Latest Odisha News

BREAKING NEWS

Browsing Category

ଅପରାଧ

ସୁପ୍ରିମକୋର୍ଟ ଗଲେ ଅର୍ଣ୍ଣବ ଗୋସ୍ୱାମୀ, ବମ୍ୱେ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ

ମୁମ୍ବାଇ: ବମ୍ୱେ ହାଇକୋର୍ଟ ଜାମିନ ଖାରଜ କରିବା ପରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ବରିଷ୍ଠ ସାମ୍ବାଦିକ ତଥା ରିପବ୍ଲିକ ଟିଭିର ଏଡିଟର-ଇନ-ଚିଫ୍ ଅର୍ଣ୍ଣବ ଗୋସ୍ୱାମୀ । ବମ୍ୱେ ହାଇକୋର୍ଟଙ୍କ ରାୟକୁ ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ କରିଛନ୍ତି । ଗତକାଲି ବମ୍ୱେ ହାଇକୋର୍ଟ…

୧୦୦୦ ଲିଟର କିରୋସିନ ଜବତ, ୨ ଭାଇ ଗିରଫ

ପୁରୀ: ଧରାପଡିଲା ବିପୁଳ ପରିମାଣର ଚୋରା କିରୋସିନ । ଏକ ଟ୍ରାକ୍ଟର ଯୋଗେ ୫ଟି ଟିଣ ଡ୍ରମରେ ବେଆଇନ୍ ଭାବେ ଏକ ହଜାର ଲିଟର କିରୋସିନ୍ ଚାଲାଣ ବେଳେ ପୋଲିସ ହାତରେ ଧରାପଡିଛି । ବେଆଇନ କରୋସିନ ପରିବହନ ଅଭିଯୋଗରେ କାକଟପୁର ଥାନା ପୋଲିସ ୨ ଭାଇଙ୍କୁ ଗିରଫ କରିଛି । ସେମାନେ ହେଲେ କାକଟପୁର…

ଧରାପଡିଲା ବାପା, ପୁଅ ଫେରାର, ୪ ଚୋରା ବାଇକ ଜବତ

ପୁରୀ: ପର୍ଦ୍ଦାଫାଶ ହେଲା ବାପା ପୁଅଙ୍କ କାରନାମା । ଧରାପଡିଲା ବାପା, ପୁଅ ଫେରାର । ପୁରୀ ଗୋପ ଥାନା ପୋଲିସ ଚୋରା ବାଇକ୍ କିଣାବିକା ମାମଲାରେ ଚେଙ୍ଗଇଲ ଗାଁର ନିରଞ୍ଜନ ମଲିକଙ୍କୁ ଗିରଫ କରିଛି । ଏଥିସହ ଏହି ମାମଲାରେ ସମ୍ପୃକ୍ତ ଅଉ ଜଣେ ଅଭିଯୁକ୍ତ ସୁକାନ୍ତ କୁମାର ମଲିକଙ୍କୁ ପୋଲିସ…

ରାଜଧାନୀ ରେଲୱେ ଷ୍ଟେସନରୁ ଗଞ୍ଜେଇ ଜବତ; ୨ ମହିଳା ଗିରଫ

ଭୁବନେଶ୍ବର: ସୋମବାର ସନ୍ଧ୍ୟାରେ ରାଜଧାନୀ ରେଲୱେ ଷ୍ଟେସନରୁ ଆନୁମାନିକ ୨୬ କେଜି ଗଞ୍ଜେଇ ଜବତ କରିଛି ଆରପିଏଫ୍ । ଚଢ଼ାଉ ସମୟରେ ଏଥିରେ ସମ୍ପୃକ୍ତ ଦୁଇ ମହିଳା ଅଭିଯୁକ୍ତଙ୍କୁ ମଧ୍ୟ ଗିରଫ କରାଯାଇଥିବା ସୂଚନା ମିଳିଛି। ଏହି ଗଞ୍ଜେଇ ନୀଳାଚଳ ଏକ୍ସପ୍ରେସରେ ଚୋରାରେ ଗଞ୍ଜେଇ ଚାଲାଣ ହେବାକୁଥିବା…

ସରକାରୀ ଡାକ୍ତରଖାନାରେ ୩ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ

ଦିଲ୍ଲୀ: ରାଜଧାନୀରେ ପୁଣି ଲଜ୍ୟା। ରାଜଧାନୀ ଦିଲ୍ଲୀରେ ଓଖଲା ଅଞ୍ଚଳରେ ଥିବା ସରକାରୀ ହସ୍ପିଟାଲରେ ସାଢ଼େ ୩ବର୍ଷର ଏକ ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ। ଅଭିଯୋଗ ମୁତାବକ, ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ହେଉଛନ୍ତି ହସ୍ପିଟାଲର ଜଣେ ଓ୍ବାର୍ଡ଼ବୟ ଅମରନାଥ। ଏହି ଅମାନବୀୟ ଘଟଣା ପରେ…

