Latest Odisha News

BREAKING NEWS

Browsing Category

ଅପରାଧ

ରାସ୍ତା ମଝିରେ ଦୁଇ ଯୁବତୀଙ୍କୁ ଛୁରାମାଡ

ନୂଆପଡା: ବିଚ ରାସ୍ତାରେ ଦୁଇ ଯୁବତୀଙ୍କୁ ଛୁରାମାଡ । ଥରେ କି ଦୁଇ ଥର ନୁହେଁ ବାରମ୍ବାର ଛୁରାମାଡ କଲା ଯୁବକ । ଏଭଳି ଘଟଣା ଦେଖିବାକୁ ମିଳିଛି ନୂଆପଡା ଜିଲ୍ଲା ବୋଡେନ୍ ବଜାର ରାସ୍ତାରେ । ଏକ ତରଫା ପ୍ରେମରେ ବିଫଳ ହେବା ପରେ ଯୁବକ ଜଣକ ଛୁରାମାଡ କରିଥିବା ଅଭିଯୋଗ ହୋଇଛି । ଛୁରାମାଡରେ…

ଆଦିତ୍ୟ ଦାଶ ମୃତ୍ୟୁ ମାମଲା: କ୍ରାଇମବ୍ରାଞ୍ଚ ଉପରେ ହାଇକୋର୍ଟଙ୍କ ଅସନ୍ତୋଷ

କଟକ: ବହୁ ଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ହାଇକୋର୍ଟଙ୍କୁ ଷ୍ଟାଟସ୍ ରିପୋର୍ଟ ଦେଇ ପାରିଲାନି କ୍ରାଇମବ୍ରାଂଚ । ଏହି ମାମଲାରେ ହାଇକୋର୍ଟ କ୍ରାଇମବ୍ରାଂଚ ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ।୧୧ ତାରିଖ ସୁଦ୍ଧା ଅପ୍‌ଡେଟ୍‌ ଷ୍ଟାଟସ୍‌ ରିପୋର୍ଟ ଦେବାକୁ ନିର୍ଦ୍ଦେଶ…

ପୁନମ୍ ପାଣ୍ଡେଙ୍କୁ ମହଙ୍ଗା ପଡିଲା ଅଶ୍ଳୀଳ ଭିଡିଓ !

ଗୋଆ: ପୁଣିଥରେ ବିବାଦରେ ଅଭିନେତ୍ରୀ ପୁନମ୍ ପାଣ୍ଡେ । ନିକଟରେ ଏହି ଅଭିନେତ୍ରୀ ଗୋଆରେ ସୁଟିଂ ସାରି ମୁମ୍ବାଇ ଫେରିଥିଲେ । ହେଲେ ଗୋଆରେ ସୁଟିଂ କରିବା ତାଙ୍କୁ ମହଙ୍ଗା ପଡିଛି । ଖାସ କରି ଅଶ୍ଳୀଳ ଭିଡିଓ । ଏ ନେଇ ପୁନମ୍‌ଙ୍କ ବିରୋଧରେ ଦୁଇଦୁଇଟି ଏତଲା ଦାୟର ହୋଇଛି । Goa: FIR filed…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଅନୁଗୁଳ: ଭିଜିଲାନ୍ସ ଜାଲରେ ଅନୁଗୁଳର ଜିଲ୍ଲା ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ତାଙ୍କ ସରକାରୀ କାର୍ଯ୍ୟାଳୟ ଓ କ୍ୱାଟର୍ସରେ ଭିଜିଲାନ୍ସ ଚଢ଼ାଉ କରିଛି…

କୋରାପୁଟରୁ ଜବତ ହେଲା କୋଟିଏ ଟଙ୍କା ମୂଲ୍ୟର ଗଞ୍ଜେଇ

କୋରାପୁଟ: କୋରାପୁଟ ଜିଲ୍ଲା ଲମତାପୁଟରୁ ପାଖାପାଖି ୧ କୋଟି ମୂଲ୍ୟର ଗଞ୍ଜେଇ ଜବତ ହୋଇଛି । ଗୋଟିଏ ପିକଅପ୍ ଭ୍ୟାନରୁ ଗଞ୍ଜେଇ ସହ ବନ୍ଧୁକ ଜବତ କରିଛି ପୋଲିସ। ମାଛକୁଣ୍ଡ ପୋଲିସ ଏବଂ  ବିଏସଏଫ ପକ୍ଷରୁ ମିଳିତ ଭାବେ କମ୍ବିଂ ଅପରେସନ ଚାଲିଥିବା ବେଳେ ଏହି ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ…

ସମ୍ପତ୍ତି ପାଇଁ ମାଆକୁ ଜିଅନ୍ତା ଜାଳିଲା ପୁଅ !

