Latest Odisha News

BREAKING NEWS

Browsing Category

ଅପରାଧ

କିଏ ବିକୁଥିଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ?

ବାରଣାସୀ: ବିକ୍ରି ହେବ ବାରଣାସୀରେ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ । କିଛି ଏପରି ବିଜ୍ଞାପନ ଆଜି ଉତ୍ତରପ୍ରଦେଶରେ ହଟଚମଟ ସୃଷ୍ଟି କରିଥିଲା । ଅନ୍‌ଲାଇନ୍ ପ୍ଲାଟଫର୍ମ ଓଏଲଏକ୍ସରେ ମିନି ପିଏମ୍‌ଓ ବିକ୍ରି ହେବା ବିଜ୍ଞାପନ କେବଳ ସାଧାରଣ ଲୋକ ନୁହେଁ ବରଂ ପୋଲିସ ପ୍ରଶାସନକୁ ବି ଚକିତ…

ପ୍ରେମ ପ୍ରତାରଣା ଓ ବ୍ଲାକ ମେଲିଂ ଅଭିଯୋଗରେ ପୋଲିସ ଅଧିକାରୀ ଗିରଫ

କେସିଙ୍ଗା: ପୋଲିସକୁ ଗରିଫ କଲା ପୋଲିସ । ଜଣେ ବିବାହିତା ମହିଳା କନଷ୍ଟେବଳଙ୍କୁ ପ୍ରେମ ପ୍ରତାରଣା ଓ ବ୍ଲାକ ମେଲିଂ ଅଭିଯୋଗରେ ମାଲକାନଗିରି ଏସଡିଏସପି ଅକ୍ଷୟ କୁମାର ନାୟକ ଗିରଫଙ୍କୁ ଗିରଫ କରିଛି କେସିଙ୍ଗା ପୋଲିସ । ମିଳିଥିବା ସୂଚନା ଅନୁସାରେ, ଅକ୍ଷୟ କେସିଙ୍ଗା ଥାନାରେ ଏସଡିପିଓ…

ବ୍ରହ୍ମପୁରର ସୁନା ଦୋକାନରେ କଳା କନା ବୁଲାଇଲେ ଚୋର

ବ୍ରହ୍ମପୁର: ରେଶମ ସହର ବ୍ର୍‌ହ୍ମପୁରରେ ମାତିଛନ୍ତି ଚୋର । ଗତ ରାତିରେ ବଡ ବଜାରର ଏକ ଦୋକାନରୁ ୪୦ ଭରି ସୁନା ଚୋରି ନେବା ସହିତ ୧ ଲକ୍ଷ ୪୦ ହଜାର ଟଙ୍କା ମଧ୍ୟ ନେଇ ଯାଇଛନ୍ତି । ବ୍ରହ୍ମପୁରର ପ୍ରମୁଖ ବ୍ୟବସାୟ ପେଣ୍ଠସ୍ଥଳୀ ବଡ ବଜାରରେ ଥିବା କେଶବ ଜ୍ୱେଲର୍ସରେ କଳା କନା ବୁଲାଇଛନ୍ତି…

କମିଶନରେଟ୍ ପୋଲିସର ରିମାଣ୍ଡରେ ଆକାଶ ପାଠକ

ଭୁବନେଶ୍ୱର: ସ୍କାଏକିଂ ଟୁରସ୍ ଆଣ୍ଡ ଟ୍ରାଭେଲ୍ସ ଜାଲିଆତି ମାମଲାରେ ପଚରାଉଚରା ପାଇଁ ଆକାଶ ପାଠକଙ୍କୁ ଗୁରୁବାର ଦିନ ରିମାଣ୍ଡରେ ନେଇଛି କମିଶନରେଟ୍ ପୋଲିସ। ଗଣମାଧ୍ୟମକୁ ସୂଚନା ଦେଇ ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ କହିଛନ୍ତି ଯେ ଖାରବେଳ ନଗର ଥାନା ଅତିରିକ୍ତ ଡିସିପି, ଏସିପି ଏବଂ…

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀ ସର୍ବେଶ୍ୱର ରାଓ ଗିରଫ

ଭୁବନେଶ୍ୱର: ଚାକିରୀ ଦେବା ନାଁ ରେ ଠକେଇ ଅଭିଯୋଗରେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀ ସର୍ବେଶ୍ୱର ରାଓଙ୍କୁ ଆଜି ଗିରଫ କରିଛି କ୍ରାଇମ୍ଇବ୍ରାଞ୍ଚ ଏସ୍ଆଇଟି । ଗତକାଲି ତାଙ୍କୁ ହେପାଜତକୁ ନେଇ ଜେରା ପରେ ଆଜି ଗିରଫ କରଯାଇଛି । ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ…

