Latest Odisha News

BREAKING NEWS

Browsing Category

ଅପରାଧ

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଶୁ ଚିକିତ୍ସକ

ଭୁବନେଶ୍ୱର: ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ଅନ୍ତର୍ଗତ ସୁବଳୟାର ଭେଟେରିନାରୀ ସର୍ଜନ ପ୍ରିୟବ୍ରତ ବେହେରା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ, ଜିଲ୍ଲାର ସୁବଳୟା ଥାନା ଅନ୍ତର୍ଗତ ବଡଖମାର ଗ୍ରାମର ଲକ୍ଷ୍ମଣ ମୋହନକୁଡାଙ୍କ ଅଭିଯୋଗ ପରେ…

ଯାଜପୁର ପୋଲିସ କବ୍ଜାରେ ଡକାୟତି ଗ୍ୟାଙ୍ଗ 

ଯାଜପୁର: ପୋଲିସ କବ୍ଜାରେ ଡକାୟତି ଗ୍ୟାଙ୍ଗ। ଯାଜପୁର ଜିଲ୍ଲା କୋରାଇ ଥାନା ରଗଡି ଲକ୍ଷ୍ମୀନଗର ଅଞ୍ଚଳରେ ହୋଇଥିବା ଡକାୟତି ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କ ନିକଟରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ନଗଦ ୫ ହଜାର ଟଙ୍କା ଓ ୫ ଟି ମୋବାଇଲ ଫୋନ ଜବତ…

ଭୁବନେଶ୍ୱରରେ ବୃଦ୍ଧାଙ୍କ ଠାରୁ ଲୁଟ୍ କଲେ ଦୁବୃର୍ତ୍ତ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଶୈଳଶ୍ରୀ ବିହାର ନିକଟ ଅଞ୍ଚଳରୁ ମଙ୍ଗଳବାର ଦିନ କେହି ଦୁବୃର୍ତ୍ତ ଜଣେ ବୟସ୍କା ମହିଳାଙ୍କ ଠାରୁ ସୁନା ଅଳଙ୍କାର ଲୁଟ୍ କରିଥିବା ଅଭିଯୋଗ ହୋଇଛି । ସମ୍ପୃକ୍ତ ମହିଳାଙ୍କ ନାମ ଶାନ୍ତିଲତା ବେହେରା ବୋଲି ଜଣାପଡିଛି । ସୂଚନା ଅନୁଯାୟୀ, ଉକ୍ତ ମହିଳା ଜଣକ…

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପଡିଲେ ସହକାରୀ ନିର୍ବାହୀ ଯନ୍ତ୍ରୀ । ଭୁବନେଶ୍ୱର ଜିପିଏଚ୍ ଡିଭିଜନ-୨ର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବିନ୍ଦ୍ର ନାଥ ପ୍ରଧାନଙ୍କ ଘର ସମେତ ୬ଟି…

ଚିଟଫଣ୍ଡ ପରିଚାଳନା ନିର୍ଦ୍ଦେଶକ ଗିରଫ

କଟକ: ରାଜ୍ୟ ଓ  ଗୁଜୁରାଟର ସୁରତ ଏବଂ ଛତିଶଗଡରେ ଜମାକାରୀଙ୍କ ନିକଟରୁ ବିନୋଦିନୀ ଚିଟଫଣ୍ଡ ନାମରେ ପ୍ରାୟ ୬୮ ଲକ୍ଷ ଟଙ୍କାରୁ ଉର୍ଦ୍ଧ ଠକି ନେଇଥିବା ଏମ.ଡିକୁ ପୋଲିସ ଗିରଫ କରିଥିବା ସୂଚନା ମିଳିଛି । ବିନୋଦିନୀ ପ୍ରୋଜେକ୍ଟସ ଲିମିଟେଡ ଚିଟଫଣ୍ଡ କମ୍ପାନୀ ନାମରେ ୫୦୦ରୁ ଉର୍ଦ୍ଧ…

କୁଆଡେ ଗଲେ ଭାରତର କୁଖ୍ୟାତ ଗ୍ୟାଙ୍ଗଷ୍ଟର ?

