Latest Odisha News

BREAKING NEWS

Browsing Category

ଅପରାଧ

ନାବାଳକଙ୍କୁ ବଳି ଦିଆ ଯାଇଥିବା ସନ୍ଦେହ, ପୋଲିସ ଗାଡ଼ି ଜାଳିଦେଲେ ଉତ୍ତ୍ୟକ୍ତ ଲୋକ

ଅନୁଗୁଳ: ପୁଅର ଦେହ ସବୁବେଳେ ଖରାପ ହେଉଥିଲା । ତେଣୁ ମାଆ ନେଇଥିଲା ଠାକୁରାଣୀଙ୍କ ପାଖକୁ । ପୂଜାର୍ଚ୍ଚନା କରିବା ସହ ମାଆପୁଅ ସେଠି ରାତିରେ ରହିଥିଲେ । ହେଲେ ସକାଳ ହେଲା ବେଳକୁ ମାଆ ପାଖରେ ପୁଅ ନଥିଲା । ଆଉ ଘଟଣାର ୬ ଦିନ ପରେ ନିକଟସ୍ଥ ଜଙ୍ଗଲରୁ ମିଳିଛି ପୁଅର ଝୁଲନ୍ତା ମୃତଦେହ । ହେଲେ…

ଓଲିଉଡ୍ ହିରୋଇନଙ୍କ ଭିଡିଓ ଭାଇରାଲ, ପୁରୁଷ ବନ୍ଧୁଙ୍କ ନାଁରେ ଥାନାରେ ଏତଲା ଦେଲେ ଅଭିନେତ୍ରୀ

ଭୁବନେଶ୍ଵର: ଓଲିଉଡ଼ରେ ପୁଣି ଉଠିଛି ଅନ୍ତରଙ୍ଗ ଭିଡ଼ିଓ ଭାଇରାଲ୍ ବିବାଦ । ଜଣେ ଜଣାଶୁଣା  ଅଭିନେତ୍ରୀ ତାଙ୍କ ପୁରୁଷବନ୍ଧୁଙ୍କ ନାଁରେ ଆଣିଛନ୍ତି ଅଭିଯୋଗ । ନାୟିକା ଜଣକ ଥାନାରେ ଏଫଆଇଆର ଦାଖଲ କରି ପୁରୁଷବନ୍ଧୁ ସେମାନଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରିଥିବା କହିଛନ୍ତି । ସେ…

ଆୟଠୁ ଅଧିକ ୩୧୩ ପ୍ରତିଶତ ସମ୍ପତ୍ତି, ଗିରଫ ହେଲେ ଜନସ୍ୱାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀ

ଭୁବନେଶ୍ୱର: ଜନସ୍ୱାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀଙ୍କୁ ଗିରଫ କରିଛି ଭିଜିଲାନ୍ସ । ସହକାରୀ ଯନ୍ତ୍ରୀଙ୍କ ଠାରୁ ଆୟଠୁ ୩୧୩ ପ୍ରତିଶତ ଅଧିକ ସମ୍ପତ୍ତି ଠାବ ପରେ ଭିଜିଲାନ୍ସ ଗିରଫ କରିଛି । ଠାବ ସମ୍ପତ୍ତି ମଧ୍ୟରେ ଗୋଟିଏ ରାଜକୀୟ ୩ ମହଲା କୋଠା ସହ ୨ଟି ପ୍ଲଟ୍, ୧.୫୪ କୋଟିର ଜମା, ୨.୬୫…

ଗଙ୍ଗା ନଦୀ ଉପରେ ନିର୍ମାଣାଧୀନ ପୋଲ ଭୁଶୁଡ଼ିବା ଘଟଣା, ଇଞ୍ଜିନିୟରଙ୍କ ଘରେ ଭିଜିଲାନ୍ସ ଚଢାଉ

ପାଟନା: ବିହାର ବ୍ରିଜ ନିର୍ମାଣ ନିଗମର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ। ବାହାରିଲା ସୁଟେକଶ ଭର୍ତ୍ତି ନୋଟ୍‌। ଗତ କିଛି ଦିନ ତଳେ ଗଙ୍ଗା ନଦୀ ଉପରେ ନିର୍ମାଣାଧୀନ ବ୍ରିଜ ଦୁଇ ଥର ଭୁଶୁଡ଼ିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଥିଲା। ମାତ୍ର ଏହି ବ୍ରିଜ ନିର୍ମାଣ କରିଥିବା…

ବାପାଙ୍କ ପକେଟରୁ ୬୦ ଟଙ୍କା ଚୋରି ପରେ ଜୀବନ ହାରିଲେ ଦଶମ ଶ୍ରେଣୀ ଛାତ୍ର

ଜଗତସିଂହପୁର: ବାପାଙ୍କ ପକେଟରୁ ୬୦ ଟଙ୍କା ଚୋରି କରିବା ପରେ ଜୀବନ ହାରିଦେଲା ପୁଅ । ଏଭଳି ଅଭାବନୀୟ ଘଟଣା ଘଟିଛି ଜଗତସିଂହପୁର ଥାନା ଅନ୍ତର୍ଗତ ଗଲୁପଡ଼ା ଗାଁରେ । ଦଶମ ଶ୍ରେଣୀ ଛାତ୍ରଙ୍କ ଆତ୍ମହତ୍ୟା ପରେ ପୋଲିସକୁ ସୁଇସାଇଡ୍ ନୋଟ୍ ମିଳିଛି । ମୃତକ ହେଉଛନ୍ତି ସ୍କୁଲ୍ ଶିକ୍ଷକ ପ୍ରକାଶ…

