Latest Odisha News

BREAKING NEWS

Browsing Category

ଅପରାଧ

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଆରଆଇ

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ତହସିଲ ଅନ୍ତର୍ଗତ ବରଡିଆ ରେଭିନ୍ୟୁ ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆରଆଇ) ଅନିତା ତରାଇ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ, ଜିଲ୍ଲାର ଗୁଆଲିଗାଁର ସବିତା ମଲ୍ଲିକଙ୍କ ଅଭିଯୋଗ ପରେ…

କଣ୍ଟାବାଞ୍ଜିରେ ନାବାଳିକାକୁ ଅପହରଣ ସହ ଦୁଷ୍କର୍ମ ଅଭିଯୋଗ, ଜଣେ ଗିରଫ

ବଲାଙ୍ଗିର : କଣ୍ଟାବାଞ୍ଜି ଅଞ୍ଚଳରେ ଜଣେ ଆଦିବାସୀ ନାବାଳିକାକୁ ଅପହରଣ ସହ ଦୁଷ୍କର୍ମ ଅଭିଯୋଗ ହୋଇଛି । ଏହି ଘଟଣାରେ ପୋଲିସ ଜଣଙ୍କୁ ଗିରଫ କରିଛି ।  ଗିରଫ ବ୍ୟକ୍ତିଙ୍କ ନାଁ ଶୁକମଣି ଚିରାଗୁନ ଓ ଘର ମୁରିବାହାଲ ଥାନା ସୁକୁନିପଦର ଗାଁର । ସୂଚନାଅନୁଯାୟୀ, ଶୁକମଣି କଣ୍ଟାବାଞ୍ଜି ଅଞ୍ଚଳରୁ…

ଅନୈତିକ ସମ୍ପର୍କ ଦେଖିଦେଲା ବୋଲି ମାରିଦେଲେ…

ବାଲେଶ୍ୱର: ବାଲିଆପାଳରେ ନାବାଳିକା ମୃତ୍ୟୁ ଘଟଣାର ଚାଂଚଲ୍ୟକର ଖୁଲାସା ହୋଇଛି । ପଡିଶା ଘର ଯୁବକ ଓ ତାଙ୍କ ଭାଉଜଙ୍କ ମଧ୍ୟରେ ଥିବା ଅନୈତିକ ସମ୍ପର୍କ ଦେଖିଦେବାରୁ ୭ ବର୍ଷର ଏହି କୁନି ଝିଅକୁ ହତ୍ୟା କରାଯାଇଥିବା ବସ୍ତା ଏସଡିପିଓ କହିଛନ୍ତି । ଆଜି ସକାଳେ ନାବାଳିକାର ମୃତଦେହ ପୋଖରୀରୁ…

ପରୀ ମୃତ୍ୟୁ ଓ ରାଜ୍ୟରେ ଶିଶୁ ନିଖୋଜ ଘଟଣାରେ ବିଜେପି ଓ କଂଗ୍ରେସର ବିକ୍ଷୋଭ

ଭୁବନେଶ୍ୱର: ନୟାଗଡ଼ ପରୀ ହତ୍ୟା ଓ ରାଜ୍ୟରେ ଶିଶୁ ନିଖୋଜ ଘଟଣାରେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଫିସ ଘେରିଲେ ବିଜେପି ମହିଳା ମୋର୍ଚ୍ଚା କର୍ମୀ । ଅଫିସ ଭିତରେ ଧସେଇ ପଶିବାକୁ ଉଦ୍ୟମ କରିଥିଲେ । ସେମାନଙ୍କୁ ପୋଲିସ ବାଧା ଦେଇଥିଲା । ଏତିକିବେଳେ ପୋଲିସ ସହ ବିକ୍ଷୋଭକାରୀଙ୍କ ମଧ୍ୟରେ…

ଭୁବନେଶ୍ୱର ଇନଫୋସିଟି ନାବାଳିକା ଗଣଦୁଷର୍ମ ମାମଲା: କ୍ରାଇମବ୍ରାଞ୍ଚ ହେପାଜତରେ ୪ ଅଭିଯୁକ୍ତ

ଭୁବନେଶ୍ୱର: ଇନଫୋସିଟି ନାବାଳିକା ଗଣଦୁଷ୍କର୍ମ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ । ଏଫଆଇଆରରେ ନାଁ ଥିବା ୪ ଅଭିଯୁକ୍ତଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଗତକାଲି ରାତିରେ ସେମାନଙ୍କୁ ଉଠାଇ ନେଇଥିଲା । ସେମାନେ ହେଲେ ଓଟିଭି କର୍ମଚାରୀ ଅନିରୁଦ୍ଧ ପଣ୍ଡା, କୃଷ୍ଣଚନ୍ଦ୍ର ବେହେରା ଏବଂ ଦୁଇ…

