Latest Odisha News

BREAKING NEWS

Browsing Category

ଅପରାଧ

ଗୋଷ୍ଠୀ ସଂଘର୍ଷର କରୁଣ ପରିଣତି; ଯୁବକଙ୍କୁ ପିଟି ପିଟି ହତ୍ୟା ଅଭିଯୋଗ

ସମ୍ବଲପୁର: ସମ୍ବଲପୁର ଜିଲ୍ଲାରେ ମଙ୍ଗଳବାର ବିଳମ୍ବିତ ସଂଧ୍ୟାରେ ଘଟିଛି ଏକ ଅଭାବନୀୟ ଘଟଣା। ସନ୍ଧ୍ୟା ପ୍ରାୟ ସାଢ଼େ ୮ଟା ସମୟ ମଧ୍ୟରେ ଧନୁପାଲି ଥାନା ଅଞ୍ଚଳ ସାକ୍ଷୀପଡା ସ୍ଥିତ ହନୁମାନ ମନ୍ଦିର ନିକଟରେ ସଂଘବଦ୍ଧ ଆକ୍ରମଣରେ ଯାଇଛି ଜଣେ ଯୁବକଙ୍କ ଜୀବନ। ଯୁବକଙ୍କୁ ପିଟିପିଟି ମାରିଦେଇଥିବା…

ଯାଜପୁରରୁ ଜବତ ହେଲା ବାଲେଶ୍ଵରର ହାତୀ ଦାନ୍ତ ଓ ହରିଣ ଶିଙ୍ଗ ; ୨ ଅଟକ

ଯାଜପୁର: ଯାଜପୁର ଜିଲ୍ଲା ଯାଜପୁର ରୋଡ଼ ଥାନା ଭିକିପୁର ନିକଟ ସଂରକ୍ଷିତ ଜଙ୍ଗଲରୁ ଗୋଟିଏ ହାତୀ ଦାନ୍ତ, ୫ ଟି ହରିଣ ସିଙ୍ଗ ଓ ଗୋଟିଏ ଜୀବନ୍ତ ବହୁରୂପୀ ଏଣ୍ଡୁଅ ଜବତ କରିଛି ବନବିଭାଗ। ଏଥିସହିତ ଏହି ଘଟଣାରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ ଅଟକ ରଖାଯାଇଛି । ସୂଚନା ମୁତାବକ ବାଲେଶ୍ଵର ଜିଲ୍ଲା…

ନୟାଗଡରୁ ନିଖୋଜ ତିନି ବର୍ଷର ଶିଶୁ ସ୍ୱାତୀର ମୃତଦେହ ମିଳିଲା

ନୟାଗଡ଼: ଗତ ଚାରି ଦିନ ହେଲା ନିଖୋଜ ଥିବା ନୟାଗଡ଼ ଜିଲ୍ଲା ବଧିପାଟଣା ଗାଁର ୩ ବର୍ଷର ଝିଅ ସ୍ୱାତୀର ମୃତଦେହ ଗାଁ ପୋଖରୀରୁ ମିଳିଛି ।ଏହାକୁ ନେଇ ସ୍ୱାତୀଙ୍କ ପରିବାର ତଥା ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।  ସୂଚନାଥାଉ କି, ଗତ ଶୁକ୍ରବାର ଦିନ ବେଳେ ଗାଁ ଦାଣ୍ଡରୁ ନିଖୋଜ ହୋଇ…

ନିଖୋଜର ପାଞ୍ଚ ଦିନ ପରେ ପୋଖରୀରୁ ମିଳିଲା ୩ବର୍ଷ ଶିଶୁ କନ୍ୟାର ମୃତଦେହ

ନୟାଗଡ଼: ପାଞ୍ଚ ଦିନ ପରେ ମିଳିଲା ନିଖୋଜ ଶିଶୁ କନ୍ୟାର ମୃତଦେହ । ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ବଧିପାଟଣା ଗାଁର ନିଖୋଜ ୩ବର୍ଷର ଝିଅର ମୃତଦେହ ଗାଁ ପୋଖରୀରୁ ଉଦ୍ଧାର ହୋଇଛି । ମୃତକ ହେଲେ ସଞ୍ଜୟ କୁମାର ସାହୁଙ୍କ ଝିଅ ହରପ୍ରିୟା ସାହୁ (ସ୍ୱାତୀ) । ଗତ ଶୁକ୍ରବାର ଦିନ ବାରିପଟେ ଖେଳୁଥିବା…

