ତହସିଲଦାର । ଢେଙ୍କାନାଳ ତହସିଲର ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ଦଳେଇ ଭିଜିଲାନ୍ସ ଜାଲରେ ପଡିଛନ୍ତି ।  ବେଆଇନ ପଥର ଖାଦାନରୁ ଟ୍ରକ ଛାଡ଼ି ଦେବା ପାଇଁ ୩୦ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଲାଞ୍ଚ…

ଭୁବନେଶ୍ୱରରୁ ୧୦୨ ଗ୍ରାମ ବ୍ରାଉନସୁଗର ଜବତ, ଜଣେ ମହିଳା ଗିରଫ

ଭୁବନେଶ୍ୱର: ରାଜଧାନୀରୁ ବିପୁଳ ପରିମାଣର ବ୍ରାଉନସୁଗର ଜବତ । ୧୦୨ ଗ୍ରାମ ବ୍ରାଉନସୁଗର ଜବତ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଏହି ମାମଲାରେ ଜଣେ ମହିଳାଙ୍କୁ ଗିରଫ କରାଯାଇଛି । ଜବତ ବ୍ରାଉନସୁଗର ମୂଲ୍ୟ ୧୦ଲକ୍ଷ ଟଙ୍କା ହେବ । ଗତକାଲି ଭୁବନେଶ୍ୱର ୟୁନିଟ୍ -୮ ଅଞ୍ଚଳରେ ଥିବା ନାରାୟଣ…

ପିତୃ ହନ୍ତା: ବାପାଙ୍କୁ ଶାବଳରେ ପିଟି ହତ୍ୟା କଲା ପୁଅ

ସୋନପୁର: ଜନ୍ମଦାତାଙ୍କୁ ହତ୍ୟା । ବାପାଙ୍କୁ ମାରି ପୋତି ଦେଲା ପୁଅ । ଏଭଳି ବର୍ବର ଓ ଅମାନବୀୟ କାଣ୍ଡ ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଅନ୍ତର୍ଗତ ପାଲା ଗାଁରେ । ମୃତକ ହେଲେ ମୁରଲୀ ତସା । ଅଭିଯୁକ୍ତ ପୁଅକୁ ଗିରଫ କରିଛି ପୋଲିସ । ଅଧିକ ଖୋଳତାଡ ଜାରି ରହିଛି । ମୁରଲୀ…