Latest Odisha News

BREAKING NEWS

Browsing Category

ଅପରାଧ

୧୫୩ କେଜିର ରତ୍ନପଥର ଜବତ, ଜଣଙ୍କୁ ବାନ୍ଧିଲା ଏସଟିଏଫ୍

ରାୟଗଡା: ୧୫୩ କିଲୋର ରତ୍ନ ପଥର ଜବତ । ଚୋରା ଚାଲାଣ ବେଳେ ରାୟଗଡ଼ା ଜିଲ୍ଲାରୁ ଧରିଲା କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ତାଙ୍କ ନାଁ ଜିତେନ୍ଦ୍ର ବେହେରା ଓ ଘର ରାୟଗଡ଼ା ଟାଉନରେ । ରବି, ପାନା, କଳାହୀରା, ମୁନଷ୍ଟୋନ ଭଳି ବହୁ ମୂଲ୍ୟବାନ ପଥର…

ପ୍ରଦୀପ ପାଣିଗ୍ରାହୀ ନିରାଶ: ଜାମିନ ଆବେଦନ ଖାରଜ କଲେ କୋର୍ଟ

ଭୁବନେଶ୍ବର: ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ୍ ଆବେଦନ ଖାରଜ ହୋଇଛି । ଖୋର୍ଦ୍ଧା ଏଡିଜେ-୩ ତାଙ୍କ ଜାମିନ୍ ଆବେଦନ ଖାରଜ କରିଛନ୍ତି । ପୂର୍ବାହ୍ନରେ ଶୁଣାଣି ସାରି ରାୟ ସଂରକ୍ଷିତ ରଖିଥିଲେ କୋର୍ଟ । ଶେଷରେ ତାଙ୍କ ଜାମିନ୍ ଆବେଦନ ଖାରଜ କରିଛନ୍ତି । ୧୪ ଦିନିଆ ବିଚାର ବିଭାଗୀୟ…

ଭୁବନେଶ୍ୱରରୁ ମୋବାଇଲ୍ ଫୋନ୍ ଲୁଟେରା ଗ୍ୟାଙ୍ଗ ଗିରଫ, ମାଳ ମାଳ ସେଲଫୋନ୍ ଜବତ

ଭୁବନେଶ୍ୱର: ମାତିଛନ୍ତି ମୋବାଇଲ୍ ଫୋନ୍ ଲୁଟେରା । ଭୁବନେଶ୍ୱର ସହିଦନଗରରୁ ଏମିତି ଏକ ଗ୍ୟାଙ୍ଗକୁ ଗିରଫ କରିଛି ପୋଲିସ । ମାଳ ମାଳ ମୋବାଇଲ୍ ଫୋନ୍ ଜବତ ହୋଇଛି । ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଥି ପୋଲିସ । ଅନୁଗୁଳ, ଯାଜପୁର ଓ ରାଉରକେଲାରୁ ଜବତ ହୋଇଛି ୧୦୨ଟି ସେଲ୍‌ଫୋନ୍‌ । ଗିରଫ…

ପୁଣି ଲଜ୍ୟା; ଟ୍ୟୁସନରୁ ଆଣିବାକୁ ଯାଇ ୭ ବର୍ଷର ଝିଅକୁ ଦୁଷ୍କର୍ମ କଲେ ପଡୋଶୀ ଯୁବକ

ଝାରସୁଗୁଡା: କିଛିଦିନ ତଳେ ଝାରସୁଗୁଡାରେ ଝିଅକୁ ଦୁଷ୍କର୍ମ ଅଭିଯୋଗରେ ପୋଲିସ ବାପାକୁ ଗିରଫ କରିଥିବା ବେଳେ ଆଜି ପୁଣି ଆସିଛି ଆଉ ଏକ ଲଜ୍ୟା ଜନକ ଖବର। ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ଅଞ୍ଚଳରେ ୭ ବର୍ଷର ନାବାଳିକା ଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ,…

ନକଲିକୁ ଛାଡି ଅସଲି ପଛରେ ପଡିଛି ପୋଲିସ: ଉଦ୍ଦେଶ୍ୟ ମୂଳକ ଭାବେ ଚଢ଼ାଉ ଅଭିଯୋଗ

ଯାଜପୁର: ନକଲିକୁ ଛାଡି ଅସଲି ଉପରେ ପୋଲିସ ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ ହୋଇଥିବା ଅଭିଯୋଗ ହୋଇଛି । ଯାଜପୁର ପାଣିକୋଇଲି ଥାନା ଅନ୍ତର୍ଗତ ବଡବିରୁହାଁ ଅଞ୍ଚଳରେ ସରକାରୀ ଟ୍ରେଡ୍ ଲାଇସେନ୍ସ ଏବଂ ଜିଲ୍ଲା ଶିଳ୍ପ ନିଗମ ଠାରୁ ଋଣ ସହାୟତା ନେଇ ସୂର୍ଯ୍ୟମାର୍କା ନାଁରେ ଦୀର୍ଘଦିନ ହେବ ଏକ…

