Latest Odisha News

BREAKING NEWS

Browsing Category

ଅପରାଧ

ସୁଶାନ୍ତ ସିଂ ରାଜପୁତ ଡ୍ରଗ୍ସ ମାମଲା: ୨୨ତମ ଅଭିଯୁକ୍ତ ଗିରଫ

ମୁମ୍ବାଇ: ନିଷିଦ୍ଧ ନିଶା ଔଷଧ ସେବନ ଏବଂ ବିତରଣ ପାଇଁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଜଣେ ମ୍ୟାନେଜମେଣ୍ଟ ପ୍ରଫେସନାଲକୁ ଗିରଫ କରିଛନ୍ତି। ଏନସିବି ଅଧିକାରୀମାନେ ୧୬/୨୦ କେସ୍ ନମ୍ବର ସମ୍ପର୍କରେ ଗୁରୁବାର ସନ୍ଧ୍ୟାରେ ସାନ୍ତାକ୍ରୁଜ୍-ବାସିନ୍ଦା ଜୟ ମାଧୋକଙ୍କୁ ଗିରଫ…

ନାବାଳିକା ଦୁଷ୍କର୍ମ ମାମଲା: ଜେଲ ଗଲେ ଦୁଇ ଅଭିଯୁକ୍ତ

କଟକ: ବହୁ ଚର୍ଚ୍ଚିତ କଟକ ଗତିରାଉତପାଟଣାର ହୋଇଥିବା ନାବାଳିକା ଦୁଷ୍କର୍ମ ଘଟଣାରେ ମୁଖ୍ୟ ଅଭିଯୁକ୍ତ ସନ୍ତେଷ ବେହେରା ଓରଫ ଟିକି ଓ ତାର ସହଯୋଗୀ ରାକେଶ କୁମାର ରାଉତକୁ ପୁଲିସ ଗିରଫ କରି ଚୈାଦ୍ୱାର ଜେଲ ହାଜାତକୁ ପଠାଇ ଦେଇଛି । ଆହତ ନାବାଳିକାକୁ ବସୁନ୍ଧରାରେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା…

ପୋଲିସ ନିଯୁକ୍ତି ପ୍ରଶ୍ନପତ୍ର ଲିକ ମାମଲା: ପୋଲିସ ଏସପି ଗିରଫ

ଆସାମ: CID ଗୁରୁବାର ଦିନ ସବ ଇନ୍ସପେକ୍ଟର ନିଯୁକ୍ତି ପ୍ରଶ୍ନପତ୍ର ଲିକ ଘଟଣାରେ ଜଣେ ପୋଲିସ ଅଧୀକ୍ଷକ(ଏସପି)ଙ୍କୁ ଗିରଫ କରିଛି । ଆସାମର ବାରପେଟା ଜିଲ୍ଲାର ବିଦେଶୀ ଆଞ୍ଚଳିକ ପଞ୍ଜୀକରଣ କାର୍ଯ୍ୟାଳୟ (FRRO) ରେ ଏସପି ଭାବରେ ପୋଷ୍ଟ ହୋଇଥିବା କୁମାର ସଞ୍ଜିତ କୃଷ୍ଣଙ୍କୁ ଗୁରୁବାର…

‘ପରୀ’ ଅପହରଣ ଓ ହତ୍ୟା ମାମଲା; ଅଭିଯୁକ୍ତକୁ ଗିରଫ ପାଇଁ ମାନବାଧିକାର କମିଶନଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ନୟାଗଡ ଜିଲ୍ଲା ନୟାଗଡ ସଦର ଥାନା ଅନ୍ତର୍ଗତ ଯଦୁପୁର ଗ୍ରାମର ୫ ବର୍ଷୀୟା କନ୍ୟା “ପରୀ”କୁ ଗତ ଜୁଲାଇ ୧୪ ତାରିଖରେ ଖେଳୁଥିବା ସମୟରେ ଅପହରଣ କରାଯାଇଥିଲା ଏବଂ ଠିକ୍ ସେହି ମାସ ୨୩ ତାରିଖରେ ତାଙ୍କ ଘର ନିକଟରେ ଥିବା ପୋଖରୀରୁ ଏକ ବ୍ୟାଗ ଭିତରେ ବନ୍ଧା ହୋଇ ତାହାର ଗଳିତ ଶବ…

ଭୁବନେଶ୍ୱରରେ ଆତଙ୍କ; ଖଣ୍ଡା ବୁଲାଇ ଯୁବକଙ୍କ ହତ୍ୟା ଧମକ!

ଭୁବନେଶ୍ୱର: ଭୁବନେଶ୍ୱରର ଖାରବେଳ ନଗର ଥାନା ଅନ୍ତର୍ଗତ ଶାସ୍ତ୍ରୀ ନଗର ଅଞ୍ଚଳରେ ଜଣେ ଦୁବୃର୍ତ୍ତ ଖଣ୍ଡା ବୁଲାଉଥିବାର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି । ଉକ୍ତ ସିସିଟିଭି ଭିଡିଓରେ ସମ୍ପୃକ୍ତ ବ୍ୟକ୍ତି ଜଣକ ଖଣ୍ଡା ଧରି ଜଣକ ଘର ବାହାରେ ବୁଲାଉଥିବା ଦେଖିବାକୁ ମିଳୁଛି । ଏପରିକି ଘରୁ…

ଗୁଟୁଖା ପାଇଁ ଗିରଫ ହେବେ ଅଭିନେତା ସଚ୍ଚିନ ଜୋଶୀ !

