Latest Odisha News

BREAKING NEWS

Browsing Category

ଅପରାଧ

କାହିଁକି ପୁରୀଘାଟ ଥାନାରେ ପୁଣି ଏତଲା ଦେଲେ ବର୍ଷା ?

କଟକ: ଥମୁନି ବର୍ଷା-ଅନୁଭବ ବିବାଦ । ସାଂସଦ ଅନୁଭବ ମହାନ୍ତି ଓ ତାଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ବିବାଦ ତୁଟିବାର ନାଁ ଧରୁନି । ପୁଣି ଥରେ କଟକ ପୁରୀଘାଟ ଥାନାରେ ଏତଲା ଦେଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଭିଡିଓ ଭାଇରାଲ୍ କରି ତାଙ୍କୁ ବଦନାମ କରାଯାଉଥିବା…

ପ୍ରଧାନମନ୍ତ୍ରୀଙ୍କ ବାରଣାସୀ ଅଫିସ୍ ବିକ୍ରି ନେଇ olxରେ ବିଜ୍ଞାପନ, ୪ ଗିରଫ

ବାରଣାସୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାରଣାସୀ ଅଫିସ୍ ସାଢେ ୭ କୋଟିରେ ବିକ୍ରି ପାଇଁ olxରେ ଦିଆଯାଇଥିଲା ବିଜ୍ଞାପନ । ଏହା ପରେ ଆରମ୍ଭ ହୋଇଥିଲା ଚର୍ଚ୍ଚା । କ’ଣ ସତରେ ପ୍ରଧାନମନ୍ତ୍ରୀ ମୋଦି ବାରଣାସୀ ଅଫିସ୍ ବିକ୍ରି କରୁଛନ୍ତି ? olxରେ ବିଜ୍ଞାପନ ଦେଇ କ’ଣ ଅଫିସ୍ ବିକ୍ରି…

ଗ୍ୟାଙ୍ଗଷ୍ଟାର ରାଜା ଆଚାର୍ଯ୍ୟ ନାଁରେ ଲାଗିଲା ଏନଏସଏ

ଭୁବନେଶ୍ବର: ଗ୍ୟାଙ୍ଗଷ୍ଟାର ରାଜା ଆଚାର୍ଯ୍ୟ ନାଁରେ ଏନଏସଏ ବା ଜାତୀୟ ନିରାପତ୍ତା ଆଇନ ଲାଗୁ ହୋଇଛି । ଦାଦାବଟି ଆଦାୟ ଓ ସର୍ବସାଧାରଣରେ ଆତଙ୍କ ସୃଷ୍ଟି ପାଇଁ ଏନଏସଏ ଲାଗିଛି । ପୋଲିସ କମିଶନର ଏନଏସଏ ଲାଗୁ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏସିଡିଜେଏମ୍ କୋର୍ଟରେ ଜାମିନ ପାଇବାର କିଛି…

ଦଗାଦିଆ ଛାତ୍ରକୁ ଜେଲ ପଠାଇଲେ ପ୍ରେମିକା ଶିକ୍ଷୟତ୍ରୀ

ରାମପୁର(ଉ.ପ୍ର): ଗୁରୁ ଓ ଶିଷ୍ୟ ଭଳି ପବିତ୍ର ସଂପର୍କରେ ପଡିଲା କଳଙ୍କର ଛିଟା । ପବିତ୍ର ସଂପର୍କକୁ ପ୍ରେମ ସଂପର୍କରେ ପରିଣତ କରିଥିଲେ ଜଣେ ଛାତ୍ର ଓ ଶିକ୍ଷୟତ୍ରୀ । ହେଲେ ଶେଷରେ ଏହି ପ୍ରେମ କାହାଣୀର ପରିଣାମ ଛାତ୍ର ପାଇଁ କାଳ ସାଜିଛି । ତେବେ ଏକତରଫା ନୁହେଁ ବରଂ ଉଭୟଙ୍କ ମନରେ ଉଠିଥିଲା…

କିଏ ବିକୁଥିଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ?

ବାରଣାସୀ: ବିକ୍ରି ହେବ ବାରଣାସୀରେ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ । କିଛି ଏପରି ବିଜ୍ଞାପନ ଆଜି ଉତ୍ତରପ୍ରଦେଶରେ ହଟଚମଟ ସୃଷ୍ଟି କରିଥିଲା । ଅନ୍‌ଲାଇନ୍ ପ୍ଲାଟଫର୍ମ ଓଏଲଏକ୍ସରେ ମିନି ପିଏମ୍‌ଓ ବିକ୍ରି ହେବା ବିଜ୍ଞାପନ କେବଳ ସାଧାରଣ ଲୋକ ନୁହେଁ ବରଂ ପୋଲିସ ପ୍ରଶାସନକୁ ବି ଚକିତ…

