Latest Odisha News

BREAKING NEWS

Browsing Category

ଅପରାଧ

କଟକରେ ଫାଇନାନ୍ସ କମ୍ପାନୀରୁ ଲୁଟ୍ ଘଟଣାରେ ସମସ୍ତ ଅଭିଯୁକ୍ତ ଅଟକ

କଟକ: କମିଶନରେଟ ପୋଲିସକୁ ବଡ଼ ସଫଳତା । କଟକ ନୟାସଡକ ସ୍ଥିତ ଫାଇନାନ୍ସ କମ୍ପାନୀରୁ ଟଙ୍କା ଓ ସୁନା ଗହଣା ଲୁଟ୍ ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ । ସମସ୍ତ ଅଭିଯୁକ୍ତଙ୍କୁ ପୋଲିସ ଅଟକ ରଖିଛି । ଟ୍ୱିଟ୍ କରି ସୂଚନା ଦେଇଛନ୍ତି ପୋଲିସ କମିଶନର ଡକ୍ଚର ସୁଧାଂଶୁ ଷଡଙ୍ଗୀ । ପୋଲିସ କମିଶନର…

ଜଗତପୁରରେ ନକଲି ପାନମସଲା କାରଖାନା ଉପରେ ପୋଲିସର ଚଢ଼ାଉ

କଟକ: କଟକଜଗତପୁର ଫେଜ୍‌-୩ରେ ଚାଲୁଥିବା ଏକ ନକଲି ପାନମସଲା(ଜର୍ଦ୍ଦା) କାରଖାନା ଉପରେ ପୁଲିସ ଚଢ଼ାଉ କରିଛି। ଚଢ଼ାଉ ସମୟରେ ବିପୁଳ ପରିମାଣରେ କଞ୍ଚାମାଲ୍‌, ପ୍ରସ୍ତୁତ ମସଲା ଓ ମେସିନ ଜବତ କରାଯାଇଥିବା ସୂଚନା ମିଳିଛି। ନକଲି କାରଖାନାର ମାଲିକ ଓ କର୍ମଚାରୀ ଘଟଣାସ୍ଥଳରୁ ଫେରାର…

ଯୌତୁକ ଯୁଇରେ ଜଳିଲେ ଆଉ ଜଣେ ବଧୂ; ସ୍ୱାମୀ, ଶାଶୁ ଓ ଶ୍ବଶୁର ଗିରଫ

ପୁରୀ: ଯୌତୁକ ଯୁଇରେ ଜଳିଗଲେ ଆଉ ଜଣେ ବଧୂ। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ପୁରୀ ଜିଲ୍ଲା କୁମ୍ଭାରପଡା ଅଞ୍ଚଳରେ। ସ୍ଥାନୀୟ ସମୁଦ୍ରକୂଳ ଥାନାରେ ଯୌତୁକ ନିର୍ଯ୍ୟାତନା ଓ ବଧୂ ହତ୍ୟା ଅଭିଯୋଗ ହୋଇଛି। ଅଭିଯୋଗ ପରେ ସମୁଦ୍ରକୁଳ ଥାନା ପୋଲିସ ଅଭିଯୁକ୍ତ ସ୍ୱାମୀ ସନ୍ତୋଷ ପଣ୍ଡା , ଶ୍ୱଶୁର…

ବ୍ୟାଙ୍କ ମ୍ୟାନେଜରଙ୍କ ଗାଡିରୁ ଜବତ ହେଲା ୬୦ କେଜିରୁ ଅଧିକ ଗଞ୍ଜେଇ

ବୌଦ୍ଧ: ବୌଦ୍ଧ ଟାଉନ୍ ଅଞ୍ଚଳରେ ଥିବା କଣ୍ଟମାଳ କୋଅପରେଟିଭ୍ ବ୍ୟାଙ୍କ ଶାଖା ପରିଚାଳକ ସୁନୀଲ ସାହୁଙ୍କ କାରରୁ ଜବତ ହୋଇଛି ୬୦ କେଜିରୁ ଉର୍ଦ୍ଧ୍ବ ଓଜନର ତିନି ପ୍ୟାକେଟ୍ ଗଞ୍ଜେଇ। ଏନେଇ ଏପର୍ଯ୍ୟନ୍ତ କାହାକୁ ଗିରଫ କରାଯାଇନଥିବା ସୂଚନା। ପୋଲିସ ଦେଇଥିବା ସୂଚନାନୁସାରେ, ରବିବାର ରାତି ପ୍ରାୟ…

ସାରୁଅ ଜମି ଦୁର୍ନୀତି: ଓଆଇପିଏଲରୁ ଇସ୍ତଫା ଦେଲେ ନିହାର ଭୁୟାଁ

ଭୁବନେଶ୍ୱର: ଓଡିଶା ଇନଫ୍ରାଟେକ୍ ପ୍ରାଇଭେଟ ଲିମିଟେଡ୍ (ଓଆଇପିଏଲ୍)ର ଆଉ ଜଣେ ନିର୍ଦ୍ଦେଶକ ଇସ୍ତଫା ଦେଇଛନ୍ତି। ସାରୁଅ ଜମି ଦୁର୍ନୀତି ମାମଲାରେ ଗତ ନଭେମ୍ବର ୧୭ରେ କ୍ରାଇମ ବ୍ରାଞ୍ଚର ଇକୋନୋମିକ୍ ଅଫେନ୍ସ ୱିଙ୍ଗ ତାଙ୍କୁ ଜେରା କରିଥିଲା। ଯାହା ପରେ ଓଡିଶା ଇନଫ୍ରାଟେକ୍ ପ୍ରାଇଭେଟ…

