Latest Odisha News

BREAKING NEWS

Browsing Category

ଅପରାଧ

ବୀଭତ୍ସ ହତ୍ୟା: ପେଟ୍ରୋଲ ଢାଳି ଯୁବକଙ୍କୁ ଜିଅନ୍ତା ଜାଳିଦେଲେ

ଅନୁଗୋଳ: ବୀଭତ୍ସ, ଅମାନୁଷିକ ଓ ଲୋମଟାଙ୍କୁରା ହତ୍ୟାକାଣ୍ଡ। ଗାଁ ଦାଣ୍ଡରେ ଯୁବକଙ୍କୁ ଜିଅନ୍ତା ଜାଳିଦେଲେ ସମ୍ପର୍କୀୟ। ପେଟ୍ରୋଲ ଢାଳି ଦେହରେ ନିଆଁ ଲଗାଇ ଦେଲେ। ଏହି ବର୍ବରକାଣ୍ଡ ଅନୁଗୋଳ ଜିଲ୍ଲା ହଣ୍ଡପା ଥାନା ଅନ୍ତର୍ଗତ କଦଳିମୁଣ୍ଡା ଗାଁର କେନ୍ଦୁସାହିରେ। ମୃତକଙ୍କ ନାଁ ରାଜକିଶୋର…

ଭିଜିଲାନ୍ସ ଜାଲରେ ସୁପରଭାଇଜର

କଳାହାଣ୍ଡି: କଳାହାଣ୍ଡିର ଭବାନୀପାଟଣା ବ୍ଲକ୍ ଅନ୍ତର୍ଗତ କୁତ୍ରୁଖମାର ସେକ୍ଟରର ଆଇସିଡିଏସ ସୁପରଭାଇଜର ରାଧାମଣି ଦେଈ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ, ଭବାନୀପାଟଣା ବ୍ଲକ୍ ଅନ୍ତର୍ଗତ କୁତ୍ରୁଖମାର ସେକ୍ଟର ଅନ୍ତର୍ଗତ କୁରୁମଚୁଆଁ…

ଦେଢ଼ କୋଟି ଟଙ୍କାର ଗଞ୍ଜେଇ ଜବତ, ଟ୍ରକ ଛାଡ଼ି ପଳାଇଲେ ମାଫିଆ

ରାୟଗଡ଼ା: ଦେଢ଼ କୋଟି ଟଙ୍କାର ଗଞ୍ଜେଇ ଜବତ । ଟ୍ରକରେ ଭର୍ତ୍ତି ହୋଇ ଚାଲାଣ ହେଉଥିଲା । ଯାଞ୍ଚ ବେଳେ ଧରିଲା ଅବକାରୀ ବିଭାଗ । ରାୟଗଡ଼ା ଜିଲ୍ଲା ମୁକୁନ୍ଦପୁର ଘାଟିରେ ଟ୍ରକ୍‌ରୁ ଜବତ ହୋଇଛି ୧୬ଶହ ୨୨ କିଲୋଗ୍ରାମର ଗଞ୍ଜେଇ । ଯାହାର ମୂଲ୍ୟ ଦେଢ଼େ କୋଟି ଟଙ୍କା ହେବ । ୫୬ଟି ପ୍ୟାକେଟ କରି…

ନୟାଗଡ଼ ନାବାଳିକା ହତ୍ୟା ମାମଲା: ପୂର୍ଣ୍ଣାଙ୍ଗ ତଦନ୍ତ ରିପୋର୍ଟ ଦାଖଲ ପାଇଁ SITକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ବହୁଚର୍ଚ୍ଚିତ ନୟାଗଡ଼ ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା ଶୁଣାଣି ହୋଇଛି । ଆଜି ହାଇକୋର୍ଟରେ ମାମଲାର ଷ୍ଟାଟସ ରିପୋର୍ଟ ଦାଖଲ କଲାନି ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍- SIT । ଗତ ଡିସେମ୍ବର ୧୬ ତାରିଖରେ SIT ଦେଇଥିବା ଷ୍ଟାଟସ ରିପୋର୍ଟ ଖୋଲାଗଲା । ପୂର୍ଣ୍ଣାଙ୍ଗ ତଦନ୍ତ ରିପୋର୍ଟ…

ଗଳା କାଟି ବୀଭତ୍ସ ହତ୍ୟା, ମହିଳାଙ୍କ ମୃତଦେହ ଉଦ୍ଧାର

ଭଦ୍ରକ: ବୀଭତ୍ସ ଓ ଅମାନୁଷିକ ହତ୍ୟାକାଣ୍ଡ । ଗଳା କାଟି ମହିଳାଙ୍କୁ ନିର୍ମମ ହତ୍ୟା । ବାଉଶ ବୁଦା ମୂଳରେ ବେକ କଟା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଭଣ୍ଡରୀପୋଖରୀ ଥାନା ନୂଆପୋଖରୀ ଗାଁରେ । ମୃତକଙ୍କ ନାଁ ରାଧାରାଣୀ ମହାନ୍ତି ।…