ନିଖୋଜର ତିନି ଦିନ ପରେ ବାଳିଆପାଳ ଅଞ୍ଚଳ ନାବାଳିକାଙ୍କ ମୃତଦେହ ଉଦ୍ଧାର

ବାଲେଶ୍ୱର: ବାଲିଆପାଳ ଥାନା ଅଞ୍ଚଳରୁ ନିଖୋଜ ନାବାଳିକାର ମୃତଦେହ ଉଦ୍ଧାର ହୋଇଛି । ସୁନ୍ଦରକୋଇଲି ଗାଁର ଏକ ପୋଖରୀ ହୁଡ଼ାରୁ ନାବାଳିକାର ମୃତଦେହ ଉଦ୍ଧାର ହୋଇଛି । ମୃତକଙ୍କ ବୟସ ୭ ବର୍ଷ ହେବ । ଗତ ଶୁକ୍ରବାରଠାରୁ ସେ ନିଖୋଜ ଥିଲେ । ବହୁ ଖୋଜାଖୋଜି ପରେ ଝିଅକୁ ନପାଇବାରୁ ପରିବାର ଲୋକେ…

ପିଲାଚୋର ସନ୍ଦେହରେ ଯୁବକଙ୍କୁ ନିର୍ଧୁମ ମାଡ଼; ଉଦ୍ଧାର କଲା ପୋଲିସ

ଢେଙ୍କାନାଳ: ଗତ କିଛିଦିନ ହେବ ରାଜ୍ୟରେ ପିଲା ଚୋରି ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି।ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଏକ ଭୟ ଖେଳି ଯାଇଛି। ତେବେ ଢେଙ୍କାନାଳରେ ପିଲା ଚୋରି କରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ନିର୍ଧୁମ ପିଟିଛନ୍ତି ଲୋକେ। ସୂଚନା ଅନୁଯାୟୀ ଢେଙ୍କାନାଳ ସହରର ମିନା ବଜାର…

ମାଆ ନା ପିଶାଚିନୀ ? ପୁଅକୁ ହତ୍ୟା କରି କର୍ପୂର ଓ ଘିଅରେ ଭାଜିଲା

କୋଲକାତା: କଥାରେ ଅଛି ମାଆ ହେଉଛି ପ୍ରଥମ ଭଗବାନ । ପୁତ୍ର କିମ୍ବା କନ୍ୟାସନ୍ତାନର ପ୍ରଥମ ରକ୍ଷକ । ହେଲେ ସେହି ରକ୍ଷକ ଯଦି ସାଜେ ଭକ୍ଷକ । ତେବେ କ'ଣ କରିବେ ଆପଣ ? ମାଆ ଭଳି ପବିତ୍ର ଶବ୍ଦକୁ ଅବିଶ୍ୱାସ କରିବେ ନା ଘଟଣାର ସତ୍ୟାସତ୍ୟ ଜାଣିବା ପରେ ତର୍ଜମା କରିବେ । କୋଲକାତାରେ ଏମିତି ଏକ…

ଟିଆରପି ସ୍କାମ୍: ରିପବ୍ଲିକ୍ ମିଡିଆ ନେଟୱାର୍କର ସିଇଓ ଗିରଫ

ମୁମ୍ବାଇ: ଟିଆରପି ସ୍କାମ୍ ମାମଲାରେ ରିପବ୍ଲିକ୍ ମିଡିଆ ନେଟୱାର୍କର ସିଇଓ ବିକାଶ ଖାନଚାନ୍ଦାନୀଙ୍କୁ ରବିବାର ଦିନ ମୁମ୍ବାଇ ପୋଲିସ ଗିରଫ କରିଛି। ସୂଚନା ଅନୁଯାୟୀ ଏହି ମିଡିଆ ନେଟୱର୍କ ବିରୋଧରେ ଟିଆରପି ସ୍କାମ ମାମଲା ରୁଜୁ ହେବା ପରେ ଅନେକ ପୋଲିସ ରାଡାରକୁ ଆସୁଥିବା ନଜରକୁ ଆସୁଛି।…

ରାଜଧାନୀର ବିଭିନ୍ନ ବାରରେ ଅତର୍କିତ ରେଡ୍: ୪ଟି ବାର ସିଲ, ଫାଇନ୍ ଆଦାୟ

ଭୁବନେଶ୍ୱର: ଆକ୍ସନ ମୁଡରେ କମିଶରେଟ ପୋଲିସ । ରାଜଧାନୀର ବିଭିନ୍ନ ବାରରେ ରାତି ଅଧିଆ ରେଡ୍ । ଗତକାଲି ରାତିରେ ଅଚାନକ ଚଢ଼ାଉ କରିଛି କମିଶନରେଟ ପୋଲିସ । କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ ୪ଟି ବାରକୁ ସିଲ୍ କରାଯାଇଛି । କଟକ ରୋଡରେ ଥିବା ସ୍ୱାଗତ ଓ ମହାନ୍ତି ବାର ଏବଂ ଖାରବେଳନଗର ଥାନା…