Latest Odisha News

BREAKING NEWS

Browsing Category

ଅପରାଧ

ବେକରେ ଛୁରି ଲଗାଇ ଲୁଟ୍

ଆଠଗଡ: ଘରେ ପଶି ବେକରେ ଛୁରି ଲଗାଇ ଲୁଟ୍ । ଏଭଳି ଅଭିଯୋଗ ଆସିଛି ଆଠଗଡ ଜିଲ୍ଲା ଖୁଂଟୁଣି ଥାନା ଖମାର ନୂଆଗାଁରେ । ଗତ ବିଳମ୍ବିତ ରାତିରେ ଘରେ ଦୁର୍ବୃତ୍ତମାନେ ପସି ବେକରେ ଛୁରି ଲଗାଇ ଟଙ୍କା ଓ ସୁନା ଗହଣା ଲୁଟି ନେଇଥିବା ଅଭିଯୋଗ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଜାରି ରଖିଛି ।

ଦୁଷ୍କର୍ମରୁ ବର୍ତ୍ତିବା ପାଇଁ ଚଳନ୍ତା ଗାଡିରୁ ଡେଇଁଲେ ଦୁଇ ଯୁବତୀ !

ପଂଜାବ: ଅସୁରକ୍ଷିତ ଭାରତ ନା ବିପଦରେ ନାରୀ ଜାତିର ଅସ୍ତିତ୍ୱ । ପାଦେପାଦେ ବିପଦ । ପ୍ରତି ସମୟରେ ନାରୀମାନଙ୍କ ପ୍ରତି ଘଟୁଛି କିଛି ନା କିଛି ଅଘଟଣ । ଦୁଷ୍କର୍ମ ଭଳି ଶବ୍ଦ ଟିଭି, ଖବର କାଗଜ ଓ ଡିଜିଟାଲ ମିଡିଆରେ ସଦାସର୍ବଦା ପୃଷ୍ଠା ମଣ୍ଡନ କରୁଛି । ପଂଜାବର ଅମ୍ରିତସରରେ ସାମ୍ନାକୁ…

ରନ୍ଧା ହୋଇନଥିଲା ଅଣ୍ଡା ତରକାରୀ, ଘଟିଗଲା ହତ୍ୟାକାଣ୍ଡ !

ମହାରାଷ୍ଟ୍ର: ବରାଦ ମୁତାବକ ରନ୍ଧା ହୋଇନଥିଲା ମନ ପସନ୍ଦର ବ୍ୟଂଜନ । କ୍ରୋଧ ଜର୍ଜରିତ ମାନସିକତା ଘଟାଇଥିଲା ବର୍ବର କାଣ୍ଡ । ପଢି ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଘଟଣାଟି ସତ । ମହାରାଷ୍ଟ୍ର ନାଗପୁରରେ ସାଧାରଣ ଅଣ୍ଡା ତରକାରି ପାଇଁ ଘଟିଥିଲା ଜଘନ୍ୟ ହତ୍ୟାକାଣ୍ଡ । ଶନିବାର ନିଜ ବନ୍ଧୁ…

ଜନ୍ମଦିନ କେକ୍ ଖାଇ ଦୁଷ୍କର୍ମର ଶିକାର ଯୁବତୀ !

ତେଲେଙ୍ଗାନା: ଜନ୍ମଦିନରେ ମିଳିଥିଲା ନିମନ୍ତ୍ରଣ । ଚାଲିଥିଲା କେକ୍ କଟିଂ ସେଲିବ୍ରେସନ୍ । ହେଲେ ହଠାତ୍ ଅଚେତ ହୋଇପଡିଥିଲେ ଯୁବତୀ । ହୋସ୍ ଆସିବାବେଳକୁ ହରାଇସାରିଥିଲେ ନିଜର ସବୁକିଛି । ଘଟଣାକୁ କିଛିଦିନ ବିତିଗଲା ପରେ ଶେଷରେ ସାମ୍ନାକୁ ଆସିଛି ଏହି ଲୋମଟାଙ୍କୁରା ଘଟଣା । ପୋଲିସ…

[ଭିଡିଓ] ଚୋରୀ କରିବା ପୂର୍ବରୁ ପ୍ରାର୍ଥନା କଲା ଧାର୍ମିକ ଚୋର !

ତାମିଲନାଡୁ: ସୋସିଆଲ ମିଡିଆରେ ଏକ ଭିଡିଓ ବହୁଳ ମାତ୍ରାରେ ଭାଇରାଲ ହେଉଛି । ଜଣେ ଚୋର ଚୋରୀ କରିବା ପୂର୍ବରୁ ମନ୍ଦିରରେ ପ୍ରାର୍ଥନା କରିଥିଲା । ଏହି କାରଣରୁ ଚୋରକୁ ମିଳିଛି ଧାର୍ମିକ ଚୋରର ଆଖ୍ୟା । ତେବେ କେଉଁଠି ଘଟିଛି ଏହି ଘଟଣା ? ଚେନ୍ନାଇର ଥିରୁୱନମେୟୁର ଅଂଚଳରୁ ପ୍ରଥମେ ଭାଇରାଲ…

ପୁଣି ପବ୍‌ଜି ଆତଙ୍କ, ବାପାର ଗଳା କାଟିଲା ପୁଅ !