ଉତ୍ତରପ୍ରଦେଶ: ଅବିଶ୍ୱସନୀୟ ହେଲେ ବି ସତ । ନିଜ ବିଧବା ତଥା ବୟସ୍କ ମାଆକୁ ଜିଅନ୍ତା ଜାଳିଲେ ପୁଅ ଓ ବୋହୁ । ଉତ୍ତରପ୍ରଦେଶର ଶାହାଜାହନପୁରରେ ଘଟିଥିବା ଏହି ଘଟଣା ପଛରେ ମୁଖ୍ୟ କାରଣ ସାଜିଥିଲା ସମ୍ପତ୍ତି ଲୋଭ । । ରବିବାର ରାତିରେ ଘଟିଥିଲା ଲୋମହର୍ଷଣକାରୀ ଘଟଣା । ଅର୍ଦ୍ଧଦଗ୍ଧ…

ବଲିଉଡ ଅଭିନେତା ବିଜୟ ରାଜ ଗିରଫ !

ମୁମ୍ବାଇ: ବେଶ କିଛିଦିନ ପୂର୍ବରୁ ଫ୍ୟାନମାନଙ୍କୁ ଡାକିଡାକି ଫଟୋ ଉଠାଇବା ନେଇ ଚର୍ଚ୍ଚାରେ ରହିଥିଲେ । ହେଲେ ଏବେ ନିର୍ଯ୍ୟାତନା ଭଳି ସଙ୍ଗୀନ ଅଭିଯୋଗ ପାଇଁ ଅପମାନ ମୁଣ୍ଡାଇଛନ୍ତି ବଲିଉଡ ଅଭିନେତା ବିଜୟ ରାଜ । ଅଭିଯୋଗକୁ ଭିତ୍ତି କରି ମହାରାଷ୍ଟ୍ରର ଗୋଣ୍ଡିଆ ପୋଲିସ ତାଙ୍କୁ ଗିରଫ କରିଥିଲା…

୩୬ ହଜାର ଲାଞ୍ଚ ନେଇ ଫସିଲେ ମହିଳା ଫରେଷ୍ଟ ଗାର୍ଡ

ସମ୍ବଲପୁର: ଜିଲ୍ଲାର ଜୁଜୁମରା ସ୍ଥିତ ସମ୍ବଲପୁର ସଦର ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ବେହେରାଣୀ ବନ ସୁରକ୍ଷା ସମିତିର ସଦସ୍ୟ ସଚିବ ତଥା ଫରେଷ୍ଟ ଗାର୍ଡ ମଧୁସ୍ମିତା ମହାପାତ୍ର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ, ପର୍ଶୁରାମ ମିର୍ଧାଙ୍କ ଅଭିଯୋଗ…

ଯାଜପୁରରୁ ଜବତ ହେଲା ବିପୁଳ ପରିମାଣରେ ନକଲି ଗୁଣ୍ଡି

ଯାଜପୁର: ଯାଜପୁର ଜିଲ୍ଲା କୁଆଖିଆ ଥାନା ବଡବିରୁଆଁ ଛକ ନିକଟରୁ ବିପୁଳ ପରିମାଣର ନକଲି ଗୁଣ୍ଡି ଜବତ କରିଛି ପୋଲିସ। ଏକ କାର ଯୋଗେ ନକଲି ଗୁଣ୍ଡି ଚାଲାଣ ହେଉଥିବା ବେଳେ କାର ସମେତ ଏହି ନକଲି ଗୁଣ୍ଡି ଜବତ କରାଯାଇଛି । ଏହି ଘଟଣାରେ ପୋଲିସ ୨ ଜଣଙ୍କୁ ଗୁରଫ କରିଛି। ସୂଚନାମୁତାବକ ନକଲି…

କଟକରୁ ୨୨ ଚୋରା ବାଇକ୍ ଜବତ

କଟକ: ଏକ ଚୋରା ବାଇକ୍ ଗ୍ୟାଙ୍ଗକୁ ମଙ୍ଗଳବାର ଦିନ ପୋଲିସ୍ ଧରିବା ସହ ୨୨ଟି ବାଇକ୍ ଜବତ କରିଛି । ସୂଚନା ଅନୁଯାୟୀ ଗତ ଅକ୍ଟୋବର ୧୪ ତାରିଖରେ ଭାରତିଆ ଟାୱାର ସମ୍ମୁଖରେ ବାଇକ୍ ଚୋରି ହୋଇଯାଇଥିବା ନେଇ ଜଗତପୁରର ସରୋଜ କୁମାର ବେହେରା ବାଦାମବାଡି ଥାନାରେ ଅଭିଯୋଗ କରିଥିଲେ । ଉକ୍ତ…