Latest Odisha News

BREAKING NEWS

Browsing Category

ଅପରାଧ

କାରରୁ ଜବତ ହେଲା ୧୪ କେଜିର ଗଞ୍ଜେଇ

ଭୁବନେଶ୍ୱର: ଭୁବନେଶ୍ୱରର ବଙ୍କୁଆଳ ନିକଟରେ ଦୁଇଟି ଦାମୀ କାର୍ ଭିତରୁ କମିଶନରେଟ୍ ପୋଲିସ ପ୍ରାୟ ୧୪ କେଜିର ଗଞ୍ଜେଇ ଜବତ କରିଛି । ଘଟଣାରେ ସମ୍ପୃକ୍ତି ନେଇ ପୋଲିସ ଦୁଇ ଜଣଙ୍କୁ ଅଟକ ରଖିବା ସହ ପଚରାଉଚରା ଜାରି ରଖିଛି । ତେବେ ଏହି ମାଦକ ଦ୍ରବ୍ୟ କନ୍ଧମାଳରୁ ବ୍ରହ୍ମପୁର ଦେଇ…

ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଖୋର୍ଦ୍ଧା: ଜଙ୍କିଆ ଥାନା ଛଣଗିରି ରାସ୍ତା କଡ଼ରୁ ଜଣେ ଯପୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ତାଙ୍କ ନାଁ ଶେଖ ସୁଲେମାନ । ଘର ଛଣଗିରି ଗାଁରେ । ତାଙ୍କୁ କେହି ହତ୍ୟା କରିବା ପରେ ରାସ୍ତାକଡ଼ରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା…

ବ୍ରାଉନ୍ ସୁଗାର ଲିଙ୍କ: ୨ କିଙ୍ଗପିନ୍‌ଙ୍କ ସମେତ ୫ ଗିରଫ

ବାଲେଶ୍ୱର: ବାଲେଶ୍ୱରରେ ବଢ଼ିଚାଲିଛି ବ୍ରାଉନ ସୁଗାର କାରବାର । ଏହି ଲିଙ୍କର ଜଳେଶ୍ୱରରୁ ଦୁଇ କିଙ୍ଗପିନ୍‌ଙ୍କ ସମେତ ୫ ଜଣଙ୍କୁ ଉଠାଇନେଇଛି ଏସ୍‌ଟିଏଫ୍ । ଆଜି ସକାଳୁ ମୁନ୍ନା ଓ ସାଜନଙ୍କ ସହ ସେମାନଙ୍କ ୩ ସହଯୋଗୀଙ୍କୁ ଏସ୍‌ଟିଏଫ୍ ଉଠାଇ ନେଇଛି । ବ୍ରାଉନସୁଗର ବିକ୍ରି ମାମଲାରେ ଏମାନଙ୍କ…

ବିଷ ପିଇ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ; ଅଳ୍ପକେ ବର୍ତ୍ତିଲେ ସ୍ବାମୀ

ଭୁବନେଶ୍ୱର: ଯାଜପୁର ଜିଲ୍ଲା ମଂଗଳପୁର ଥାନା ଅନ୍ତର୍ଗତ ବିରିପଟା ଗାଁରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଦମ୍ପତି। ଏହି ଘଟଣାରେ ପତ୍ନିଙ୍କ ଦେହାନ୍ତ ହୋଇଥିଲା ବେଳେ ସ୍ୱାମୀ ଚିକିତ୍ସିତ ହେବା ପରେ ଏବେ ସୁସ୍ଥ ଥିବା ଜଣାପଡିଛି। ସୂଚନା ଅନୁଯାୟୀ ଗାଁର ଶ୍ରୀକାନ୍ତ ମିଶ୍ର…

ହାଥରସ ମାମଲା: ପୀଡିତାଙ୍କ ପରିବାରକୁ ସୁରକ୍ଷା ଯୋଗାଇବେ CRPF‌ ଯବାନ

ୟୁପି: ଉତ୍ତରପ୍ରଦେଶ ହାଥରସ ଗଣଦୁଷ୍କର୍ମ ମାମଲାରେ ପୀଡିତାଙ୍କ ପରିବାରକୁ ମିଳିଲା କଡା ସୁରକ୍ଷା । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକକ୍ରମେ ଏହି ସୁରକ୍ଷାକୁ ଆହୁରି କଡା କଡି କରାଯାଇଛି । ପୀଡିତାଙ୍କ ପରିବାର ଲୋକଙ୍କ ସୁରକ୍ଷା ପାଇଁ ୮୦ ଜଣ ସିଆର୍‌ପିଏଫ୍ ଯବାନ ମୁତୟନ କରାଯାଇଛି । …