ଉତ୍ତରପ୍ରଦେଶ: ଭାରତରେ ବ୍ୟାନ୍ ହୋଇଥିଲେ ବି ଥମିନି ପବ୍‌ଜି ମହାମାରୀ । ଅନେକ ପରିବାର ଏହି ଭିଡିଓ ଗେମ୍ ପାଇଁ ଧ୍ୱଂସ ହୋଇସାରିଛି । ଉତ୍ତରପ୍ରଦେଶର ରାଜଧାନୀ ମିରଟ୍ ଜିଲ୍ଲାରେ ସାମ୍ନାକୁ ଆସିଛି ଏକ ଅବିଶ୍ୱସନୀୟ ଘଟଣା । ଯେଉଁଠି ପବ୍‌ଜି ଖେଳିବାକୁ ମନା କରିବାରୁ ବାପାର ଗଳା କାଟିବାକୁ…

ଏସ୍‌ଟିଏଫ୍ ପଞ୍ଝାରେ ବଜ୍ରକାପ୍ତା ଗ୍ୟାଙ୍ଗ

ସୁବର୍ଣ୍ଣପୁର: କ୍ରାଇମବ୍ରାଂଚ ଏସ୍‌ଟିଏଫ୍ ପଞ୍ଝାରେ ବଜ୍ରକାପ୍ତା ଗ୍ୟାଙ୍ଗ । ସୁବର୍ଣ୍ଣପୁର ଜିଲ୍ଲା ରାଜକୋଟି ଗାଁରୁ ବଜ୍ରକାପ୍ତା କାତି ଜବତ ହୋଇଛି । ଏହି ଘଟଣାରେ ଏସ୍‌ଟିଏଫ୍ ୨ ବେପାରୀକୁ ଗିରପ କରିଛି । ଦୁଇ ଅଭିଯୁକ୍ତ ହେଲେ ସୋମନାଥ ବ୍ୟାଗ୍ ଓ ମାର୍ସାଲାନ୍ ଭେଙ୍ଗେରା । ଜବତ କାତିର…

ଦାଦାବଟି ନଦେବାରୁ ଭାଇଭଉଣୀକୁ ହାଣିଦେଲେ

ବ୍ରହ୍ମପୁର: ଦାଦାବଟି ନଦେବାରୁ ଭଉଭଉଣୀଙ୍କ ଉପରେ ଖଣ୍ଡାରେ ଆକ୍ରମଣ । ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସହର ଅନ୍ତର୍ଗତ ଲକ୍ଷ୍ମୀ ନୃସିଂହ ସାହିରୁ ଏଭଳି ଅଭିଯୋଗ ଆସିଛି। ଆହତ ଦ୍ୱୟ ହେଲେ-କାଳିଆ ପାତ୍ର ଓ ତାଙ୍କ ଭଉଣୀ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଏମ୍‌କେସିଜି ମେଡିକାଲ୍‌ରେ ଭର୍ତ୍ତି…

ଓଡ଼ିଶା ସୀମାନ୍ତରୁ ଜବତ ହେଲା ୭୦ ଲକ୍ଷରୁ ଅଧିକ ମୂଲ୍ୟର ଗଞ୍ଜେଇ

ଲମତାପୁଟ: ଓଡିଶା ସୀମା ନିକଟସ୍ଥ ଆନ୍ଧ୍ରପ୍ରଦେଶ ଅଞ୍ଚଳରୁ ଛତିଶଗଡକୁ ପାଖାପାଖି ୭ କୁଇଣ୍ଟାଲ ଗଞ୍ଜେଇ ଚାଲାଣ ବେଳେ ଜବତ କରିଛି ମାଛକୁଣ୍ଡ  ପୋଲିସ । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ପାଖାପାଖି ୭୦ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି। ସୁଚାନୁଯାୟୀ, ନମ୍ବର ପ୍ଲେଟ ନଥିବା ଏକ ଭ୍ୟାନରେ ଏହି…

ଦେଶୀ ଓ ନକଲି ମଦର ଭୂସ୍ୱର୍ଗ ଅନୁଗୁଳ !

ଅନୁଗୁଳ: ଦେଶୀ ମଦର ଭୂସ୍ୱର୍ଗ ପାଲଟିଛି ଅନୁଗୁଳ । ଜିଲ୍ଲାରେ ବେଧଡକ ପୋଲିସ ନାକତଳେ ତିଆରି ଓ ବିକ୍ରି ହେଉଛି । ହେଲେ ପ୍ରଶାସନର ନିଘା ନାହିଁ । ଦିନ ଦ୍ୱିପହରେ ହେଉ କି ରାତି ଖୁଲମଖୋଲା ଚାଲାଣ ହେଉଛି ଦେଶୀ ମଦ । ଶୁକ୍ରବାର ତାଳଚେର ଅବକାରୀ ବିଭାଗ ପକ୍ଷରୁ ରେଙ୍ଗାଳି ଥାନା ପୋଲିସ ଚଢାଉ…