ରିମାଣ୍ଡରେ ଗଲେ ପ୍ରଦୀପ ପାଣିଗ୍ରାହୀ, ଆକାଶଙ୍କ ସହ ହୋଇପାରେ ମୁହାଁମୁହିଁ ଜେରା

ଭୁବନେଶ୍ୱର: ଦୁଇ ଦିନିଆ କ୍ରାଇମବ୍ରାଞ୍ଚ ରିମାଣ୍ଡରେ ଗଲେ ବିଧାୟକ ପ୍ରଦୀପ ପାଣିଗ୍ରହୀ । ଜେରା ପାଇଁ ତାଙ୍କୁ ଝାରପଡ଼ା ଜେଲରୁ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟକୁ ନିଆଯାଇଛି । ରିମାଣ୍ଡରେ ନେବାକୁ ଅନୁମତି ଦେଇଥିଲେ ଭୁବନେଶ୍ୱର ଏସଡିଜେଏମ୍ କୋର୍ଟ । ଟାଟାରେ ଚାକିରି ନାଁରେ ଠକେଇ ମାମଲାରେ…

ପାନ ଦୋକାନୀ ନାଁରେ ଶହେ କୋଟିର ଜିଏସଟି ଠକେଇ

ରାଉରକେଲା: ପୁଣି ରାଉରକେଲାରୁ ସାମନାକୁ ଆସିଛି ବଡ଼ ଧରଣର ଜିଏସଟି ଠକେଇ। ଜଣେ ପାନ ଦୋକାନୀଙ୍କ ନାଣରେ ଶହେ କୋଟିରୁ ଅଧିକ ଟଙ୍କାର ଜିଏସଟି ଠକେଇ ଅଭିଯୋଗ ଆସିଛି । ରାଉରକେଲା କୋଏଲନଗରର ଜଣେ ପାନ ଦୋକାନୀ କାର୍ତ୍ତିକ କମିଲାଙ୍କୁ ପାଖକୁ ଆସିଛି ୧୦୯ କୋଟି ଟଙ୍କା ଜିଏସଟି ଠକେଇ ନୋଟିସ। ପାନ…

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଦୁଇ ଦିନ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ, ଅନୁମତି ଦେଲେ କୋର୍ଟ

ଭୁବନେଶ୍ୱର: ଖୋଲିବ ଟାଟାରେ ଚାକିରି ନାଁରେ ଠକେଇର ଗୁମର । ଆକାଶ ପାଠକଙ୍କ ପରେ ତାଙ୍କର ଭାବି ଶ୍ୱଶୁର ତଥା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । ୨ ଦିନିଆ ରିମାଣ୍ଡରେ ଯିବେ ପ୍ରଦୀପ ପାଣିଗ୍ରାହୀ । ଏଥିପାଇଁ ଭୁବନେଶ୍ୱର ଏସଡିଜେଏମ୍ କୋର୍ଟ…

ସରକାରୀ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ପାରଳାଖେମୁଣ୍ଡି: ଭିଜିଲାନ୍ସ ଜାଲରେ ସରକାରୀ ଶିକ୍ଷକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଜପତି ଜିଲ୍ଲାର ଜଣେ ସରକାରୀ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି । ସେ ହେଉଛନ୍ତି ଏ.ଏସ୍‌ ରାଉତପୁର ଜଙ୍ଗଲପାଡୁ ଗାଁର ଶିକ୍ଷକ ଦୁଷ୍ମନ୍ତ ନାୟକ । ଆଜି ସକାଳୁ ଏକକାଳୀନ ୧୨ଟି…

ସାମାନ୍ୟ କଥାରୁ ଭଉଣୀକୁ ଗୁଳି କରି ହତ୍ୟା କଲା ଭାଇ

ମିରଟ୍: ଉତ୍ତରପ୍ରଦେଶର ମିରଟ ସହରରେ ଘଟିଛି ଏକ ଆଶ୍ଚର୍ଯ୍ୟ କଲା ଭଳି ଘଟଣା। ସ୍ଥାନୀୟ ଅଞ୍ଚଳରେ ଜଣେ ଭାଇ ନିଜ ଭଉଣୀକୁ ଗୁଳି କରି ହତ୍ୟା କରିଛି। ଭଉଣୀକୁ ହତ୍ୟା ପରେ ଭାଇ ପୋଲିସ ପାଖରେ ଆତ୍ମସମର୍ପଣ କରିଛି ଭାଇ। ସୂଚନାନୁସାରେ, ମିରଟର ଗଙ୍ଗାନଗର ସ୍ଥିତ କୈଳାସ ବାଟିକାରେ ରହୁଥିବା ଭାଇ…

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ୬ଟି ସ୍ଥାନରେ ଏକକାଳୀନ ରେଡ୍

ସୁନ୍ଦରଗଡ଼: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀ । ସୁନ୍ଦରଗଡ଼ ଜନସ୍ଵାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ତାଙ୍କ ନାଁ ନାରାୟଣ ପ୍ରଧାନ । ଆଜି ସକାଳୁ ଭିଜିଲାନ୍ସ ଟିମ୍ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ ଜାରି ରଖିଛନ୍ତି । ନାରାୟଣ…