Latest Odisha News

BREAKING NEWS

Browsing Category

ଅପରାଧ

ପୁରୀ: ମରଣାନ୍ତକ ଆକ୍ରମଣ ଘଟଣା, ନାବାଳକ ସମେତ ୩ ଗିରଫ

ପୁରୀ: ପୁରୀ ବାସେଳୀ ସାହି ଥାନା ଗୋଖା ସାହିର ବାସିନ୍ଦା ବିଜୟ କୁମାର ପଣ୍ଡା ଙ୍କୁ ମରଣାନ୍ତକ ଆକ୍ରମଣ ମାମଲାରେ ପୋଲିସକୁ ମିଳିଛି ସଫଳତା। ଏହି ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି। ସୂଚନାନୁସାରେ ଏହି ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ନାବାଳକ ରହିଛନ୍ତି। ସମ୍ପୃକ୍ତ…

ପଣ୍ଡ ହେଲା ଏଟିଏମ୍ ଲୁଟ୍ ଯୋଜନା; ୫ ଗିରଫ

ପୁରୀ: ଏଟିଏମ୍ ଲୁଟ୍ ଯୋଜନା ପଣ୍ଡ କଲା ପୋଲିସ। ପୁରୀ ବାସେଳୀ ସାହି ଥାନା ପୋଲିସ ଏଟିଏମ ଲୁଟ ଯୋଜନାକୁ ପଣ୍ଡ କରିବା ସହ ୫ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ମାନେ ହେଉଛନ୍ତି ସୁଦର୍ଶନ ନଗରର ରାଜା ଓରଫ ରାଜେଶ ବାରିକ, ଭୁଦାନ ନଗରର ରବି ସୁବୁଦ୍ଧି, ମୁନା ଓରଫ ମହେନ୍ଦ୍ର ସାହୁ,…

ବ୍ରହ୍ମପୁରରୁ ୧୯ ଚୋରା ବାଇକ ଜବତ, ୧୦ ଗିରଫ

ବ୍ରହ୍ମପୁର: ହିଞ୍ଜିଳି ପୋଲିସ ଟିଭିଏସ, ହୋଣ୍ଡା, ହିରୋ ହୋଣ୍ଡା, ୟାମାହା, କିନେଟିକ୍ ଏବଂ ପଲସର ସମେତ ୧୯ଟି ବାଇକ ଜବତ କରିଛି । ଏହି ଘଟଣାରେ ସମ୍ପୃକ୍ତି ନେଇ ବୁରୁପଡା ଗାଁର ମିତୁ ଦଳେଇଙ୍କ ସହ ୯ ଜଣଙ୍କୁ ଗିରଫ କରାଯାଇଛି। ସୂଚନା ଅନୁଯାୟୀ ଡିସେମ୍ବର ୧୧ରେ ଖଣ୍ଡରା ଛକ ନିକଟରେ ଗାଡ଼ି…

ଆଫ୍ରିକାରେ ଘର, ମୁମ୍ବାଇକୁ ବନାଇଥିଲେ ଡ୍ରଗ୍ସର ଗନ୍ତାଘର

ମୁମ୍ବାଇ: ଘର ପୂର୍ବ ଆଫ୍ରିକା । ହେଲେ ରହୁଥିଲେ ମୁମ୍ବାଇରେ । ଏପରିକି ହିନ୍ଦୀ ଭାଷା ବି ଶିଖିଥିଲେ । ବିବାହ ବି ଭାରତୀୟଙ୍କୁ କରିଥିଲେ । ହେଲେ ତାଙ୍କ କାରନାମା କିନ୍ତୁ ମୁମ୍ବାଇ ପୋଲିସକୁ ଚକିତ କରିଥିଲା । ଖାସ ତାଙ୍କ ବ୍ୟବସାୟ ମୁମ୍ବାଇ କ୍ରାଇମବ୍ରାଂଚର ଦୃଷ୍ଟି ଆକର୍ଷଣ କରିଥିଲା ।…

କ୍ରାଇମବ୍ରାଞ୍ଚର ଖୁଲ୍ଲାସା: ଟାଟା ଏମଡି କହି ଠକିଛନ୍ତି ଜୁନିୟର ପାଠକ, ଚାକିରି ଆଶାୟୀଙ୍କଠାରୁ ନେଇଛନ୍ତି ପୁଳା ପୁଳା…

ଭୁବନେଶ୍ୱର: ଟାଟା ଏମଡି କହି ଲୋକଙ୍କୁ ଠକିଛନ୍ତି ଆକାଶ ପାଠକ । ଚାକିରି କରାଇ ଦେବାକୁ କହି ଆଶାୟୀଙ୍କଠାରୁ ପୁଳା ପୁଳା ଟଙ୍କା ନେଇଛନ୍ତି । ଜୁନିୟର ପାଠକଙ୍କ କାରସାଦିର କାରନାମା ସମ୍ପର୍କରେ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ । ଟାଟା ମୋଟର୍ସରେ ଚାକିରି…

