Latest Odisha News

BREAKING NEWS

Browsing Category

ଅପରାଧ

ଭିଜିଲାନ୍ସ ଜାଲରେ ଲାଞ୍ଚୁଆ କନିଷ୍ଠ ଯନ୍ତ୍ରୀ

ଭୁବନେଶ୍ୱର: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଲେ ଢେଙ୍କାନାଳ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବିପିନ ବିହାରୀ ଦାସ। ସୂଚନା ଅନୁଯାୟୀ ଉକ୍ତ କାର୍ଯ୍ୟାଳୟର କନିଷ୍ଠ ଯନ୍ତ୍ରୀ ବିଲ ପାସ କରାଇଦେବା ପାଇଁ ଜଣେ ମଧ୍ୟସ୍ତି ଶକ୍ତି ପ୍ରସାଦ ମହାନ୍ତିଙ୍କ ଜରିଆରେ ୧୬,୦୦୦…

ବିରକ୍ତ ହେଲେ ହାଇକୋର୍ଟ, ଡିଜିପିଙ୍କୁ ହାଜର ହେବାକୁ ଦେଲେ ନିର୍ଦ୍ଦେଶ

କଟକ: ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ବିରକ୍ତି ପ୍ରକାଶ କଲେ ହାଇକୋର୍ଟ ।ମାମଲାର ତଦନ୍ତର ଷ୍ଟାଟସ ରିପୋର୍ଟକୁ ନେଇ ହାଇକୋର୍ଟ ବିରକ୍ତି ପ୍ରକାଶ କରିଛନ୍ତି । ପୁଲିସ ମହାନିର୍ଦ୍ଦେଶକଙ୍କୁ ବ୍ୟକ୍ତିଗତ ଭାବେ ହାଜର ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବ୍ୟକ୍ତିଗତ ହାଜର ସହ…

ସ୍ୱାମୀ ସାଜିଲା ସୈତାନ: ସ୍ତ୍ରୀର ଗଣ୍ଡିରୁ ଅଲଗା କରିଦେଲା ମୁଣ୍ଡ

କୋରାପୁଟ: ପତ୍ନୀ ହନ୍ତା । ଯାହାକୁ ସାତ ଜନ୍ମର ସାଥି କରିଥିଲା ତାକୁ ମାରିଦେଲା । ସ୍ତ୍ରୀର ଗଣ୍ଟିରୁ ମୁଣ୍ଡକୁ ଅଲଗା କରିଦେଲା ମଦୁଆ ସ୍ୱାମୀ । କୋରାପୁଟ ଜିଲ୍ଲାରେ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । କୋଲାବ ଧଉଡ଼ାପଦର ଗାଁର ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା । ଅଭିଯୁକ୍ତ…

ଦୁଇ ପାରିବାର କଳହର କରୁଣ ପରିଣତି; ଗୋଟିଏ ପରିବାରର ୪ ଗୁରୁତର

ପୁରୀ: ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ରେବଣା ନୁଆଗାଁ ଗ୍ରାମର ଦୁଇ ପରିବାର ମଧ୍ୟରେ କଳହର କରୁଣ ପରିଣତି। ଦୁଇ ମହିଳାଙ୍କ ସମେତ ଗୋଟିଏ ପରିବାରର ଚାରିଜଣ ସଦସ୍ୟ ଗୁରୁତର ଆହତ ହୋଇଥିବା ସୂଚନା। ଖବର ଅନୁଯାୟୀ, ଦୁଇ ପରିବାର ମଧ୍ୟରେ ଛୋଟ କଥାକୁ ନେଇ ଝଗଡା ତୀବ୍ର…

ବାଲେଶ୍ୱରରୁ ୧୦୦ରୁ ଅଧିକ ଗାଈ ଜବତ; ୫ ଅଟକ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ନିକଟ ଖନ୍ତାପଡା ଥାନା ଅନ୍ତର୍ଗତ ଶେରଗଡ ଟୋଲଗେଟ୍ ନିକଟରେ ପ୍ରାୟ ୧୦୦ରୁ ଅଧିକ ଗାଈଙ୍କୁ ଉଦ୍ଧାର କରାଯାଇଛି । ସୂଚନା ଅନୁଯାୟୀ, ପାଖାପାଖି ୪ଟି ଟ୍ରକ୍ ଓ ଗୋଟିଏ ଭ୍ୟାନରେ ବେଆଇନ୍ ଭାବେ ଗୋରୁ ଚାଲାଣ ଅଭିଯୋଗରେ ଟୋଲ୍ ଗେଟ୍ ନିକଟରୁ…