୨ ଦିନିଆ ରିମାଣ୍ଡରେ ଗଲେ ଓଟିଭି ସିଏଫ୍‌ଓ

ଭୁବନେଶ୍ୱର: ସାରୁଆ ଜମି କିଣାବିକା ମାମଲାରେ ଗତକାଲି ଗିରଫ ହୋଇଥିବା ଓଟିଭି ସିଏଫ୍‌ଓ ମନୋରଂଜନ ଷଡଙ୍ଗୀଙ୍କୁ ୨ ଦିନିଆ ରିମାଣ୍ଡରେ ନେଇଛି କ୍ରାଇମବ୍ରାଂଚ ଅର୍ଥନୈତିକ ଅପରାଧ ଶାଖା । ଅଧିକ ଦନ ରିମାଣ୍ଡରେ ନେବାକୁ କ୍ରାଇମବ୍ରାଂଚ ସମୟ ମାଗିଥିଲେ ମଧ୍ୟ କୋର୍ଟ ୨ ଦିନିଆ ରିମାଣ୍ଡରେ ନେବାକୁ…

ଜୁଆ ଅଡ୍ଡା ଉପରେ ଚଢ଼ାଉ, ୧୫ ଜୁଆଡି ଗିରଫ

ପୁରୀ: ଧରାପଡିଲେ ୧୫ ଜୁଆଡି । ବେଆଇନ ଭାବେ ଜୁଆ ଖେଳିବା ଅଭିଯୋଗରେ ପୁରୀ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୧୫ ଜୁଆଡିଙ୍କୁ ଗିରଫ କରିଛି । ପାଟଣା ଗ୍ରାମରେ ଜୁଆ ଖେଳ ଚାଲିଥିବା ଖବର ପାଇ ସଦର ଥାନା ପୋଲିସ ସେଠାରେ ଚଢ଼ାଉ କରି ସେଠାରୁ ୧୦ ଜଣଙ୍କୁ ଗିରଫ କରିଛି । ସେମାନଙ୍କ ନିକଟରୁ…

ଓଡିଶା ଇନଫ୍ରାଟେକର ନିର୍ଦ୍ଦେଶକ ଗିରଫ

ଭୁବନେଶ୍ୱର: କ୍ରାଇମ୍ ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ରବିବାର ଦିନ ଜମି କେଳେଙ୍କାରୀ ଅଭିଯୋଗରେ ଓଡିଶା ଇନଫ୍ରାଟେକ୍ ପ୍ରା. ଲି.ର ନିର୍ଦ୍ଦେଶକ ମନୋରଞ୍ଜନ ଷଡଙ୍ଗୀଙ୍କୁ ଗିରଫ କରିଛି । ଯାହାଙ୍କୁ ପରବର୍ତ୍ତୀ ସମୟରେ କୋର୍ଟ ଚାଲାଣ କରାଯାଇଥିବା ଜଣାପଡିଛି । ଇଓଡବ୍ଲ୍ୟୁର…

‘ଆଲ୍ଲାଦିନ କା ଚିରାଗ’ ନାଁରେ ୩୧ଲକ୍ଷ ଲୁଟିନେଲେ

ମିରଟ: ଆଲ୍ଲାଦିନ୍‌ର ଚିରାଗ । ଦାମ ହେଉଛି ଦେଢ କୋଟି ଟଙ୍କା । ଚିରାଗ ଭିତରୁ ଜିନ୍ ବାହାରିବ ଆଉ ଯାହା ମାଗିବେ ତାହା ଆଖି ପିଛୁଳାକେ ପୂରଣ ହୋଇଯିବ । ଉତ୍ତର ପ୍ରଦେଶର ମିରଟରେ ଜଣେ ଡାକ୍ତରଙ୍କୁ ଏଭଳି କହି ଲୁଟିନେଇଛନ୍ତି ଦୁର୍ବୃତ୍ତ । ଲୁଟେରାଙ୍କ କଥାରେ ଡାକ୍ତର ଏମିତି ବିଶ୍ୱାସ…

ନାବାଳିକା ଗଣଦୁଷ୍କର୍ମ ମାମଲା: ତଦନ୍ତ ବିଳମ୍ବ ହେଉଛି କାହିଁକି, ରିପୋର୍ଟ ମାଗିବେ ଶିଶୁ ସୁରକ୍ଷା ଆୟୋଗ

ଭୁବନେଶ୍ୱର: ରାଜଧାନୀର ଇନଫୋସିଟି ନାବାଳିକା ଗଣଦୁଷ୍କର୍ମ ମାମଲାରେ ଡିସିପି ଦେଇଥିବା ରିପୋର୍ଟ ଅନୁସାରେ କ୍ରାଇମବ୍ରାଂଚ ତଦନ୍ତ କରୁଛି । ଖୁବଶୀଘ୍ର କ୍ରାଇମବ୍ରାଂଚକୁ ତଦନ୍ତ ରିପୋର୍ଟ ମଗାଯିବ । ତେବେ ତଦନ୍ତ କାହିଁକି ବିଳମ୍ବ ହେଉଛି ସେନେଇ କ୍ରାଇମବ୍ରାଂଚକୁ ରିପୋର୍ଟ ମଗାଯିବ ବୋଲି ରାଜ୍ୟ…