ପୁରୀ ବାସେଳି ସାହି ଥାନା ଅଞ୍ଚଳରେ ଯୁବକଙ୍କୁ ଛୁରା ମାଡ଼ ଘଟଣାରେ ଦୁଇ ଅଭିଯୁକ୍ତ ଗିରଫ

ପୁରୀ: ବାସେଳି ସାହି ଥାନା ବାଲି ସ୍କୁଲ ନିକଟରେ ହୋଇଥିବା ଛୁରା ମାଡ଼ ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଏମାନେ ହେଲେ ବାସେଳି ସାହି ଥାନା ଜଗନ୍ନାଥ ବସ୍ତିର ଜଗନ୍ନାଥ ସ୍ୱାଇଁ ଓ ଲୋକନାଥ ରୋଡ୍ ଅଞ୍ଚଳର ଲୋକନାଥ ମିଶ୍ର । ଭାଗ୍ୟଧର ହରିଚନ୍ଦନଙ୍କ ପତ୍ନୀ ଗୀତାଞ୍ଜଳିଙ୍କ…

ଯାଜପୁର ପୋଲିସ କବ୍ଜାରେ ଲୁଟେରା ଗ୍ୟାଙ୍ଗ

ଯାଜପୁର : ପୋଲିସ କବ୍ଜାରେ ଲୁଟେରା ଗ୍ୟାଙ୍ଗ। ରାଜପଥରେ ଲୁଟପାଟ କରୁଥିବା ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଯାଜପୁର ଜିଲ୍ଲା ଟମକା ପୋଲିସ। ଗତ ୯ ତାରିଖରେ ସ୍ଥାନୀୟ ଗୌଡବାହାଳି ଛକ ନିକଟରେ ବାଇକରେ ଯାଉଥିବା ଏକ ଦମ୍ପତିଙ୍କୁ ୩ଜଣ ଦୁର୍ବୃତ୍ତ ଏକ ପଲସର ବାଇକରେ ଆସି ମରଣାନ୍ତକ ଆକ୍ରମଣ…

ଭୁବନେଶ୍ୱର କଳିଙ୍ଗବିହାରରେ ଗୁଳିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ଯୁବକ

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ କଳିଙ୍ଗବିହାର କେ-୪ ଅଞ୍ଚଳରେ ଗୁଳିକାଣ୍ଡ ହୋଇଛି । ଜଣେ ଜେଲ୍‌ ଫେରନ୍ତା ଯୁବକଙ୍କୁ ଟାର୍ଗେଟ କରି ଗୁଳିମାଡ଼ କରାଯାଇଥିବା ଜଣାପଡିଛି । ତେବେ ଏଥିରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଟାର୍ଗେଟରେ ଥିବା ଯୁବକ । ମିଳିଥିବା ସୂଚନା ଅନୁଯାୟୀ, ଗୋଟିଏ ବାଇକରେ ୩ ଜଣ…

ଆକାଶ ପାଠକଙ୍କୁ ଆଜିଠୁ ୫ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ଖୋଲିବ ଆକାଶ ପାଠକଙ୍କ ଚାକିରି ଜାଲିଆଜିର ଗୁମର । ଅଧିକ ତଥ୍ୟ ହାସଲ ପାଇଁ ଆଜିଠାରୁ ତାଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । ୫ ଦିନ ଧରି ପଚରାଉଚରା କରିବେ କ୍ରାଇମବ୍ରାଞ୍ଚ ଅଧିକାରୀ । ରିମାଣ୍ଡରେ ନେବାକୁ ଗତକାଲିଅନୁମତି ଦେଇଥିଲେ ଏସଡିଜେଏମ୍ କୋର୍ଟ । ଆକାଶ ପୁନେ ଟାଟା…

ଗ୍ୟାଙ୍ଗଷ୍ଟର ‘ଡି’ ବ୍ରଦର୍ସଙ୍କ ଘରୁ ୮ ବନ୍ଧୁକ, ୫ଶହ ଗୁଳି ଜବତ; ଜେଲରୁ ଚଳାଉଛନ୍ତି ନେଟଓ୍ୱର୍କ

କଟକ: କଟକର ଦୁର୍ଦ୍ଦାନ୍ତ ଗ୍ୟାଙ୍ଗ୍‌ଷ୍ଟର୍‌ ଧଳସାମନ୍ତ ବ୍ରଦର୍ସ ଏବେ ପୁଣି ଚର୍ଚ୍ଚାରେ । ଦୁଇ ଭାଇ ସୁଶାନ୍ତ ଓ ସୁଶୀଲ୍‌ ଧଳସାମନ୍ତ ଜେଲ୍‌ରେ ଥାଇ ଅପରାଧିକ ଗ୍ୟାଙ୍ଗ୍ ପରିଚାଳନା କରୁଥିବା ତଥ୍ୟ ସାମନାକୁ ଆସିଛି । ଖୋଳତାଡ ବେଳେ ଡି’ ବ୍ରଦର୍ସଙ୍କ କଟକ ସିଡିଏ ସ୍ଥିତ ଘରେ ରେଡ୍ ବେଳେ ବାକ୍ସ…