ପାରିବାରିକ କଳହରୁ ସ୍ୱାମୀକୁ ଛୁରୀ ଭୁସି ହତ୍ୟା କଲେ ସ୍ତ୍ରୀ ଓ ପୁଅ

ଭଦ୍ରକ: ପାରିବାରିକ କଳହରୁ ସ୍ୱାମୀକୁ ଛୁରୀ ଭୁସି ହତ୍ୟା କଲେ ସ୍ତ୍ରୀ ଓ ପୁଅ। ଏଭଳି ଘଟଣା ଘଟିଛି ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନସ୍ଥ ବାଣିତିଆ ପଞ୍ଚାୟତ ମହଲା ସାହିରେ। ଏହି ଘଟଣାରେ ସ୍ଥାନୀୟ ଲୋକେ ଉତ୍ୟେକ୍ତ ହୋଇ ସ୍ତ୍ରୀ ଓ ପୁଅକୁ ବାନ୍ଧି ରଖିଥିଲେ। ଏଭଳି ଘଟଣା ଏବେ ସ୍ଥାନୀୟ…

ମହାନଦୀକୁ ଡ଼େଇଁ ଯୁବକ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ସମ୍ବଲପୁର: ମହାନଦୀ ବ୍ରିଜରୁ ଡେଇଁଲେ ଯୁବକ। ସମ୍ବଲପୁର ଚାଉଁପୁର ମହାନଦୀ ବ୍ରିଜ ଉପରୁ ଡେଇଁ ଯୁବକ ନିଖୋଜ। ନିଖୋଜ ଯୁବକ ହେଲେ ସମରିନ୍‌ ପ୍ରଧାନ। ତେବେ ଆତ୍ମହତ୍ୟା ପଛର କାରଣ କ’ଣ ଏନେଇ ଏପର୍ଯ୍ୟନ୍ତ କିଛି ସ୍ପଷ୍ଟ ସୂଚନା ମିଳିନାହିଁ। ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ…

ହାତୀ ଘଉଡ଼ାଇବା ପାଇଁ ନିଆଁହୁଳା ମାଡ଼, ଭୟରେ ପଳାଇଲା ହାତୀ, ଭିଡିଓ ଭାଇରାଲ

ମୟୁରଭଞ୍ଜ: ମୟୁରଭଞ୍ଜ ଜିଲ୍ଲାର କରଞ୍ଜିଆ ବନଖଣ୍ଡରେ ଥମୁନି ହାତୀ ଉପଦ୍ରବ । ଗତ କିଛି ଦିନ ହେବ ମୟୂରଭଞ୍ଜ କରଞ୍ଜିଆ ବନଖଣ୍ଡର ଅନେକ ଗାଁରେ ଆତଙ୍କ ସୃଷ୍ଟି କରିଛନ୍ତି ହାତୀପଲ । ଗତ ୨୬ ଦିନ ଭିତରେ ପାଖାପାଖି ୩୫ରୁ ଅଧିକ ଘର ଭାଙ୍ଗିଛନ୍ତି ହାତୀ । ତେଣୁ ହାତୀ ଉପଦ୍ରବରେ ଅତିଷ୍ଠ ହୋଇ ହାତୀ…

ବାଇକ୍ ସହ ଅଢେଇ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଅନୁଗୁଳ: ଅନୁଗୁଳ ଅବକାରୀ ବିଭାଗକୁ ସଫଳତା ମିଳିଛି । ଯାଞ୍ଚ ବେଳେ ଜଣେ ବ୍ରାଉନସୁଗାର ବେପାରୀକୁ ଧରିବାରେ ସଫଳ ହୋଇଛି । ତାଳଚେର ସମଲ ଅଞ୍ଚଳରେ ବ୍ୟାପକ ଭାବେ ନିଶା କାରବାର ବଢ଼ି ଚାଲିଥିବା ବେଳେ ଆଜି ବିଜୟ ସାହୁ ନାମକ ଜଣେ ବ୍ରାଉନସୁଗାର ବେପାରୀକୁ ଗିରଫ କରିଛି ତାଳଚେର ଅବକାରୀ ବିଭାଗ ।…

କାର ସହ ୨୧ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ସୁବର୍ଣ୍ଣପୁର: ଅବକାରୀ ବିଭାଗକୁ ପୁଣି ମିଳିଛି ସଫଳତା। ପାଟ୍ରୋଲିଂ ବେଳେ ଗଞ୍ଜେଇ ଜବତ କଲା ଜିଲ୍ଲା ଅବକାରୀ ବିଭାଗ। ଆଜି ସକାଳୁ ବୀରମହାରାଜପୁର ଅବକାରୀ ବିଭାଗର ଏକ ଟିମ୍ ପାଟ୍ରୋଲିଂ କରୁଥିବା ବେଳେ କାରରୁ ୨୧ କେଜି ଗଞ୍ଜେଇ ଜବତ କରିଛି। ଉଲୁଣ୍ଡା ବ୍ଲକ ବୀଶିପଡା ରାଜୀବଗାନ୍ଧୀ ଭବନଠାରୁ…