Latest Odisha News

BREAKING NEWS

Browsing Category

ଅପରାଧ

ସାଧାରଣ ନା ଦୈବୀ ଲାଉ, ଭକ୍ତଙ୍କୁ ଭୁଆଁ !

ଆନ୍ଧ୍ରପ୍ରଦେଶ: ଖାଇଲେ ଦୈବୀ ଲାଉ ମିଳିବ ସୁଫଳ । କଟିବ ଘାତଚନ୍ଦ୍ର ଦୋଷ, ପ୍ରସନ୍ନ ହେବେ ଲକ୍ଷ୍ମୀ । କିଛି ଏପରି କହି ଚାଲିଥିଲା କୋଟିକୋଟି ଟଙ୍କାର ଲାଉ ବେପାର । ଦେଖିବାକୁ ସାଧାରଣ, ହେଲେ ତାକୁ ଅସାଧାରଣ କହି କିଛି ଲୋକ ଶ୍ରଦ୍ଧାଳୁଙ୍କୁ କାହିଁ କେବେଠୁ ଠକି ଚାଲିଥିଲେ । ବେଶ କିଛି…

ଲୁଗା ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ, ସିସିଟିଭିରେ କଏଦ ହେଲା ଭିଜୁଆଲ

ବାଲେଶ୍ୱର: ଦୋକାନ ଭିତରେ ପଶି ଲୁଗା ଦୋକାନୀଙ୍କୁ ଖଣ୍ଡାରେ ମରାନ୍ତକ ଆକ୍ରମଣ । ସିସିଟିଭିରେ କଏନ୍ ହେଲା ଲାଇଭ ଭିଜୁଆଲ । ବାଲେଶ୍ୱର ଜିଲ୍ଲା ଭୋଗରାଇ ଅଂଚଳରେ ଘଟିଛି ଏଭଳି ଘଟଣା । ଆକ୍ରମଣ କରିଥିବା ଦୁଇ ଯୁବକ ହେଲେ ସ୍ଥାନୀୟ ଅଞ୍ଚଳର ରାଜେନ୍ଦ୍ର ଜେନା ଓ ତାଙ୍କ ଭାଇ ଜିତେନ୍ଦ୍ର ଜେନା।…

କିଏ ଦେଇଥଲା ଧୋନୀଙ୍କ ଝିଅକୁ ଦୁଷ୍କର୍ମ ଧମକ ?

ଗୁଜରାଟ: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗସ୍ ହାରିଥିଲା ବୋଲି ଧୋନୀଙ୍କ ଝିଅ ଜିଭାକୁ ମିଳିଥିଲା ଦୁଷ୍କର୍ମ ଧମକ । ଏ ନେଇ ସାରା ଦେଶରେ ହଟଚମଟ ସୃଷ୍ଟି ହୋଇଥିଲା । କ୍ରିକେଟ୍ ଖେଳକୁ ନେଇ ଏଭଳି ଧମକ ଘଟଣାକୁ ସମସ୍ତେ ନିନ୍ଦା କରିଥିଲେ । ତେବେ ଶେଷରେ ରାଂଚି ଓ ଗୁଜରାଟ ପୋଲିସର ତତ୍ପରତା ଯୋଗୁଁ…

ପୁଣି ଧରାପଡିଲା ନକଲି ସସ୍ କାରଖାନା, ୬୫୧ ବୋତଲ ଜବତ

ସୁନ୍ଦରଗଡ: ପୁଣି ଅସଲି ବ୍ରାଣ୍ଡରେ ବିକ୍ରି ହେଉଥିଲା ନକଲି ମାଲ । ଠାବ ହେଲା ନକଲି ସସ୍ କାରଖାନା । ସୁନ୍ଦରଗଡ ଜିଲ୍ଳା ରାଜଗାଙ୍ଗପୁର କୁମ୍ଭାରପଡାଠାର ଏକ ନକଲି ସସ୍ କାରଖାନା ଉପରେ ପୋଲିସ ଚଢଉ କରିଛି । ସେଠାରୁ ବହୁ ପରିମାଣର ନକଲି ସସ୍ ତିଆରି ପାଇଁ ବ୍ୟବହୃତ ସାମଗ୍ରୀ ଜବତ ହୋଇଛି । ଏହି…

ଯବାନ ପୁଅର ଭୁଜାଲି ଚୋଟରେ ବାପା ମୃତ

ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ଚାଂଚଲ୍ୟ । ଯବାନ ପୁଅର ଭୁଜାଲି ଚୋଟରେ ବାପା ମୃତ ।  ଆନନ୍ଦପୁର ଉପଖଣ୍ଡ ମଦନପୁର ଗାଁରେ ଜଣେ ଆଇଟିବିପି ଯବାନ ପୁଅର ଆକ୍ରମଣରେ ବାପାର ମୃତ୍ୟୁ ହୋଇଛି। ଅଭିଯୁକ୍ତ ଯବାନ ହେଉଛନ୍ତି ଆଇଟିବିପିରେ ଚାକିରି କରିଥିବା ରଞ୍ଜନ ଓଝା। ସେ ଅରୁଣାଚଳ…