[ଦେଖନ୍ତୁ] ସରକାରୀ ବାବୁଙ୍କ ପିସି ଲୋଭ; ସୋସିଆଲ ମିଡିଆରେ ଭିଡ଼ିଓ ହେଉଛି ଭାଇରାଲ

ଯାଜପୁର: ସରକାରୀ ବାବୁଙ୍କ ପିସି ଲୋଭ। ଦରମା ଟଙ୍କାରେ ପୁରୁନି ବାବୁଙ୍କ ପେଟ। ଭଲ ଭାବରେ ଦେଖନ୍ତୁ କିଭଳି ଖୋଲା ଖୋଲି ଠିକାଦରଙ୍କୁ ପିସି ମାଗୁଛନ୍ତି VLW। ବିଭିନ୍ନ ଠିକା କାମରେ ୧୦ ପ୍ରତିଶତ ପିସି ଦେବାକୁ ସେ ଠିକାଦାରଙ୍କୁ ଦାବି କରୁଛନ୍ତି। ଏ ଦୃଶ୍ୟ ହେଉଛି ଯାଜପୁର ଜିଲ୍ଲା ଦାନଗଦୀ…

ମେଡ଼ିକାଲ ମଧ୍ୟରେ ଫାର୍ମାସିଷ୍ଟଙ୍କ ଉପରେ ମରଣାନ୍ତକ ଆକ୍ରମଣ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ତରଭା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଭିତରେ ଛୁରାମାଡ଼। ମେଡ଼ିକାଲ ମୋବାଇଲ ହେଲଥ ୟୁନିଟର ଡ୍ରାଇଭର କିଶୋର ମହାପାତ୍ର ଡାକ୍ତରଖାନାର ଫାର୍ମାସିଷ୍ଟ ସ୍ୱାତୀ ବଘେଲଙ୍କୁ ଛୁରୀ ସାହାଯ୍ୟରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଅଫିସର ଦେଇଥିବା ସୂଚନା…

ବଡ଼ ଧରଣର ଡକାୟତି ଯୋଜନା ପଣ୍ଡ କଲା ଯାଜପୁର ପୋଲିସ

ଯାଜପୁର: ଯାଜପୁର ଜିଲ୍ଲା ଯାଜପୁର ରୋଡ ଥାନା ଅଞ୍ଚଳରେ ଆଉ ଏକ ବଡ ଧରଣର ଡକାୟତି ଯୋଜନାକୁ ପଣ୍ଡ କଲା ପୋଲିସ୍ । ସ୍ଥାନୀୟ ବ୍ୟାସସରୋବର ନିକଟରେ ଡକାୟତ ମାନେ ଏକାଠି ହୋଇ ପୂର୍ବ ପ୍ରସ୍ତୁତି ସ୍ବରୂପ ଡକାୟତି ଯୋଜନା ଚଳାଇଥିବା ବେଳେ ଏହି ଡକାୟତ ମାନେ ପୋଲିସ୍ ହାତରେ ଧରାପଡିଛନ୍ତି ।…

ଭିଜିଲାନ୍ସ ଜାଲରେ ଲାଞ୍ଚୁଆ କନିଷ୍ଠ ଯନ୍ତ୍ରୀ

ଭୁବନେଶ୍ୱର: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଲେ ଢେଙ୍କାନାଳ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବିପିନ ବିହାରୀ ଦାସ। ସୂଚନା ଅନୁଯାୟୀ ଉକ୍ତ କାର୍ଯ୍ୟାଳୟର କନିଷ୍ଠ ଯନ୍ତ୍ରୀ ବିଲ ପାସ କରାଇଦେବା ପାଇଁ ଜଣେ ମଧ୍ୟସ୍ତି ଶକ୍ତି ପ୍ରସାଦ ମହାନ୍ତିଙ୍କ ଜରିଆରେ ୧୬,୦୦୦…

ବିରକ୍ତ ହେଲେ ହାଇକୋର୍ଟ, ଡିଜିପିଙ୍କୁ ହାଜର ହେବାକୁ ଦେଲେ ନିର୍ଦ୍ଦେଶ

କଟକ: ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ବିରକ୍ତି ପ୍ରକାଶ କଲେ ହାଇକୋର୍ଟ ।ମାମଲାର ତଦନ୍ତର ଷ୍ଟାଟସ ରିପୋର୍ଟକୁ ନେଇ ହାଇକୋର୍ଟ ବିରକ୍ତି ପ୍ରକାଶ କରିଛନ୍ତି । ପୁଲିସ ମହାନିର୍ଦ୍ଦେଶକଙ୍କୁ ବ୍ୟକ୍ତିଗତ ଭାବେ ହାଜର ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବ୍ୟକ୍ତିଗତ ହାଜର ସହ…