ଟାଟାର ସ୍ପଷ୍ଟୀକରଣ ‘ଆକାଶ କେବେ ବି ଟାଟାର କର୍ମଚାରୀ ନ ଥିଲେ’

ଭୁବନେଶ୍ୱର: ଆକାଶ ପାଠକଙ୍କୁ ନେଇ ପୁଣି ଥରେ ଟାଟା ମୋଟର୍ସର ସ୍ପଷ୍ଟୀକରଣ ଦେଇଛି । ଆକାଶ କେବେ ବି କମ୍ପାନିର କର୍ମଚାରୀ ନଥିଲେ କିମ୍ବା । ସ୍କାଏ କିଙ୍ଗ ସଂସ୍ଥା ସହ କମ୍ପାନିର କୌଣସି କାରବାର ନାହିଁ । ଏପରିକି ସ୍କାଏ କିଙ୍ଗ ଭାଉଚର ଉପରେ କେବେବି କମ୍ପାନି ଜିଏସଟି ଫେରସ୍ତ ଦାବି କରିନି…

ନୟାଗଡ଼ ‘ପରୀ’ ହତ୍ୟା ମାମଲା: ଅଭିଯୁକ୍ତ ବାବୁଲି ନାୟକଙ୍କୁ SITର ମାରାଥନ୍ ଜେରା

ନୟାଗଡ଼: ପରୀ ହତ୍ୟା ମାମଲାରେ ତଦନ୍ତକୁ ଜୋରଦାର କରିଛି ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ । ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରାଙ୍କ ନେତୃତ୍ୱରେ ତଦନ୍ତକାରୀ ଟିମ୍ ଘଟଣାର ବିଭିନ୍ନ ଦିଗ ଉପରେ ତନାଘନା ତଦନ୍ତ ଚଳାଇଛନ୍ତି । ଗତକାଲି ପରୀ ମୃତ୍ୟୁର ଅଭିଯୁକ୍ତ କୁହାଯାଉଥିବା ବାବୁଲି ନାୟକଙ୍କ ଘରେ ରେଡ୍…

୬୦ଲକ୍ଷ ଅନଲାଇନ ଠକେଇ, ଭଦ୍ରକରୁ ଗିରଫ ଯୁବକଙ୍କୁ ରିମାଣ୍ଡରେ ନେବ ଦିଲ୍ଲୀ ପୋଲିସ

ଭଦ୍ରକ: ଅନଲାଇରେ ଠକେଇ । ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗରେ ଭଦ୍ରକ ଜିଲ୍ଲାରୁ ଜଣେ ଯୁବକଙ୍କୁ ଗିରଫ କରାଯାଇଛି । ୬୦ ଲକ୍ଷ ଟଙ୍କାର ଅନଲାଇନ୍ ଠକେଇ ଅଭିଯୋଗରେ ସଂପୃକ୍ତ ଯୁବକଙ୍କୁ ରିମାଣ୍ଡରେ ନେବ ଦିଲ୍ଲୀ ପୋଲିସ । ଏଥିପାଇଁ ଦିଲ୍ଲୀ ପୋଲିସ ଟିମ୍ ଭଦ୍ରକରେ ପହଞ୍ଚିଛି । ଗିରଫ ଯୁବକଙ୍କ ନାଁ…

ଜାମିନ ଆବେଦନ କଲେ ଅଭୟକାନ୍ତ ପାଠକ ଓ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର: ହାଇକୋର୍ଟ ଗଲେ ଗିରଫ ଆଇଏଫଏସ ଅଫିସର ଅଭୟକାନ୍ତ ପାଠକ। ଜାମିନ ପାଇଁ ଆଜି  ସେ ଆବେଦନ କରିଛନ୍ତି। ପୂୂର୍ବରୁ ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଅଭୟଙ୍କ ଜାମିନ ଆବେଦନକୁ ଖାରଜ କରିଥିଲେ। ଗତ ନଭେମ୍ବର ୨୭ ତାରିଖରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ…

ଟାଟା ମୋଟର୍ସରେ ଚାକିରି କରି ନଥିବା ସ୍ୱୀକାର କଲେ ଆକାଶ ପାଠକ !

ଭୁବନେଶ୍ୱର: ଜେରା ବେଳେ ଭିଜିଲାନ୍ସ ଆଗରେ ସତ ଓଗାଳୁଛନ୍ତି ପାଠକ ବାପା-ପୁଅ । ଟାଟା ମୋଟର୍ସରେ ଚାକିରି କରି ନଥିଲେ ଆକାଶ ପାଠକ । ପଚରାଉଚରା ବେଳେ ସେ ଭିଜିଲାନ୍ସ ଆଗରେ ଏକଥା ସ୍ୱୀକାର କରିଥିବା ସୂଚନା ମିଳିଛି । ଭିଜିଲାନ୍ସ ପକ୍ଷରୁ ଏନେଇ ସୂଚନା ମିଳିଛି । ସେହିପରି ଟାର୍ଟର ପ୍ଲେନରେ…