ଗଧ ମଳରେ ପ୍ରସ୍ତୁତ ହେଉଥିଲା ମସଲା

ଆଗ୍ରା(ଉ.ପ୍ର): ଘରେଘରେ ଖାଦ୍ୟ ପ୍ରସ୍ତୁତି ପାଇଁ ବ୍ୟବହାର ହୁଏ ବିଭିନ୍ନ ମସଲା । ଏହି ସମସ୍ତ ମସଲାରୁ ବ୍ୟଂଜନକୁ ମିଳେ ଭିନ୍ନ ପରିଚୟ । ଏଥିପାଇଁ ଅନେକ ଲୋକ ବଜାରରୁ ରେଡି ମେଡ୍ ମସଲା କିମ୍ବା ଗୋଟା ମସଲା ଆଣି ଘରେ ପ୍ରସ୍ତୁତ କରିଥାନ୍ତି । ହେଲେ ରେଡି ମେଡ୍ ମସଲାର ଗୁଣବତ୍ତାକୁ ନେଇ ବେଶ…

ପରୀ ମୃତ୍ୟୁ ମାମଲାରେ ଚାଲିଛି ଡିଏନଏ ପରୀକ୍ଷା

ଭୁବନେଶ୍ୱର: ନୟାଗଡ ପରୀ ମୃତ୍ୟୁ ମାମଲାରେ ଆଜି ଡିଏନଏ ପରୀକ୍ଷା ପ୍ରକ୍ରିୟା ଜାରି ହୋଇଛି । ପରୀ ପିନ୍ଧିଥିବା ଡ୍ରେସରୁ ମିଳିଥିବା ସିମେନ ଓ ରକ୍ତନମୁନାର ହେଉଛି ଡିଏନଏ ପରୀକ୍ଷା କରାଯାଉଛି । ସେପଟେ ଚିହ୍ନଟ ଅଭିଯୁକ୍ତର ବି ପରୀକ୍ଷା କରାଯାଉଛି । ଦୁଇଟି ଯାକର ରିପୋର୍ଟ ଆସିଲେ ମ୍ୟାଚ…

ହାତ ଗୋଡ ବାନ୍ଧି ଗାଡି ଚଢାଇ ହତ୍ୟା !

ଝାରସୁଗୁଡା : ଲଖନପୁର ଥାନା ଅନ୍ତର୍ଗତ ବେଲପାହାଡ଼ରେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । କିନ୍ତୁ ତାଙ୍କ ହାତ ଗୋଡ ବନ୍ଧା ହୋଇଛି । ଏଥି ସହ ତାଙ୍କ ମୁଣ୍ଡରେ କୌଣସି ଭାରୀଯାନ ଚଢାଇ ଦିଆଯାଇଥିବା ଅନୁମାନ କରାଯାଉଛି । ତେଣୁ ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ପୋଲିସ…

ବାରିପଦାରେ ଜାଲ୍ ନୋଟ୍ ରାକେଟ ଠାବ, ୨ ଗିରଫ

ବାରିପଦା: ଟାଉନ ପୋଲିସ ଏକ ଜାଲ୍ ନୋଟ୍ ରାକେଟର ପର୍ଦ୍ଦାଫାଶ କରିଛି । ସେମାନଙ୍କଠାରୁ ପ୍ରାୟ ୮୫ ହଜାର ଟଙ୍କାର ଜାଲ୍ ନୋଟ୍ ଜବତ ହୋଇଛି। ଏଥିରେ ୧୧୦ଟି ୫ ଶହ ଟଙ୍କିଆ, ୩୦୦ଟି ଶହେ ଟଙ୍କିଆ ଜାଲ୍ ନୋଟ୍ ରହିଛି । ଏହି ଘଟଣାରେ ପୋଲିସ ୨ ଜଣଙ୍କୁ ଗିରଫ କରି ପଚରାଉଚରା କରୁଛି ।  ସେମାନଙ୍କଠାରୁ…

ରାଜ୍ୟରେ ଆଉ ଜଣେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର

ଢେଙ୍କାନାଳ: ବିଗତ କିଛିଦିନ ହେବ ରାଜ୍ୟରେ ଶିଶୁ ଅପହରଣ ଓ ହତ୍ୟାକୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ପୁଣି ରାଜ୍ୟରେ ଜଣେ ଶିଶୁପୁତ୍ରର ମିଳିଛି ମୃତଦେହ । ସୂଚନାନୁସାରେ, ମଙ୍ଗଳବାର ଦିନ ଢେଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଖଙ୍କିରା ଗାଁରୁ ଏକ ୩ ବର୍ଷର ଶିଶୁ ପୁତ୍ର ନିଖୋଜ…