୧୭ ଦିନ ପରେ ଠାବ ହେଲା ନିଖୋଜ ସୁନା ଦୋକାନୀଙ୍କ ମୃତଦେହ

ଦେଓଗାଁ: ପାଖାପାଖି ୧୭ ଦିନ ପରେ ଠାବ ହୋଇଛି ବଲାଙ୍ଗୀର ଜିଲ୍ଲା ଦେଓଗାଁ ଥାନା ଅନ୍ତର୍ଗତ ହାତୀସରା ଗାଁର ନିଖୋଜ ଥିବା ସୁନା ବ୍ୟବସାୟୀଙ୍କ ମୃତ ଦେହ। ମୃତ ସୁନା ଦୋକାନୀଙ୍କ ନାମ ହେଉଛି ଗଜାନନ ମେହେର। ଗଜାନନଙ୍କ ମୃତ ଦେହ ଦେଓଗାଁ ଓ ପାଟଣାଗଡ଼ ଥାନା ସୀମାରେ ଥିବା ମୁଦଘାଟ- ଚିପାକାନୀ…

ଚାଲିଥିଲା ନମାଜ ପଢା, ଆକ୍ରମଣ କଲେ ଦୁର୍ବୁତ୍ତ; ୫ ମୃତ, ୧୮ ଆହତ

ନାଇଜେରିଆ: ନାଇଜେରିଆର ଏକ ମସଜିଦରେ ଦୁର୍ବୁତ୍ତଙ୍କ ଆକ୍ରମଣଏଥିରେ ୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୮ଜଣ ଗୁରୁତର ଭାବେ ଆହତ ହୋଇଥିବା ସୂଚନା । ପ୍ରାପ୍ତ ସୂଚନାନୁସାରେ, ନାଇଜେରିଆର ଏକ ମସ୍‌ଜିଦରେ ନମାଜ ପାଠ ହେଉଥିବା ବେଳେ କିଛି ଦୁର୍ବୁତ୍ତ ଅଚାନକ ପଶିଯାଇ ଗୁଳିବର୍ଷଣ କରିବା ଆରମ୍ଭ…

କାଳ ହେଲା ପ୍ରେମ; ଝିଅକୁ ହାଣି ଖଣ୍ଡ ଖଣ୍ଡ କରିଦେଲେ ପରିବାର ଲୋକ !

ନୟାଗଡ଼: ନୟାଗଡ଼ ଜିଲ୍ଲା ଗଣିଆ ଥାନା ଅନ୍ତର୍ଗତ ବିଜୟନଗର ଗ୍ରାମରେ ଜଣେ ଯୁବତୀଙ୍କୁ କଟୁରିରେ ହାଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ସ୍ଥାନୀୟ ବିଜୟନଗର ଗ୍ରାମର ମମତା ରାଉତ ଗତକାଲି ରାତିରେ ଖାଇପିଇ ପରିବାର ଲୋକଙ୍କ ସହ ଶୋଇଥିଲେ। ମାତ୍ର ଆଜି ସକାଳୁ ତାଙ୍କୁ…

ସୋସିଆଲ ମିଡିଆରେ ଭାଇରଲ ଭିଡ଼ିଓ ଦେଖି କାର୍ଯ୍ୟାନୁଷ୍ଠାନ ନେଲା ପୋଲିସ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ଖୋର୍ଦ୍ଧା: ବର୍ତ୍ତମାନ ସାମାଜିକ ଗଣମାଧ୍ୟମ ଯୋଗୁଁ ବହୁ ଘଟଣା ମାନ ସାମ୍ନାକୁ ଆସୁଛି। ସୋସିଆଲ ମିଡିଆରେ ଏକ ଭିଡ଼ିଓ ଦେଖି ଅପରାଧିକୁ ଗିରଫ କରିଛି ପୋଲିସ। ଘଟଣାଟି ଟିକିଏ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ଅଞ୍ଚଳରେ ଖୁଲମ ଖୁଲା ଭାବେ ବିକ୍ରି ହେଉଥିଲା ଦେଶୀ ମଦ…

ବାପା ଚାକିରୀ ପାଇଁ ପୁଅ ସାଜିଲା ପିତୃହନ୍ତା !

ରାମଗଡ: ଚାକିରୀ ଲୋଭରେ ବାପାକୁ ହତ୍ୟା କଲା ବେରୋଜଗାରିଆ ପୁଅ । ଝାଡଖଣ୍ଡ ରାମଗଡ ଜିଲ୍ଲାରେ ସାମ୍ନାକୁ ଆସିଛି ଏଭଳି ଲୋମଟାଙ୍କୁରା ଘଟଣା । ଜାଣି ଆଶ୍ଚର୍ଯ୍ୟ ହେବେ ଅନ୍ୟ କାହାରି ନୁହେଁ ବରଂ ବାପା ଚାକିରୀ ପାଇଁ ପୁଅ ସାଜିଥିଲା ହତ୍ୟାକାରୀ । ପୋଲିସ ରିପୋର୍ଟ ଅନୁଯାୟୀ ଅଭିଯୁକ୍ତର ୫୫…