ତେଲେଙ୍ଗାନା: ବେପାରରୁ ବେପାରୀ । ଅଭିନୟରୁ ଅଭିନେତା ।  ଏହି ଦୁଇଟି ଦିଗରେ ବେଶ ଭଲ ଭାବେ ଭାରସାମ୍ୟ ରକ୍ଷା କରିଆସୁଥିଲେ ଅଭିନେତା ସଚ୍ଚିନ ଜୋଶୀ । ତେବେ କରୋନା କଟକଣାରେ ତାଙ୍କ ସନ୍ତୁଳନ ଟିକେ ଦୋହଲିଯାଇଛି ଭଳି ମନେ ହେଉଛି । ଆଉ ସେଥିପାଇଁ ପୋଲିସ ତାଙ୍କ ବିରୋଧରେ ଆଣିଛି ବେଆଇନ ଗୁଟୁଖା…

ପବ୍‌ଜିରୁ ବନ୍ଧୁତା, ପରେ ଗଣଦୁଷ୍କର୍ମ ଓ ଶେଷରେ ବ୍ଲାକମେଲିଂ !

ମଧ୍ୟପ୍ରଦେଶ: ନାବାଳକଙ୍କ ଅମାନୁଷିକ କାଣ୍ଡ । ନାବାଳିକାକୁ କରିଥିଲେ ଟାର୍ଗେଟ୍ । ବୁଧବାର ଭୋପାଳ ସହରରେ ଜଣେ ନାବାଳିକାକୁ ଗଣଦୁଷ୍କର୍ମ ଭଳି ଘଟଣା ସ୍ଥାନୀୟ ଲୋକଙ୍କୁ ସ୍ତବ୍ଧ କରିଥିଲା । କାହିଁକି ନା ଗଣଦୁଷ୍କର୍ମର କାର୍ପଟଦାର ସାଜିଥିଲେ ତିନିଜଣ ନାବାଳକ । ଅନ୍ୟପଟେ ପୀଡିତା ବି ମାତ୍ର…

ଗାଁ ଦାଣ୍ଡରେ ଘୋଷାଡି ଯୁବତୀଙ୍କୁ ମାଡ଼; ସୋସିଆଲ ମିଡିଆରେ ଭିଡ଼ିଓ ଭାଇରାଲ

ଯାଜପୁର: ଯାଜପୁର ଜିଲ୍ଲା ଯଖପୁରା ଅଞ୍ଚଳରେ ଅଭାବନିୟ ଘଟଣା । ପାରିବାରିକ କଳହକୁ କେନ୍ଦ୍ରକରି ଜଣେ ଯୁବତୀଙ୍କୁ ଗାଁ ଦାଣ୍ଡରେ ଘୋଷାଡି ମାଡ଼ ମାରୁଛନ୍ତି ବାପ ପୁଅ। ଏହି ଘଟଣା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ସୂଚନା ମୁତାବକ ଗତକାଲି ଅପରାହ୍ନରେ କେଶବ ମଳିକ ଓ ତାଙ୍କ…

ଦେଢବର୍ଷ ପରେ ଶୌଚାଳୟରୁ ଉଦ୍ଧାର ହେଲେ ମହିଳା !

ହରିୟାଣା: ଜଣେ ୩୫ ବର୍ଷୀୟା ମହିଳାଙ୍କୁ ଶୌଚାଳୟରେ ରହିବାକୁ ବାଧ୍ୟ କରାଯାଇଥିଲା । ଦିନେ କି ଦୁଇଦିନ ନୁହେଁ ବରଂ ଦୀର୍ଘ ଦେଢ ବର୍ଷ ଧରି ସେ ଶୌଚାଳୟରେ ବନ୍ଦ ଥିଲେ । ତେବେ ଏପରି ଅମାନବୀୟ ଘଟଣା ଅନ୍ୟ କେହି ନୁହେଁ ବରଂ ଖୋଦ ସେହି ମହିଳାଙ୍କ ସ୍ୱାମୀ ହିଁ ଘଟାଇଥିଲେ । ପାନିପତ ଜିଲ୍ଲାର…

ଆନ୍ଧ୍ର ଓ ଓଡ଼ିଶା ପୋଲିସର ମିଳିତ ମାଓ ବିରୋଧୀ ଅପରେସନ ଆରମ୍ଭ

ଭୁବନେଶ୍ୱର: ଓଡିଶା ଓ ଆନ୍ଧ୍ର ପ୍ରଦେଶର ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ମଧ୍ୟରେ ଭିଡିଓ ସଂଯୋଗ ମାଧ୍ୟମରେ ଗୁରୁବାର ଦିନ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ସୂଚନା ଅନୁଯାୟୀ ଉକ୍ତ ବୈଠକରେ ଆନ୍ଧ୍ର-ଓଡିଶା ସୀମାରେ ବାମପନ୍ଥୀ ସନ୍ତ୍ରାସବାଦ ମୁକାବିଲା ପାଇଁ ମିଳିତ ଅପରେଶନ ଆରମ୍ଭ…