ମିଠା ଦୋକାନୀଙ୍କୁ ହତ୍ୟା ଘଟଣା, ଆଉ ୨ ଗିରଫ

ଭୁବନେଶ୍ୱର: ସାମନ୍ତରାପୁରରେ ମିଠା ଦୋକାନୀ ଜମ୍ବୁ ସାହୁଙ୍କ ହତ୍ୟା ଘଟଣାରେ ଆଉ ୨ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ । ଗିରଫ ଦୁଇ ଅଭିଯୁକ୍ତ ହେଲେ ଶ୍ରୀତିକ ବିଶ୍ୱାଳ ଓ ଆଶୁତୋଷ ମହାନ୍ତି । ଏମାନେ ବ୍ୟବହାର କରିଥିବା ବାଇକ ଓ ଖଣ୍ଡାକୁ ମଧ୍ୟ ଜବତ କରିଛି କମିଶନରେଟ ପୋଲିସ । ଏହି…

ଆଇପିଏସ ଅନୁପ ସାହୁଙ୍କ ନାଁରେ ଫେକ୍ ଫେସବୁକ୍ ଆକାଉଣ୍ଟ

ଭୁବନେଶ୍ୱର: ଆଇପିଏସ୍ ଅନୁପ ସାହୁଙ୍କ ନାଁରେ ଏକ ଫେକ୍ ଫେସବୁକ୍ ଆକାଉଣ୍ଟ ଖୋଲାଯାଇଥିବା ଅଭିଯୋଗ ହୋଇଛି। ବର୍ତ୍ତମାନ ଗୁଇନ୍ଦା ବିଭାଗ ଡିଆଇଜି ଥିବା ଖୋଦ୍ ଅନୁପ ନିଜେ ଏହି ସୂଚନା ଦେଇଛନ୍ତି। ତେବେ ଏଥିରୁ କୌଣସି ଫ୍ରେଣ୍ଡ ରିକ୍ୟୁଏଷ୍ଟ ଗ୍ରହଣ ନକରିବାକୁ ସେ ସୋସିଆଲ ମିଡିଆରେ ଅନୁରୋଧ…

ଭୁବନେଶ୍ୱରରେ ଏଟିଏମ୍ ଲୁଟିଲେ ଦୁର୍ବୃତ୍ତ

ଭୁବନେଶ୍ୱର: ଭୁବନେଶ୍ୱରର ଇନଫୋସିଟି ଥାନା ଅନ୍ତର୍ଗତ ପଟିଆ ରେଳ ଷ୍ଟେସନ୍ ନିକଟରେ ଥିବା ଏକ ଏଟିଏମକୁ କିଛି ଦୁର୍ବୃତ୍ତ ଲୁଟ୍ କରିଥିବା ଘଟଣା ନଜରକୁ ଆସିଛି । ମିଳିଥିବା ସୂଚନା ଅନୁଯାୟୀ କିଛି ଦୁର୍ବୃତ୍ତ ଗତକାଲି ବିଳମ୍ବିତ ରାତିରେ ପଞ୍ଜାବ ନ୍ୟାସନାଲ୍ ବ୍ୟାଙ୍କ (ପିଏନବି) ଏଟିଏମ୍…

ପାଣି ପାଇଁ ଗୋଷ୍ଠୀ ସଂଘର୍ଷ, ତେଣ୍ଟା ମାଡରେ ୨ ମୃତ, ୯ ଆହତ

ବ୍ରହ୍ମଗିରି: ତେଂଟାମାଡରେ ୨ଜଣଙ୍କ ମୃତ୍ୟୁ ହୋଇଛି । ବ୍ରହ୍ମଗିରିରେ ଡମିଣିସେଣାରେ ଦୁଇ ପରିବାର ମଧ୍ୟରେ  ଗୋଷ୍ଠୀ ସଂଘର୍ଷ ଦେଖାଦେଇଛି । ଗୋଷ୍ଠୀ ସଂଘର୍ଷରେ ତେଂଟା ମାଡ଼ କରାଯାଇଥିଲା । ଯେଉଁଥିରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣଙ୍କ ଅବସ୍ଥା ସଂଙ୍କଟାପନ୍ନ ରହିଛି । ରେବଣା ନୂଆଗାଁ…

ମାତିଲେ ମାଓବାଦୀ, ଟିଆର୍‌ଏସ୍ ନେତାଙ୍କୁ ଗୁଳି କରି ହତ୍ୟା

ମାଲକାନଗିରି: ପୁଣି ମାତିଲେ ମାଓବାଦୀ । ଟି.ଆର.ଏସ ନେତାଙ୍କୁ ଗୁଳି କରି ହତ୍ୟା କରିଛନ୍ତି ସଶସ୍ତ୍ର ଲାଲ୍ ବାହିନୀ । ମାଲକାନଗିରି-ତେଲେଙ୍ଗାନା ସୀମାନ୍ତ ମୁଲୁଗୁ ଜିଲ୍ଲାରେ ଦେଖିବାକୁ ମିଳିଛି ଏଭଳି ମାଓ ହିଂସା । ନକ୍ସଲଙ୍କ ଗୁଳିରେ ପ୍ରାଣ ହରାଇଥିବା ଟିଆରଏସ ନେତା ହେଲେ ଭେଙ୍କଟପୁରମ ଥାନା…