କଟକରୁ ଜବତ ହେଲା ବିପୁଳ ପରିମାଣର ବାଣ; ୩ ଅଟକ

କଟକ: ଟ୍ଵିନ ସିଟି କମିଶନରେଟ୍ ପୋଲିସ୍ କଟକ ଜଗତପୁର ଅଞ୍ଚଳରୁ ଜବତ କରିଛି ଲକ୍ଷାଧିକ ମୂଲ୍ୟର ବାଣ। ଏହି ଘଟଣାରେ ପୋଲିସ ତିନି ଜଣଙ୍କୁ ଗିରଫ ମଧ୍ୟ କରିଛି। ସୋମବାର ସକାଳେ ଜଗତପୁର ଥାନା ଆଇଆଇସିଙ୍କ ନେତୃତ୍ୱରେ ଏକ ଟିମ୍ ପଦ୍ମପୁର, ମହାଜନପୁର ଏବଂ ତ୍ରିଲୋଚନପୁରରେ ଏକାଧିକ କାରଖାନା ଉପରେ…

ପୁରୀରୁ ଜବତ ହେଲା ୨୭୩ ଗ୍ରାମ ବ୍ରାଉନସୁଗାର; ୪ ଅଟକ

ପୁରୀ: ପୁରୀ ପୋଲିସକୁ ସଫଳତା । ରବିବାର ରାତିରେ ଚନ୍ଦନପୁର ଥାନା ପୋଲିସ ୨୭୩ ଗ୍ରାମ ବ୍ରାଉନ ସୁଗାର ଜବତ କରିବାରେ ସଫଳ ହୋଇଛି। ଏହାସହ ୪ ଜଣଙ୍କୁ ଗିରଫ ମଧ୍ୟ କରାଯାଇଥିବା ସୂଚନା ରହିଛି। ଆହୁରି ମଧ୍ୟ କୁମ୍ଭାରପଡା ଥାନା ପୋଲିସ ୨୫୭ ଗ୍ରାମ ବ୍ରାଉନ ସୁଗାର ଜବତ କରିଥିବ ସୂଚନା ମିଳିଛି।…

ନିଜ ନାବାଳିକା ଝିଅ ସହ ଦୁଷ୍କର୍ମ କଲା ବାପା !

ଉତ୍ତରପ୍ରଦେଶ: କଳଙ୍କିତ ହୋଇଛି ବାପା ଓ ଝିଅର ପବିତ୍ର ସମ୍ପର୍କ । ନିଜ ରକ୍ତକୁ ଧୋକା ଦେଲା ଜନ୍ମଦାତା । ଉତ୍ତରପ୍ରଦେଶ ନୋଏଡା ଅଂଚଳରେ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ନିଜ ନାବାଳିକା ଝିଅ ସହ ଖୋଦ ତା ବାପା ଦୁଷ୍କର୍ମ କରିବା ଭଳି ସଙ୍ଗୀନ ଅଭିଯୋଗ ସ୍ଥାନୀୟ ଅଂଚଳରେ ଆଲୋଡନ ସୃଷ୍ଟି…

ଗଂଜାମରୁ ଜବତ ହେଲା ୭୦ ଲକ୍ଷ ଟଙ୍କା ମୂଲ୍ୟର ବାଣ !

ଗଂଜାମ: ଚଳିତବର୍ଷ ଓଡିଶାରେ ବାଣ ବିକ୍ରି କରିବା ଓ ଫୁଟାଇବା ଉପରେ ନିଷେଧାଦେଶ ଜାରି କରିଛନ୍ତି ରାଜ୍ୟ ସରକାର । ଏପରି ସ୍ଥିତିରେ ବେଆଇନ ବାଣ କାରବାର ଉପରେ ରୋକ ଲଗାଇବାକୁ ପୋଲିସ ପ୍ରଶାସନ ଅଣ୍ଟା ଭିଡିଛି । ମାତ୍ର କିଛିଦିନ ପୂର୍ବରୁ ଅନୁଗୁଳରେ ଜବତ ହୋଇଥିଲା ୨୫ ଲକ୍ଷ ଟଙ୍କା ମୂଲ୍ୟର…

ପୁଣି ପୁରୀରେ ସକ୍ରିୟ ସେକ୍ସ ରାକେଟ୍ !

ପୁରୀ: ଓଡିଶାରେ କୋହଳ ହୋଇଛି କରୋନା କଟକଣା । ଏହି ମଉକାର ଫାଇଦା ଉଠାଇ ପୁଣିଥରେ ପୁରୀର ସକ୍ରିୟ ହୋଇଉଠିଛି ସେକ୍ସ ରାକେଟ୍ । ଆଜି ସକାଳୁ ପୁରୀର ବଳିଆପଣ୍ଡା ଥାନା ଅନ୍ତର୍ଗତ ହୋଟେଲ ସି ଭ୍ୟୁ ଇନ୍‌ରୁ ଏକ ସେକ୍ସ ରାକେଟକୁ ପୋଲିସ ଠାବ କରିଛି । ସେକ୍ସ ରାକେଟ୍‌ରେ ସାମିଲ ଥିବା ୫ଜଣ ଯୁବତୀ…