ନୂଆଦିଲ୍ଲୀ: ବିରାପ୍ପାନଠୁ ଆରମ୍ଭ କରି ନିକଟରେ ନିହତ ହୋଇଥିବା ବିକାଶ ଦୁବେ । ଏଭଳି ଅନେକ ଗ୍ୟାଙ୍ଗଷ୍ଟର ଓ ଅପରାଧୀଙ୍କ ଏନ୍ତୁଡିଶାଳ ପାଲଟିଛି ଭାରତ । ଦେବିନ୍ଦର ସିଂ, ବଣ୍ଟି ଓ ନଟୱରଲାଲ ଭଳି ଠକ ତଥା ଚୋରଙ୍କୁ ନେଇ ଫିଲ୍ମ ବି ନିର୍ମାଣ ସରିଛି । ଏପରିକି ତାଜମହଲକୁ ବିକ୍ରୟ କରିବା ଓ…

କଟକରେ ଆଉ ଜଣେ ନାବାଳିକାକୁ ହତ୍ୟା ଅଭିଯୋଗ

କଟକ: ଜଣେ ୧୬ ବର୍ଷର ନବାଳିକାକୁ ନାଟକୀୟ ଢଙ୍ଗରେ ଅପହରଣ କରିନେବା ପରେ ଜବରଦସ୍ତ ବିବାହ କରି ପରେ ତାକୁ କିରୋସିନ ଢାଳି ମରିଦେଇଥିବା ନେଇ ନାବାଳିକାର ବାପା ମଙ୍ଗଳାବାଗ ଥାନାରେ ଅଭିଯୋଗ କରିଥିବା ସୁଚନା ମିଳିଛି । ନାବାଳିକା ପରିବାରଙ୍କ ଠାରୁ ମିଳିଥିବା ତଥ୍ୟ ଅନୁଯାଇ ଭଦ୍ରକ ଜିଲ୍ଲା…

ବିପୁଳ ପରିମାଣର ବିସ୍ଫୋରକ ଓ ମାଓ ସାମଗ୍ରୀ ଜବତ

ମାଲକାନଗିରି: ସେନାବାହିନୀଙ୍କୁ ବଡ଼ ଧରଣର ସଫଳତା । କୋରାପୁଟ ମାଲକାନଗିରି ସୀମାରୁ ବିପୁଳ ବିସ୍ଫୋରକ ସାମଗ୍ରୀ ଜବତ । ଏତେ ପରିମାଣର ବିସ୍ଫୋରକ ଏକ ଡ୍ରମ ଭିତରେ ପୁରାଇ ମାଟି ତଳେ ଲୁଚାଇ ରଖାଯାଇଥିଲା । ଆନ୍ଧ୍ର ଓଡ଼ିଶା ବର୍ଡର ଡିଭିଜନାଲ କମିଟି ଏହାକ ଲୁଚାଇ ରଖିଥିଲା ।…

ଭିଜିଲାନ୍ସ ଜାଲରେ ଅଧ୍ୟାପକ

ପାରଳାଖେମୁଣ୍ଡି: ଭିଜିଲାନ୍ସ ଜାଲରେ ଅଧ୍ୟାପକ। ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଗୁରାଣ୍ଡି କଲେଜର ଏଜୁକେସନ୍ ଅଧ୍ୟାପକ ଜି. ନାଗେଶ୍ୱର ରାଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଥିବା ସୂଚନା ମିଳିଛି। ନାଗେଶ୍ୱରଙ୍କ…

ସରକାରୀ କ୍ୱାର୍ଟର୍ସରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗୀର: ସରକାରୀ କ୍ୱାର୍ଟର୍ସରୁ ମିଳିଲା ବୃଦ୍ଧ ଦମ୍ପତିଙ୍କ ମୃତଦେହ। ବଲାଙ୍ଗିର ଜିଲ୍ଲା ଚନ୍ଦ୍ରଶେଖରନଗରର ଏକ ସରକାରୀ କ୍ୱାର୍ଟର୍ସରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ବୃଦ୍ଧ ଦମ୍ପତିଙ୍କ ଘର ସଦର ବ୍ଲକ ପୁଡ଼ାସିଂ ଗାଁରେ ବୋଲି ଜଣାପଡ଼ିଛି। ସନ୍ଦେହଜନକ ଅବସ୍ଥାରେ ଟାଉନ…