ପ୍ରେମ ପ୍ରତାରଣା ଓ ବ୍ଲାକ ମେଲିଂ ଅଭିଯୋଗରେ ପୋଲିସ ଅଧିକାରୀ ଗିରଫ

କେସିଙ୍ଗା: ପୋଲିସକୁ ଗରିଫ କଲା ପୋଲିସ । ଜଣେ ବିବାହିତା ମହିଳା କନଷ୍ଟେବଳଙ୍କୁ ପ୍ରେମ ପ୍ରତାରଣା ଓ ବ୍ଲାକ ମେଲିଂ ଅଭିଯୋଗରେ ମାଲକାନଗିରି ଏସଡିଏସପି ଅକ୍ଷୟ କୁମାର ନାୟକ ଗିରଫଙ୍କୁ ଗିରଫ କରିଛି କେସିଙ୍ଗା ପୋଲିସ । ମିଳିଥିବା ସୂଚନା ଅନୁସାରେ, ଅକ୍ଷୟ କେସିଙ୍ଗା ଥାନାରେ ଏସଡିପିଓ…

ବ୍ରହ୍ମପୁରର ସୁନା ଦୋକାନରେ କଳା କନା ବୁଲାଇଲେ ଚୋର

ବ୍ରହ୍ମପୁର: ରେଶମ ସହର ବ୍ର୍‌ହ୍ମପୁରରେ ମାତିଛନ୍ତି ଚୋର । ଗତ ରାତିରେ ବଡ ବଜାରର ଏକ ଦୋକାନରୁ ୪୦ ଭରି ସୁନା ଚୋରି ନେବା ସହିତ ୧ ଲକ୍ଷ ୪୦ ହଜାର ଟଙ୍କା ମଧ୍ୟ ନେଇ ଯାଇଛନ୍ତି । ବ୍ରହ୍ମପୁରର ପ୍ରମୁଖ ବ୍ୟବସାୟ ପେଣ୍ଠସ୍ଥଳୀ ବଡ ବଜାରରେ ଥିବା କେଶବ ଜ୍ୱେଲର୍ସରେ କଳା କନା ବୁଲାଇଛନ୍ତି…

କମିଶନରେଟ୍ ପୋଲିସର ରିମାଣ୍ଡରେ ଆକାଶ ପାଠକ

ଭୁବନେଶ୍ୱର: ସ୍କାଏକିଂ ଟୁରସ୍ ଆଣ୍ଡ ଟ୍ରାଭେଲ୍ସ ଜାଲିଆତି ମାମଲାରେ ପଚରାଉଚରା ପାଇଁ ଆକାଶ ପାଠକଙ୍କୁ ଗୁରୁବାର ଦିନ ରିମାଣ୍ଡରେ ନେଇଛି କମିଶନରେଟ୍ ପୋଲିସ। ଗଣମାଧ୍ୟମକୁ ସୂଚନା ଦେଇ ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ କହିଛନ୍ତି ଯେ ଖାରବେଳ ନଗର ଥାନା ଅତିରିକ୍ତ ଡିସିପି, ଏସିପି ଏବଂ…

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀ ସର୍ବେଶ୍ୱର ରାଓ ଗିରଫ

ଭୁବନେଶ୍ୱର: ଚାକିରୀ ଦେବା ନାଁ ରେ ଠକେଇ ଅଭିଯୋଗରେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀ ସର୍ବେଶ୍ୱର ରାଓଙ୍କୁ ଆଜି ଗିରଫ କରିଛି କ୍ରାଇମ୍ଇବ୍ରାଞ୍ଚ ଏସ୍ଆଇଟି । ଗତକାଲି ତାଙ୍କୁ ହେପାଜତକୁ ନେଇ ଜେରା ପରେ ଆଜି ଗିରଫ କରଯାଇଛି । ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ…

ଗଧ ମଳରେ ପ୍ରସ୍ତୁତ ହେଉଥିଲା ମସଲା

ଆଗ୍ରା(ଉ.ପ୍ର): ଘରେଘରେ ଖାଦ୍ୟ ପ୍ରସ୍ତୁତି ପାଇଁ ବ୍ୟବହାର ହୁଏ ବିଭିନ୍ନ ମସଲା । ଏହି ସମସ୍ତ ମସଲାରୁ ବ୍ୟଂଜନକୁ ମିଳେ ଭିନ୍ନ ପରିଚୟ । ଏଥିପାଇଁ ଅନେକ ଲୋକ ବଜାରରୁ ରେଡି ମେଡ୍ ମସଲା କିମ୍ବା ଗୋଟା ମସଲା ଆଣି ଘରେ ପ୍ରସ୍ତୁତ କରିଥାନ୍ତି । ହେଲେ ରେଡି ମେଡ୍ ମସଲାର ଗୁଣବତ୍ତାକୁ ନେଇ ବେଶ…