ବୋମାମାଡ଼ କରି ଦୁର୍ବୃତ୍ତ ଲୁଟି ନେଲେ ଟଙ୍କା ଓ ସୁନା ଗହଣା

କଟକ: ବୋମାମାଡ଼ କରି ଦୁର୍ବୃତ୍ତ ଲୁଟି ନେଲେ ଟଙ୍କା ଓ ସୁନା ଗହଣା । ବିଳମ୍ବିତ ରାତିରେ ଡକାୟତ ଗ୍ୟାଙ୍ଗର ଉନ୍ମତ୍ତକାଣ୍ଡ । ଘର ଆଗରେ ବୋମାମାଡ଼ କରି ପ୍ରଥମେ ଲୋକଙ୍କୁ ଭୟଭୀତ କଲେ । ତାପରେ ଘରେ କଳାକନା ବୁଲାଇ ଦେଲେ ଲୁଟେରା । କଟକ ଜିଲ୍ଲା କାନପୁର ଥାନା ହରିପୁର ଗାଁରେ ଏଭଳି ଡକାୟତି…

ସମ୍ବଲପୁରରୁ ଜବତ ହେଲା ବିପୁଳ ପରିମାଣର କଫସିରଫ ଓ ନିଶା ଟାବଲେଟ; ୪ ଗିରଫ 

ସମ୍ବଲପୁର: ସମ୍ବଲପୁର ଜିଲ୍ଲାରୁ ଜବତ ହୋଇଛି ବିପୁଳ ପରିମାଣର କଫସିରଫ ଓ ନିଶା ଟାବଲେଟ। ଘଟଣାରେ ସମ୍ପୃକ୍ତି ଜଣାଇ ସମ୍ବଲପୁର ଟାଉନଥାନା ପୋଲିସ ୪ଜଣଙ୍କୁ ଗିରଫ କରିଥିବା ସୂଚନା। ମିଳିଥିବା ଖବର ଅନୁଯାୟୀ, ବ୍ୟାପକ ପରିମାଣର କପସିରଫ ଓ ନିଶା ଟେବଲେଟ ଜବତ କରିବା ସହ ସମ୍ବଲପୁର ଟାଉନଥାନା…

କଟକରୁ ୧୦.୫ କେଜି ଗଞ୍ଜେଇ ଜବତ, ୨ ଗିରଫ

କଟକ: ଗତକିଛି ଦିନ ହେଲା ଗଂଜେଇର ଚୋରାଚାଲାଣ ବଢିଯାଇଛି । କଟକରୁ ପୁଣି ୧୦ କେଜି ୫ଶହ ଗ୍ରାମ ଗଞ୍ଜେଇ ଜବତ କରିଛି ଚାଉଳିଆଗଞ୍ଜ ପୋଲିସ । ଏଥି ସହ ୨ ଜଣଙ୍କୁ ଗିରଫ କରାଯାଇଛି । ଏକ ଟ୍ରକରେ ଏହି ଗଞ୍ଜେଇ ଚାଲାଣ ହେଉଥିବା ବେଳେ ପୋଲିସ ପାଟ୍ରୋଲିଂ ବେଳେ ଏମାନଙ୍କୁ ଧରିଥିଲା । ଗିରଫ…

ପୁରୀରେ ଅପରାଧୀ ଗ୍ୟାଙ୍ଗର ପର୍ଦ୍ଦାଫାସ, ବିପୁଳ ପରିମାଣର ଚୋରା ସାମଗ୍ରୀ ଜବତ

ପୁରୀ : ବଳଙ୍ଗା ପୋଲିସକୁ ସଫଳତା । ଏକ ପେସାଦାର ଅପରାଧୀ ଗ୍ୟାଙ୍ଗକୁ ଗିରଫ କରିବାରେ ସପଳ ହୋଇଛି ପୋଲିସ ବିଭାଗ । ୩ ଜଣ ପେସାଦାର ଅପରାଧୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ସେମାନଙ୍କ ନିକଟରୁ ବିପୁଳ ପରିମାଣର ଚୋରା ସାମଗ୍ରୀ ଓ ନଗଦ ୬୬ ହଜାର ଟଙ୍କା ଜବତ କରାଯାଇଛି । କିଛି…

ଯୁବତୀଙ୍କୁ ହତ୍ୟା ଘଟଣାରେ ଦମ୍ପତ୍ତି ଗିରଫ

ଭଂଜନଗର: ଜଗନ୍ନାଥପ୍ରସାଦ ଗୋଷଣ୍ଡାପାଳରୁ ଗତ ଦୁଇ ତାରିଖରେ ମିଳିଥିବା ମୃତଦେହର ପତ୍ତା ମିଳିଛି । ତାଙ୍କୁ ଭୁବନେଶ୍ୱରରେ ହତ୍ୟା ପରେ ଗଂଜାମରେ ତାଙ୍କ ମୃତ ଦେହ ଫିଙ୍ଗାଯାଇଥିବା ଆଜି ପୋଲିସ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛି । ଏହି ଘଟଣାରେ ପୋଲିସ ଏକ ଦମ୍ପତ୍ତିଙ୍କୁ ଗିରଫ କରିଛି ।…